ରାଜ୍ୟ

ରଙ୍ଗ ଲଗାଇ ଅସଦାଚରଣ, ଜେଲ ଗଲେ ଭିଣୋଇ

ଭୁବନେଶ୍ୱର,୧୨ା୩ (ବ୍ୟୁରୋ): ହୋଲିରେ ଯୁବତୀଙ୍କୁ ରଙ୍ଗ ଲଗାଇବା ବାହାନାରେ ଅସଦାଚରଣ କରିଛନ୍ତି ଭିଣୋଇ। ଏନେଇ ଅଭିଯୋଗ ହେବା ପରେ ଖାରବେଳନଗର ଥାନା ପୋଲିସ ଅଭିଯୁକ୍ତ ଭିଣୋଇଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କ ଘର ନୟାଗଡ଼ ଜିଲା ଶରଣକୂଳ ଅଞ୍ଚଳରେ ହୋଇଥିବାବେଳେ ସେ ଖାରବେଳନଗର…

ଆଦର୍ଶ ବିବାହ: ବାଳାଶ୍ରମର ସସ୍ମିତାଙ୍କୁ ଜୀବନସାଥୀ କଲେ ହରିୟାଣାର ଧର୍ମବୀର

ବରଗଡ଼ ଅଫିସ,୧୨।୩- ବିବାହରେ ନ ଥିଲା ଯାନିଯୌତୁକ। କେବଳ ପରସ୍ପର ଫୁଲମାଳା ବିନିମୟରେ ବରଗଡ଼ ସହର ଉପକଣ୍ଠ ଡାଙ୍ଗସ୍ଥିତ ବିମଳାଦେବୀ ବାଳାଶ୍ରମର ଜଣେ ଅସହାୟ ଯୁବତୀ ସସ୍ମିତା ଷଡ଼ଙ୍ଗୀଙ୍କୁ ଜୀବନସାଥୀ କରିଛନ୍ତି ହରିୟାଣାର ଧର୍ମବୀର ଶର୍ମା। ବାତ୍ସଲ୍ୟ (ବିମଳାଦେବୀ ଚାରିଟେବୁଲ ସୋସାଇଟି)…

ଆକ୍ସନ ମୁଡ୍‌ରେ ଗଞ୍ଜାମ ଜିଲାପାଳ: ସାଇକେଲରେ ବୁଲି ତଦାରଖ କରୁଛନ୍ତି ସଫେଇ କାର୍ଯ୍ୟ, ବାହାରେ ପ୍ଲାଷ୍ଟିକ୍‌ ପକାଇଥିବାରୁ ମଦଦୋକାନକୁ ୧ ଲକ୍ଷ ଜରିମାନା

ବ୍ରହ୍ମପୁର ଅଫିସ,୧୨ା୩-ବ୍ରହ୍ମପୁର ସହରକୁ ସ୍ବଚ୍ଛ ଓ ସୁନ୍ଦର କରିବାକୁ ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଜିରୋ ସ୍ବିପିଂ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ମାର୍ଚ୍ଚ ୧ରୁ ସହରରେ ରାତ୍ରିକାଳୀନ ସଫେଇ କାର୍ଯ୍ୟ ଆରମ୍ଭ ହୋଇଛି । ଗୁରୁବାର ଜିଲାପାଳ ବିଜୟ ଅମୃତା…

ହସ୍ତଶିଳ୍ପ ବିକାଶ ପାଇଁ ହେବ ୧୦ ବର୍ଷିଆ ଯୋଜନା

ଭୁବନେଶ୍ୱର,୧୨ା୩(ବ୍ୟୁରୋ): ରାଜ୍ୟର ହସ୍ତଶିଳ୍ପ ଓ ହସ୍ତଶିଳ୍ପୀଙ୍କ ବିକାଶ ପାଇଁ ପଦକ୍ଷେପ ନେବେ ରାଜ୍ୟ ସରକାର। ଏଥିପାଇଁ ପ୍ରସ୍ତୁତ ହେବ ୧୦ ବର୍ଷିଆ ପ୍ଲାନ୍‌ ଡକ୍ୟୁମେଣ୍ଟ। ହସ୍ତଶିଳ୍ପୀଙ୍କୁ ଚିହ୍ନଟ ସହିତ ସେମାନଙ୍କ ଶିଳ୍ପର ବ୍ରାଣ୍ଡିଂ ଓ ମାର୍କେଟିଂ କରାଯିବ। ଅତ୍ୟାଧୁନିକ ଡିଜାଇନ୍‌ ଓ…

ମହାପ୍ରଭୁଙ୍କୁ ୧ କୋଟି ଦାନ

ପୁରୀ ଅଫିସ,୧୨ା୩: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ୫୪୫ କୋଟି ଟଙ୍କା ଏବେ ସଂକଟରେ। ଏହି ଅର୍ଥ ଫେରିବ କି ନାହିଁ ତାକୁ ନେଇ ଉପୁଜିଛି ଦ୍ୱନ୍ଦ୍ୱ। ବିରୋଧ ଓ ପ୍ରତିବାଦ ଧାରା ଜାରି ରହିଛି। ବିଭିନ୍ନ ସଙ୍ଗଠନ ପକ୍ଷରୁ ବିକ୍ଷୋଭ, ଥାନା ଓ…

ସଂଶୋଧିତ ମୋଟର ଯାନ ଆଇନ: ୧୦ଦିନରେ କଟିଲା ୨୩ ହଜାର ଚାଲାଣ

କଟକ ଅଫିସ,୧୨ା୩: ଓଡ଼ିଶାରେ ସଂଶୋଧିତ ମୋଟରଯାନ ଆଇନ ମାର୍ଚ୍ଚ ପହିଲାରୁ କଡ଼ାକଡ଼ି ଲାଗୁ କରାଯାଇଛି। ରାଜ୍ୟବ୍ୟାପୀ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ(ଆର୍‌ଟିଓ) ଏବଂ ପୋଲିସ ତରଫରୁ ବ୍ୟାପକ ଯାଞ୍ଚ ଏବଂ ଜରିମାନା ଆଦାୟ କରାଯାଉଛି। ରାଜ୍ୟ ପରିବହନ ପ୍ରାଧିକରଣ(ଏସ୍‌ଟିଏ) ତରଫରୁ ମିଳିଥିବା ସୂଚନା…

ଘରୋଇ ଯାତ୍ରୀବାହୀ ବସ୍‌କୁ ୩୦ହଜାର ଟଙ୍କା ଜରିମାନା

ବଲାଙ୍ଗୀର ଅଫିସ, ୧୨ା୩: ପରମିଟ୍‌ ନ ଥିବା ଘରୋଇ ଯାତ୍ରୀବାହୀ ବସ୍‌ ରାସ୍ତାରେ ଯାତାୟାତ କରୁଥିଲା। ସେହି ଗାଡିକୁ ଚଳାଉଥିବା ଡ୍ରାଇଭର କି ଯାତ୍ରୀଙ୍କଠାରୁ ଟିକେଟ କାଟୁଥିବା କଣ୍ଡକ୍ଟରଙ୍କ ଲାଇସେନ୍ସ ନ ଥିଲା। ବଲାଙ୍ଗୀର ଆଞ୍ଚଳିକ ପରିବହନ ଅଧିକାରୀଙ୍କ ନେତୃତ୍ୱରେ ସ୍ଥାନୀୟ…

ରାଜ୍ୟ ସଭା ନିର୍ବାଚନରେ ପ୍ରାର୍ଥୀ ଦେବନି ଭାଜପା

ଭୁବନେଶ୍ୱର,୧୨ା୩(ବ୍ୟୁରୋ): ଓଡ଼ିଶାର ୪ ରାଜ୍ୟ ସଭା ଆସନ ପାଇଁ ବିଜେଡିର ସମସ୍ତ ପ୍ରାର୍ଥୀ ବୁଧବାର ନାମାଙ୍କନ ଦାଖଲ କରିଛନ୍ତି। ଅନ୍ୟପକ୍ଷରେ ୪ର୍ଥ ଆସନକୁ ନେଇ ଯେଉଁ ଚର୍ଚ୍ଚା ଲାଗି ରହିଥିଲା ସେଥିରେ ମଧ୍ୟ ପୂର୍ଣ୍ଣଚ୍ଛେଦ ପଡିଛି। ଭାଜପା ରାଜ୍ୟ ସଭା ନିର୍ବାଚନ…

ଏସ୍‌ସିବିର ୬ ସନ୍ଦିଗ୍ଧଙ୍କ ନମୁନା ନେଗେଟିଭ୍‌

କଟକ ଅଫିସ୍‌,୧୨ା୩: କରୋନା ଭୁତାଣୁରେ ଆକ୍ରାନ୍ତ ହୋଇଥିବା ସନ୍ଦେହରେ ବିଭିନ୍ନ ସମୟରେ କଟକ ଏସ୍‌ସିବି ମେଡିକାଲ୍‌ରେ ଭର୍ତ୍ତି ହୋଇଥିବା ୬ଜଣକ ନମୁନା ରିପୋର୍ଟ ଆସିଯାଇଛି। ସମସ୍ତଙ୍କ ରିପୋର୍ଟ ନେଗେଟିଭ୍‌ ରହିଛି। ସେମାନଙ୍କ ମଧ୍ୟରୁ ୪ଜଣଙ୍କୁ ବୁଧବାର ଡିସ୍‌ଚାର୍ଜ କରାଯାଇଛି। ସେମାନଙ୍କ ମଧ୍ୟରେ…

କରୋନା: ୧୭ ନମୁନା ନେଗେଟିଭ୍‌

ଭୁବନେଶ୍ୱର, ୧୨ା୩(ବ୍ୟୁରୋ): ବର୍ତ୍ତମାନ ବିଶ୍ୱର ଅଧିକାଂଶ ଦେଶ କରୋନା ଭୂତାଣୁ (କୋଭିଡ୍‌-୧୯) ସଂକ୍ରମଣରେ ପ୍ରଭାବିତ। ଏପରିସ୍ଥଳେ ସତର୍କତା ଅବଲମ୍ବନ ହିଁ ଏହି ସଂକ୍ରମଣର ମୁଖ୍ୟ ପ୍ରତିଷେଧକ ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ପ୍ରମୁଖ ଶାସନ ସଚିବ ନିକୁଞ୍ଜ ବିହାରୀ…

ଆମ୍ବୁଲାନ୍ସ, ରୋଗୀଙ୍କୁ ଛାଡ଼ିଲେନି ଆନ୍ଦୋଳନକାରୀ

ପାଲଲହଡ଼ା, ୧୨ା୩(ଡି.ଏନ.ଏ.): ୬ ଦଫା ଦାବି ନେଇ ଅନୁଗୋଳ ଜିଲା ପାଲଲହଡ଼ା ଉପଖଣ୍ଡର କେନ୍ଦୁପତ୍ର ତୋଳାଳିମାନେ ବୁଧବାର ୪୯ନଂ. ଜାତୀୟ ରାଜପଥର ଶିବ ମନ୍ଦିର ଛକ ଓ ୧୪୯ ନଂ. ବାଇପାସ୍‌ ରାସ୍ତା ଅବରୋଧ ବେଳେ ଏକ ଅଭାବନୀୟ ଘଟଣା ଦେଖିବାକୁ…

ବିଜେଡି ରାଜ୍ୟ ସଭା ପ୍ରାର୍ଥୀଙ୍କ ସତ୍ୟପାଠ: ସୁଜିତ୍‌ ସମସ୍ତଙ୍କଠାରୁ ଧନୀ

ଭୁବନେଶ୍ୱର,୧୨ା୩(ବ୍ୟୁରୋ): ଚଳିତ ରାଜ୍ୟ ସଭା ପାଇଁ ବୁଧବାର ବିଜେଡିର ୪ ଜଣ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଛନ୍ତି। ଏହି ୪ ଜଣ ପ୍ରାର୍ଥତ୍ପତ୍ର ଦାଖଲ ବେଳେ ଦେଇଥିବା ସତ୍ୟପାଠରେ ନିଜର ସମ୍ପତ୍ତି, ଶିକ୍ଷାଗତ ଯୋଗ୍ୟତା ଆଦି ଉଲ୍ଲେଖ କରିଛନ୍ତି। ସତ୍ୟପାଠରୁ ମିଳିଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri