ରାଜ୍ୟ

ପିଇଓ ସ୍ମିତାରାଣୀଙ୍କ ମୃତ୍ୟୁ ଘଟଣା: ଅଭିଯୁକ୍ତ ରୂପେଶ ଭଦ୍ରଙ୍କ ଅତିଥିଭବନ ଭଙ୍ଗାଯିବ

ରସୁଲପୁର, ୨୪।୧୦(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ ପିଇଓ(ପଞ୍ଚାୟତ ନିର୍ବାହୀ ଅଧିକାରୀ) ସ୍ମିତାରାଣୀ ବିଶ୍ୱାଳଙ୍କର ଅଭିଯୁକ୍ତ ରୂପେଶ ଭଦ୍ରଙ୍କ ଅତିଥିଭବନରେ ରହସ୍ୟଜନକ ମୃତ୍ୟୁ ଘଟିଥିଲା। ଉକ୍ତ ଅତିଥିଭବନ ଏକ ବିବାଦୀୟ ଜମିରେ ରହିଥିବା ଗଣମାଧ୍ୟମରେ ପ୍ରକାଶ ପାଇଥିଲା।...

ଖୋର୍ଦ୍ଧାରେ ଲଗାଣ ବର୍ଷା: ୨୫ ତାରିଖ ସ୍କୁଲ ଛୁଟି ଘୋଷଣା

ଖୋର୍ଦ୍ଧା ଅଫିସ,୨୪।୧୦: ଲଗାଣ ବର୍ଷା ଯୋଗୁ ଖୋର୍ଦ୍ଧା ଜିଲାର ସ୍କୁଲ ଓ ଅଙ୍ଗନଓ୍ବାଡି କେନ୍ଦ୍ରକୁ ଛୁଟି ଘୋଷଣା କରାଯାଇଛି। ଗୁରୁବାର ଅପରାହ୍ନ ୧ଟାରୁ ସ୍କୁଲ ଛୁଟିକରି ଦିଆଯାଇଥିବା ବେଳେ ୨୫ ତାରିଖ ମଧ୍ୟ ସ୍କୁଲ ବନ୍ଦ ରହିବ ବୋଲି ଘୋଷଣା...

ଭିଭିଏସ୍‌ ଲକ୍ଷ୍ମଣଙ୍କ ଟୁଇଟ୍‌ରେ ଭୁବନେଶ୍ୱରର କମଳଲୋଚନଙ୍କ କଥା: ଜରି ଗୋଟାଳି ସତ୍ତ୍ୱେ ବୁଲା କୁକୁରଙ୍କ ପେଟ ପୋଷୁଥିବାରୁ କଲେ ପ୍ରଶଂସା

ଭୁବନେଶ୍ୱର,୨୪।୧୦(ବ୍ୟୁରୋ): ରାଜଧାନୀରେ ବୁଲା କୁକୁରଙ୍କୁ ଖାଇବାକୁ ଦେଇ ଚର୍ଚ୍ଚାକୁ ଆସିଛନ୍ତି କମଳଲୋଚନ ବଳିୟାରସିଂ। ଭାରତର ପୂର୍ବତନ କ୍ରିକେଟର ଭିଭିଏସ୍‌ ଲକ୍ଷ୍ମଣ ଗୁରୁବାର କମଳଙ୍କୁ ନେଇ ଏକ ଟୁଇଟ୍‌ କରିଛନ୍ତି। କମଳ ହେଉଛନ୍ତି ଜଣେ ଜରି ଗୋଟାଳି। ବିଭିନ୍ନ ସ୍ଥାନ ବୁଲି...

ବିଜେପୁର ଉପନିର୍ବାଚନରେ ନବୀନ ଲହର: ୫୦ହଜାର ଟପି ପାରିଲାନି ଭାଜପା; ଅମାନତ ହରାଇଲା କଂଗ୍ରେସ

ବରଗଡ଼ ଅଫିସ,୨୪।୧୦: ବିଜେପୁର ଉପନିର୍ବାଚନ ଫଳାଫଳ ଘୋଷଣା ହେବା ପରେ ରାଜ୍ୟ ଭାଜପା ଏବଂ କଂଗ୍ରେସକୁ ଶକ୍ତ ଧକ୍କା ଲାଗିଛି। ଭାଜପା ପକ୍ଷରୁ ପ୍ରଚାର ଭାର ସମ୍ଭାଳିଥିବା ନେତାମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଯେଉଁ ଚ୍ୟାଲେଞ୍ଜ ଦେଇଥିଲେ, ତାହା ଲୋକେ...

ବର୍ଷାରେ ବେହାଲ ରାଜଧାନୀ: ରାସ୍ତାରେ କୃତ୍ରିମ ବନ୍ୟାର ଭ୍ରମ, ଜନଜୀବନ ପ୍ରଭାବିତ

ଭୁବନେଶ୍ୱର,୨୪।୧(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଛି। ରାଜଧାନୀ ଭୁବନେଶ୍ୱରର ମାଷ୍ଟରକ୍ୟାଣ୍ଟିନ୍‌, ପଟିଆ, ଆଚାର୍ଯ୍ୟବିହାର, ଇସ୍କନ ମନ୍ଦିର ଛକ, ରସୁଲଗଡ଼, ଏଜି ଛକ, ଜୟଦେବ ବିହାର,...

୫ ଜିଲାରେ ଅତିପ୍ରବଳ ବର୍ଷା

ଭୁବନେଶ୍ୱର,୨୪।୧୦(ବ୍ୟୁରୋ):ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ୱେଲମାର୍କ ଲୋ ପ୍ରେସରରେ ପରିଣତ ହୋଇଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଜିଲାରେ ପ୍ରବଳରୁ ଅତି ପ୍ରବଳ ମାତ୍ରାରେ ବର୍ଷା...

ଶୁକ୍ରବାର ଯାଏ ଲାଗି ରହିବ ବର୍ଷା: ୫ ଜିଲାକୁ ରେଡ୍‌ ଓ୍ବାର୍ଣ୍ଣିଂ, ୧୦ ଜିଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୪।୧(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଦୁଇଦିନ ଧରି ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଲାଗି ରହିଛି। ପକ୍ଷିଣ ଏବଂ ଉପକୂଳ ଓଡ଼ିଶାରେ ବର୍ଷା ହେଉଥିବା ବେଳେ ତଳିଆ ଅଞ୍ଚଳରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇଛି। ବିଶେଷକରି ବ୍ରହ୍ମପୁର,...

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ମାନିବାରେ ପ୍ରଥମ: ଓଡ଼ଗାଁ ଆହାର କେନ୍ଦ୍ରରେ ମଧ୍ୟାହ୍ନ ଭୋଜନ କଲେ କୃଷି ମନ୍ତ୍ରୀ

ଓଡଗାଁ, ୨୪।୧୦(ସ୍ବ.ପ୍ର.)-ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ଅରୁଣ କୁମାର ସାହୁ ଭୁବନେଶ୍ୱରରୁ ନୟାଗଡ଼ ଟ୍ରେନରେ ଆସିବାକୁ ନେଇ ଚର୍ଚ୍ଚାରେ ରହିଛନ୍ତି । ଏହି ଘଟଣାର ଦିନଟିଏ ନ ପୁରୁଣୁ ଗୁରୁବାର ଓଡଗାଁ ଆହାର କେନ୍ଦ୍ରରେ ମନ୍ତ୍ରୀ ମଧ୍ୟାହ୍ନ ଭୋଜନ କରିଛନ୍ତି...

ବିଜେପୁର ବିଜୟିନୀ ରୀତା: ଗତ ନିର୍ବାଚନର ବିଜୟ ବ୍ୟବଧାନକୁ କାଟି କଲେ ରେକର୍ଡ

ବରଗଡ଼ ଅଫିସ/ପଦ୍ମପୁର,୨୪।୧୦- ପ୍ରକାଶ ପାଇଛି ବହୁ ପ୍ରତୀକ୍ଷିତ ବିଜେପୁର ଉପନିର୍ବାଚନର ଫଳାଫଳ। ଏଥିରେ ବିଜେଡି ପ୍ରାର୍ଥିନୀ ରୀତା ସାହୁ ଗତ ନିର୍ବାଚନର ବହୁ ରେକର୍ଡ ଭାଙ୍ଗି ଦଳ ପାଇଁ ବୃହତ ବିଜୟ ଆଣିଦେଇଛନ୍ତି। ଗୁରୁବାର ଭୋଟଗଣତିରେ ରୀତା ସର୍ବାଧିକ ୧...

ବିଜେପୁରରେ ପୁଣି ରୀତା, ମୁଖ୍ୟମନ୍ତ୍ରୀ ଜଣାଇଲେ ଶୁଭେଚ୍ଛା

ବରଗଡ଼ ଅଫିସ/ପଦ୍ମପୁର,୨୪।୧୦: ବରଗଡ଼ ଜିଲା ବିଜେପୁର ଉପନିର୍ବାଚନରେ ବାଜିମାତ କଲେ ବିଜେଡି ପ୍ରାର୍ଥୀ ରୀତା ସାହୁ। ରେକର୍ଡ ବ୍ୟବଧାନରେ ରୀତା ଭାଜପା ପ୍ରାର୍ଥୀ ସନତ ଗଡ଼ତିଆଙ୍କୁ ୯୭,୯୯୦ ଭୋଟରେ ହରାଇଛନ୍ତି। ଶେଷ ୨୧ ରାଉଣ୍ଡରେ ରୀତାଙ୍କୁ ମୋଟ ୧,୩୫,୯୪୯ ଭୋଟ...

ମଧ୍ୟାହ୍ନଭୋଜନ ଚାଉଳ

ମାଲକାନଗିରି ଜିଲାରେ ଅନେକ ଛାତ୍ରୀଛାତ୍ର ଅଧାରୁ ପାଠ ଛାଡୁଛନ୍ତି। ଅଧିକାଂଶ ଛାତ୍ରୀଛାତ୍ର ସ୍କୁଲକୁ ଆସୁନାହାନ୍ତି । ଏହି ଛାତ୍ରୀଛାତ୍ରଙ୍କ ପାଇଁ ସରକାର ମଧ୍ୟାହ୍ନଭୋଜନ ବ୍ୟବସ୍ଥା କରିଥିଲେ ମଧ୍ୟ ସେ ବାବଦ ଚାଉଳ ହରିଲୁଟ ହେଉଛି। ଚାଉଳ ଯୋଗାଣ ଲାଗି ସରକାର...

‘ପ୍ରୋପା ଲେଡି’ରେ ଦୂତି

ଭୁବନେଶ୍ୱର, ୨୪।୧୦(ବ୍ୟୁରୋ): ପ୍ରଥମେ ‘କୌନ୍‌ ବନେଗା କରୋଡ୍‌ ପତି’ର ହଟ୍‌ ସିଟ୍‌ ଆଉ ତା’ପରେ ଭୋଗ୍‌ ‘ସ୍ପୋର୍ଟସ୍‌ ମ୍ୟାନ୍‌ ଅଫ୍‌ ଦି ଇୟର୍‌’। ଆଉ ଏବେ ପ୍ୟୁମାର ବହୁଚର୍ଚ୍ଚିତ ଆଡ୍‌ କ୍ୟାମ୍ପେନ୍‌ ‘ପ୍ରୋପା ଲେଡି’ରେ ନଜର ଆସିଛନ୍ତି ଧାବିକା ଦୂତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri