ହାତୀ ଆକ୍ରମଣରେ ୨ମୃତ
ଖୋର୍ଦ୍ଧା ଅଫିସ,୧୮।୧: ବେଗୁନିଆ ବ୍ଲକ ହଜ ପଞ୍ଚାୟତରେ ଶନିବାର ହାତୀ ଆତଙ୍କ ଦେଖାଦେଇଛି। ଶୁକ୍ରବାର ବିଳମ୍ବିତ ରାତିରେ ହାତୀ ଆକ୍ରମଣରେ ଦୁଇ ବୃଦ୍ଧଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ହଜ ଗାଁର ବଂଶୀଧର ଛୁଆଳସିଂହ(୮0)…
ସଡ଼କ ସୁରକ୍ଷା ସପ୍ତାହ ଉଦ୍ଯାପିତ: ଦୁର୍ଘଟଣାଗ୍ରସ୍ତଙ୍କୁ ସହାୟତା କରିଥିବା ୫ ପୁରସ୍କୃତ
ନୟାଗଡ଼ ଅଫିସ,୧୮।୧: ଗତ ୧୧ ତାରିଖଠାରୁ ଆରମ୍ଭ ହୋଇଥିବା ଜାତୀୟ ସଡ଼କ ସୁରକ୍ଷା ସପ୍ତାହ ଶୁକ୍ରବାର ଉଦ୍ଯାପିତ ହୋଇଯାଇଛି। ଉଦ୍ଯାପନୀ କାର୍ଯ୍ୟକ୍ରମ ପଠାଣି ସାମନ୍ତ ଅଡ଼ିଟୋରିୟମଠାରେ ଅନୁଷ୍ଠିତ ହୋଇଥିଲା। ଉପଜିଲାପାଳ ତଥା ଆରଟିଓ ଦାୟିତ୍ୱରେ ଥିବା ଲଗ୍ନଜିତ ରାଉତଙ୍କ ଅଧ୍ୟକ୍ଷତାରେ ହୋଇଥିବା…
ଗଣିଆ ପଞ୍ଚାୟତ ସମିତିର ୭ମ ଅଧିବେଶନ: ଶିକ୍ଷା, ସ୍ବାସ୍ଥ୍ୟ, କୃଷି ସମସ୍ୟାକୁ ଗୁରୁତ୍ୱ
ଗଣିଆ,୧୮ା୧(ଡି.ଏନ୍.ଏ.): ଗଣିଆ ବ୍ଲକ ସଦ୍ଭାବନା ଗୃହଠାରେ ଶୁକ୍ରବାର ପଞ୍ଚାୟତ ସମିତିର ୭ମ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅଧ୍ୟକ୍ଷ ଶେଷଦେବ ସ୍ବାଇଁଙ୍କ ସଭାପତିତ୍ୱରେ ଆୟୋଜିତ ବୈଠକରେ ବିଡିଓ ମାନସ ରଞ୍ଜନ ସାମଲ, ଏବିଡିଓ ସରୋଜ କୁମାର ନାୟକ, ଜିଲା ପରିଷଦ ସଭ୍ୟ…
ଜିଲାସ୍ତରୀୟ ପାଣି ପଞ୍ଚାୟତ ପକ୍ଷ: ଜଳର ସର୍ବୋତ୍କୃଷ୍ଟ ବିନିଯୋଗ କରିବାକୁ ପରାମର୍ଶ
ରଣପୁର,୧୮ା୧(ସ୍ବ.ପ୍ର.): ଚାଷୀମାନଙ୍କୁ ସଙ୍ଗଠିତ କରିବା ସହ ପାଣିପଞ୍ଚାୟତ ମାଧ୍ୟମରେ ସେମାନେ ଜଳସେଚନ ସୁବିଧା ପାଇ ଯେଭଳି ସ୍ବାବଲମ୍ବୀ ହୋଇପାରିବେ ସେଥିପାଇଁ ସରକାରଙ୍କ ପକ୍ଷରୁ ବ୍ୟବସ୍ଥା କରାଯାଉଛି। ଏ ଦିଗରେ ସଚେତନତା ସୃଷ୍ଟି ପାଇଁ ରାଜ୍ୟ ସରକାରଙ୍କ କ୍ଷୁଦ୍ର ଜଳସେଚନ ବିଭାଗ ତରଫରୁ…
ମୋ ସରକାର କାର୍ଯ୍ୟକ୍ରମର ତଦାରଖ
ଫୁଲବାଣୀ ଅଫିସ, ୧୮ା୧-କନ୍ଧମାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ମୋ ସରକାର କାର୍ଯ୍ୟକ୍ରମ କିପରି ଚାଲିଛି ତା’ର ତଦାରଖ କରିଛନ୍ତି ସଚିବସ୍ତରୀୟ ଏକ ଟିମ୍ ା ଶୁକ୍ରବାର ବିଭାଗୀୟ ଉପ ସଚିବ ଡା. ଯସ୍ମିନ ପଟ୍ଟନାୟକ ଏବଂ ଯୁଗ୍ମ ନିର୍ଦ୍ଦେଶକ ଡା. ଆର.…
ଜିଆର୍ଏସ୍ ସଂଯୁକ୍ତା ହତ୍ୟା ମାମଲା,୨ ମିଲିସିଆ ଗିରଫ
ଫୁଲବାଣୀ ଅଫିସ/ଫିରିଙ୍ଗିଆ, ୧୮ା୧- ସାଧାରଣ ନିର୍ବାଚନ ବେଳେ କନ୍ଧମାଳ ଜିଲା ଗୋଚ୍ଛାପଡା ଥାନା ଅଞ୍ଚଳରେ ଜିଆର୍ଏସ୍ ସଂଯୁକ୍ତା ଦିଗାଲଙ୍କୁ ମାଓବାଦୀମାନେ ହତ୍ୟା କରିଥିଲେ। ଏହି ଘଟଣାରେ ଗୋଚ୍ଛାପଡା ଥାନା ପୋଲିସ ୨ ମିଲିସିଆଙ୍କୁ ଗିରଫ କରିଛି। ସେମାନେ ହେଲେ ପାଙ୍ଗା ଉପରସାହିର…
ବିଏମ୍ସି ଅବସରପ୍ରପ୍ତ କର୍ମଚାରୀ ପାଇବେ ପେନସନ
ବ୍ରହ୍ମପୁର ଅଫିସ,୧୮ା୧-ବ୍ରହ୍ମପୁର ମହାନଗର ନିଗମ ଅବସରପ୍ରାପ୍ତ କର୍ମଚାରୀ ସପ୍ତମ ବେତନ କମିଶନ ସୁପାରିସ ଅନୁସାର ପାଇବେ ପେନ୍ସନ। ରାଜ୍ୟ ସରକାରଙ୍କ ମଞ୍ଜୁରୀପତ୍ର ବିଏମ୍ସିରେ ପହଞ୍ଚତ୍ଛି ଓ ଚଳିତ ମାସରୁ ଲାଗୁ ହେବା ଜଣାପଡ଼ିଛି। ଏହାଦ୍ୱାରା ପ୍ରାୟ ୬ ଶହ ପେନ୍ସନଭୋଗୀ ଉପକୃତ…
୬୨୩୮ ଡ୍ରାଇଭିଂ ଲାଇସେନ୍ସ ବାତିଲ, ୧୨୪୪ ଇ-ଚାଲାଣ
ଛତ୍ରପୁର,୧୮ା୧(ଡି.ଏନ.ଏ.)-ଟ୍ରାଫିକ୍ ନିୟମ ଉଲ୍ଲଂଘନ ନେଇ ଗଞ୍ଜାମ ଜିଲାରେ ଗତ ୨ ବର୍ଷ ମଧ୍ୟରେ ୬୨୩୮ ଜଣଙ୍କ ଡ୍ରାଇଭିଂ ଲାଇସେନ୍ସ ଆରଟିଓଙ୍କ ପକ୍ଷରୁ ରଦ୍ଦ କରାଗଲାଣି ା ୨୦୧୮ ରେ ୨୮୬୩ ଜଣଙ୍କ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ ହୋଇଛି ା ୨୦୧୯ ରେ…
ବକେୟା ପଡ଼ିଲାଣି ୭୦ ଲକ୍ଷ, ମଧ୍ୟାହ୍ନଭୋଜନରେ ଅଣ୍ଡା ବନ୍ଦ
ଜୟପୁର,୧୮।୧(ଡି.ଏନ୍.ଏ.) ଫୌଜଦାରୀ ମାମଲାରେ କୋରାପୁଟ ଜିଲା ଶିକ୍ଷାଧିକାରୀ ଗିରଫ ଓ ନିଲମ୍ବିତ ହେବା ପରେ ମଧ୍ୟାହ୍ନଭୋଜନ ଖର୍ଚ୍ଚ ବାବଦକୁ ଟଙ୍କା ଉଠାଣ ହୋଇପାରୁ ନାହିଁ। ଫଳରେ ପ୍ରଶାସନ ଉପରେ ମଧ୍ୟାହ୍ନଭୋଜନ ପ୍ରସ୍ତୁତ କରୁଥିବା କେନ୍ଦ୍ରୀୟ ରୋଷେଇ ପରିଚାଳନା ସଂସ୍ଥାର ୭୦ ଲକ୍ଷ…
ପଦ୍ମ ପଙ୍କରେ ଲୀନ ହେଲା କଣ୍ଟାସାଗର
ରାୟଗଡ଼(ଗଜପତି),୧୮।୧-ଗଜପତି ଜିଲା ରାୟଗଡ଼ସ୍ଥିତ ଶତାୟୁ ‘କଣ୍ଟାସାଗର’ ପୋଖରୀ ଆଉ ଅଞ୍ଚଳବାସୀଙ୍କ କାମରେ ଲାଗୁନି। ଦିନେ ଅଞ୍ଚଳ ପାଇଁ ଆଶୀର୍ବାଦ ପାଲଟିଥିବା ଏହି ପୋଖରୀ ଏବେ ପଦ୍ମ ପଙ୍କରେ ଭର୍ତ୍ତି ହୋଇ ସମ୍ପୂୂର୍ଣ୍ଣ ନଷ୍ଟ ହୋଇଛି। ରାୟଗଡ଼ ଗ୍ରାମର ଉଭୟ ପାର୍ଶ୍ୱର ପ୍ରାୟ…
ସରକାରୀ ସୁବିଧାରୁ ବଁଚିତ୍ ସିଦ୍ରିଆ ସମାଜ: ଜାତି, ଭେଲିକେ ନେଇ ଗୁପାରେ ପରଶାସନ
ବିନିକା, ୧୮।୧ (ଡି.ଏନ୍.ଏ.)- ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସିଂହିଯୁବା ପଁଚେତ୍ ଅଧୀନ ଜାମପାଲି ଗଁାର କେନାଲ ପଡ଼ା, ଟାଙ୍ଗର ପଡ଼ା ଆର ଜଙ୍ଗଲ ପଡ଼ାରେ ଅନେକ ବଛର ହେଲା ରହିଆସୁଛନ୍ ସିଦ୍ରିଆ ସମାଜର ୫୦ ପରିବାରର ପାଖାପାଖି ୩ଶହ ଲୋକ୍।…
ସରକାରୀ ଯୋଜନାରୁ ବଁଚିତ୍ ବୁରୁଧ୍ ବାସନ୍ତି
କଲମପୁର, ୧୮।୧ (ଡି.ଏନ୍.ଏ)- କଳାହାଣ୍ଡି ଜିଲା କଲମପୁର ବ୍ଲକ ପଣ୍ଡିଗଁା ପଁଚେତ୍ ଅଧୀନ ପାତ୍ରବସା ଗାଁର ବାସନ୍ତି ପୁଝାରୀ(୬୫)। ଅନେକ ଦିନ୍ ହେଲା ଆପ୍ନେ ଆର ଗୁଟେବଲି ପୁଓକେ ହରେଇ ସେ ଭାଂଗି ପଡ଼ିଛନ୍। ଏନ୍ତା ପରିସ୍ଥିତିରେ ସେ ଅନେକ…
Archives


