ବିଜେଡିକୁ କରୋନା ଘାରିଛି; ୟେସ୍ ବ୍ୟାଙ୍କ ପ୍ରସଙ୍ଗରୁ ଦୃଷ୍ଟି ହଟାଇବାକୁ ବିଧାନସଭା ବନ୍ଦ: ଭାଜପା
ଭୁବନେଶ୍ୱର, ୧୪।୩(ବ୍ୟୁରୋ): ଚାଇନାରୁ ସୃଷ୍ଟ କରୋନା ଭାଇରସ ସଂକ୍ରମଣ ଜନିତ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ବିଧାନସଭା ବଜେଟ ଅଧିବେଶନକୁ ମୁଲତବୀ କରାଯାଇଛି। ଆସନ୍ତା ମାର୍ଚ୍ଚ ୨୯ ତାରିଖ ପର୍ଯ୍ୟନ୍ତ ବିଧାନସଭା ମୁଲତବୀ ଘୋଷଣା…
କରୋନା ମୁକାବିଲା ପାଇଁ ଏସ୍ସିବି ପ୍ରସ୍ତୁତ
କଟକ ଅଫିସ, ୧୪।୩: ଚାଇନାରୁ ସୃଷ୍ଟି ହୋଇଥିବା କରୋନା ଭାଇରସ୍ ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି। ଏହାକୁ ନେଇ କଟକ ଏସ୍ସିବି ମେଡିକାଲ ସମ୍ପୂର୍ଣ୍ଣ ପ୍ରସ୍ତୁତ। ଏ ନେଇ ଶନିବାର ଜରୁରିକାଳୀନ ଅଧିକାରୀ ସୂଚନା ଦେଇଛନ୍ତି। ତାଙ୍କ ସୂଚନା…
ଏମ୍କେସିଜିରେ କରୋନା ସନ୍ଦିଗ୍ଧ: ଦୁବାଇରୁ ଫେରିଥିଲେ
ବ୍ରହ୍ମପୁର ଅଫିସ ,୧୪।୩ – ସାରା ବିଶ୍ୱରେ ଏବେ ମାରାତ୍ମକ କରୋନା ଭୂତାଣୁ ଆତଙ୍କ। ଏଭଳି ସ୍ଥିତିରେ ଗଞ୍ଜାମ ଜିଲା ଚିକିଟି ଅଞ୍ଚଳର ଜଣେ କରୋନା ସନ୍ଦିଗ୍ଧ ଶୁକ୍ରବାର ରାତି ୧୦ଟାରେ ଏମ୍କେସିଜି ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ତାଙ୍କର କରୋନା…
ସଶସ୍ତ୍ର ଡକାୟତଙ୍କ ଲୁଟ୍ ଉଦ୍ୟମ: ଆକ୍ରମଣରେ ବାପଝିଅ ଗୁରୁତର
ପାଟଣା,୧୪।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଝାରବେଡା ଗାଁର ଏକ ଘରୁ ଶୁକ୍ରବାର ବିଳମ୍ବିତ ରାତିରେ ଲୁଟ୍ ଉଦ୍ୟମ କରି ବିଫଳ ହୋଇଛନ୍ତି। ୬ଜଣ ସଶସ୍ତ୍ର ଡକାୟତ ବନ୍ଧୁକ ଦେଖାଇ ଲୁଟ୍ ଉଦ୍ୟମ କରିଥିବା ବେଳେ ପରିବାରର ୨ଜଣ ସଦସ୍ୟ ଗୁରୁତର…
୪୮ ଦିନ ପରେ ବ୍ରହ୍ମପୁର ଫେରିଲେ ଶିବାଶିଷ: କହିଲେ ‘ମୁଁ ପୁନର୍ଜନ୍ମ ପାଇଛି’
ବ୍ରହ୍ମପୁର ଅଫିସ, ୧୪।୩- ସମ୍ପ୍ରତି ବିଶ୍ୱରେ ଭୟଙ୍କର କରୋନା ଭାଇରସ୍ ଆତଙ୍କ ଜାରି ରହିଥିବା ବେଳେ ଜାପାନ ଜଳଜାହାଜରେ ଫସି ରହିଥିବା ଶିବାଶିଷ ନାୟକ ଫେବୃୟାରୀ ୨୭ରେ ଭାରତ ଫେରିଥିଲେ। ୧୫ ଦିନ ଧରି ମିଲିଟାରି ଶିବିରରେ ରହିବା ପରେ ବ୍ରହ୍ମପୁରର…
ଚିନିକଳର ୮ କର୍ମଚାରୀଙ୍କ ବିରୋଧରେ ମାମଲା
ଆସିକା,୧୪।୩ (ଡି.ଏନ୍.ଏ.): ଗଞ୍ଜାମ ଜିଲା ଆସିକା ସମବାୟ ଚିନିକଳରେ ଜାଲ୍ ସାର୍ଟିଫିକେଟ ଦେଇ ଚାକିରି କରିଥିବା ଅଭିଯୋଗରେ ୮ଜଣ କର୍ମଚାରୀଙ୍କ ବିରୋଧରେ ଶୁକ୍ରବାର ଆସିକା ଥାନାରେ ମାମଲା ରୁଜୁ ହୋଇଛି। ଚିନିଶିଳ୍ପର ସମ୍ପାଦକ ଆର୍. ଚନ୍ଦ୍ରଶେଖର ରେଡ୍ଡୀ ସମ୍ପୃକ୍ତ କର୍ମଚାରୀଙ୍କ ବିରୋଧରେ…
‘ସତର୍କ ରହିଲେ ମୁକାବିଲା କରିହେବ’
କଟକ ଅଫିସ, ୧୪।୩: ରାଜ୍ୟରେ କରୋନା ଭୂତାଣୁର ମୁକାବିଲା ପାଇଁ ରାଜ୍ୟ ପୋଲିସ ବିଭାଗ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ବିଶେଷକରି ବାଟାଲିୟନ୍, ବାରାକ୍ସ ଓ ବିଭିନ୍ନ ପୋଲିସ ପ୍ରତିଷ୍ଠାନକୁ କରୋନା ଭୟ ରହିଥିବାରୁ ଏଥିପାଇଁ ସତର୍କ ହୋଇପଡିଛି ପୋଲିସ ବିଭାଗ।…
ଟିଟିଲାଗଡରେ କରୋନା ସନ୍ଦିଗ୍ଧଙ୍କୁ ନେଇ ଚର୍ଚ୍ଚା
ବଲାଙ୍ଗୀର ଅଫିସ/ଟିଟିଲାଗଡ,୧୪।୩ (ଡି.ଏନ୍.ଏ.): କାନାଡାରୁ ଟିଟିଲାଗଡ ଆସିଥିବା ଯୁବ ଇଞ୍ଜିନିୟର ଦମ୍ପତିଙ୍କୁ କରୋନା ସନ୍ଦେହରେ ଶୁକ୍ରବାର ସନ୍ଧ୍ୟାରେ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ଆଇସୋଲେସନ୍ ୱାର୍ଡରେ ଭର୍ତ୍ତି କରାଯାଇଛି। ଗତ ୧୦ ତାରିଖରେ ଟିଟିଲାଗଡର ମୂଳ ନିବାସୀ ତଥା କାନାଡାରେ…
ଫେସ୍ବୁକ ଷ୍ଟାଟସରେ କରୋନା ଗୁଜବ
ରାୟଗଡ଼ା ଅଫିସ,୧୪।୩: ସୋସିଆଲ ମିଡିଆରେ କରୋନା ଭାଇରସ ସମ୍ପର୍କିତ ମିଥ୍ୟା ଖବର ପ୍ରଚାର କରିବା ଅଭିଯୋଗରେ ଶୁକ୍ରବାର ଜଣଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ। ଅଭିଯୁକ୍ତ ଜଣକ ହେଲେ କନ୍ଧମାଳ ଜିଲା ବାଲିଗୁଡ଼ା ବ୍ଲକ ନୂଆ ସାହିର ସତ୍ୟନାରାୟଣ ସାମଲ (୩୨)।…
ଗୁଜବ ପ୍ରଚାର କଲେ ଅପରାଧ ବିବେଚନା ହେବ
ଭୁବନେଶ୍ୱର, ୧୪।୩ (ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଗାଇଡଲାଇନ୍ ଜାରି ହୋଇଛି। ରାଜ୍ୟ ସରକାର କରୋନା ଭାଇରସ ଡିଜିଜ୍- ୨୦୧୯ ଅର୍ଥାତ୍ କୋଭିଡ଼-୧୯କୁ ରାଜ୍ୟ ବିପର୍ଯ୍ୟୟ ଘୋଷଣା କରି…
ହାତଧୋଇ ସଚେତନତାର ବାର୍ତ୍ତା
ଭୁବନେଶ୍ୱର,୧୪।୩(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମ୍ଓ)ର ଅଧିକାରୀ, ମନ୍ତ୍ରୀପରିଷଦର ସଦସ୍ୟ ଏବଂ ବିଧାୟକ ଗଣ ସମସ୍ତେ ଶୁକ୍ରବାର ଅପରାହ୍ନରେ ଓଡ଼ିଶା ବିଧାନସଭା ପରିସରରେ ଏକାଠି ହୋଇଥିଲେ। ହେଲେ ନା ହୋଇଥିଲା ବିତର୍କ ନା ରାଜନୈତିକ…
୧୭ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା
ଭୁବନେଶ୍ୱର, ୧୪।୩(ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି। ଶୁକ୍ରବାର ଫୁଲବାଣୀରେ ସର୍ବାଧିକ ୧୧.୬ ମି.ମି. ବର୍ଷା ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ ଜଣାପଡ଼ିଛି। ଆସନ୍ତା ୧୭ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ଶନିବାର ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼,…
Archives


