ରାଜ୍ୟ

ଅଙ୍ଗନୱାଡି ଶିଶୁଙ୍କ ସେବାରେ ଦିବ୍ୟାଙ୍ଗ ଝୁମୁକଲାଲ୍‌:ଟ୍ରାଇ ସାକେଲରେ ପିଲାଙ୍କୁ କରୁଛନ୍ତି ନବା ଆଣିବା

ଚନ୍ଦାହାଣ୍ଡି,୧୪।୩(ଡି.ଏନ.ଏ.) ଝୁମୁକଲାଲ୍‌ ମାଝି। ଟ୍ରାଇସାଇକେଲ୍‌ ବିନା କୌଣସି ସ୍ଥାନକୁ ଯାଇପାରନ୍ତିନି। ହେଲେ ଶିଶୁମାନଙ୍କ ପ୍ରତି ତାଙ୍କର ରହିଛି ବିଶେଷ ଦୁର୍ବଳତା। ତେଣୁ ଦିବ୍ୟାଙ୍ଗ ହୋଇ ମଧ୍ୟ ସେ ନିଜକୁ ଅଙ୍ଗନଓ୍ବାଡ଼ି କେନ୍ଦ୍ରର କୋମଳମତି ଶିଶୁଙ୍କ ସେବାରେ ନିୟୋଜିତ କରିଛନ୍ତି। ନବରଙ୍ଗପୁର ଜିଲା…

ମା’-ବାପାଙ୍କ ମୃତ୍ୟୁ ପରେ ଭଉଣୀ ଭାଇ ବେସାହାରା

ଦଶମନ୍ତପୁର,୧୪।୩(ଡି.ଏନ୍‌.ଏ.)ଦଶମନ୍ତପୁର ବ୍ଲକ ପିଣ୍ଡାପଦର ପଞ୍ଚାୟତ ଅଙ୍ଗାରଗୁଡ଼ାରେ ଦୁଇ ଭଉଣୀ, ଭାଇ ମା’-ବାପାଙ୍କ ମୃତ୍ୟୁ ପରେ ଏବେ ବେସାହାରା ହୋଇପଡ଼ିଛନ୍ତି। ସେମାନେ ହେଲେ ମୃତ ଲିମଦାଶ ଜାନୀ ଓ ସ୍ତ୍ରୀ ରୁକମଣି ଜାନୀଙ୍କ ବଡ଼ ଝିଅ ମୋତି ଓ ପୁଅ ଦୁକୁ (୧୧)।…

ଭାଗ୍ୟକୁ ଆଦରି ରହିଛନ୍ତିି ୧୫ କିଡ଼ନୀ ରୋଗୀ

ରାୟଗଡ଼ା ଅଫିସ ,୧୪।୩ ରାୟଗଡ଼ା ସହରରେ ରହିଛି ଜିଲା ମୁଖ୍ୟ ଚିକିତ୍ସାଳୟ ା ରାୟଗଡ଼ା ଜିଲାରେ କିଡ୍‌ନୀ ରୋଗରେ ଆକ୍ରାନ୍ତ ରୋଗୀ ଏଠାରେ ଉପଯୁକ୍ତ ସ୍ବାସ୍ଥ୍ୟସେବା ପାଉ ନ ଥିବାରୁ ରାଜ୍ୟ ଓ ରାଜ୍ୟ ବାହାରର ଚିକିତ୍ସାଳୟ ଉପରେ ନିର୍ଭର କରିବାକୁ…

ଅଜନା ରୋଗ୍‌ରେ ଦିବ୍ୟାଙ୍ଗ ପାଲଟିଛନ୍‌ ଭାଇବହେନ୍‌

  କୋମନା, ୧୪।୩ (ଡି.ଏନ୍‌.ଏ.)- ରାଏଜ୍‌ ସରକାର ଅସାହା, ଗରିବ ଦୁଖି, ଭିନ୍ନକ୍ଷମମାନକୁ ଭିନେ ଭିନେ ଯୋଜନାରେ ସୁବିଧା ସୁଯୋଗ ଯୁଗେଇ ଦେଉଛନ୍‌। ହେଲେ ସରକାରୀ ଅଧ୍‌କାରୀ, କରମ୍‌ଚାରୀକଁର ଖାମ୍‌ଖିଆଲି ମନଭାବ ଲାଗି ଅନେକ ଜାଗାରେ ହକ୍‌ଦାର ହିତାଧିକାରୀ ସରକାରକଁର ଇ…

ଭତାରୁ ବଁଚିତ୍‌ ଫୁଲ

  ଲାଠୋର, ୧୪ା୩ (ଡି.ଏନ.ଏ.)- ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ କରୁଅଁାଝର ପଁଚେତ୍‌ ଅଧୀନ ସାନଗୁର୍ଜିଭଟାର ଫୁଲ ନାଗ(୫୬)। ଆପ୍‌ନେ ପୀତବାସ ନାଗ ଦୁଇ ବଛର ତଲେ ଆରପାରକେ ଚାଲିଯାଇଛନ୍‌। ହେଲେ ଫୁଲ ଆଏଜ୍‌ତକ ବିଧବା ଭତା ପାଏବାରୁ ବଁଚିତ୍‌ ଥିବାର…

ଆର୍‌ବିଏସ୍‌କେ ଦେଲା ନୂଅଁ। ଜୀବନ୍‌

  ଲାଠୋର, ୧୪ା୩ (ଡି.ଏନ.ଏ.)- ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଟଙ୍କପାଣି ପଁଚେତ୍‌ ସଦର ଗଁ। ର ଝନେ ଦିବ୍ୟାଙ୍ଗ ଛାତ୍ରୀ ସୁବିଧା ହଂସ(୧୨) ରାଷ୍ଟ୍ରୀୟ ବାଲ୍‌ ସ୍ବାସ୍ଥ୍ୟ କାଯ୍‌କରମ(ଆର୍‌ବିଏସ୍‌କେ) ଜରିଆରେ ନୂତନ ଜୀବନ୍‌ ପାଇଥିବାର କହିଛନ୍‌। ସୂଚନା ଅନ୍‌ସାରେ ଟଙ୍କପାଣି…

ଭତାରୁ ବଁଚିତ୍‌ ପକ୍ଷାଘାତ ରୁଗୀ କୌଶଲ୍ୟା

  ଲୋଇସିଂହା, ୧୪।୩ (ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଅଧୀନ ବାଦିବାହାଲ ଗଁାର କଳାକାର ନାଏକକଁର ମାଏକିନା କୌଶଲ୍ୟା ନାଏକ(୬୧)। ସେ ପକ୍ଷାଘାତ ରୋଗ୍‌ରେ ପୀଡ଼ିତ ଅଛନ୍‌। ଚିକିଛାରେ ପାଖାପାଖି ଦେଢ଼ ଲାଖ୍‌ ଟଁକା ସାରି ସରବ୍‌ସୁଅଁାତ ହେଇଛନ୍‌। ହେଲେ…

ଗ୍ରୀଷ୍ମ ଆରମ୍ଭରୁ ଜଳକଷ୍ଟ

ବିନିକା,୧୩ା୩(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ମହାଦେବପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସଂସାମୁରା ଗାଁରେ ଗ୍ରୀଷ୍ମ ଆରମ୍ଭରୁ ଜଳକଷ୍ଟ ଦେଖାଦେଲାଣି। ୨ଟି ଓ୍ବାର୍ଡରେ ବିଶିଷ୍ଟ ଏହି ଗ୍ରାମରେ ୭ଶହରୁ ଉର୍ଦ୍ଧ୍ୱ ଲୋକେ ବାସ କରୁଥିବା ବେଳେ ରହିଛି ୪ଟି ନଳକୂପ। ସ୍କୁଲ…

ନିଆଁ ଲାଗି ଜଳିଗଲା ଡିଜେଲ ଟ୍ୟାଙ୍କର

ରାଇସୁଆଁ/କେନ୍ଦୁଝର,୧୩।୩(ଡି.ଏନ.ଏ./ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ରାଇସୁଆଁ ହାଇସ୍କୁଲ ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଏକ ଡିଜେଲ ଟ୍ୟାଙ୍କର ନିଆଁ ଲାଗି ଜଳିଯାଇଛି। ଡ୍ରାଇଭର ଅଳ୍ପକେ ବର୍ତ୍ତି ଯାଇଛନ୍ତି। ସ୍ଥାନୀୟ ଲୋକେ ଚାଳକଙ୍କୁ ଉଦ୍ଧାର କରିବା ସହ ସଦର ଥାନାକୁ ଜଣାଇଥିଲେ।…

ଗୋରୁ ବ୍ୟବସାୟୀଙ୍କୁ ଆକ୍ରମଣ କରି ଲୁଟି ନେଲେ ୧.୭୦ ଲକ୍ଷ

ରୂପ୍‌ସା, ୧୩।୩(ଡି.ଏନ.ଏ.): ବାଲେଶ୍ୱର ୬୦ନଂ. ଜାତୀୟ ରାଜପଥର ସଦର ଥାନା ଅନ୍ତର୍ଗତ ନିଧିପଣ୍ଡା ଛକ ନିକଟରେ ଶୁକ୍ରବାର ଜଣେ ଗୋରୁ ବ୍ୟବସାୟୀଙ୍କୁ ଭୁଜାଲି ମାଡ଼ କରି ତାଙ୍କ ବାଇକ୍‌ ସହ ୧ଲକ୍ଷ ୭୦ହଜାର ଟଙ୍କା ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି। ହଳଦୀପଦା…

କିରୋସିନ ବାଟମାରଣା ଅଭିଯୋଗରେ ଡିଲର ନିଲମ୍ବିତ

ବାଲେଶ୍ୱର ଅଫିସ, ୧୩।୩: ବାଲେଶ୍ୱର ସଦର ବ୍ଲକ ଅଧୀନ ଗୁଡ଼ ପଞ୍ଚାୟତର ଡିଲର ହିତାଧିକାରୀଙ୍କୁ କିରୋସିନ ନ ଦେଇ ହେରଫେର କରିଥିବା ନେଇ ୬ ମାସ ପୂର୍ବରୁ ଅଭିଯୋଗ ହୋଇଥିଲା। ଏହାର ତଦନ୍ତ କରାଯାଇ ଡିଲରଙ୍କୁ ନିଲମ୍ବନ କରାଯାଇଛି। ଗୁଡ଼ ପଞ୍ଚାୟତର…

ପାଲସୁଙ୍କୁ ପରିଶ୍ରମ ଦେଇଛି ସଫଳତା

ଗୋବିନ୍ଦପାଲି, ୧୩ା୩(ଡି.ଏନ.ଏ.): ମାଲକାନଗିରି ଜିଲ୍ଲା ଖଇରପୁଟ ବ୍ଲକ ବଟାଣିଗୁଡାର ପାଲସୁ ପାଙ୍ଗିଙ୍କୁ ପରିଶ୍ରମ ଦେଇଛି ସଫଳତା। ଜଣେ ସଫଳ କଦଳୀ ଚାଷୀ ରୂପେ ସେ ନିଜର ପରିଚୟ ସୃଷ୍ଟି କରିପାରିଛନ୍ତି। ପାଠ ପଢିବା ସହ କଠିନ ପରିଶ୍ରମ କରି ନିଜ ଚାଷଜମିରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri