ବିଜେପୁର ବ୍ଲକରେ ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର ଶେଷ, ମନମୋହିଲା ଚିୟର୍ ଗାର୍ଲଙ୍କ ନୃତ୍ୟ
ବିଜେପୁର,୧୭।୧୦(ଡି.ଏନ୍.ଏ.): ବରଗଡ଼ ଜିଲା ବିଜେପୁର ବ୍ଲକରେ ଉପ ନିର୍ବାଚନ ପ୍ରଚାରର ଶେଷ ସ୍ପର୍ଶ ଦେବା ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଗୁରୁବାର ଲାଉମୁଣ୍ଡା ଷ୍ଟାଡିୟମରେ ଓହ୍ଲାଇ ଥିଲେ। ହାଇଟେକ ବସ୍ ଉପରେ ରହି ପ୍ରାର୍ଥିନୀ ରୀତା ସାହୁ ପାଇଁ...
ଖେଳୁଥିବା ବେଳେ ଗଛଡ଼ାଳ ଛିଡ଼ି ପଡ଼ିଲା: ଦ୍ୱିତୀୟ ଶ୍ରେଣୀ ଛାତ୍ର ମୃତ; ସ୍କୁଲରେ ଶିକ୍ଷକଙ୍କୁ ତାଲା ପକାଇଲେ ଉତ୍ତ୍ୟକ୍ତ ଲୋକେ
ନିରାକାରପୁର,୧୭ା୧୦(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତସ୍ଥିତ କ୍ଷେତ୍ରବାସୀ ଏକାଡେମୀ ସ୍କୁଲରେ ଗୁରୁବାର ଏକ ଅଘଟଣ ଘଟିଛି। ସ୍କୁଲ ପରିସର ମଧ୍ୟରେ ଥିବା ଏକ ଆମ୍ବ ଗଛର ଶୁଖିଲା ଡ଼ାଳ ପଡ଼ି ଜଣେ ଦ୍ୱିତୀୟ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସେ...
ବିଜେପୁରରେ ଜିତିବା ଭଳି ଲାଗୁନି, କାହିଁକି ବଡ଼ କଥା କହିବୁ: ସୁର
ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ଆସନ୍ତା ୨୧ରେ ବିଜେପୁର ଉପନିର୍ବାଚନା ବିଜେଡି ପ୍ରାର୍ଥୀ ରୀତା ସାହୁ, ଭାଜପା ପ୍ରାର୍ଥୀ ସନତ ଗଡ଼ତିଆ ଏବଂ କଂଗ୍ରେସ ପ୍ରାର୍ଥୀ ଦିଲ୍ଲୀପ ପଣ୍ଡାଙ୍କ ମଧ୍ୟରେ ଟକ୍କର ହେବା ଏବେ ପ୍ରଚାର ମଇଦାନକୁ ଓହ୍ଲାଉଛନ୍ତି ସମସ୍ତ ଦଳର ହେଭିଓ୍ବେଟ୍। ଗୋଟିଏ...
ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ଚିନିକଳ କର୍ମଚାରୀଙ୍କୁ ଉଠାଇ ନେଲା ପୋଲିସ
ବରଗଡ ଅଫିସ/ବିଜେପୁର, ୧୭ା୧୦- ବରଗଡ ଜିଲା ବିଜେପୁର ଉପନିର୍ବାଚନ ପ୍ରଚାର ପାଇଁ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରୋଡ ଶୋ’ରେ ବିଜେପୁର ଅଞ୍ଚଳରେ ଦଳୀୟ ପ୍ରାର୍ଥିନୀ ରୀତା ସାହୁଙ୍କ ପ୍ରଚାର କରୁଛନ୍ତି। ଅପରପକ୍ଷରେ ବୁଧବାରଠାରୁ ସ୍ଥାନୀୟ ଜାରି ନିକଟ ବିଜେପୁର-ବରଗଡ଼...
ନର୍ସଙ୍କ ଅସାବଧାନତା: ଇଞ୍ଜେକ୍ସନ ଦେବା ବେଳେ ଶିଶୁ ପିଚାରେ ରହିଗଲା ଛୁଞ୍ଚି, ମାସେ ଯନ୍ତ୍ରଣା ପରେ ବାହାରିଲା
ମାଧପୁର, ୧୭ା୧୦(ଡି.ଏନ୍.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡ ମାଧପୁରରେ ଗୁରୁବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। କମ୍ପଲା ପଞ୍ଚାୟତ ମହନଖୋଳି ଗ୍ରାମର ସୀତାକାନ୍ତ ପଣ୍ଡାଙ୍କ ୪ ବର୍ଷର ପୁଅର ପିଚାରୁ ଇଞ୍ଜେକ୍ସନ ଦେବାର ଏକ ମାସ ପରେ ଛୁଞ୍ଚି...
ମଲ୍, ହସ୍ପିଟାଲ, ମଲ୍ଟିପ୍ଲେକ୍ସରେ ପାର୍କିଂ ଫି ଆଦାୟ ବନ୍ଦ ନିର୍ଦ୍ଦେଶ
ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ଭୁବନେଶ୍ୱରରେ ବିଭିନ୍ନ ବ୍ୟବସାୟିକ ପ୍ରତିଷ୍ଠାନ, ହସ୍ପିଟାଲ, ସିନେମା ହଲ୍ ଓ ଆପାର୍ଟମେଣ୍ଟ ଆଦିରେ ଥିବା ପାର୍କିଂସ୍ଥଳରୁ ଫି ଆଦାୟ ତୁରନ୍ତ ବନ୍ଦ କରିବାକୁ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ନିର୍ଦ୍ଦେଶ ଦେଇଛନ୍ତି। ଏ ସଂକ୍ରାନ୍ତରେ ବୁଧବାର ଏକ...
ତିନି ଭାଗରୁ ଭାଗେ
ପଞ୍ଚସଖାଙ୍କ କର୍ମପୀଠ ସତ୍ୟବାଦୀର ବକୁଳବନ ପରିସରରେ ଓଡ଼ିଆ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରାଯିବା ଲାଗି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ଏହା ପ୍ରତିଷ୍ଠା ହେଲେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ପ୍ରଚାର ପ୍ରସାରରେ ପ୍ରମୁଖ ଭୂମିକା ଗ୍ରହଣ କରିବ। ପଞ୍ଚସଖା...
୫୦ ସିଏଚ୍ସିରେ ମିଳିବ ସ୍ଥାୟୀ ଚକ୍ଷୁ ଚିକିତ୍ସା ସୁବିଧା
ଭୁବନେଶ୍ୱର, ୧୭।୧୦ (ବ୍ୟୁରୋ): ରାଜ୍ୟରୁ ଅନ୍ଧତ୍ୱ ଦୂରୀକରଣ ଲାଗି ଚଳିତ ଆର୍ଥିକ ବର୍ଷରେ ନିଆଯିବ ନୂତନ ପଦକ୍ଷେପ। ପୂର୍ବରୁ ୧୦ ଜିଲାରେ ଭ୍ରାମ୍ୟମାଣ ଚକ୍ଷୁ ଚିକିତ୍ସା କେନ୍ଦ୍ର କାର୍ଯ୍ୟକାରୀ ହୋଇଥିବାବେଳେ ଏବେ ଆଉ ୧୦ ଜିଲାରେ ଏହାକୁ ପ୍ରଚଳନ କରାଯିବ।...
ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ: ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ନୟାଗଡ଼ ଅଫିସ , ୧୭।୧୦- ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ମାମଲାରେ ନୟାଗଡ଼ କ୍ଷୁଦ୍ର ଜଳସେଚନ ନିର୍ବାହୀ ଯନ୍ତ୍ରୀ ବିନୟ କୁମାର ସୁବୁଦ୍ଧିଙ୍କ ନୟାଗଡ଼ ସରକାରୀ ବାସଭବନ ସମେତ ନିଜ ଘର ବ୍ରହ୍ମପୁର ସମେତ ୮ ଟି ସ୍ଥାନରେ କଟକ...
ବିଜେପୁର ଉପନିର୍ବାଚନ: ରୋଡ୍ ଶୋ’ରେ ବାହାରି ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ
ବରଗଡ଼ ଅଫିସ, ୧୭ା୧୦- ବରଗଡ଼ ଜିଲା ବିଜେପୁର ଉପନିର୍ବାଚନକୁ ଆଉ ମାତ୍ର ୪ଦିନ ବାକି। ଦୁଇ ଦିନ ପରେ ନିର୍ବାଚନୀ ପ୍ରଚାର ଅବଧି ସରିବ। ତେବେ ଗୁରୁବାର ଦୁଇ ଦିନିଆ ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେପୁର ନିର୍ବାଚନମଣ୍ଡଳୀ...
ବଢ଼ୁଛି ହାତୀ ମୃତ୍ୟୁ ସଂଖ୍ୟା
ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ରାଜ୍ୟରେ ବଢ଼ିଚାଲିଛି ବିଦ୍ୟୁତ୍ ଓ ରେଳ ଦୁର୍ଘଟଣା ଜନିତ ହାତୀ ମୃତ୍ୟୁ ସଂଖ୍ୟା। ଯୋଜନା ପରେ ଯୋଜନା ହେଉଛି, କିନ୍ତୁ ହାତୀଙ୍କୁ ସୁରକ୍ଷା ଦେବାରେ ଫେଲ୍ ମାରୁଛି ବନ ବିଭାଗ। ଏନେଇ ବୁଧବାର ପିସିସିଏଫ୍ କାର୍ଯ୍ୟାଳୟରେ ତିନି...
୩୦୦ ନର୍ସିଂହୋମ୍ରେ ମିଳିବନି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ସେବା
ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ରାଜ୍ୟ ସରକାରଙ୍କ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାକୁ ବଡ଼ ଝଟକା ଲାଗିଛି। ୩୦୦ ନର୍ସିଂହୋମ୍ ଆଉ ରୋଗୀଙ୍କୁ ଏହି ଯୋଜନାରେ ସ୍ବାସ୍ଥ୍ୟ ସେବା ଯୋଗାଇବେ ନାହିଁ। ଏନେଇ ଅଲ୍ ଓଡ଼ିଶା ପ୍ରାଇଭେଟ ମେଡିକାଲ ଏଷ୍ଟାବ୍ଲିଶମେଣ୍ଟ ଫୋରମ୍ ପକ୍ଷରୁ...
Archives


