ରାଜ୍ୟ

ପ୍ରତିଭା ଦେଇଛି ସ୍ବତନ୍ତ୍ର ପରିଚୟ

ବାସୁଦେବପୁର,୨୧।୧(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ପୌରପାଳିକାର ଭୈରବପୁର ଗ୍ରାମର ଶିଳ୍ପୀ ରବୀନ୍ଦ୍ର ମହାରଣା। ନିଜର ପ୍ରତିଭା ବଳରେ ସମଗ୍ର ଜିଲା ଓ ରାଜ୍ୟରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି। ତାଙ୍କ ଶିଳ୍ପୀ ଜୀବନରେ ବର୍ତ୍ତମାନ ସୁଦ୍ଧା ପ୍ରାୟ ୩୦ରୁ ଊର୍ଦ୍ଧ୍ୱ ମନ୍ଦିରର…

ଭୀମକୁଣ୍ଡ ସ୍ବତୀ ଘାଟରେ ଦାମୋଦର ମେଳା

ଠାକୁରମୁଣ୍ଡା,୨୧ା୧(ଡ଼ି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ପର୍ଯ୍ୟଟନସ୍ଥଳୀ ଭୀମକୁଣ୍ଡ ନିକଟରେ ଥିବା ବୈତରଣୀ ନଦୀର ସ୍ବତୀ ଘାଟରେ ସୋମବାର ସାନ୍ତାଳ ସମ୍ପ୍ରଦାୟର ଦାମୋଦର ମେଳା ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ ମେଳାରେ ପ୍ରାୟ ୫୦ହଜାରରୁ ଉର୍ଦ୍ଧ୍ୱ ସାନ୍ତାଳ ସମ୍ପ୍ରଦାୟର ଲୋକେ ଉପସ୍ଥିତ…

ବାରାପୁର-ଗରସଙ୍ଗ ରାସ୍ତା କାମ ଅସମ୍ପୂର୍ଣ୍ଣ: ଧାରଣାରେ ବସିଲେ ୨ କଲେଜର ଛାତ୍ରୀଛାତ୍ର

ଖଇରା,୨୧।୧(ଡି.ଏନ.ଏ.)- ବାଲେଶ୍ୱର-ଭଦ୍ରକ ୨ ଜିଲାକୁ ସଂଯୋଗ କରୁଥିବା ବାରାପୁର-ଅନ୍ତରା ଆର୍‌ଡି ରାସ୍ତା ୧ବର୍ଷରୁ ଊର୍ଦ୍ଧ୍ୱ ହେଲା ଅସମ୍ପୂର୍ଣ୍ଣ ହୋଇ ରହିଛି। ଠିକାଦାର ରାସ୍ତାକୁ ମେଟାଲିଂ କରି ବିଲ୍‌ ନେଇ ପଳାଇବା ପରେ ଏବେ ଏହାର ଦୁର୍ଦ୍ଦଶା ସାଧାରଣ ଯାତ୍ରୀଙ୍କୁ ଭୋଗିବାକୁ ପଡୁଛି…

ରାୟଗଡ଼ାରେ ରାଜସ୍ଥାନ କୁମ୍ଭାରଙ୍କ ବେଶ୍‌ ଚାହିଦା

ରାୟଗଡ଼ା ଅଫିସ ,୨୧।୧ ରାଜ୍ୟ ବାହାର କୁମ୍ଭାରଙ୍କ ରାୟଗଡ଼ାରେ ବେଶ୍‌ ଚାହିଦା ା ରାୟଗଡ଼ାରେ ପ୍ରତି ବର୍ଷ ପୂଜା ପାର୍ବଣ ସମୟରେ ସେମାନଙ୍କୁ ଦେଖିବାକୁ ମିଳିଥାଏ ା ସେମାନେ ପୂଜାର କିଛି ମାସ ପୂର୍ବରୁ ଆସି ଏଠାରେ ବ୍ୟବସାୟ କରି ବେଶ…

ବର୍ଷବର୍ଷ ଧରି ବାରଣ୍ଡାରେ ପଢୁଛନ୍ତି ୨ ଶ୍ରେଣୀର ଛାତ୍ରୀଛାତ୍ର

ଝରିଗାଁ, ୨୧।୧(ସ୍ବ.ପ୍ର.) –  ଗ୍ରାମାଞ୍ଚଳରେ ଗୁଣାତ୍ମକ ଶିକ୍ଷା ବିକାଶ ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। କିନ୍ତୁ ଏହାର ସଫଳ ରୂପାୟନ ହୋଇପାରୁନି କେଉଁଠି ପିଲାଙ୍କ ତୁଳନାରେ ଆବଶ୍ୟକ ସଂଖ୍ୟକ ଶିକ୍ଷକ ନାହାନ୍ତି। ସେହିଭଳି ଶ୍ରେଣୀଗୃହ ଅଭାବରୁ ଗୋଟିଏ…

ପ୍ରଶାସନ ଉଦାସୀନତାର ପ୍ରତିବାଦ:ସୁକୁମାରେ ମିିଶିବାକୁ ଯାଉଥିଲେ ଗ୍ରାମବାସୀ

ମାଲକାନଗିରି,୨୧।୧ (ଡି.ଏନ୍‌.ଏ.) ମାଲକାନଗିରି ଜିଲା ସଦର ବ୍ଲକ ମାଟାପାକା ପଞ୍ଚାୟତ କତାମାଟେରୁ ଗ୍ରାମର ୧୫୦ ଆଦିବାସୀ ପରିବାର ନିଜ ପୂର୍ବ ନିଷ୍ପତ୍ତି ଅନୁସାରେ ସୋମବାର ସୁକୁମାରେ ମିଶିବା ଲାଗି ସୁକୁମା ଜିଲାପାଳଙ୍କୁ ଭେଟିବାକୁ ଯାଉଥିଲେ। ଗତ ୧୩ରେ ଗ୍ରାମର ବିଭିନ୍ନ ସମସ୍ୟାକୁ…

ପାଟରପଦା ସରପଞ୍ଚ ବହିଷ୍କୃତ

ପରଜଙ୍ଗ, ୨୧।୧(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ପାଟରପଦା ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହୋଇଥିବା ଦୁର୍ନୀତି ଅଭିଯୋଗ ଘଟଣାରେ ବହିଷ୍କୃତ ହୋଇଛନ୍ତି ସରପଞ୍ଚ ଦୁଃଶାସନ ବିଶ୍ୱାଳ। ସରପଞ୍ଚଙ୍କ ବହିଷ୍କାର ସମ୍ପର୍କରେ ଫୋନ୍‌ ଯୋଗେ ଉଚ୍ଚ କର୍ତ୍ତୃପକ୍ଷଙ୍କ ତରଫରୁ ସୂଚିତ କରାଯାଇଥିବା…

ନାବାଳିକା ବଳାତ୍କାରୀଙ୍କୁ ୧୦ ବର୍ଷ ଜେଲ୍‌

ଅନୁଗୋଳ ଅଫିସ, ୨୧।୧ ଅନୁଗୋଳ ଜିଲା ରେଙ୍ଗାଳି ଥାନା ଅଞ୍ଚଳରେ ୨୦୧୩ର ଏକ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରି ସୋମବାର ଅନୁଗୋଳ ଅତିରିକ୍ତ ଜିଲା ଓ ଦୌରାଜଜ୍‌ ତଥା ସ୍ବତନ୍ତ୍ର ପୋକ୍ସୋ ଜଜ୍‌ ପ୍ରଭାକର ଗଣ୍ଠିଆ ଅଭିଯୁକ୍ତ ପ୍ରଶାନ୍ତ ସାମଲଙ୍କୁ…

ଫେବୃୟାରୀ ୨୧ରେ କପିଳାସ ଜାଗରଯାତ୍ରା

ଢେଙ୍କାନାଳ ଅଫିସ, ୨୧।୧ କପିଳାସ କ୍ଷେତ୍ରାଧିପତି ମହାପ୍ରଭୁ ଶ୍ରୀ ଚନ୍ଦ୍ରଶେଖର ଜୀଉଙ୍କ ପ୍ରସିଦ୍ଧ ଜାଗରଯାତ୍ରା ଫେବୃୟାରୀ ୨୧ରେ ଅନୁଷ୍ଠିତ ହେବ। ଏହାକୁ ଶୃଙ୍ଖଳିତ କରିବାକୁ ସୋମବାର ଅପରାହ୍ନ ସାଢ଼େ ୩ଟାରେ ଜିଲାପାଳଙ୍କ କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।…

ପଥର ବ୍ଲାଷ୍ଟିଂକୁ ନେଇ ତେଜିଲା ଅସନ୍ତୋଷ

କାମାକ୍ଷାନଗର, ୨୧।୧(ଡି.ଏନ.ଏ.) ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକ ଝିଲ୍ଲୀ ଗ୍ରାମରେ ପଥର ବ୍ଲାଷ୍ଟିଂକୁ ନେଇ ଅସନ୍ତୋଷ ତୀବ୍ର ହେବାରେ ଲାଗିଛି। ଏହାର ପ୍ରତିବାଦରେ ଗତ ରବିବାର ଅଞ୍ଚଳର ଶତାଧିକ ମହିଳା କ୍ରଶର ଆଗରେ ଧାରଣାରେ ବସିଥିଲେ। ସମସ୍ୟା ସମାଧାନ ଦାବିରେ ସୋମବାର…

ମୌଳିକ ସୁବିଧା ଅପହଞ୍ଚ

ଛେଣ୍ଡିପଦା,୨୧।୧(ସ୍ବ.ପ୍ର.) ଜଙ୍ଗଲ ଗ୍ରାମରୁ ରାଜସ୍ବ ଗ୍ରାମର ମାନ୍ୟତା ପାଇଥିବା ଛେଣ୍ଡିପଦା ବ୍ଲକର ବଡ଼ମୂଳ ଗ୍ରାମବାସୀଙ୍କୁ ମୌଳିକ ସୁବିଧା ଏଯାଏ ମିଳିନାହିଁ। ବିଶେଷକରି ଗଁ। କୁ ସଂଯୋଗ କରୁଥିବା ମାଟିରାସ୍ତାକୁ ସବୁଦିନିଆ ରାସ୍ତାରେ ପରିଣତ କରିବା ପାଇଁ ବାରମ୍ବାର ଦାବି କରାଯାଉଥିଲେ ବି…

ସଞ୍ଚୟ ଦିଦିଙ୍କ ଠିକଣା ମହାନଦୀ ପଠା

ଅନୁଗୋଳ ସହର,୨୧।୧ ହାତ ଗଣତି କେତେଜଣଙ୍କୁ ବାଦ୍‌ ଦେଲେ ବାକି ପ୍ରାୟତଃ ମୂଲିଆ ଶ୍ରେଣୀର ଲୋକ। କେଉଁଠି କିଛି ମୂଲ ଲାଗିଲେ ସେମାନଙ୍କ ହାତକୁ ଆସେ ଦୁଇପଇସା। ସେଥିରୁ ପରିବାରର ପେଟ ପାଇଁ ରଖି ଅଳ୍ପ ସଞ୍ଚୟ କରିବାକୁ ଇଚ୍ଛା ଥିଲେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri