ତାଲା ଭାଙ୍ଗି ଘରୁ ୭ ଲକ୍ଷ ଟଙ୍କାର ଅଳଙ୍କାର ଲୁଟ୍
ରଣପୁର,୧୪।୩(ସ୍ବ.ପ୍ର.): ଚାନ୍ଦପୁର ଥାନା କନ୍ଧନୟାଗଡ ଗଁ।ର ଭାଗୀରଥି ସାହୁଙ୍କ ଘର ଗ୍ରିଲ୍ ତାଲା ଭାଙ୍ଗି ଗୁରୁବାର ସନ୍ଧ୍ୟାରେ ଦୁର୍ବୃତ୍ତମାନେ ଆଲମାରୀରୁ ପ୍ରାୟ ୭ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଚୋରାଇ ନେଇଛନ୍ତି। ସେହିପରି ଅନ୍ୟ କିଛି ଘରୋଇ ଉପକରଣ ମଧ୍ୟ ଚୋରି…
ଅଭିଯୁକ୍ତଙ୍କୁ ୭ ବର୍ଷ କାରାଦଣ୍ଡାଦେଶ
ଅନୁଗୋଳ ଅଫିସ୍, ୧୪।୩ ଏକ ଡକାୟତି ମାମଲାର ବିଚାର କରି ଅନୁଗୋଳ ଆସିଷ୍ଟାଣ୍ଟ ସେସନ୍ସ ଜଜ୍ କମ୍ ସିଜେଏମ୍ କୋର୍ଟ ଅଭିଯୁକ୍ତ ଜରାସିଂହାର କାଳିଆ ଓରଫ ପ୍ରଦୀପ ବେହେରା(୨୮)ଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ୭ ବର୍ଷ କାରାଦଣ୍ଡାଦେଶ ପ୍ରଦାନ କରିଛନ୍ତି।…
ବଇଣ୍ଡାକୁ ଆସିଲା ନୂତନ ୧୦୮ ଆମ୍ବୁଲାନ୍ସ
ବଇଣ୍ଡା,୧୪।୩(ଡି.ଏନ.ଏ.) କିଶୋରନଗର ବ୍ଲକ ବଇଣ୍ଡା ଅଞ୍ଚଳକୁ ଏକ ନୂତନ ୧୦୮ ଆମ୍ବୁଲାନ୍ସ ଗୁରୁବାର ସ୍ବାସ୍ଥ୍ୟବିଭାଗ ପକ୍ଷରୁ ଯୋଗାଇ ଦିଆଯାଇଛି। ଦୀର୍ଘବର୍ଷ ହେବ ଏଠାରେ ଥିବା ୧୦୮ ଆମ୍ବୁଲାନ୍ସ ଭାଙ୍ଗି ଯାଇଥିବା ବେଳେ ଡୋର୍ରେ ଦଉଡି ଭିଡି ସେବା ଯୋଗାଇ ଦିଆଯାଉଥିଲା। ଏ…
ଭିତ୍ତିଭୂମି ନାହିଁ, ଶିକ୍ଷାଦାନ ବାଧାପ୍ରାପ୍ତ
ଛେଣ୍ଡିପଦା,୧୪।୩(ସ୍ବ.ପ୍ର.) ଏକଦା ଶିକ୍ଷାକ୍ଷେତ୍ରରେ ନାଁ କମାଇଥିବା ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକସ୍ଥିତ ପୁରାତନ ଶିକ୍ଷାନୁଷ୍ଠାନ ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ଏବେ ନାନା ସମସ୍ୟାରେ ଗତି କରୁଛି। ଭିତ୍ତିଭୂମି, ଆନୁଷଙ୍ଗିକ ବ୍ୟବସ୍ଥା ପ୍ରତି ଗୁରୁତ୍ୱ ଦିଆଯାଉ ନ ଥିବା ସହ ଆବଶ୍ୟକ…
ବିଭାଗୀୟ ତଦନ୍ତ ଆରମ୍ଭ
ବଇଣ୍ଡା,୧୪।୩(ଡି.ଏନ.ଏ.) ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଥାନା ପିତାବଳୀବାହାଳ ଛକ(କନ୍ତପଡ଼ା)ଠାରୁ ବିପ୍ରଡିହ ପର୍ଯ୍ୟନ୍ତ ଦୀର୍ଘ ୧୨ କିମି ମାଟି ରାସ୍ତାକୁ ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା ପକ୍କା ରାସ୍ତା ନିର୍ମାଣ କରାଯାଉଛି। ହେଲେ ଉକ୍ତ ରାସ୍ତା ଠିକାଦାର-ବିଭାଗୀୟ ଯନ୍ତ୍ରୀଙ୍କ ମଧ୍ୟରେ ସଲାସୁତୁରା…
ପିଏମ୍ଏଜିଓ୍ବାଇରେ ୨୦ ଗ୍ରାମ ଚିହ୍ନଟ
ଢେଙ୍କାନାଳ ଅଫିସ, ୧୪।୩ ଢେଙ୍କାନାଳ ଗ୍ରାମ୍ୟ ଉନ୍ନୟନ ସମ୍ମିଳନୀ କକ୍ଷରେ ଶୁକ୍ରବାର ଜିଲା ଉନ୍ନୟନ ସମନ୍ବୟ ଓ ପର୍ଯ୍ୟାଲୋଚନା କମିଟି (ଦିଶା) ବୈଠକ ଅନୁଷ୍ଠିତ ହୋଇଯାଇଛି। ଏମ୍ପି ମହେଶ ସାହୁ ଏଥିରେ ଅଧ୍ୟକ୍ଷତା କରିଥିଲେ। ଜନପ୍ରତିନିଧି ଏବଂ ପ୍ରଶାସନିକ ଅଧିକାରୀ ସମନ୍ବୟ…
ଧାଡ଼ିରେ କଟୁଛି ଓଳିଏ
କାମାକ୍ଷାନଗର, ୧୪।୩(ଡି.ଏନ.ଏ.) ‘ବୟସ ୬୦ ଛୁଇଁଲାଣି। ହାଇ ବ୍ଲଡ୍ପ୍ରେସର। ମାସକୁ ଦୁଇଧରି ଆସି ପରୀକ୍ଷା କରିବାକୁ ଡାକ୍ତର କହିଛନ୍ତି। ଡାକ୍ତରଖାନାରୁ ଘର ୧୫କିମି ଦୂର। ଶୁକ୍ରବାର ଭୋର୍ ୫ଟାରୁ ବସ୍ରେ ଆସି ୮ଟାରୁ ଛିଡ଼ା ହୋଇଛି। ରୋଗଣା ଦେହ। ଭାରି ଦରଜ…
କରୋନା ଭୟ: ସଭା, ପାର୍କ ବନ୍ଦ କଲା ପ୍ରଶାସନ
ଫୁଲବାଣୀ ଅଫିସ/ଦାରିଙ୍ଗିବାଡି, ୧୪। ୩ କରୋନା ଭୟ ଏବେ ସବୁଠି ଘାରିଛି। କରୋନା ପାଇଁ ବିଭିନ୍ନ ସଚେତନତାମୂଳକ ପଦକ୍ଷେପ ନିଆଯାଉଛି। ରାଜ୍ୟ ସରକାର ଆସନ୍ତା ୩୧ ପର୍ଯ୍ୟନ୍ତ ସ୍କୁଲ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜିଲାପାଳମାନଙ୍କୁ ମଧ୍ୟ ଏଦିଗରେ ପଦକ୍ଷେପ ନିଆଯିବା…
ଗୁଜବ ଉପରେ ଧ୍ୟାନ ନ ଦେବାକୁ ଜିଲାପାଳଙ୍କ ପରାମର୍ଶ
ଛତ୍ରପୁର,୧୪ା୩(ଡି.ଏନ.ଏ.) କରୋନା ଭାଇରସ୍କୁ ସରକାରଙ୍କ ପକ୍ଷରୁ ବିପର୍ଯ୍ୟୟ ବୋଲି ଘୋଷଣା କରାଯାଇଛି। ଏପରିକି ଗଞ୍ଜାମ ଜିଲାପାଳଙ୍କୁ ଏନେଇ ନିର୍ଦ୍ଦେଶନାମା ଆସିଛି ା ଶୁକ୍ରବାର ସନ୍ଧ୍ୟାରେ ଛତ୍ରପୁରରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଭିଡିଓ କନ୍ଫରେନ୍ସିଂ ଜରିଆରେ ୨୨ ବ୍ଲକ କାର୍ଯ୍ୟାଳୟରେ ଉପସ୍ଥିତ…
ଅବହେଳିତ ଉତ୍କଳମଣି ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି
ବ୍ରହ୍ମପୁର ଅଫିସ,୧୪ା୩ ମହାପୁରୁଷଙ୍କୁ ସମ୍ମାନ ଦେବା ଓ ତାଙ୍କର ସ୍ମୃତିକୁ ମନେ ପକାଇବା ପାଇଁ ସହରର ବିଭିନ୍ନ ସ୍ଥାନରେ ବିଭିନ୍ନ ମହାପୁରୁଷଙ୍କ ପ୍ରତିମୂର୍ତ୍ତି ସ୍ଥାପିତ କରାଯାଇଥାଏ। କିନ୍ତୁ ବ୍ରହ୍ମପୁର ସହରର କେତେକ ସ୍ଥାନରେ ମହାପୁରୁଷଙ୍କ ପ୍ରତିମୂର୍ତ୍ତି ଅବହେଳିତ ଅବସ୍ଥାରେ ଥିବା ଦେଖିବାକୁ…
କୁଲାଡ଼ ଆନ୍ଧ୍ରବ୍ୟାଙ୍କରେ ଠକେଇ ନେଇ ଏତଲା
ଭଞ୍ଜନଗର,୧୪।୩(ଡି.ଏନ୍.ଏ.) ବ୍ୟାଙ୍କ ଠକେଇ ଯୋଗୁ ଦେଶରେ ଗୋଟିଏ ପରେ ଗୋଟିଏ ଜାତୀୟ ଓ ଘରୋଇ ବ୍ୟାଙ୍କ ଦେବାଳିଆ ହେବାରେ ଲାଗିଛି। ଏଭଳି ପରିସ୍ଥିତିରେ କେନ୍ଦ୍ର ସରକାର ଆର୍ଥିକ ବୋଝ କମାଇବା ସହ ଅନ୍ୟାନ୍ୟ କାରଣରୁ ଆନ୍ଧ୍ର ବ୍ୟାଙ୍କ ସମେତ ୩ ବ୍ୟାଙ୍କକୁ…
କଦଳୀ ଚାଷ ଦେଇଛି ପରିଚୟ
ଗୋବିନ୍ଦପାଲି, ୧୪।୩(ଡି.ଏନ୍.ଏ.) ମାଲକାନଗିରି ଜିଲା ଖଇରପୁଟ ବ୍ଲକ ବଟାଣିଗୁଡାର ପାଲସୁ ପାଙ୍ଗିଙ୍କୁ ପରିଶ୍ରମ ଦେଇଛି ସଫଳତା। ଜଣେ ସଫଳ କଦଳୀ ଚାଷୀ ରୂପେ ସେ ନିଜର ପରିଚୟ ସୃଷ୍ଟି କରିପାରିଛନ୍ତି। ପାଠ ପଢିବା ସହ କଠିନ ପରିଶ୍ରମ କରି ନିଜ ଚାଷଜମିରେ…
Archives


