କଏଦୀଙ୍କ ଫୋନ୍ କଲ୍ ଉପରେ ଲାଗିବ ଅଙ୍କୁଶ
ଭୁବନେଶ୍ୱର,୧୮ା୧୦(ବ୍ୟୁରୋ) : ବିଭିନ୍ନ ସମୟରେ କଏଦୀମାନେ ଜେଲ୍ ବାହାରର ଅପରାଧୀଙ୍କ ସହ ସମ୍ପର୍କ ରଖନ୍ତି। ଏପରି କି ଜେଲ ଭିତରେ ରହି ବାହାରେ ଅପରାଧ ଘଟାଇବା ପାଇଁ ଷଡ଼ଯନ୍ତ୍ର ରଚିଥାନ୍ତି। ବାହାର ଅପରାଧୀଙ୍କ ସହ କଏଦୀଙ୍କ ଲିଙ୍କ୍ ରହିଥିବା ତଦନ୍ତରୁ...
ରେଳ ଷ୍ଟେଶନରେ ଲାଗିବ ଜାତୀୟ ପତାକା
ଭୁବନେଶ୍ୱର,୧୮ା୧୦(ବ୍ୟୁରେ) : ଜିଲା ସଦର ମହକୁମା ରେଳ ଷ୍ଟେଶନ, ଐତିହାସିକ ସ୍ଥାନ ଓ ପର୍ଯ୍ୟଟନ କ୍ଷେତ୍ରର ଗୁରୁତ୍ୱ ବହନ କରୁଥିବା ରେଳ ଷ୍ଟେଶନଗୁଡିକରେ ଲାଗିବ ମନୁମେଣ୍ଟାଲ (ସ୍ମାରକୀ) ଜାତୀୟ ପତାକା। ଭାରତୀୟ ରେଳପଥ ନିର୍ଦ୍ଦେଶାନୁସାରେ ପୂର୍ବତଟ ରେଳପଥ ଅନ୍ତର୍ଗତ ଆଉ...
କେନ୍ଦ୍ର ଅର୍ଥମନ୍ତ୍ରୀଙ୍କୁ ଅମରଙ୍କ ଚିଠି : ଡିଏମ୍ଏଫ୍ଟି ଜିଏସ୍ଟି ଛାଡ଼ କରାଯାଉ
ଭୁବନେଶ୍ୱର,୧୮ା୧୦(ବ୍ୟୁରୋ) : ଆଦିବାସୀବହୁଳ ଖଣିଜ ସମ୍ପଦ ଜିଲାଗୁଡିକର ବିକାଶ ପାଇଁ ରାଜ୍ୟ ସରକାର ଡିଷ୍ଟ୍ରିକ୍ଟ ମିନେରାଲ ଫାଉଣ୍ଡେଶନ ଟ୍ରଷ୍ଟ(ଡିଏମ୍ଏଫ୍ଟି) ଗଠନ କରିଛନ୍ତି। ଏହି ଟ୍ରଷ୍ଟ ଉପରୁ ଆୟକର, ଦ୍ରବ୍ୟ ଓ ସେବା ଟିକସ(ଜିଏସ୍ଟି) ଛାଡ କରିବାକୁ ବିଜେଡି ରାଜ୍ୟ ସଭା...
୫-ଟି ସଚିବଙ୍କ ଗସ୍ତ ପୂର୍ବରୁ ସଫା ହେଲା କ୍ୟାପିଟାଲ ହସ୍ପିଟାଲ
ଭୁବନେଶ୍ୱର, ୧୮ା୧୦(ବ୍ୟୁରୋ): ‘ମୋ ସରକାର’ କାର୍ଯ୍ୟକ୍ରମ ଆରମ୍ଭ ହେବାପରେ ମୁଖ୍ୟମନ୍ତ୍ରୀଙ୍କ ୫-ଟି ଉପରେ ଗୁରୁତ୍ୱ ବଢ଼ିଯାଇଛି। ବିଶେଷକରି ହସ୍ପିଟାଲ ଓ ଥାନାକୁ ଯାଉଥିବା ଲୋକଙ୍କୁ ଉନ୍ନତ ସେବା ଯୋଗାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ବ୍ୟବସ୍ଥାର ଅନୁଧ୍ୟାନ ଲାଗି ଏବେ ୫-ଟି ସଚିବ...
ମଉଲିକ ସୁବିଧାରୁ ବଁଚିତ୍ ରାଧାପଡ଼ାବାସୀ
ଅତାବିରା, ୧୮।୧୦(ଡି.ଏନ୍.ଏ.)-କେନ୍ଦ୍ର ଆର ରାଏଜ୍ ସରକାର ଗାଁ ଗଁଲିନୁ ସହରତକ୍ ବାସ କରୁଥିବାର ଗରିବ୍ଦୁଖିକର ଲାଗି ଅବାସ ଯୋଜନାରେ ଘର, ଭୂମିହୀନମାନକୁ ବସୁନ୍ଧରା ଯୋଜନାରେ ଘରଡିହ, ବୁଢ଼ାବୁଢ଼ିକୁ ଭତା, ସମକର ଲାଗି ନିରମଲ ପିଇଲା ପାଏନ୍ର ବେବସ୍ତା କରୁଛନ୍। ହେଲେ...
୪ର୍ଥ ଦିନରେ ଲକ୍ଷ୍ମୀ ପୂଜାଉତ୍ସବ: ବଢୁଛି ଭିଡ଼, ଜମୁଛି ପୂଜା
ଢେଙ୍କାନାଳ ଅଫିସ, ୧୮।୧୦- କୁମାର ପୂର୍ଣ୍ଣିମାଠାରୁ ଆରମ୍ଭ ହୋଇଛି ଢେଙ୍କାନାଳର ଗଣପର୍ବ ଲକ୍ଷ୍ମୀପୂଜା। ଐତିହ୍ୟ, ପରମ୍ପରା ଏବଂ କିମ୍ବଦନ୍ତୀକୁ ଆଧାର କରି ହେଉଥିବା ଏହି ପୂଜା ଉତ୍ସବ ସାରା ରାଜ୍ୟରେ ସ୍ବତନ୍ତ୍ରତା ହାସଲ କରିଛି। ଚଳିତ ବର୍ଷ ଅନୁକୂଳ ପାଗ...
ପୌର ପ୍ରଶାସନର କାର୍ଯ୍ୟକୁ ନେଇ ସନ୍ଦେହରେ କର୍ମଚାରୀ: ୯ ମାସ ହେବ ଜମା ହେଉନି ଇପିଏଫ୍ ଅର୍ଥ
ଅନୁଗୋଳ ଅଫିସ, ୧୭ା୧୦- ଅନୁଗୋଳ ପୌରପାଳିକାରେ କାର୍ଯ୍ୟରତ କର୍ମଚାରୀଙ୍କ ଦରମାରୁ ପ୍ରତି ମାସରେ କର୍ମଚାରୀ ଭବିଷ୍ୟନିଧି ପାଣ୍ଠି (ଇପିଏଫ୍) ବାବଦ ଅର୍ଥ କଟୁଛି। କିନ୍ତୁ କଟାଯାଉଥିବା ଅର୍ଥକୁ ପୌର ପ୍ରଶାସନ ଇପିଏଫ୍ ଫଣ୍ଡରେ ଜମା କରୁନାହିଁ। ଦୀର୍ଘ ୯ ମାସ...
ଔଷଧ ୩ଘଣ୍ଟା, ପରୀକ୍ଷା ୪ଘଣ୍ଟା
ବ୍ରହ୍ମପୁର ଅଫିସ୍,୧୮ା୧୦- ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟ ଉପରେ ଦକ୍ଷିଣ ଓଡ଼ିଶା ସମେତ ଆନ୍ଧ୍ରପ୍ରଦେଶର ରୋଗୀମାନେ ନିର୍ଭର କରୁଛନ୍ତି। ବିଭିନ୍ନ ଯୋଜନାରେ ସରକାର ଏବେ ଅନେକ ସୁବିଧା ମାଗଣା କରି ଦେଇଥିବାରୁ ମେଡ଼ିକାଲ୍ରେ ରୋଗୀଙ୍କ ସଂଖ୍ୟା...
ଘନେଇଲା ‘ସାବରକର’ ବିବାଦ:
ନୂଆଦିଲ୍ଲୀ/ବାରାଣସୀ,୧୮-୧୦: ବୀର ବିନାୟକ ଦାମୋଦର ସାବରକର। ହିନ୍ଦୁତ୍ୱ ଚିନ୍ତାଧାରାର ପ୍ରଣେତା ଭାବେ ପରିଚିତ ଏହି ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀଙ୍କୁ ଭାରତରନତ୍ ଉପାଧି ପ୍ରଦାନର ପ୍ରସ୍ତାବକୁ ନେଇ ଉଠିଛି ବିବାଦ। ମହାରାଷ୍ଟ୍ର ଓ ହରିୟାଣା ବିଧାନସଭା ନିର୍ବାଚନକୁ ୪ ଦିନ ବାକି...
ଆମ୍ବଡାଳ ପଡ଼ି ଛାତ୍ର ମୃତ
ନିରାକାରପୁର,୧୮-୧୦(ଡି.ଏନ.ଏ.):ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତସ୍ଥିତ କ୍ଷେତ୍ରବାସୀ ଏକାଡେମୀ ସ୍କୁଲରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍କୁଲ ପରିସର ମଧ୍ୟରେ ଥିବା ଏକ ଆମ୍ବଗଛର ବିରାଟ ଡାଳ ପଡି ଜଣେ ଦ୍ୱିତୀୟ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ହୋଇଛି। ମୃତ ଛାତ୍ର...
ଚିକିତ୍ସା ଅବହେଳାରୁ ରୋଗୀଙ୍କ ମୃତ୍ୟୁ ଅଭିଯୋଗ
ଖୁଣ୍ଟା,୧୮ା୧୦(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ଖୁଣ୍ଟା ବ୍ଲକ ଅଧୀନ ଡୁକୁରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ଅବହେଳାରୁ ଜଣେ ରୋଗୀଙ୍କ ମୃତ୍ୟୁକୁ ନେଇ ଗୁରୁବାର ଉତ୍ତେଜନା ସୃଷ୍ଟି ହୋଇଥିଲା। ସ୍ଥାନୀୟ ଲୋକେ ମେଡିକାଲ ପରିସରରେ ହୋହଲ୍ଲା କରିଥିଲେ। ଖବରପାଇ ଖୁଣ୍ଟା ଥାନା ଆଇଆଇସି...
ରାଜ୍ୟ ସରକାରଙ୍କୁ ସମାଲୋଚନା କରିବାକୁ ନେଇ ପ୍ରତାପ-ପ୍ରମିଳା ମୁହାଁମୁହିଁ
ଭୁବନେଶ୍ୱର,୧୭।୧୦(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ତଥା ଭାଜପା ବରିଷ୍ଠ ନେତା ପ୍ରତାପ ଷଡ଼ଙ୍ଗୀ ଏବଂ ବିଜେଡି ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ମୁହାଁମୁହିଁ ହୋଇଛନ୍ତି। ପ୍ରତାପ ଗୁରୁବାର ରାଜ୍ୟ ସରକାରଙ୍କ ‘ମୋ ସରକାର’ ଏବଂ ‘୫-ଟି’ କାର୍ଯ୍ୟକ୍ରମକୁ ସମାଲୋଚନା କରିବାକୁ ନେଇ ଉଭୟ...
Archives


