ତାଳଚେର ପୁସ୍ତକ ମେଳା ଉଦ୍ଘାଟିତ
ତାଳଚେର,୨୪ା୧(ନି.ପ୍ର.) ପୁସ୍ତକ ବନ୍ଧୁ ଭାବେ କାର୍ଯ୍ୟ କରେ। ତାହାର ବିକଳ୍ପ ନାହିଁ। ପୁସ୍ତକ ଜ୍ଞାନ ବିକାଶ ଓ ରୋଜଗାରର ମାଧ୍ୟମ ହେବା ଆବଶ୍ୟକ ବୋଲି ହାଟତୋଟା ପ୍ରଜାମଣ୍ଡଳ ଭବନ ପରିସରରେ ୧୭ତମ ତାଳଚେର ପୁସ୍ତକ ମେଳାର ଉଦ୍ଘାଟନ ଅବସରରେ ଅତିଥିମାନେ ମତବ୍ୟକ୍ତ…
ଲିନ୍ସଲରୀ ପ୍ରୋଜେକ୍ଟ କାର୍ଯ୍ୟ ତଦାରଖ
ବଅଁରପାଳ,୨୪ା୧(ଡି.ଏନ.ଏ.) ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନାଲ୍କୋର ନୂତନ ଅଧ୍ୟକ୍ଷ ଶ୍ରୀଧର ପାତ୍ର ଦୁଇ ଦିନିଆ ଅନୁଗୋଳ ଗସ୍ତରେ ଆସି ଗୁରୁବାର ନାଲ୍କୋ ସ୍ମେଲଟର ଓ ପାୱାର ପ୍ଲାଣ୍ଟର ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରିଛନ୍ତି। ଏହି ଅବସରରେ ସିଏମ୍ଡି ନାଲ୍କୋରେ କାର୍ଯ୍ୟରତ ସମସ୍ତ…
୧୨୩ କୋଟି ଟଙ୍କା ଜିଏସ୍ଟି ଠକେଇ
କଟକ ଅଫିସ, ୨୪ା୧:ସାମଗ୍ରୀ କିଛି କିଣାବିକା ନ ହୋଇ କାଗଜରେ ୧୧୮୦ କୋଟି ଟଙ୍କାର କାରବାର ଦର୍ଶାଯାଇଛି। ଜାଲ୍ କାଗଜପତ୍ର ମାଧ୍ୟମରେ କୋଟି କୋଟି ଟଙ୍କାର ବ୍ୟବସାୟ ଦେଖାଇ ୧୨୩ କୋଟି ଟଙ୍କାର ଜିଏସ୍ଟି ଠକେଇ କରିଛନ୍ତି ବ୍ୟବସାୟୀ। ଏହି ଅସାଧୁ…
ଭକ୍ତଙ୍କ ବିଶ୍ୱାସ ସହ ଖେଳ: ଅଙ୍ଗାର ପରେ ଚାଉଳ, ପନିପରିବା ମାନକୁ ନେଇ ଉଠିଲା ପ୍ରଶ୍ନ
ପୁରୀ ଅଫିସ,୨୪ା୧:ଶ୍ରୀମନ୍ଦିର ଭିତରକୁ ଯାଉଛି ବାହାର ଅଙ୍ଗାର। ଏହି ଅଙ୍ଗାରରେ ରୋଷଘରେ ପ୍ରସ୍ତୁତ ହେଉଛି ମହାପ୍ରସାଦ। ଏ ନେଇ ଗତ ଡିସେମ୍ବର ୧୮ତାରିଖ ଛତିଶା ନିଯୋଗ ବୈଠକରେ ଅଭିଯୋଗ ଉଠିଥିଲା। ପରବର୍ତ୍ତୀ ସମୟରେ ଏହାକୁ ସୁଆର ସେବକ ଏବଂ ଶ୍ରୀମନ୍ଦିର ପ୍ରଶାସନ…
ଜାତୀୟସ୍ତରକୁ ମନୋନୀତ ହେଲା ମଡେଲ
ପରଜଙ୍ଗ, ୨୪।୧(ଡି.ଏନ.ଏ.) ପୂର୍ବ ଭାରତ ବିଜ୍ଞାନ ମେଳାରେ ଚମକିଛନ୍ତି ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁଲେଇସ୍ଥିତ ତାଳେଶ୍ୱର ବିଦ୍ୟାପୀଠର ଦଶମ ଶ୍ରେଣୀ ଛାତ୍ରୀ ଚୁଲ୍ବୁଲି ଜେନା। ତାଙ୍କ ଦ୍ୱାରା ପ୍ରଦର୍ଶିତ ବିଜ୍ଞାନ ମଡେଲ ‘ଫିଙ୍ଗର ପ୍ରିଣ୍ଟ ବେସଡ ରାଶନ ଡିଷ୍ଟ୍ରିବ୍ୟୁଶନ ସେଣ୍ଟର’…
ଜାଳେଣିରୁ ଜଙ୍ଗଲ ମୋହ
କାମାକ୍ଷାନଗର, ୨୪।୧ (ସୁଧୀର କୁମାର ପରିଡ଼ା) ସୂର୍ଯ୍ୟ ଉଇଁଲେ ଆରମ୍ଭ ହୁଏ ଅଭିଯାନ। କାନ୍ଧରେ କୁରାଢ଼ି, ହାତରେ ଠେଙ୍ଗା ଧରି ଦଳେ ପଶନ୍ତି ଜଙ୍ଗଲ ଭିତରକୁ। ଦିନତମାମ ବଣଡଙ୍ଗରରେ ବୁଲନ୍ତି। ତନାଘନା କରନ୍ତି। ସେମାନଙ୍କ ଫେରିବା ବାଟକୁ ଚାହିଁ ରହିଥାନ୍ତି ଆଉ…
ବିନା ମଷ୍ଟର ରୋଲ୍ରେ ଡ୍ରେନ୍ କାମ
ପରଜଙ୍ଗ, ୨୪।୧(ଡି.ଏନ୍.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କେଳେଙ୍କାରୀ ପରେ ଏବେ ଏମ୍ଜିଏନ୍ଆର୍ଇଜିଏସ୍ରେ ଦୁର୍ନୀତି ଗନ୍ଧ ବାରିହୋଇପଡ଼ିଛି। ଫାଇଲ ଖୋଲିନି, ସୂଚନା ଫଳକ ନାହିଁ। ବିନା ମଷ୍ଟର ରୋଲ୍ରେ ହେଉଛି କାମ। ପଥରଖମ୍ବ ପଞ୍ଚାୟତ କାମର୍ଦ୍ଦା…
ଗଁ। ଗଁ। ବୁଲି ଖୋଜୁଛନ୍ତି କ୍ରୀଡ଼ା ପ୍ରତିଭା
ଛେଣ୍ଡିପଦା, ୨୪ା୧ ଗ୍ରାମାଞ୍ଚଳରେ କ୍ରୀଡ଼ାର ବିକାଶ ସହ ନୂଆ ନୂଆ ପ୍ରତିଭା ସୃଷ୍ଟି କରିବାର ଆଗ୍ରହ ୭୩ ବର୍ଷ ବୟସରେ ବି ତାଙ୍କୁ ଯୁବକ କରି ରଖିଛି। ଖାସ୍ ଏହି କାରଣରୁ ସେ ଦୈନିକ ସାଇକେଲରେ ଘୂରି ବୁଲୁଛନ୍ତି ଏ ଗଁାରୁ…
ସାବିତ୍ରୀ ରଥ ହେବେ ଓଡ଼ିଶା ହାଇକୋର୍ଟ ବିଚାରପତି
କଟକ ଅଫିସ,୨୪ା୧:ହାଇକୋର୍ଟ ଆଡଭୋକେଟ ସାବିତ୍ରୀ ରଥ ଓଡ଼ିଶା ହାଇକୋର୍ଟର ବିଚାରପତି ହେବେ। ସୁପ୍ରିମକୋର୍ଟଙ୍କ କଲେଜିୟମ ପକ୍ଷରୁ ସାବିତ୍ରୀଙ୍କ ନାମ ଗତ ବୁଧବାର ସୁପାରିସ କରାଯାଇଥିଲା। କଲେଜିୟମର ସୁପାରିସ ଉପରେ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ମୋହର ମାରିବା ପରେ ରଥ ନିଯୁକ୍ତି ପାଇବେ।…
ଫେବୃୟାରୀ ୫ରେ ପଶ୍ଚିମ ଓଡ଼ିଶା ବନ୍ଦ
ବଲାଙ୍ଗୀର ଅଫିସ, ୨୪ା୧: ପଶ୍ଚିମ ଓଡ଼ିଶାରେ ବିଭିନ୍ନ ଓକିଲ ସଂଘ ପକ୍ଷରୁ ଦୀର୍ଘବର୍ଷ ଧରି ଚାଲିଥିବା ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଆନ୍ଦୋଳନ ଏବେ ଏକ ଭିନ୍ନମୋଡ ନେଇଛି। କିଛି ଦିନ ତଳେ ବାର କାଉନସିଲ ଅଫ୍ ଇଣ୍ଡିଆ ଆନ୍ଦୋଳନରତ ଓକିଲମାନଙ୍କ…
ଫିଲ୍ମଫେୟାର ଦୌଡ଼ରେ ଓଡ଼ିଆ ଫିଲ୍ମମେକର
ଭୁବନେଶ୍ୱର,୨୪ା୧(ବ୍ୟୁରୋ):ପ୍ରଥମଥର ପାଇଁ ଓଡ଼ିଶାରୁ ଏକ କ୍ଷୁଦ୍ର ଚଳଚ୍ଚିତ୍ର ‘ଫିଲ୍ମଫେୟାର ଶର୍ଟ ଫିଲ୍ମ ଆଓ୍ବାର୍ଡସ-୨୦୨୦’ ପ୍ରତିଯୋଗିତା ଦୌଡ଼ରେ ସାମିଲ ହୋଇଛି। ଓଡ଼ିଶା ଜନ୍ମିତ ବିଜ୍ଞାପନ ଫିଲ୍ମ ନିର୍ମାତା ଦୟାନିଧି ଦହିମାଙ୍କ ଦ୍ୱାରା ନିର୍ମିତ ପ୍ରଥମ କ୍ଷୁଦ୍ର ଚଳଚ୍ଚିତ୍ର ‘ନବାବ’ ଏହି ସମ୍ମାନଜନକ ଚଳଚ୍ଚିତ୍ର…
ଜବରଦଖଲ ହାଟ ଜମି ମାପଚୁପ ଆରମ୍ଭ
ଫୁଲବାଣୀ ଅଫିସ, ୨୪ା୧-ଫୁଲବାଣୀ ହାଟପଦାସ୍ଥିତ ହାଟ ଜମି ଜବରଦଖଲରେ ଥିଲା। ଜବରଦଖଲ ଉଚ୍ଛେଦ ପାଇଁ ବହୁଦିନରୁ ଦାବି ହୋଇ ଆସୁଥିବା ବେଳେ ହାଟ ଜମିର ମାପଚୁପ କାର୍ଯ୍ୟ ଗୁରୁବାର ଆରମ୍ଭ ହୋଇଛି ା ତେବେ ପ୍ରାୟ ୩୩ ଜଣ ବ୍ୟକ୍ତି ଏହି…
Archives


