ଯନ୍ତାରେ ରହିବା ବର୍ଷେ ପୂରିବ
ଭୁବନେଶ୍ୱର,୨୧ା୧୦ : ସାତକୋଶିଆରେ ବାଘୁଣୀ ‘ସୁନ୍ଦରୀ’ର ଭିବଷ୍ୟତକୁ ନେଇ ନିଶ୍ଚିତ ହୋଇପାରୁନି ବନ ବିଭାଗ। ଗତବର୍ଷ ନଭେମ୍ବର ୫ରୁ ଯନ୍ତାରେ ରହିଛି ବାନ୍ଧବଗଡ଼ର ଏହି ବାଘୁଣୀ। ବର୍ଷେ ବିତିବାକୁ ବସିଲାଣି, କିନ୍ତୁ ସୁନ୍ଦରୀର ଭବିଷ୍ୟତ ଏବେ ବି ଅନ୍ଧାକାରରେ ରହିଛି।...
ବିଜେପୁର ଉପନିର୍ବାଚନ: ୧୧ଟା ସୁଦ୍ଧା ୨୫.୭% ମତଦାନ
ବରଗ ଅଫିସ /ବିଜେପୁର, ୨୧।୧୦(ଡି.ଏନ୍.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ସୋମବାର ମତଦାନ ଚାଲିଛି। ନିର୍ବାଚନ ମଣ୍ଡଳୀର ୨୮୫ ବୁଥ୍ରେ ମତଦାନ ପ୍ରକ୍ରିୟା ଚାଲିଥିବା ବେଳେ ମତଦାନ ହାର ଧୀରେ ଧୀରେ ବଢ଼ିବାରେ ଲାଗିଛି। ସକାଳ ୭ଟାରୁ ମତଦାନ...
ଫନୀ ପରେ ନଡ଼ିଆଚାଷ ଚିନ୍ତା : ଯୋଜନା ହେଉଛି, ନାହିଁ ସଚେତନତା
ଭୁବନେଶ୍ୱର,୨୧ା୧୦(ବ୍ୟୁରୋ) : ଗତ ମେ ମାସ ୩ ତାରିଖରେ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ସାମୁଦ୍ରିକ ଝଡ ଫନୀ ଉପକୂଳ ଓଡିଶାରେ ଭୟଙ୍କର ପ୍ରଭାବ ସୃଷ୍ଟି କରିଥିଲା। ବାତ୍ୟା ଫନୀ ଯୋଗୁ ମୁଖ୍ୟତଃ ଉପକୂଳିଆ ୬ ଜିଲା (ପୁରୀ, କଟକ, ଖୋର୍ଦ୍ଧା,...
ବିଜେପୁର ଉପନିର୍ବାଚନ: ଭୋଟ ଦେଲେ ଭାଜପା ପ୍ରାର୍ଥୀ ସନତ
ବରଗଡ଼ ଅଫିସ/ବିଜେପୁର,୨୧।୧୦(ଡି.ଏନ୍.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ସୋମବାର ଭାଜପା ପ୍ରାର୍ଥୀ ସନତ କୁମାର ଗଡତିଆ ସୋମବାର ନିଜ ମତାଧିକାର ସାବ୍ୟସ୍ତ କରିଛନ୍ତି । ବିଜେପୁର ବାଳକ ପ୍ରାଥମିକ ବିଦ୍ୟାଳୟର ବୁଥ ନଂ. ୧୦୫କୁ ଯାଇ ସେ ମତଦାନ...
ଆଜି କ୍ୟାବିନେଟ୍ ବୈଠକ
ଭୁବନେଶ୍ୱର,୨୧ା୧୦(ବ୍ୟୁରୋ) : ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସୋମବାର ସା ୬ଟାରେ ଅନୁଷ୍ଠିତ ହେବ। କ୍ୟାବିନେଟ୍ରେ ଗୁରୁତ୍ୱପୂର୍ଣ୍ଣ ୧୨ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିବ ବୋଲି ବିଶେଷ ସୂତ୍ରରୁ ଜଣାପଡିଛି। ଏଥର କ୍ୟାବିନେଟ୍ରେ...
ସ୍ମିତାରାଣୀଙ୍କ ମୃତ୍ୟୁ ଘଟଣାରେ ମୁହଁ ଖୋଲିଲେ ସରପଞ୍ଚ : ‘ମୋ ସିନ୍ଦୂର, ସମ୍ପତ୍ତି ଉପରେ ଥିଲା ନଜର’
ରସୁଲପୁର/ଧର୍ମଶାଳା,୨୧ା୧୦(ଡିଏନଏ) : ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀ (ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ଆସିଛି ନୂଆ ମୋଡ଼। ଏହି ଘଟଣାରେ ପୋଲିସ ଶନିବାର ସରପଞ୍ଚଙ୍କ ସ୍ବାମୀ ରୂପେଶ ଭଦ୍ରଙ୍କୁ ମୁଖ୍ୟ ଅଭିଯୁକ୍ତ...
ସ୍ମିତାରାଣୀଙ୍କ ମୃତ୍ୟୁକୁ ନେଇ ଥମୁନି ରାଜନୀତି
ଭୁବନେଶ୍ୱର,୨୧ା୧୦(ବ୍ୟୁରୋ) : ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅନ୍ତର୍ଗତ ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ (ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁ ପ୍ରସଙ୍ଗକୁ ନେଇ ରାଜ୍ୟ ରାଜନୀତି ଜୋର୍ ଧରିବାରେ ଲାଗିଛି। ବିରୋଧୀ ଏବଂ ଶାସକ ଦଳ ନେତାଙ୍କ ମଧ୍ୟରେ ଏହି...
ବିଜେପୁର ଉପନିର୍ବାଚନ: ଭୋଟ ଦେଲେ ବିଜେଡି ପ୍ରାର୍ଥିନୀ ରୀତା ସାହୁ
ବରଗଡ଼ ଅଫିସ/ବରପାଲି,୨୧।୧୦(ଡି.ଏନ୍.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ସୋମବାର ବିଜେଡି ପ୍ରାର୍ଥିନୀ ରୀତା ସାହୁ ନିଜ ମତାଧିକାର ସାବ୍ୟସ୍ତ କରିଛନ୍ତି। ବରପାଲି ସମଲେଶ୍ବରୀ ୟୁଜିୟୁପି ସ୍କୁଲର ବୁଥ୍ ନଂ.୨୧କ ଯାଇ ସେ ମତଦାନ କରିଛନ୍ତି। ବିଜେଡି ପ୍ରତି ବିଜେପୁର...
୨୪ରେ ପ୍ରବଳ ବର୍ଷା ସୂଚନା
ଭୁବନେଶ୍ୱର,୨୧ା୧୦(ବ୍ୟୁରୋ) : ଉତ୍ତର-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଆସନ୍ତା ୨୪ତାରିଖ ଦିନ ପ୍ରବଳ ବର୍ଷା ହେବ। ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଆଦି ଜିଲାରେ ପ୍ରବଳ ବର୍ଷା...
ମିସେସ୍ ଇଣ୍ଡିଆ ୟୁନିଭର୍ସ ୨୦୧୯କୁ ନେଇ ବିବାଦ : ପ୍ରତିଯୋଗୀଙ୍କୁ କହିଲେ ‘ପେ ଅର୍ ସ୍ଲିପ୍’
ଭୁବନେଶ୍ୱର,୨୧ା୧୦(ବ୍ୟୁରୋ) : ବ୍ୟୁଟି ପାଜେଣ୍ଟ୍, ମଡେଲିଂ, ଆକ୍ଟିଂ, ରିୟାଲିଟି ଶୋ। ଶୁଣିବାକୁ ଓ ବାହାରୁ ଦେଖିବାକୁ ଏସବୁ ଗ୍ଲାମର ଲାଗେ। ମିସ୍ ଇଣ୍ଡିଆ, ମିଷ୍ଟର ଇଣ୍ଡିଆ, ମିସ୍ ୟୁନିଭର୍ସ, ମିସ୍ ଡିଭା ଭଳି ବ୍ୟୁଟି ପାଜେଣ୍ଟ ମଞ୍ଚରେ ପହଞ୍ଚତ୍ବା ମଡେଲିଂରେ...
ମାଲକାନଗିରି ଜିଲାରେ ମୋବାଇଲ ସେବା ବିପର୍ଯ୍ୟସ୍ତ : ଓଡ଼ିଶାର ଲୋକଙ୍କୁ କଥା ହେବାକୁ ଯିବାକୁ ପଡ଼ୁଛି ଆନ୍ଧ୍ର
ମାଲକାନଗିରି,୨୦।୧୦(ଡି.ଏନ.ଏ)- ମାଲକାନଗିରି ଜିଲାରେ ବିଏସଏନଏଲ ମୋବାଇଲ ସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି ା ଜିଲା ସଦର ମହକୁମାରେ ଗତ ୨୦ ଦିନ ଧରି ୩ଜି ସେବା ନ ଥିବାରୁ ବାରମ୍ବାର କଲ ଡ୍ରପ ହେବା ସହ କିଛି ଶୁଣାଯାଉନାହିଁ ା ନେଟ...
ମ୍ୟୁନିସିପାଲିଟି ମାର୍କେଟ କମ୍ଲେକ୍ସ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ
ପୁରୀ ଅଫିସ,୨୦ା୧୦: କିଛି ଦିନର ବ୍ୟବଧାନ ପରେ ପୁରୀରେ ପୁଣି ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି। ରବିବାର ସକାଳେ ମାର୍କେଟ ଛକସ୍ଥିତ ମ୍ୟୁନିସିପାଲିଟି ମାର୍କେଟ କମ୍ଲେକ୍ସକୁ ଉଚ୍ଛେଦ କରାଯାଉଛି। ଏହି ମାର୍କେଟ କମ୍ଲେକ୍ସ ଅସୁରକ୍ଷିତ ହୋଇପଡ଼ିଥିବା ନେଇ ପୌରସଂସ୍ଥା ପକ୍ଷରୁ...
Archives


