ନନ୍ଦନକାନନରେ କଲରାପତରିଆ ବାଘ ‘ସୂରଜ’ର ମୃତ୍ୟୁ, ଆସିଲେ ୬ ନୂଆ ଅତିଥି
ବାରଙ୍ଗ,୧୮।୩(ଡି.ଏନ୍.ଏ.): ନନ୍ଦନକାନନର ଅନ୍ୟତମ ଆକର୍ଷକ କଲରାପତରିଆ ବାଘ ସୂରଜର ଗତକାଲି ରାତିରେ ମୃତ୍ୟୁ ଘଟିଛି। ମୃତ୍ୟୁବେଳକୁ ତାକୁ ୧୬ବର୍ଷ ହୋଇଥିଲା । ଦେଢମାସ ହେବ ସେ ଅସୁସ୍ଥ ଥିଲା। ରକ୍ତଜନିତ ରୋଗ ସହ ଯକୃତ ଖରାପ ହେବା ଯୋଗୁ ତା’ର ଚିକିତ୍ସା…
ବାଙ୍କୀ ଡବଲ ମର୍ଡର ଘଟଣା: ଜଣେ ଗିରଫ
ବାଙ୍କୀ,୧୮।୩(ସ୍ବ.ପ୍ର.): କଟକ ଜିଲା ବାଙ୍କୀ ଥାନା ଅନ୍ତର୍ଗତ ଜୋକଲାଞ୍ଜିଠାରେ ହୋଇଥିବା ଡବଲ ମର୍ଡର ଘଟଣାରେ ସମ୍ପୃକ୍ତ ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ପୋଲିସ ବୁଧବାର ଗିରଫ କରିଛି । ସେ ହେଲେ ଭ୍ରମର ପ୍ରଧାନ (୫୩)। ସୂଚନାଯୋଗ୍ୟ, ଗତ ଫେବୃୟାରୀ ୧୫ତାରିଖରେ କେତେକ…
ଅସୁସ୍ଥ ମାଈ ହାତୀର ଚିକିତ୍ସା ଆରମ୍ଭ
ଭୁବନେଶ୍ୱର/ଖୋର୍ଦ୍ଧା ଅଫିସ/: ୧୮।୩(ବ୍ୟୁରୋ): ଟାଙ୍ଗୀ ବନଖଣ୍ଡ ସରପାରି ପଞ୍ଚାୟତ ବାଁବରଡ଼ା ମୌଜାସ୍ଥିତ ଚାରିବାଟିଆ ଗହିର ଜମିର ମଲାଗୁଣୀ ନଦୀ ପଠାରେ ଏକ ମାଈ ହାତୀ ଅସୁସ୍ଥ ହୋଇ ପଡ଼ି ରହିଛି। ଦନ୍ତାଟି କାହାକୁ ପାଖ ମଡ଼ାଇ ଦେଉ ନ ଥିଲା। କିଛି…
କରୋନା ଗୁଜବ ପ୍ରଚାରକରି ଜେଲ ଗଲେ ଯୁବକ
ତାଳଚେର,୧୮।୩(ନି.ପ୍ର.): କରୋନା ସମ୍ପର୍କରେ ମିଛ ଖବର ପ୍ରଚାରକରି ସାଧାରଣରେ ଆତଙ୍କ ସୃଷ୍ଟି କରୁଥିବା ଜଣେ ଯୁବକଙ୍କୁ ତାଳଚେର କଲିୟାରୀ ପୋଲିସ ମଙ୍ଗଳବାର ରାତିରେ ଗିରଫ କରି କୋର୍ଟଚାଲାଣ କରିଛି। ସେ ହେଲେ ଜୟକୃଷ୍ଣ ସାହୁ ଓରଫ୍ ରିଙ୍କୁ। ତାଙ୍କ ଘର ତାଳଚେର…
ଯାତ୍ରୀ ହ୍ରାସ ଯୋଗୁ ବାତିଲ ହେଉଛି ଟ୍ରେନ୍
ଭୁବନେଶ୍ୱର, ୧୮।୩: ପୂର୍ବତଟ ରେଳପଥ ଯାତ୍ରୀ ପରିବହନ କ୍ଷେତ୍ରରେ ବୃହତ୍ ସଂଖ୍ୟାରେ ହ୍ରାସ ଘଟିଛି। ଲୋକମାନେ ବୁକିଂ କରିଥିବା ସେମାନଙ୍କ ଟିକେଟ ବାତିଲ କରି ଦେଉଛନ୍ତି। ଗତ ୬ ଦିନ ମଧ୍ୟରେ ପୂର୍ବତଟ ରେଳପଥର ୧ ଲକ୍ଷ ଟିକେଟ ବାତିଲ କରାଯାଇଛି।…
୩୧ ପର୍ଯ୍ୟନ୍ତ ବନ୍ଦ ରହିଲା ଡିଏଲ୍, ଏଲ୍ଏଲ୍ ଟେଷ୍ଟ
ଭୁବନେଶ୍ୱର, ୧୮।୩(ବ୍ୟୁରୋ): ଆର୍ଟିଓ କାର୍ଯ୍ୟାଳୟରେ ବୁଧବାରଠାରୁ ଡିଏଲ୍ ଏବଂ ଏଲ୍ଏଲ୍ ଟେଷ୍ଟ ବନ୍ଦ ରହିବ। ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଏହାକୁ ବନ୍ଦ ରଖିବା ପାଇଁ ରାଜ୍ୟ ପରିବହନ କର୍ତ୍ତୃପକ୍ଷଙ୍କ ପକ୍ଷରୁ ମଙ୍ଗଳବାର ଏହା ଘୋଷଣା କରାଯାଇଛି। ଏନେଇ ଏକ ପ୍ରସ୍ତାବକୁ…
ବିଦେଶ ଯାଇଥିବା କର୍ମଚାରୀଙ୍କୁ ଅଫିସ ମନା
ଭୁବନେଶ୍ୱର,୧୮ା୩ (ବ୍ୟୁରୋ): ଇଟାଲୀରୁ ଫେରିଥିବା ଯୁବକ ରାଜ୍ୟର ପ୍ରଥମ କରୋନା ସଂକ୍ରମିତ ବୋଲି ଚିହ୍ନଟ ପରେ ବିଦେଶୀ ଓ ବିଦେଶ ଫେରନ୍ତାଙ୍କ ଉପରେ କଡ଼ା ନଜର ରଖାଯାଇଛି। ଏହି ପରିପ୍ରେକ୍ଷୀରେ ରାଜ୍ୟରେ ଥିବା ଆଇଟି ଫାର୍ମଗୁଡିକୁ ପୋଲିସ ପକ୍ଷରୁ ଗାଇଡ୍ଲାଇନ୍ ଜାରି…
ମଲ୍ରେ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲା ରହିବ
ଭୁବନେଶ୍ୱର,୧୮ା୩ (ବ୍ୟୁରୋ): କରୋନା ସଂକ୍ରମଣ ଏଡ଼ାଇବା ପାଇଁ ଶପିଂ ମଲ୍ଗୁଡିକୁ ବନ୍ଦ କରାଯାଇଛି। ହେଲେ ମଲ୍ ଭିତରେ ରହିଥିବା ଗ୍ରୋସରୀ ଭଳି ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲା ରଖିବ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ମଙ୍ଗଳବାର ପୋଲିସ ସେବା…
ଅକ୍ଷମଙ୍କ ପାଇଁ ଉଦାହରଣ: ଦୃଷ୍ଟିହୀନ ଆଶିଷ ଏବେ ଅଧ୍ୟାପକ
କଟକ ଅଫିସ,୧୮ା୩: ଜନ୍ମରୁ ଦୃଷ୍ଟିହୀନ। ତଥାପି ଅକ୍ଷମତା ତାଙ୍କୁ ସଫଳତା ପଥରୁ ଦୂରେଇ ରଖିପାରିନି। ଅଗାଧ ପରିଶ୍ରମ ଏବଂ ଦୃଢ ଇଚ୍ଛାଶକ୍ତି ବଳରେ ସେ ଏବେ ରେଭେନ୍ଶା ବିଶ୍ୱବିଦ୍ୟାଳୟ ଓଡ଼ିଆ ବିଭାଗର ଅଧ୍ୟାପନା ଦାୟିତ୍ୱରେ ଅଛନ୍ତି। ଏହି ପ୍ରତିଭା ଜଣଙ୍କ ହେଲେ…
ସ୍କୁଲ୍ ଛୁଟି ବଢ଼ାଇଛି ଅଭିଭାବକଙ୍କ ଚିନ୍ତା
ଭୁବନେଶ୍ୱର,୧୮ା୩(ବ୍ୟୁରୋ): ଚାଇନାର ଉହାନରୁ ସୃଷ୍ଟି ହୋଇଥିବା କରୋନା ଭୂତାଣୁ ଏବେ ଭାରତ ସମେତ ୧୬୩ ରାଷ୍ଟ୍ରକୁ ଗ୍ରାସ କରିସାରିଲାଣି। ଓଡ଼ିଶାରେ କରୋନାର ପ୍ରଭାବ ଦେଖିବାକୁ ମିଳିଛି। ଇତିମଧ୍ୟରେ ରାଜ୍ୟ ସରକାର ୩୧ ମାର୍ଚ୍ଚ ଯାଏ ସ୍କୁଲ ଛୁଟି କରିଦେଇଛନ୍ତି। ଘରୁ ବାହାରିବା…
ୟୁନିଟ୍ ମ୍ୟାନେଜରଙ୍କୁ କରୋନା ସମ୍ପର୍କରେ ସଚେତନ: ପାନ୍ଥନିବାସ ପାଇଁ ସ୍ବତନ୍ତ୍ର ଗାଇଡ୍ଲାଇନ୍ ଜାରିକଲା ଓଟିଡିସି
ଭୁବନେଶ୍ୱର,୧୮ା୩(ବ୍ୟୁରୋ): କରୋନା ସଂକ୍ରମଣ ରୋକିବାକୁ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ(ଓଟିଡିସି) ଅଣ୍ଟା ଭିଡ଼ିଛି। ଓଟିଡିସି ଦ୍ୱାରା ପରିଚାଳିତ ହୋଟେଲଗୁଡ଼ିକ ଲାଗି ମଙ୍ଗଳବାର ସ୍ବତନ୍ତ୍ର ଆଡ୍ଭାଇଜରି ଜାରି କରାଯାଇଛି। ପର୍ଯ୍ୟଟକଙ୍କ ସୁରକ୍ଷାକୁ ନଜରରେ ରଖି ଓଟିଡିସିର ସମସ୍ତ ପାନ୍ଥନିବାସ, ଯାତ୍ରୀନିବାସ, ଅରଣ୍ୟ ନିବାସ,…
ଖୋଲାମେଲା ରେଳ ଷ୍ଟେଶନ: କରୋନା ଧରିବ କ୍ୟାମେରା
ଭୁବନେଶ୍ୱର,୧୮ା୩ (ବ୍ୟୁରୋ): କରୋନା ଭାଇରସ୍କୁ ନେଇ ସବୁଠି ଭୟ ଓ ଆଶଙ୍କାର ବାତାବରଣ। ସଂକ୍ରମଣ ରୋକିବାକୁ କଡ଼ା ନିର୍ଦ୍ଦେଶ ଜାରି ପରେ ସବୁଠି କଟକଣା ଲଗାଯାଇଛି। ହେଲେ ଓଡ଼ିଶାର ଅନ୍ୟତମ ପ୍ରମୁଖ ପ୍ରବେଶ ପଥ ଭୁବନେଶ୍ୱର ରେଳ ଷ୍ଟେଶନରେ ଏହାର ବ୍ୟତିକ୍ରମ…
Archives


