୫-ଟି ସଚିବଙ୍କ ରାୟଗଡ଼ା ଗସ୍ତ: ରୋଗୀଙ୍କ ସମସ୍ୟା ପଚାରି ବୁଝିଲେ, ଡାଇଲୋସିସ୍ ୱାର୍ଡ କାନ୍ଥ ନଷ୍ଟ ନେଇ ବିରକ୍ତି
ରାୟଗଡ଼ା ଅଫିସ ,୧୦ା୯- ୫-ଟି ସଚିବ ଭି.କେ ପାଣ୍ଡିଆନ ଗୁରୁବାର ରାୟଗଡ଼ା ଗସ୍ତ କରିଛନ୍ତିି । ସେ କଳାହାଣ୍ଡିରୁ ଏକ ହେଲିକେପ୍ଟର ଯୋଗେ ଆସି ରାୟଗଡ଼ାର ଡ଼ିସିଡ଼ି ଖେଳପଡ଼ିଆରେ ଓହ୍ଲାଇଥିଲେ। ତାଙ୍କ ସହ ଜାତୀୟ ଗ୍ରାମୀଣ ମିଶନର ପରିଚାଳନା ନିର୍ଦ୍ଦେଶିକା...
ବିଜେପୁର ଉପନିର୍ବାଚନ: ଶୁକ୍ରବାର ପ୍ରଚାର କରିବେ ଧର୍ମେନ୍ଦ୍ର
ଭୁବନେଶ୍ୱର,୧୦।୧୦(ବ୍ୟୁରୋ): ଆସନ୍ତା ୨୧ରେ ବିଜେପୁର ଉପନିର୍ବାଚନ। ଏହି ଉପଲକ୍ଷେ ଶୁକ୍ରବାର କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିର୍ବାଚନ ପ୍ରଚାର କରିବେ। ସେ ଶୁକ୍ରବାର ସକାଳ ୧୧ଟାରେ ବରଗଡ଼ ଜିଲା ଗାଇସିଲଟ ବ୍ଲକ ତଳପାଲିଠାରେ ପହଞ୍ଚି...
ଓଡ଼ିଆ ବିଶ୍ୱ ବିଦ୍ୟାଳୟ ଲାଗି ଜମି କିଣିଲେ ସରକାର
ସାକ୍ଷୀଗୋପାଳ, ୧୦।୧୦( ଡି. ଏନ୍. ଏ.)- ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି। ଓଡିଆ ବିଦ୍ୟାଳୟ ପ୍ରତିଷ୍ଠା ନିମନ୍ତେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଆନୁଷ୍ଠାନିକ ଭାବରେ ଗୁରୁବାର ଜମି କ୍ରୟ କରିଛନ୍ତି। ଏଥିପାଇଁ ସତ୍ୟବାଦୀ ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ବିକ୍ରି...
ପାଣିଟାଙ୍କିରୁ ନାବାଳକଙ୍କ ମୃତଦେହ ଉଦ୍ଧାର, ନିଶା ସେବନ କରିଥିବାରୁ ଖସି ପଡ଼ିଥିବା ସନ୍ଦେହ
ଭୁବନେଶ୍ୱର,୧୦।୧୦(ବ୍ୟୁରୋ): ସ୍ଥାନୀୟ ଖାରବେଳ ନଗର ଥାନା ଅନ୍ତର୍ଗତ ୟୁନିଟ-୯, ପ୍ଲଟ ନଂ-୧୨୯ରେ ଥିବା ଏକ ପାଣିଟାଙ୍କିରୁ ଗୁରୁବାର ଜଣେ ନାବାଳକଙ୍କ ମୃତଦେହକୁ ଖାରବେଳ ନଗର ପୋଲିସ ଉଦ୍ଧାର କରିଛି। ସେ ହେଲେ ତିର୍ଜକ ତେଜର ଜେନା(୧୨)। ମୃତ୍ୟୁର କାରଣ ସ୍ପଷ୍ଟ...
ନୂଆବର୍ଷରୁ ଭୁବନେଶ୍ୱରରୁ ସୁରଟକୁ ଉଡ଼ିବ ବିମାନ
ଭୁବନେଶ୍ୱର, ୧୦।୧୦(ବ୍ୟୁରୋ): ନୂଆବର୍ଷ ଅର୍ଥାତ୍ ଜାନୁଆରୀ ୧ରୁ ଭୁବନେଶ୍ୱରରୁ ସୁରଟକୁ ବିମାନ ଉଡ଼ିବ। ସପ୍ତାହକୁ ୩ଦିନ ଏୟାର ଇଣ୍ଡିଆ ବିମାନ ଚାଲିବ। ଏ ନେଇ ଗୁରୁବାର ଭୁବନେଶ୍ୱର ଏମ୍ପି ଅପରାଜିତା ଷଡଙ୍ଗୀ ଟୁଇଟ୍ କରି ଜଣାଇଛନ୍ତି। ବିମାନ ଚଳାଚଳ ମନ୍ତ୍ରଣାଳୟ...
କେନ୍ଦ୍ର ଯୋଜନାକୁ ରାଜ୍ୟ ସରକାର ହଡ଼ପ କରିବା ପ୍ରତିବାଦ: ରାଜଭବନ ସମ୍ମୁଖରେ ଭାଜପାର ଧାରଣା
ଭୁବନେଶ୍ୱର,୧୦।୧୦(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ବିଜେଡି ନିଜ ନାମରେ କରୁଥିବା ଅଭିଯୋଗ ଆଣିଛି ଭାଜପା। ଏଥିସହ ଅନ୍ୟ ଚାରୋଟି ପ୍ରସଙ୍ଗକୁ ନେଇ ଭାଜପା ପକ୍ଷରୁ ଗୁରୁବାର ରାଜଭବନ ସମ୍ମୁଖରେ ଧାରଣା ଦିଆଯାଇଛି। ରାଜ୍ୟ ସରକାର ଚଞ୍ଚକତା କରି...
ବିଜେପୁର ଉପନିର୍ବାଚନ ପୂର୍ବରୁ ଭାଜପାରେ ଅସନ୍ତୋଷ: ଅଶୋକ କହିଲେ ‘ଦଳରେ ତାଙ୍କୁ ଅଣଦେଖା କରାଯାଉଛି’
ଭୁବନେଶ୍ୱର,୧୦।୧୦(ବ୍ୟୁରୋ): ବିଜେପୁର ଉପନିର୍ବାଚନକୁ ଆଉ ମାତ୍ର ୧୧ ଦିନ ବାକି ଥିବା ବେଳେ ଭାଜପାରେ ଅସନ୍ତୋଷ ଦେଖାଦେଇଛି। ୨୦୧୮ ନିର୍ବାଚନରେ ଉକ୍ତ ଆସନରୁ ପ୍ରାର୍ଥୀ ହୋଇଥିବା ଅଶୋକ ପାଣିଗ୍ରାହୀ ଗୁରୁବାର ଦଳ ପ୍ରତି ପ୍ରତ୍ୟକ୍ଷ ଏବଂ ପରୋକ୍ଷ ଭାବେ ଅସନ୍ତୋଷ...
ବରଗଡ଼-ବଲାଙ୍ଗୀର ରାସ୍ତାରେ ବ୍ୟବସାୟୀଙ୍କୁ ଗୁଳିମାଡ଼, ଡାକ୍ତରଖାନାରେ ଭର୍ତ୍ତି
ବରଗଡ଼ ଅଫିସ, ୧୦।୧୦- ବରଗଡ଼-ବଲାଙ୍ଗୀର ରାସ୍ତାରେ ବୁଧବାର ବିଳମ୍ବିତ ରାତିରେ ଏକ ଗୁଳିକାଣ୍ଡ ଘଟିଛି। ଗୁଳିମାଡରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ କଣ୍ଟାବାଞ୍ଜିର ସଚିନ ଅଗ୍ରୱାଲ (୨୬)। ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲିରେ ସେ ବ୍ୟବସାୟ କରୁଥିବା...
ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ କେନ୍ଦୁଝର ଏସ୍ପି, ଧକ୍କା ଦେଇ ଗାଡ଼ି ଫେରାର
କେନ୍ଦୁଝର/ପାଟଣା,୧୦/୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଉଥିବା ୪୯ ନମ୍ବର ଜାତୀୟ ରାଜପଥର ଝାରବେଡା ଛକ ନିକଟରେ ଗୁରୁବାର ଅପରାହ୍ନରେ କେନ୍ଦୁଝର ଆରକ୍ଷୀ ଅଧିକ୍ଷକ(ଏସ୍ପି) ମିତ୍ରଭାନୁ ମହାପାତ୍ରଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏସ୍ପିଙ୍କ ବୋଲେରୋକୁ ବାମ ପାର୍ଶ୍ୱରୁ...
ପୁରୀ ସମୁଦ୍ରରେ ଗାଧୋଇବା ବେଳେ ଭାସିଗଲେ ମହିଳା, ଉଦ୍ଧାର କଲେ ଲାଇଫ୍ ଗାର୍ଡ
ପୁରୀ ଅଫିସ,୧୦।୧୦: ପୁରୀ ସମୁଦ୍ରରେ ଗାଧୋଇବା ବେଳେ ଗୁରୁବାର ଜଣେ ମହିଳା ଭାସି ଯାଇଥିଲେ। ତେବେ ବେଳାଭୂମିରେ ଉପସ୍ଥିତ ଲାଇଫ୍ ଗାର୍ଡ ତାଙ୍କୁ ଉଦ୍ଧାର କରିଛନ୍ତି। ମହିଳାଜଣଙ୍କ ହେଲେ ଭଦ୍ରକ ଜିଲା ତିହିଡ଼ିର ଲୀଳାବତୀ ସାହୁ। ସକାଳେ ଲୀଳାବତୀ ପରିବାର...
ଓଏଫ୍ଏସ୍ ଅଫିସରଙ୍କୁ ବାଧ୍ୟତାମୂଳକ ଅବସର, ଡିଏଫ୍ଓ ଥିବା ବେଳେ ପଡ଼ିଥିଲେ ଭିଜିଲାନ୍ସ ଜାଲରେ
ଭୁବନେଶ୍ୱର,୧୦।୧୦(ବ୍ୟୁରୋ): ପୁଣି ଜଣେ ଦୁର୍ନୀତିଗ୍ରସ୍ତ ଅଫିସରଙ୍କୁ ଗୁରୁବାର ବାଧ୍ୟତାମୂଳକ ଅବସର ଦିଆଯାଇଛି। ସେ ହେଲେ ଓଏଫ୍ଏସ୍ ଅଫିସର ତଥା ପୂର୍ବତନ ଡିଏଫ୍ଓ ସୁଧାଂଶୁ ଶେଖର ମିଶ୍ର। ୨୦୧୬ରେ ଆଠଗଡ଼ ଡିଏଫ୍ଓ ଥିବା ବେଳେ ସୁଧାଂଶୁ ଭିଜିଲାନ୍ସ ଜାଲରେ ପଡ଼ିଥିଲେ। ଆୟ...
ଗଛରେ ପିଟିହେଲା ପର୍ଯ୍ୟଟକଙ୍କ କାର୍: ୩ ଗୁରୁତର, ୨ ଆହତ
ଗୋପ,୧୦।୧୦(ଡି.ଏନ୍.ଏ.): ଗୋପ-କୋଣାର୍କ ରାସ୍ତାର ଜୁଣେଇ ନିକଟରେ ଗୁରୁବାର ଭୋର ସମୟରେ ଏକ ଦୁର୍ଘଟଣା ଘଟିଛି। କୋଣାର୍କ ବୁଲିବାକୁ ଯାଉଥିବା ଭଦ୍ରକ ଅଞ୍ଚଳର ଏକ କାର୍(ଓଡି୨୨ଏଲ୍୪୫୫୫) ଗଛରେ ପିଟି ହେବା ଫଳରେ ଗାଡ଼ିରେ ଥିବା ୩ ପର୍ଯ୍ୟଟକ ଗୁରୁତର ହୋଇଛନ୍ତି। ସେମାନେ...
Archives


