ରାଜ୍ୟ

ବେଆଇନ ବାଲି ଉଠାଣକୁ ଗ୍ରାମବାସୀଙ୍କ ବିରୋଧ

କପ୍ତିପଦା,୧୭ା୩(ଡି଼.ଏନ୍‌.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ ଅଧୀନ ସୋନ ନଦୀର ବିଶୋଳ ପଞ୍ଚାୟତ ନିକଟ ଏକ ବାଲି ଘାଟରୁ ଜେସିବି ଲଗାଇ ବେଆଇନ ଭାବେ ବାଲି ଉତ୍ତୋଳନ ଘଟଣାକୁ ନେଇ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ସୃଷ୍ଟି ହୋଇଛି। ଏହି ଘଟଣା ମଧ୍ୟ ଉଚ୍ଚ…

ପଲିଥିନ ତଳେ ଜୀବନ

କପ୍ତିପଦା,୧୭ା୩(ଡି.ଏନ୍‌.ଏ)- ସରକାର ଗରିବ ସୀମାରେଖା ତଳେ ଥିବା ହିତାଧିକାରୀଙ୍କୁ ଗ୍ରାମୀଣ ଗୃହ ନିର୍ମାଣ ଯୋଜନାରେ ପକ୍କା ଘର ପ୍ରଦାନ ପାଇଁ ନିୟମ କରିଛନ୍ତି ା ଯୋଗ୍ୟ ହିତାଧିକାରୀ କିପରି ଏହି ଯୋଜନାରେ ସାମିଲ ହେବେ ସେଥିପାଇଁ ପ୍ରତି ପଞ୍ଚାୟତର ଗ୍ରାମସଭା ଓ…

ସାହସିକତା ଦେଖାଇଲେ ସକୁଲୁ

ସିମୁଳିଆ, ୧୭।୩(ଡି.ଏନ.ଏ.)-ଟିକେ ଡେରି ହୋଇଥିଲେ ଜଣେ ୩ବର୍ଷର ଶିଶୁଙ୍କୁ ଜୀବନ ଚାଲିଯାଇଥାନ୍ତି। ହେଲେ ସକୁଲୁ ସିଂ ନାମକ ଜଣେ ୨୬ବର୍ଷୀୟ ଯୁବକ ନିଜ ଜୀବନକୁ ବାଜି ଲଗାଇ ଜଳନ୍ତା ଘର ମଧ୍ୟରୁ ଉକ୍ତ ଶିଶୁକୁ ଉଦ୍ଧାର କରି ସାହସିକତାର ପରିଚୟ ଦେଇଛନ୍ତି।…

ଆଦିବାସୀ ସଂସ୍କୃତିର ନିଆରା ଝଲକ ‘ଚଇତି ବଡ଼ାମ ପୂଜା’

ଔପଦା, ୧୭।୩(ଡି.ଏନ.ଏ.)-ଚଇତି ବଡାମ ପୂଜା ଲାଗି ବାଲେଶ୍ୱର ଜିଲା ଔପଦା ବ୍ଲକର ଆଦିବାସୀ ଅଧ୍ୟ୍ୟୁଷିତ ଗଡ଼ସାହି ଗ୍ରାମ ଉତ୍ସବମୁଖର ହୋଇପଡିଛି। ଏହି ଗ୍ରାମରେ ପାରମ୍ପରିକ ଭାବେ ଗତ ୧୪ ଅପରାହ୍ନରେ ବନଦେବତାଙ୍କୁ ପୂଜା କରାଯାଇ ବଡ଼ାମଙ୍କ ପାଇଁ ଶାଳଗଛର ଡାଳ ଛେଦନ…

‘କରତାଳି ଦିଏ ପ୍ରେରଣା’

ସିମୁଳିଆ, ୧୭ା୩(ସନ୍ତୋଷ କୁମାର ନାୟକ)-ପିଲାଦିନେ ସୁଲଳିତ କଣ୍ଠରେ ଗୀତ ବୋଲି ପାରୁଥିଲେ ପୂଜାରାଣୀ । ସ୍କୁଲରେ ପଢିବା ବେଳେ ବିଭିନ୍ନ କାର୍ଯ୍ୟକ୍ରମରେ ଗୀତ ବୋଲି ପ୍ରଶଂସା ପାଇଥିଲେ। ଏହା ତାଙ୍କୁ ପରେ କଳା ଜଗତ ମଧ୍ୟକୁ ଟାଣି ନେଇଥିଲା। ସେ ଏବେ…

୨୮ରେ ଅନୁଗୋଳ ଓକିଲ ସଂଘ ନିର୍ବାଚନ

ଅନୁଗୋଳ ଅଫିସ୍‌, ୧୭।୩- ଅନୁଗୋଳ ଓକିଲ ସଂଘର ବାର୍ଷିକ ନିର୍ବାଚନ ଚଳିତ ମାସ ୨୮ ତାରିଖରେ ଅନୁଷ୍ଠିତ ହେବ। ଗତ ୧୩ ତାରିଖରେ ଏ ନେଇ ସଂଘର ସାଧାରଣ ପରିଷଦ ବୈଠକ ବସିଥିଲା। ସଂଘର ସଭ୍ୟ ଅଶୋକ କୁମାର ମିଶ୍ର ନିର୍ବାଚନ…

ଯୁବତୀଙ୍କୁ ମଧ୍ୟପ୍ରଦେଶରେ ବିକ୍ରି ଅଭିଯୋଗ

ଅନୁଗୋଳ ଅଫିସ୍‌, ୧୭।୩ ଅନୁଗୋଳ ଜିଲା କିଶୋରନଗର ଥାନା ଅଞ୍ଚଳର ଜନୈକା ଯୁବତୀଙ୍କୁ ଗଁାର ଜଣେ ଲୋକ ପ୍ରତିନିଧି ମଧ୍ୟପ୍ରଦେଶ ଚାଲାଣ କରିଥିବା ଅଭିଯୋଗ ହୋଇଛି। ଏ ନେଇ କିଶୋରନଗର ଥାନାରେ ଲିଖିତ ଅଭିଯୋଗ କରାଯାଇଥିଲେ ମଧ୍ୟ ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ…

ନିୟମିତ ଦିଆଯିବ କରୋନା ସମ୍ପର୍କିତ ତଥ୍ୟ

ଅନୁଗୋଳ ଅଫିସ୍‌, ୧୭।୩ ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ କରୋନା ମୁକାବିଲା ପାଇଁ ପ୍ରସ୍ତୁତି ଜୋରଦାର ଚାଲିଛି। ଏହି ଅବସରରେ ସୋମବାର ଅପରାହ୍ନରେ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ କୋର୍ଟରୁମ୍‌ ଠାରେ ଏକ ଖବରଦାତା ସମ୍ମିଳନୀ ଆୟୋଜନ କରାଯାଇଥିଲା। ସାମ୍ପ୍ରତିକ…

ମୋବାଇଲ୍‌ ଟର୍ଚ୍ଚରେ ଚିକିତ୍ସା

କାମାକ୍ଷାନଗର, ୧୭।୩(ଡି.ଏନ.ଏ.) ଢେଙ୍କାନାଳ ଜିଲା କାମାକ୍ଷାନଗର ଚିକିତ୍ସାଳୟରୁ ସମସ୍ୟା ପିଛା ଛାଡୁନି। ଖାଲି ପଡ଼ିଥିବା ଡାକ୍ତର, ବିଶେଷଜ୍ଞ ପଦବୀ ସ୍ବାସ୍ଥ୍ୟସେବାକୁ ପ୍ରଭାବିତ କରୁଥିବାବେଳେ ଆନୁଷଙ୍ଗିକ ଭିତ୍ତିଭୂମିର ଅଭାବ ସମସ୍ୟାକୁ ବହୁଗୁଣିତ କରିଛି। ମରାମତି ନାମରେ ବୈଦ୍ୟୁତିକ ଉପକରଣ ବାହାର କରିଦିଆଯାଇଛି। ଫଳରେ…

ଜେରିଆଟିକ୍‌ ଓ୍ବାର୍ଡ ପାଲଟିଲା କରୋନା ଓ୍ବାର୍ଡ

ଅନୁଗୋଳ ଅଫିସ୍‌, ୧୭।୩ କରୋନା ମୁକାବିଲା ପାଇଁ ଅନୁଗୋଳ ପ୍ରଶାସନ ସମସ୍ତ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟର ଜେରିଆଟିକ୍‌ ୱାର୍ଡକୁ କରୋନା ୱାର୍ଡ ଭାବେ ସୋମବାର ଜିଲାପାଳ ମନୋଜ କୁମାର ମହାନ୍ତି ଓ ଉପଜିଲାପାଳ…

କୁକୁଡ଼ା ନେବାକୁ ଗଁ।ରେ ଡେଙ୍ଗୁରା

ଅନୁଗୋଳ ସହର,୧୭ା୩ କରୋନା ଭାଇରସ ଆତଙ୍କ ବ୍ରଏଲର କୁକୁଡ଼ା ଚାଷୀ ଓ କମ୍ପାନୀକୁ ତଳିତଳାନ୍ତ କରିଦେଲାଣି। କୁକୁଡ଼ା ମାଂସ କି ଅଣ୍ଡା ସହିତ କରୋନାର କୌଣସି ସମ୍ପର୍କ ନ ଥିବା ଡାକ୍ତର, ବିଶେଷଜ୍ଞମାନେ ବାରମ୍ବାର କହୁଥିଲେ ମଧ୍ୟ ସାଧାରଣରେ ତାହା ବିଶ୍ୱାସଯୋଗ୍ୟ…

ବାଇକ-ପିକ୍‌ଅପ୍‌ ମୁହଁ।ମୁହିଁ, ୩ ମୃତ

ମୋହନା,୧୭ା୩(ଡି.ଏନ୍‌.ଏ.)- ଗଜପତି ଜିଲା ମୋହନା ଥାନା ରାଇସିଂ ଘାଟି ତଳେ ଜାତୀୟ ରାଜପଥ ନଂ.୩୨୬ରେ ସୋମବାର ପିକ୍‌ଅପ୍‌ ଓ ବାଇକ୍‌ ମଧ୍ୟରେ ମୁହଁାମୁହିଁ ଧକ୍କା ହେବାରୁ ୩ ଜଣଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଲେ କର୍ଚ୍ଚବାଡି ପଞ୍ଚାୟତ ରାମାନାଜୁ ଗ୍ରାମର ସୁଧୀର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri