ମିଶନ୍ ‘ବିୟୁଟି ସିଟି’ ତ୍ୱରାନ୍ବିତ: ପୁଣି ଜବରଦଖଲ ଉଚ୍ଛେଦ ଆରମ୍ଭ
ବାଲେଶ୍ୱର ଅଫିସ, ୧୫।୧୦-ବାଲେଶ୍ୱର ଜିଲା ପ୍ରଶାସନ ପକ୍ଷରୁ ଆରମ୍ଭ ହୋଇଥିବା ମିଶନ୍ ‘ବିୟୁଟି ସିଟି’ ପାଇଁ ଉଚ୍ଛେଦ ପ୍ରକ୍ରିୟାକୁ ଚଳିତବର୍ଷ ଦୁର୍ଗାପୂଜା ପାଇଁ ବନ୍ଦ କରାଯାଇଥିଲା। ପୂର୍ବ ନିର୍ଦ୍ଧାରିତ ଯୋଜନା ଅନୁସାରେ ସୋମବାର ପୂର୍ବାହ୍ନରେ ତେଲେଙ୍ଗାସାହି-ଶୋଭାରାମପୁର ରାସ୍ତାରେ ଥିବା ଜବରଦଖଲକୁ...
ଥଇଥାନ ବାଟ ପାଉନି ପ୍ରଶାସନ
ଔପଦା,୧୫।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ବଜାରରେ ସିଲ୍ ହୋଇ ରହିଥିବା ୨୩ଟି ଦୋକାନ ଗୃହ ଖୋଲିବାକୁ ପ୍ରଶାସନ ତରଫରୁ କୌଣସି ତତ୍ପରତା ପ୍ରକାଶ ପାଉ ନାହିଁ ା ଦୀର୍ଘ ୪ ବର୍ଷ ଧରି ଏହି ସମସ୍ୟା ସମାଧାନର ବାଟ ଫିଟୁ ନାହିଁ।...
ଗୋପାଳପୁର ବନ୍ଦରରେ ଲାଗିଲା ପ୍ରଥମ ବୃହତ ଜାହାଜ
ବ୍ରହ୍ମପୁର ଅଫିସ୍/ଛତ୍ରପୁର ୧୫ା୧୦ (ଡି.ଏନ.ଏ)-ଗଞ୍ଜାମ ଜିଲା ଗୋପାଳପୁର ବନ୍ଦରରେ ପ୍ରଥମ ଥର ଲାଗି ବୃହତ ମାଲ୍ବାହୀ ଜାହାଜ ଲାଗିଛି । ଏଥିରେ ୧ ଲକ୍ଷ ୫ହଜାର ଟନ୍ ଚୂନ ପଥର ରହିଛି । ଏତେ ଓଜନର ମାଲ୍ ପରିବହନ କରୁଥିବା...
ସ୍ବାସ୍ଥ୍ୟକେନ୍ଦ୍ରରେ ସୁଧୁରୁନି ସେବା
ପରଜଙ୍ଗ, ୧୫ା୧୦(ଡି.ଏନ.ଏ.)ଦୀର୍ଘ ଦିନ ହେବ ବିଭିନ୍ନ ସମସ୍ୟା ଘେରରେ ଢେଙ୍କାନାଳ ଜିଲା ପରଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର। ଡାକ୍ତର କର୍ମଚାରୀଙ୍କ ଅଭାବ, ନିଯୁକ୍ତ ଡାକ୍ତରଙ୍କ ମନମୁଖି ସେବା, ଆବଶ୍ୟକ ଶଯ୍ୟା ଅଭାବ, ପାନୀୟ ଜଳ ବ୍ୟବସ୍ଥା ନ ଥିବା ଭଳି ବହୁ...
ଓ୍ବାର୍ଡ ରାସ୍ତାରେ ଆବର୍ଜନା ପାଣି
ଭୁବନ,୧୫ା୧୦ (ଡି.ଏନ.ଏ) ଢେଙ୍କାନାଳ ଜିଲା ଭୁବନ ଏନ୍ଏସି ୯ ଓ ୧୦ ନମ୍ବର ୱାର୍ଡ ମଧ୍ୟରେ ଯାଇଥିବା ମୁଖ୍ୟ ରାସ୍ତା ଉପରେ ଆବର୍ଜନା ପାଣି ମାଡୁଛି। ଏହା ଜମି ରହି ଦୁର୍ଗନ୍ଧ ହେଉଥିବାରୁ ଓ୍ବାର୍ଡବାସୀ ହଇରାଣ ହେଉଛନ୍ତି। ଦୀର୍ଘ ୩...
ବେଦମନ୍ତ୍ରରେ କମ୍ପୁଛି ପୂଜାସ୍ଥଳ
ଅନୁଗୋଳ ଅଫିସ/ବଅଁରପାଳ/ବଇଣ୍ଡା, ୧୫ା୧୦ ଅନୁଗୋଳ ସହରରେ ମା’ ଲକ୍ଷ୍ମୀଙ୍କ ପୂଜା ରବିବାର ରାତିରୁ ଆରମ୍ଭ ହୋଇଛି। ସୋମବାର ସନ୍ଧ୍ୟାରେ ବିଭିନ୍ନ ମଣ୍ଡପରେ ଶ୍ରଦ୍ଧାଳୁଙ୍କ ଗହଳି ଲାଗିଥିଲା। ଚଳିତବର୍ଷ ହୁଲୁରସିଂହା ପୂଜା ମଣ୍ଡପ ପକ୍ଷରୁ ପ୍ରଥମ ଥର ପାଇଁ ଲକ୍ଷ୍ମୀ ନାରାୟଣଙ୍କ...
ପେଟପାଟଣାରେ ବନ୍ଧା ପଡ଼ିଛି ପାରା ଅଲିମ୍ପିକର ସ୍ବପ୍ନ: ଶ୍ରମିକ ସାଜିଛନ୍ତି ଅନ୍ତର୍ଜାତୀୟ କରାଟେକା
ରାୟଗଡ଼ା ଅଫିସ,୧୫।୧୦ପିଲା ବୟସରେ ମା’ ଚାଲିଗଲେ। ପୋଲିଓ ଯୋଗୁ ଡାହାଣ ଗୋଡ଼ ତାଙ୍କୁ ଦିବ୍ୟାଙ୍ଗ ସଜେଇଦେଲା। ପେଟ ପାଇଁ ଚା’ ଦୋକାନରେ କାମ କରୁଥିଲେ ସେ। ଜୀବନ ଜୀବିକାର ଏଭଳି ସଂଘର୍ଷ ଭିତରେ ସେ କରାଟେକା ହେବାର ସ୍ବପ୍ନ ଦେଖିଥିଲେ।...
ପ୍ରତିଶ୍ରୁତିରେ ସୀମିତ ସରକାରୀ ଯୋଜନା: ରାଶନ କାର୍ଡରୁ ବଞ୍ଚତ୍ତ ଦିନମଜୁରିଆ କୃଷ୍ଣ
ବେଲପାହାଡ଼,୧୫।୧୦(ଡି.ଏନ୍.ଏ.)- ଝାରସୁଗୁଡ଼ା ଜିଲା ବେଲପାହାଡ଼ ପାୈର ପରିଷଦରେ ବହୁ ବ୍ୟବସାୟୀ ଓ ସ୍ବଚ୍ଛଳବର୍ଗ ପରିବାର ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ତାଲିକାଭୁକ୍ତ ହୋଇ ରିହାତି ମୂଲ୍ୟରେ ଚାଉଳ ପାଉଥିବା ବାରମ୍ବାର ଅଭିଯୋଗ ହେଉଛି। ଅଭିଯୋଗ ଉପରେ କିଛିଟା କାର୍ଯ୍ୟାନୁଷ୍ଠାନ ହୋଇଛି।...
ସମାଜ ଲାଗି ଉଦାହରନ୍ ପାଲଟିଛନ୍ ଅଜିତ
ଭବାନୀପାଟଣା,୧୫।୧୦(ଡି.ଏନ୍.ଏ.)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଶିବ ମନ୍ଦିର ପଡ଼ାର ଅଜିତ କଟ୍ଟା। ସେ ନିହାତି ଗରିବ୍, ପେସାରେ ଝନେ ସାଇକେଲ ମେକାନିକ୍। ହେଲେ ହୁରୁଦ୍ ତାକର ବିଶାଲ୍। ସେ ଅନେକ ଗରିବ୍ଦୁଖିକୁ ସାହାଯ୍ କରି ନିଜେ ମାନ୍ସିକ ଶିଅଁାତି...
ଅଜନା ରୋଗ୍ରେ ଖଟେ ପଡ଼ିଛନ୍ ପଙ୍କଜ
ଲୋଇସିଂହା, ୧୫।୧୦(ଡି.ଏନ୍.ଏ.)- ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ଝରଣୀପାଲି ଗଁାର ପଙ୍କଜ ମାଝି(୩୦)। ଭେଁଡ଼ା ବଏସେ ସେ କେହେନ୍ସି ଗୁଟେ ଅଜନା ରୋଗ୍ ପରଭାରେ ଖଟେ ପଡ଼ିରହିଛନ୍। ହେଲେ ଅଭାବ ଅନାଟନ ଲାଗି ଉଚ ଚିକିଛା କରେଇ ନାଇଁ ପାରବାର।...
ଚିକିତ୍ସା ଅବହେଳାରୁ ଶିଶୁମୃତ୍ୟୁ ଅଭିଯୋଗ: ଶିଶୁଭବନରେ ଉତ୍ତେଜନା
କଟକ ଅଫିସ,୧୪ା୧୦- କଟକ ଶିଶୁଭବନରେ ଜଣେ ୪ମାସ ଶିଶୁର ମୃତ୍ୟୁକୁ ନେଇ ସୋମବାର ଉତ୍ତେଜନା ପ୍ରକାଶ ପାଇଥିଲା। ଚିକିତ୍ସା ଅବହେଳାରୁ ଶିଶୁଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ କରି ପରିବାର ଲୋକେ ଡାକ୍ତରଖାନା ପରିସରରେ ହୋହଲ୍ଲା କରିଥିଲେ। ଏହାକୁ ନେଇ ସେଠାରେ...
ଓକିଲଙ୍କ ଆନ୍ଦୋଳନ ସ୍ଥଗିତ: ମଙ୍ଗଳବାର ଖୋଲିବ ସରକାରୀ କାର୍ଯ୍ୟାଳୟ
ବରଗଡ଼ ଅଫିସ,୧୪।୧୦: ପଶ୍ଚିମ ଓଡ଼ିଶାର ଯେକୌଣସି ସ୍ଥାନରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ବରଗଡ଼ ଜିଲା ଓକିଲ ସଂଘ ଚଳାଇଥିବା ଅର୍ଥନୈତିକ ଅବରୋଧ ଏବଂ କାର୍ଯ୍ୟବନ୍ଦ ଆନ୍ଦୋଳନକୁ ସାମୟିକଭାବେ ସ୍ଥଗିତ ରଖାଯାଇଛି। ସୋମବାର ଏ ନେଇ ସଂଘ କାର୍ଯ୍ୟାଳୟରେ...
Archives


