ଭାଗବତଙ୍କ ରାଷ୍ଟ୍ରବାଦ କଥାକୁ ନିରଞ୍ଜନଙ୍କ କଟାକ୍ଷ : ଭାଜପା କହିଲା ଯେମିତି ଚଷମା ପିନ୍ଧିଛନ୍ତି ସେମିତି ଦେଖାଯାଉଛି
ଭୁବନେଶ୍ୱର,୧୪ା୧୦(ବ୍ୟୁରୋ) : ଆର୍ଏସ୍ଏସ୍ର ଅଖିଳ ଭାରତ କାର୍ଯ୍ୟକାରୀ ମଣ୍ଡଳ ବୈଠକ ପ୍ରଥମ ଥର ଲାଗି ଓଡିଶାରେ ଆୟୋଜିତ ହୋଇଛି। ଏହି କାର୍ଯ୍ୟକ୍ରମ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବାବେଳେ ଏଥିରେ ଯୋଗଦେବା ଲାଗି ଆର୍ଏସ୍ଏସ୍ ସର ସଂଘ ଚାଳକ...
ଖୋର୍ଦ୍ଧା-ନୟାଗଡ଼ ପାସେଞ୍ଜର ସମୟ ବଦଳିଲା
ଭୁବନେଶ୍ୱର,୧୪ା୧୦(ବ୍ୟୁରୋ) : ଖୋର୍ଦ୍ଧା-ନୟାଗଡ଼ ଚଳାଚଳ କରୁଥିବା ଦୁଇଟି ପାସେଞ୍ଜର ଟ୍ରେନର ସମୟ ସୂଚୀ ପରିବର୍ତ୍ତନ ହୋଇଛି। ଆସନ୍ତା ମଙ୍ଗଳବାରଠାରୁ ଆରମ୍ଭ ହେବାକୁ ଯାଉଥିବା ସ୍ପେଶାଲ ସେବା ଏକ୍ସପ୍ରେସର ଚଳାଚଳକୁ ଅଧିକ ସୁବିଧାଜନକ କରବା ଲାଗି ଏହି ସମୟ ସାରଣୀ ବଦଳାଯାଇଛି...
୫-ଟି ସଚିବଙ୍କ ବାରିପଦା ମେଡିକାଲ କଲେଜ ପରିଦର୍ଶନ : ‘୪ ମାସ ମଧ୍ୟରେ ଉନ୍ନତ ଭିତ୍ତିଭୂମି ଗଢ’
ବାରିପଦା ଅଫିସ,୧୪ା୧୦- ମୟୂରଭଞ୍ଜ ଜିଲା ବାରିପଦା ସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲକୁ ରବିବାର ରାଜ୍ୟ ସରକାରଙ୍କ ୫-ଟି ସଚିବ ଭି.କାର୍ତ୍ତିକେୟନ ପାଣ୍ଡିଆନ ପରିଦର୍ଶନ କରିଛନ୍ତି। ହସ୍ପିଟାଲ ପରିଦର୍ଶନ ବେଳେ ୱାର୍ଡକୁ ଯାଇ ରୋଗୀମାନଙ୍କ ସହିତ...
ଗାଁଗଣ୍ଡାରେ କୁମାର ପୂର୍ଣ୍ଣିମା ଉତ୍ସବ: ଆଗ ଭଳି ନାହିଁ ପୁଚିଖେଳ କି ଫୁଲବଉଳବେଣୀ ଗୀତର ମଉଜ
ଭଣ୍ଡାରିପୋଖରୀ, ୧୪ା୧୦(ଡି.ଏନ୍.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଅଞ୍ଚଳ କୁମାର ପୂର୍ଣ୍ଣିମା ଓ ଗଜଲକ୍ଷ୍ମୀ ପୂଜା ଲାଗି ରବିବାର ଉତ୍ସବ ମୁଖର ହୋଇଉଠିଛି। କୁମାରୀମାନେ ଓଷା କରିବା ସହ ନୂତନ ବସ୍ତ୍ର ପରିଧାନ କରି କୁମାର ପୂର୍ଣ୍ଣିମା ଉତ୍ସବ ପାଳନ...
୫ଟି ସଚିବଙ୍କ ସୁନ୍ଦରଗଡ଼ ଗସ୍ତ : ଜିଲାପାଳଙ୍କୁ କୈଫିୟତ ତଲବ, ସିଡିଏମ୍ଓ ନିଲମ୍ବିତ
ସୁନ୍ଦରଗଡ଼,୧୩।୧୦(ଡି.ଏନ୍.ଏ.) : ମୋ’ ସରକାର କାର୍ଯ୍ୟକ୍ରମର ସ୍ଥିତି ପରଖିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫ଟି ସଚିବ କେ ଭି ପାଣ୍ଡିଆନ ରବିବାର ସୁନ୍ଦରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାକୁ ଅଚାନକ ପରିଦର୍ଶନ କରିଛନ୍ତି। ପରିଦର୍ଶନ ବେଳେ ରୋଗୀମାନଙ୍କୁ ଠିକ୍...
ସନତଙ୍କ ଲାଗି ପ୍ରଚାର କଲେ ପୂର୍ବତନ ଏମ୍ପି ବୈଜୟନ୍ତ
ବିଜେପୁର,୧୩।୧୦(ଡି.ଏନ୍.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ଆଉ ମାତ୍ର ଏକ ସପ୍ତାହ ରହିଛି। ତେଣୁ ବିଭିନ୍ନ ଦଳ ପକ୍ଷରୁ ବରିଷ୍ଠ ନେତାମାନେ ଏହି ଅଞ୍ଚଳରେ ପ୍ରଚାରର ମଙ୍ଗ ଧରିଲେଣି। ଏହିକ୍ରମରେ ରବିବାର ପୂର୍ବତନ ଏମ୍ପି ବୈଜୟନ୍ତ ପଣ୍ଡା ବିଜେପୁର ଅଞ୍ଚଳରେ...
ମୃତ ଭାବି ଶ୍ମଶାନ ନେଉଥିଲେ ପରିବାର ଲୋକେ, କିନ୍ତୁ ଜୁଇରୁ ଫେରିଆସିଲେ ମୃତକ
ସୋରଡ଼ା,୧୩।୧୦(ଡି.ଏନ୍.ଏ.): କୁହାଯାଏ ନିମିଷେ ମାତ୍ର ଆୟୁଷ ଥିଲେ ଯମ ନେଇପାରେ ନାହିଁ। ଠିକ୍ ସେହିପରି ଏକ ଘଟଣା ଘଟିଛି ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ଗୋପାଳପୁର ଶାସନ ପଞ୍ଚାୟତର ଆଦିବାସୀ ବହୁଳ ଗ୍ରାମ ଲାଉଖାଲରେ। ଶ୍ମଶାନକୁ ଯିବା ବାଟରେ ଜୀବିତ...
ମୋ ସରକାର କାର୍ଯ୍ୟକ୍ରମରେ ଅବହେଳା ଅଭିଯୋଗ: ସୁନ୍ଦରଗଡ଼ ସିଡିଏମ୍ଓ ନିଲମ୍ବିତ
ସୁନ୍ଦରଗଡ଼/ଭୁବନେଶ୍ୱର,୧୩।୧୦(ଡି.ଏନ୍.ଏ./ବ୍ୟୁରୋ): ମୋ ସରକାର କାର୍ଯ୍ୟକ୍ରମରେ ଅବହେଳା ଅଭିଯୋଗରେ ସୁନ୍ଦରଗଡ଼ ଭାରପ୍ରାପ୍ତ ସିଡିଏମ୍ଓ ପଙ୍କଜ ପଟେଲଙ୍କୁ ରବିବାର ନିଲମ୍ବନ କରାଯାଇଛି। ଜିଲାପାଳ ନିଖିଲ ପଓ୍ବନ କଲ୍ୟାଣ ତାଙ୍କୁ ନିଲମ୍ବିତ କରିବା ସହ କାରଣ ଦର୍ଶାଅ ନୋଟିସ ମଧ୍ୟ ଜାରି କରିଛନ୍ତି।
ବଡ଼ୁ ସୁଆର ନିଯୋଗ ନିର୍ବାଚନ ବିଶ୍ୱନାଥ ସଭାପତି, ଅନନ୍ତ ସମ୍ପାଦକ
ପୁରୀ ଅଫିସ, ୧୩।୧୦: ଶ୍ରୀମନ୍ଦିର ବଡ଼ୁ ସୁଆର ନିଯୋଗର କର୍ମକର୍ତ୍ତା ନିର୍ବାଚନ ଶୁକ୍ରବାର ରାତିରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସର୍ବସମ୍ମତିକ୍ରମେ ବିଶ୍ୱନାଥ ସାମନ୍ତରା ସଭାପତି, ଅନନ୍ତ ତିଆଡ଼ି ସମ୍ପାଦକ ଭାବେ ମନୋନୀତ ହୋଇଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଭବାନୀଶଙ୍କର ସାମନ୍ତରା କୋଷାଧ୍ୟକ୍ଷ...
ଲୋକସେବା ଭବନରେ ନିଆଁ
ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ଲୋକସେବା ଭବନରେ ଥିବା ସାଧାରଣ ପ୍ରଶାସନ ବିଭାଗ ରେକର୍ଡ ରୁମ୍ରେ ଶନିବାର ଅଗ୍ନିକାଣ୍ଡ ଘଟିଥିଲା। ସକାଳ ପ୍ରାୟ ୭ଟାରେ କାର୍ଯ୍ୟାଳୟରୁ ନିଆଁ ସହ ଧୂଆଁ ବାହାରୁଥିବା ଦେଖି କେୟାରଟେକର ଅଗ୍ନିଶମ ବିଭାଗକୁ ଫୋନ୍ କରିଥିଲେ। ସଚିବାଳୟ ଅଗ୍ନିଶମ ବିଭାଗର...
ଇଣ୍ଡିଆସ୍ ଚାର୍ମିଂ ଫେସ୍ ଓଡ଼ିଶା ୨୦୧୯ ଟାଇଟଲ ଜିତିଲେ ନିରଞ୍ଜନା
ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ବିଶ୍ୱର ଜଣାଶୁଣା ବିଉଟି ପାଜେଣ୍ଟ୍ ‘ମିଷ୍ଟର୍ ଆଣ୍ଡ୍ ମିସ୍ ଚାର୍ମିଂ ଫେସ୍’ର ଚଳିତ ବର୍ଷ ୩ୟ ସଂସ୍କରଣ ଅନୁଷ୍ଠିତ ହେଉଥିବାବେଳେ ଇଣ୍ଡିଆସ୍ ଚାର୍ମିଂ ଫେସ୍ ଓଡ଼ିଶା ୨୦୧୯ ଚୟନ କରାଯାଇଛି। କଟକର ୨୧ବର୍ଷୀୟା ନାଗଜା ନିରଞ୍ଜନା ଇଣ୍ଡିଆସ୍ ଚାର୍ମିଂ...
ବିଜେପୁରରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ଗାଁସାଥୀ: ପ୍ରତିଶ୍ରୁତି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ
ଭୁବନେଶ୍ୱର, ୧୩।୧୦(ବ୍ୟୁରୋ): ସରକାରଙ୍କ ବିଭିନ୍ନ ପ୍ରତିଶ୍ରୁତି ବାବଦରେ ବିଜେପୁର ଉପନିର୍ବାଚନ ସମୟରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ଗାଁସାଥୀ। ପୂର୍ବ ପ୍ରତିଶ୍ରୁତି ଅନୁଯାୟୀ ଦାବି ପୂରଣ ନ ହେଲେ ଆସନ୍ତା ନଭେମ୍ବର ୪ରେ ୫୦ହଜାରରୁ ଊର୍ଦ୍ଧ୍ୱ ଗାଁସାଥୀ ଏକାଠି ହୋଇ ବିଧାନସଭା ସମ୍ମୁଖରେ...
Archives


