ଟୁର୍ ଅପରେଟର୍ କରିପାରିବେ ଓଡ଼ିଶା ପର୍ଯ୍ୟଟନ ସମ୍ପଦର ପ୍ରଦର୍ଶନ
ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ଓଡ଼ିଶା ପର୍ଯ୍ୟଟନ ସମ୍ପଦରେ ଭରପୂର। ଏଗୁଡ଼ିକର ଯଥାର୍ଥ ପ୍ରଦର୍ଶନ ଓ ବିପଣନ ଗୁରୁତ୍ୱପୂର୍ଣ୍ଣ ଅଟେ । ଏ ଦିଗରେ ଦେଶ ଓ ବିଦେଶର ଟୁର୍ ଅପରେଟର୍ମାନେ ଓଡ଼ିଶା ପ୍ରତି ଅଧିକ ଯତ୍ନବାନ ହେବାକୁ ପର୍ଯ୍ୟଟନ ଓ ସଂସ୍କୃତି...
ଓଡ଼ିଆ ଫିଲ୍ମ ମେକରଙ୍କୁ ଇଣ୍ଡିଆ ଇଣ୍ଟରନ୍ୟାଶନାଲ୍ ଏକ୍ସିଲେନ୍ସ ଆୱାର୍ଡ
ଭୁବନେଶ୍ୱର,୧୭।୧୦(ବ୍ୟୁରୋ): ସୋସାଇଟି ଫର୍ ଆକ୍ନଲେଜ୍ମେଣ୍ଟ୍ ଇନ୍ ୱାର୍କ ଏକ୍ସିଲେନ୍ସ (ଏସ୍ଏଡବ୍ଲ୍ୟୁଇ) ପକ୍ଷରୁ ଓଡ଼ିିଆ ଚଳଚ୍ଚିତ୍ର ନିର୍ମାତାଙ୍କୁ ସମ୍ମାନିତ କରାଯାଇଛି। ନିକଟରେ ଦୁବାଇରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଓଡିଶାର ଯୁବ ଚଳଚ୍ଚିତ୍ର ନିର୍ମାତା ଅମୃତେନ୍ଦୁ ବରାଳଙ୍କୁ ଇଣ୍ଡିଆ ଇଣ୍ଟରନ୍ୟାଶ୍ନାଲ ଏକ୍ସିଲେନ୍ସ...
ଟ୍ରେନ୍ରେ ‘ହାଉସଫୁଲ-୪’ ପ୍ରମୋଶନ
ଭୁବନେଶ୍ୱର, ୧୭।୧୦(ବ୍ୟୁରେ।): ଭାରତୀୟ ରେଳପଥ ପକ୍ଷରୁ ଆରମ୍ଭ ହେଲା ଚଳଚ୍ଚିତ୍ର ପ୍ରୋତ୍ସାହନ କାର୍ଯ୍ୟକ୍ରମ। ଆସନ୍ତା ୨୫ ଡିସେମ୍ବରରେ ଆସିବାକୁ ଥିବା ବଲିଉଡ଼ ଚଳଚ୍ଚିତ୍ର ‘ହାଉସଫୁଲ-୪’ର ପ୍ରମୋଶନ ପାଇଁ ୮ କୋଚ୍ ବିଶିଷ୍ଟ ସ୍ବତନ୍ତ୍ର ଟ୍ରେନ୍ ପ୍ରସ୍ତୁତ କରାଯାଇଛି। ଟ୍ରେନର ବାହାର...
ପୂର୍ବତନ ମୁଖ୍ୟଯନ୍ତ୍ରୀ ଜିବିଆର୍ ଦୋରାଙ୍କ ଦେହାନ୍ତ
ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ରାଜ୍ୟ ସରକାରଙ୍କ ପୂର୍ତ୍ତ ବିଭାଗର ପୂର୍ବତନ ମୁଖ୍ୟଯନ୍ତ୍ରୀ ଜିବିଆର୍ ଦୋରାଙ୍କ ଗତ ୧୨ ତାରିଖରେ ନିଧନ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ବୟସ ହୋଇଥିଲା। ଦୋରା ୧୯୬୨ରେ ବୁର୍ଲା ଇଞ୍ଜିନିୟରିଂ କଲେଜରେ ଡିଗ୍ରୀ ଶେଷ...
ସରିଲା ଚୌଦ୍ୱାର ରୂପଯାତ୍ରା, ଭସାଣି
ଚୌଦ୍ୱାର,୧୭।୧୦(ଡି.ଏନ୍.ଏ.): ଚୌଦ୍ୱାର ରୂପଯାତ୍ରା ଓ ଭସାଣି ଉତ୍ସବ ବୁଧବାର ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ମେଲଣ ପଡ଼ିଆରେ ମଙ୍ଗଳବାର ରାତିରେ ମେଲଣ କରିଥିବା ୪୦ଟି ମେଢ଼ ବୁଧବାର ସକାଳୁ ଭସାଣ ଶୋଭାଯାତ୍ରା ଆରମ୍ଭ କରିଥିଲେ। ପୂର୍ବାହ୍ନ ପ୍ରାୟ ୯ଟାରୁ ମେଢ଼ଗୁଡ଼ିକ...
ଲିଙ୍ଗରାଜ ମନ୍ଦିର ପାର୍ଶ୍ୱ ସର୍ଭେ ୩ଦିନ ବଢ଼ିଲା
ପୁରୁଣା ଭୁବନେଶ୍ୱର/ ଭୁବନେଶ୍ୱର ୧୭।୧୦(ବ୍ୟୁରୋ): ରାଜ୍ୟର ଅନ୍ୟତମ ଐତିହ୍ୟ ତଥା ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଶୈବପୀଠ ଶ୍ରୀଲିଙ୍ଗରାଜ ମନ୍ଦିର ପାର୍ଶ୍ୱରୁ ଜବରଦଖଲ ଉଚ୍ଛେଦ ହେବ। ଏଥିପାଇଁ ମଙ୍ଗଳବାରଠାରୁ ଦୁଇଦିନିଆ ସର୍ଭେ ଆରମ୍ଭ ହୋଇଥିଲା। ହେଲେ ଜବରଦଖଲ ସ୍ଥାନ ଚିହ୍ନଟ କରିବାରେ ବହୁ...
ଗ୍ରାମ୍ୟ ଉନ୍ନୟନ ପ୍ରମୁଖ ଶାସନ ସଚିବଙ୍କ ୨ ଦିନିଆ ଜଗତ୍ସିଂହପୁର ଗସ୍ତ: ବଢ଼ିବ ଜିଲା ମୁଖ୍ୟ ଚିକିତ୍ସାଳୟ ଶଯ୍ୟା ସଂଖ୍ୟା
ଜଗତ୍ସିଂହପୁର ଅଫିସ, ୧୭ା୧୦: ଜଗତ୍ସିଂହପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ଦୀର୍ଘ ଦିନ ଧରି ୧୦୦ ଶଯ୍ୟା ବିଶିଷ୍ଟ ମାତୃ ଓ ଶିଶୁ ସ୍ବାସ୍ଥ୍ୟ (ଏମ୍ସିଏଚ୍) ୱାର୍ଡ ନିର୍ମାଣ ନେଇ ଦାବି ହୋଇ ଆସୁଥିଲା। ଅତୀତରେ ଏନେଇ ପ୍ରକ୍ରିୟା ଆରମ୍ଭ ହୋଇଥିଲେ...
ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀଙ୍କ ସନ୍ଦେହଜନକ ମୃତ୍ୟୁ
ଧର୍ମଶାଳା,୧୭।୧୦(ଡି.ଏନ୍.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକର ଗ୍ରାମସେବିକା ତଥା ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀ(ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ବୁଧବାର ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଛି। ସ୍ଥାନୀୟ ସରପଞ୍ଚଙ୍କ ନିଜସ୍ବ କାର୍ଯ୍ୟାଳୟ ପରିସରରେ ସ୍ମିତାରାଣୀ ଦୌଡ଼ି ଦେଇ ଆତ୍ମହତ୍ୟା କରିଥିବା କୁହାଯାଉଥିବାବେଳେ...
ଭାରତୀୟ ଚିକିତ୍ସକ ସଂଘ ପକ୍ଷରୁ ହାତଧୂଆ ଦିବସ
ଯାଜପୁର ଅଫିସ,୧୭।୧୦: ଭାରତୀୟ ଚିକିତ୍ସକ ସଂଘ ଯାଜପୁର ରୋଡ଼ ଆନୁକୂଲ୍ୟରେ ମଙ୍ଗଳବାର ଧନେଶ୍ୱର ଆଞ୍ଚଳିକ ଉଚ୍ଚ ବିଦ୍ୟାପୀଠରେ ବିଶ୍ୱ ହାତଧୁଆ ଦିବସ ପାଳିତ ହେଇଯାଇଛି। ସଂଘର ସଭାପତି ଡାକ୍ତର ହେମନ୍ତ କିଶୋର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆଲୋଚନାଚକ୍ରରେ ବିଦ୍ୟାପୀଠର ପ୍ରଧାନ...
ସଟର କାଟି ଲୁଗା ଦୋକାନରୁ ଲୁଟ
ଯାଜପୁର ଟାଉନ,୧୭।୧୦(ଡି.ଏନ୍.ଏ.): ସଟର କାଟି ଲୁଗା ଦୋକାନରୁ ଲୁଟ ହୋଇଛି। ଯାଜପୁର ସଦର ଥାନା ଅନ୍ତର୍ଗତ ଖଇରାବାଦ ଗାଁ ର ମା’ ଲଷ୍ମୀ ଟେକ୍ସଟାଇଲ ଦୋକାନରୁ ମଙ୍ଗଳବାର ବିଳମ୍ବିତ ରାତିରେ କେତେକ ଦୁର୍ବୃତ୍ତ ଲୁଗାଲୁଟ କରି ଫେରାର ହୋଇଯାଇଛନ୍ତି। ଲୁଟ...
ବେଆଇନଭାବେ ରାସ୍ତା ପାର୍ଶ୍ୱରେ ଗାଡି ପାର୍କିଂକୁ ବିରୋଧ
ଯାଜପୁର ରୋଡ଼,୧୭।୧୦(ନି.ପ୍ର.): ଯାଜପୁର-କେନ୍ଦୁଝର ରୋଡ ଆର୍ପିଏଫ୍ ପକ୍ଷରୁ ଟ୍ରାଫିକ୍ ଜାମ୍ ନେଇ ବିଭିନ୍ନ ସ୍ଥାନରୁ ଜବର ଦଖଲ ଉଚ୍ଛେଦ କରାଯାଉଛି। ଏହି କ୍ରମରେ କିଛିଦିନ ତଳେ ଷ୍ଟେସନ ବଜାର, ଗୋପବନ୍ଧୁ ଛକ ଓ ଡାକବଙ୍ଗଳା ଛକ ଅଞ୍ଚଳରେ ଠେଲା ଦୋକାନଙ୍କୁ...
ଦାନଗଦୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀସେବା ବିପର୍ଯ୍ୟସ୍ତ
କଳିଙ୍ଗନଗର,୧୭।୧୦(ଡି.ଏନ୍.ଏ.): କଳିଙ୍ଗନଗର ଶିଳ୍ପାଞ୍ଚଳର ମୁଖ୍ୟ ଡାକ୍ତରଖାନା ପାଲଟିଥିବା ଦାନଗଦୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀସେବା ବିପର୍ଯ୍ୟସ୍ତ ହେବାରେ ଲାଗିଛି। ଶିଳ୍ପାଞ୍ଚଳରେ ଥିବା ୧୦ କାରଖାନାରେ ନିୟୋଜିତ ପ୍ରାୟ ୬୦ ହଜାରରୁ ଊର୍ଦ୍ଧ୍ୱ ଶ୍ରମିକ ଓ କର୍ମଚାରୀ ଏହି ଡାକ୍ତରଖାନା ଉପରେ ନିର୍ଭର...
Archives


