ଯାଜପୁରରେ ଆତଙ୍କ ଖେଳାଇଥିବା ଦନ୍ତାହାତୀ ଆଖି ବୁଜିଲା
ଭୁବନେଶ୍ୱର,୯।୩(ବ୍ୟୁରୋ): ଯାଜପୁରରେ ୫ ଜଣ ଲୋକଙ୍କ ଜୀବନ ନେଇସାରିବା ପରେ ଟ୍ରାଙ୍କୁଲାଇଜ କରି ଦନ୍ତା ହାତୀଟିକୁ ସେତେବେଳେ କାବୁ କରାଯାଇଥିଲା। ତେବେ ସେହି ଦନ୍ତାଟି ଆଖି ବୁଜିଛି। ହାତୀକୁ ସେବେଠାରୁ ଲୁହାଶିକୁଳିରେ ବନ୍ଧା ହୋଇ ରଖାଯାଇଥିଲା। ଯାହା ଫଳରେ ତାର ଗୋଡ଼ରେ…
ଶ୍ରୀମନ୍ଦିରରେ ଦୋଳପୂର୍ଣ୍ଣିମା: ମହାପ୍ରଭୁଙ୍କ ରାଜ ରାଜେଶ୍ୱର ବେଶ ଦର୍ଶନ କଲେ ଲକ୍ଷାଧିକ ଭକ୍ତ
ପୁରୀ ଅଫିସ,୯।୩: ଶ୍ରୀମନ୍ଦିରରେ ପବିତ୍ର ଦୋଳପୂର୍ଣ୍ଣମା ନୀତି ପାଳିତ ହୋଇଛି। ଦୋଳପୂର୍ଣ୍ଣିମା ଅବସରରେ ମହାପ୍ରଭୁଙ୍କ ରାଜ ରାଜେଶ୍ୱର ବା ସୁନାବେଶ ଅନୁଷ୍ଠିତ ହୋଇଛି। ଫାଲଗୁନ ଶୁକ୍ଳ ଦଶମୀରୁ ଚୈତ୍ର ଶୁକ୍ଳ ପ୍ରତିପଦା ପର୍ଯନ୍ତ ଏକ ସପ୍ତାହ ବ୍ୟାପୀ ଶ୍ରୀମନ୍ଦିରରେ ଦୋଳ ଉତ୍ସବ…
ହୃଷୀକେଶ ପଣ୍ଡା ଆଦିବାସୀ ମନ୍ତ୍ରଣାଳୟ ଏକ୍ସପର୍ଟ ପ୍ୟାନେଲ ମୁଖ୍ୟ
ଭୁବନେଶ୍ୱର,୯।୩(ବ୍ୟୁରୋ): ଭାରତୀୟ ପ୍ରଶାସନିକ ସେବା(ଆଇଏଏସ୍) ଚାକିରିରୁ ଅବସର ଗ୍ରହଣ କରିଥିବା ଓଡ଼ିଆ ଅଫିସର ହୃଷୀକେଶ ପଣ୍ଡାଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ନୂଆ ଦାୟିତ୍ୱ ମିଳିଛି। ହୃଷୀକେଶଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଦିବାସୀ ମନ୍ତ୍ରଣାଳୟ ଏକ୍ସପର୍ଟ ପ୍ୟାନେଲ ମୁଖ୍ୟ ଭାବେ ନିଆଯାଇଛି। ଏହି ପ୍ୟାନେଲ ଜଙ୍ଗଲ…
ଜଗନ୍ନାଥଙ୍କ ଅର୍ଥ ଫେରାଇବାକୁ ନେଇ ଦୋଷ ଲଦାଲଦି
ଭୁବନେଶ୍ୱର,୯।୩(ବ୍ୟୁରୋ): ୟେସ୍ ବ୍ୟାଙ୍କ ଖରାପ ସ୍ଥିତିଦେଇ ଗତି କରୁଥିବାବେଳେ ମହାପ୍ରଭୁ ଜଗନ୍ନାଥଙ୍କ ଅର୍ଥ ସେଥିରେ ରହିବା ଘଟଣା ସମସ୍ତଙ୍କୁ ଚକିତ କରିଛି। ଏହି ବ୍ୟାଙ୍କରେ ମହାପ୍ରଭୁଙ୍କ ପ୍ରାୟ ୫୪୫ କୋଟି ଟଙ୍କା ରଖାଯାଇଛି। ବର୍ତ୍ତମାନ ଉକ୍ତ ବ୍ୟାଙ୍କରୁ ୩୦ଦିନରେ ମୋଟ ୫୦ହଜାର…
ସିବିଆଇକୁ ଦିଆଯିବ ଭକ୍ତଙ୍କ ଦସ୍ତଖତପତ୍ର
ପୁରୀ ଅଫିସ,୯।୩: ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଆରବିଆଇ) ୟେସ୍ ବ୍ୟାଙ୍କ କାରବାର ଉପରେ କଟକଣା ଜାରି କରିଛି। ବ୍ୟାଙ୍କର ଆର୍ଥତ୍କ ସ୍ଥିତି ବିଗିଡ଼ି ଥିବାରୁ ଆର୍ବିଆଇ ଏହି ପଦକ୍ଷେପ ନେଇଛି। ଏଭଳି ସ୍ଥିିିତିରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ୫୪୫ କୋଟି ଟଙ୍କା…
ମହାପ୍ରଭୁଙ୍କ ଜମିର ହିସାବ ନାହିଁ: ଅଧାଗିଳା ଅବସ୍ଥାରେ ଟଙ୍କା
ପୁରୀ ଅଫିସ,୯।୩: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି ବିଶ୍ୱବାସୀଙ୍କ ଆସ୍ଥା ଓ ବିଶ୍ୱାସ ରହିଛି। ତାଙ୍କ ସାନ୍ନିଧ୍ୟ ପାଇବା ପାଇଁ କାହିଁ କେତେ ଦୂରରୁ ଭକ୍ତମାନେ ଛୁଟି ଆସୁଛନ୍ତି। ଆଉ ମହାପ୍ରଭୁଙ୍କ ସେବା କରିବାର ଯିଏ ସାମାନ୍ୟ ସୁଯୋଗ ପାଇଛି ସେ ନିଜକୁ…
ଅବିରରୁ ହୋଲି ପାର୍ଟି
ଭୁବନେଶ୍ୱର,୯।୩(ବ୍ୟୁରୋ): ନବରାତ୍ର ହେଉ କି ହୋଲି, ଦୀପାବଳି। ଦେଶର ବିଭିନ୍ନ ପ୍ରାନ୍ତରେ ଏହି ଉତ୍ସବକୁ ଭିନ୍ନ ଶୈଳୀରେ ପାଳନ କରାଯାଉଥିବା ଦେଖିବାକୁ ମିଳିଥାଏ। ହେଲେ ବର୍ତ୍ତମାନର ଟେକ୍ନୋଲୋଜି ଓ ସୋସିଆଲ ମିଡିଆ ଯୁଗରେ ପର୍ବପର୍ବାଣିର ପାଳନ ଶୈଳୀ ଆଉ ଗୋଟିଏ ସ୍ଥାନରେ…
ଏସ୍ସିବିରେ କରୋନା ସନ୍ଦିଗ୍ଧ, ୩ ସ୍ବାଇନ୍ ଫ୍ଲ୍ୟୁ ରୋଗୀ
କଟକ ଅଫିସ,୯।୩: କରୋନା ଭାଇରସରେ ଆକ୍ରାନ୍ତ ହୋଇଥିବା ସନ୍ଦେହ କରାଯାଇ ରବିବାର ଜଣଙ୍କୁ ଏସ୍ସିବି ମେଡିକାଲର ଆଇସୋଲେଶନ ଓ୍ବାର୍ଡରେ ଭର୍ତ୍ତି କରାଯାଇଛି। ସେ ଜଣେ ଇଞ୍ଜିନିୟର ହୋଇଥିବାବେଳେ ଚାଇନାରେ ଚାକିରୀ କରୁଥିଲେ। ସେଠାରେ କରୋନା ଭୁତାଣୁ ବ୍ୟାପିଥିବାବେଳେ ସେ ଓଡ଼ିଶା ଫେରିଥିଲେ।…
ପୌର ନିର୍ବାଚନକୁ ଓହ୍ଲାଇବ ଏଏପି
ଭୁବନେଶ୍ୱର,୯।୩(ବ୍ୟୁରୋ): ରାଜ୍ୟରେ ଚଳିତବର୍ଷ ଶେଷ ଆଡକୁ ପୌର ନିର୍ବାଚନ ହେବାର ସମ୍ଭାବନା ରହିଛି। ଏହି ନିର୍ବାଚନରେ ଆମ୍ ଆଦ୍ମୀ ପାର୍ଟି(ଏଏପି) ଅଂଶଗ୍ରହଣ କରିବ। ଓଡ଼ିଶା ଗସ୍ତରେ ଥିବା ଦଳୀୟ ପ୍ରଭାରୀ ତଥା ରାଜ୍ୟ ସଭା ସଦସ୍ୟ ସଞ୍ଜୟ ସିଂ ରବିବାର ଏହା…
ରାଜ୍ୟ ସଭା ନିର୍ବାଚନ: ଚତୁର୍ଥ ଆସନ ପାଇଁ ବାଟ ଫିଟୁଛି
ଭୁବନେଶ୍ୱର,୯।୩(ବ୍ୟୁରୋ): ଓଡିଶାରେ ଖାଲି ହେବାକୁ ଥିବା ୪ ରାଜ୍ୟ ସଭା ଆସନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇସାରିଥିବା ବେଳେ ଆସନ୍ତା ୨୬ରେ ନିର୍ବାଚନ ହେବ। ଇତି ମଧ୍ୟରେ ବିଜେଡି ଏହି ସମସ୍ତ ଆସନ ଲାଗି ପ୍ରାର୍ଥୀଙ୍କ ନାମ ଘୋଷଣା କରି…
୧୫ରୁ ବୈଶାଖୀ ବାଣିଜ୍ୟ ମେଳା: ସ୍ଥାନ ପାଇବ ୪୯୦ ଷ୍ଟଲ
କଟକ ଅଫିସ,୯।୩,: କଟକ ଉପର ବାଲିଯାତ୍ରା ପଡିଆରେ ଆସନ୍ତା ୧୫ରୁ ୨୪ ତାରିଖ ପର୍ଯ୍ୟନ୍ତ ବୈଶାଖୀ ବାଣିଜ୍ୟ ମେଳା ଅନୁଷ୍ଠିତ ହେବ। ଏହାକୁ ମିନି ବାଲିଯାତ୍ରା ବୋଲି ମଧ୍ୟ କୁହାଯାଏ। ବୈଶାଖୀ ବାଣିଜ୍ୟ ମେଳା ଆୟୋଜକ କମିଟି ପକ୍ଷରୁ ରବିବାର ସନ୍ଧ୍ୟାରେ…
ପୋଷଣ ପାଇଁ ‘ସୋପାନ’ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର,୯।୩(ବ୍ୟୁରୋ): ମହିଳା ଏବଂ ଶିଶୁଙ୍କ ପୋଷଣଗତ ବିକାଶକୁ ରାଜ୍ୟ ସରକାର ଅଗ୍ରାଧିକାର ଦେଇ ଆସୁଛନ୍ତି। ନିକଟରେ ରାଜ୍ୟ ସରକାର ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ସ୍ବତନ୍ତ୍ର ପୋଷଣ ବଜେଟ୍ ଆଗତ କରିଛନ୍ତି। ପୋଷଣ କାର୍ଯ୍ୟକ୍ରମଜନିତ ଲକ୍ଷ୍ୟ ହାସଲ ପାଇଁ ଷ୍ଟ୍ରାଟେଜି ଫର୍…
Archives


