କରୋନା ମୁକାବିଲା ଚିନ୍ତା: ଏମ୍କେସିଜିରେ ଖୋଲାଯାଇଛି ସ୍ବତନ୍ତ୍ର ଓ୍ବାର୍ଡ, ହୋଲି ନ ଖେଳିବାକୁ ଜିଲାପାଳଙ୍କ ପରାମର୍ଶ
ଛତ୍ରପୁର,୮ା୩(ଡି.ଏନ୍.ଏ.)- କରୋନା ଭାଇରସ୍ ନେଇ ସତର୍କତା ଅବଲମ୍ବନ ପରିପ୍ରେକ୍ଷୀରେ ବାହାରେ ହୋଲି ନ ଖେଳିବାକୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଜନସାଧାରଣଙ୍କୁ ରବିବାର ପରାମର୍ଶ ଦେଇଛନ୍ତି। ଆବଶ୍ୟକ ହେଲେ ଘରେ ଖେଳନ୍ତୁ ବୋଲି ଜିଲାପାଳ କହିଛନ୍ତି। ଶିକ୍ଷା, ସ୍ବାସ୍ଥ୍ୟ, ମହିଳା…
ମହିଳା ଦିବସରେ ସମସ୍ତ ଥାନାଧିକାରିଣୀଙ୍କୁ ଡିଜିଙ୍କ ପ୍ରଶଂସା
କଟକ ଅଫିସ,୮ା୩: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରବିବାର ମହିଳା ଥାନା ଅଧିକାରିଣୀଙ୍କୁ ପ୍ରଶଂସା କରିଛନ୍ତି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ(ଡିଜି) ଅଭୟ। ଡିଜିଙ୍କ ଟୁଇଟର୍ରେ ଲେଖାଯାଇଛି, ରାଜ୍ୟବ୍ୟାପୀ ବିଭିନ୍ନ ଥାନା ଦାୟିତ୍ୱରେ ବର୍ତ୍ତମାନ ୧୦୩ ଜଣ ଇନ୍ସପେକ୍ଟର ଏବଂ ସବ୍ଇନ୍ସପେକ୍ଟର କାର୍ଯ୍ୟରତ।…
ଘରୋଇ ବ୍ୟାଙ୍କରେ ମହାପ୍ରଭୁଙ୍କ ଟଙ୍କା ଜମା ପ୍ରସଙ୍ଗ:ଭିଜିଲାନ୍ସ ତଦନ୍ତ ଦାବି କଲେ ଭାଜପା, ଶ୍ରୀଜଗନ୍ନାଥ ସେନା
ପୁରୀ ଅଫିସ, ୮।୩: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ୫୪୫ କୋଟି ଟଙ୍କା ୟେସ୍ ବ୍ୟାଙ୍କରେ ଜମା ରଖାଯିବାକୁ ନେଇ ବିଭିନ୍ନ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଏକାଧିକ ସଙ୍ଗଠନ ଏବଂ ବ୍ୟକ୍ତିବିଶେଷ ଏଥିପାଇଁ ରାଜ୍ୟ ସରକାର ଏବଂ ଶ୍ରୀମନ୍ଦିର ପ୍ରଶାସନକୁ ଦାୟୀ…
ହସ୍ପିଟାଲରେ ବନ୍ଧା ପଡ଼ିଛନ୍ତି ହାତୀ ଆକ୍ରମଣରେ ଆହତ ମହିଳା
ଭୁବନେଶ୍ୱର, ୮।୩(ବ୍ୟୁରୋ): ଗତମାସ ୨୩ ତାରିଖରେ ପୁରୀ ଜିଲାର ପିପିଲି ଓ ବଳଙ୍ଗା ଏବଂ ଭୁବନେଶ୍ୱର ଉପକଣ୍ଠରେ ଏକ ଦନ୍ତା ହାତୀ ଆତଙ୍କ ରଚାଇଥିଲା। ୪ଜଣଙ୍କ ଜୀବନ ନେବା ସହ ଏକାଧିକଙ୍କୁ ଆହତ କରିଥିଲା। ଘଟଣା ପରେ ମୃତକଙ୍କୁ ୪ଲକ୍ଷ ଟଙ୍କାର…
କଟକଣାକୁ ବେଖାତିର: ନିତିଦିନିଆ ହେଲାଣି ଶ୍ରୀମନ୍ଦିରରେ ନୀତି ବିଳମ୍ବ
ପୁରୀ ଅଫିସ, ୮।୩: କୌଣସି ପରିସ୍ଥିତିରେ ମହାପ୍ରଭୁଙ୍କ ସେବାପୂଜାରେ ବିଳମ୍ବ କିମ୍ବା ବିଭ୍ରାଟକୁ ବରଦାସ୍ତ କରାଯିବ ନାହିଁ। ଯେଉଁ ପାଳିଆସେବକ ୩ଥର ନୀତିରେ ବିଳମ୍ବ କରିବେ ତାଙ୍କୁ ସେବାରୁ ବହିଷ୍କାର କରାଯିବ। ଏପରି କି ଜାଣିଶୁଣି ଯଦି କେହି ଥରେ ବି…
ଶ୍ରୀଲିଙ୍ଗରାଜଙ୍କ ସମ୍ପତ୍ତିରେ ବହୁତଳ ଗୃହ ନିର୍ମାଣ: କଟକଣା ବୋର୍ଡ ଉପାଡ଼ି ରାସ୍ତାରେ ଲଗାଇଲେ ବିଲ୍ଡର
ପୁରୁଣା ଭୁବନେଶ୍ୱର, ୮।୩(ଡି.ଏନ.ଏ.): ଭୁବନେଶ୍ୱରରେ ନକ୍ସା ଅନୁମୋଦନ ବ୍ୟତିରେକ କୌଣସି ପ୍ରକାର ବେଆଇନ ଗୃହ ନିର୍ମାଣ ଘରୋଇ ଜମିରେ ହୋଇପାରିବ ନାହିଁ। ଯଦି ହୋଇଥାଏ ତେବେ ଜରିମାନା ଆଦାୟ ସହ ଭାଙ୍ଗି ଦେବାର ଧମକ ବିଡିଏ ଓ ବିଏମ୍ସି ପକ୍ଷରୁ ଦିଆଯାଇଥାଏ।…
ଦୋଳ, ହୋଲି ପାଇଁ ଉତ୍ସବମୁଖର ଗାଁଠୁ ସହର: ଏକାଠି ହୋଇ ଫଗୁ ଖେଳିଲେଣି ଠାକୁର
ଭୁବନେଶ୍ୱର, ୮।୩(ବ୍ୟୁରୋ): ସୋମବାର ଦୋଳ, ମଙ୍ଗଳବାର ହୋଲି। ହେଲେ ଏବେଠୁ ଉତ୍ସବମୁଖର ହୋଇଉଠିଲାଣି ଗାଁଠୁ ସହର। ଇତିମଧ୍ୟରେ ଭୁବନେଶ୍ୱର ଓ ଉପକଣ୍ଠରେ କେତେକ ସ୍ଥାନରେ ମେଳଣ ଓ ଫଗୁ ଆରମ୍ଭ ହୋଇଯାଇଥିବାବେଳେ ଏକାଧିକ ସ୍ଥାନରେ ଭିନ୍ନ ଭିନ୍ନ ଦିନରେ ରଙ୍ଗଖେଳ ହେବ।…
ରାଜ୍ୟରେ ଖାଦ୍ୟଶସ୍ୟ ଉତ୍ପାଦନ ବୃଦ୍ଧିପାଉଛି : ମନ୍ତ୍ରୀ
ଭୁବନେଶ୍ୱର, ୮।୩(ବ୍ୟୁରୋ): ଓଡ଼ିଶା ଗତ ୧୦୦ ବର୍ଷରେ ଛୋଟବଡ଼ ୧୩୫ଥର ପ୍ରାକୃତିକ ବିପର୍ଯ୍ୟୟର ସାମ୍ନା କରିଛି। ଗତ ୨୦ବର୍ଷ ମଧ୍ୟରେ ରାଜ୍ୟ ୩୨ଥର ବନ୍ୟା, ବାତ୍ୟା, ମରୁଡ଼ି ଏବଂ ରୋଗପୋକ ଆକ୍ରମଣର ଶିକାର ହୋଇଛି। ତେବେ ରାଜ୍ୟ ସରକାରଙ୍କ ଦ୍ୱାରା ସମୟୋଚିତ…
କରୋନା ପାଇଁ ଖୋଲିଲା କଣ୍ଟ୍ରୋଲ୍ ରୁମ୍
କଟକ ଅଫିସ, ୮।୩: କରୋନା ଭୁତାଣୁର ମୁକାବିଲା କରିବା ପାଇଁ କଟକ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ଶନିବାର ଅପରାହ୍ନରେ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ମାର୍ଗଦର୍ଶିକା…
ହୋଲିରେ ମଦ୍ୟପଙ୍କ ଉପରେ ରହିବ କଡ଼ା ନଜର: ସହରରେ ମୁତୟନ ହେବ ୧୩ ପ୍ଲାଟୁନ ଫୋର୍ସ
ଭୁବନେଶ୍ୱର, ୮।୩(ବ୍ୟୁରୋ): ହୋଲିକୁ ଆଖି ଆଗରେ ରଖି କମିଶନରେଟ ପୋଲିସ ବ୍ୟାପକ ପ୍ରସ୍ତୁତି ଚଳାଇଛି। ରାଜଧାନୀରେ ଯେଭଳି କୌଣସି ପ୍ରକାର ଅପ୍ରୀତିକର ପରିସ୍ଥିତି ନ ଉପୁଜିବ ସେଥିଲାଗି ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ହୋଲିଦିନ ସହରରେ ପ୍ରାୟ ୧୩ ପ୍ଲାଟୁନ ପୋଲିସ…
ଜଙ୍ଗଲ ଭ୍ୟୁ ରେଷ୍ଟୁରାଣ୍ଟରେ ଗୁଳିମାଡ଼ ଘଟଣା: ଦୁଇଜଣଙ୍କୁ ଉଠାଇନେଲା ସ୍ପେଶାଲ ସ୍କ୍ବାଡ୍
ଭୁବନେଶ୍ୱର, ୮।୩(ବ୍ୟୁରୋ): ବାରଙ୍ଗ କାଟେଣି ଛକସ୍ଥିତ ଜଙ୍ଗଲ ଭ୍ୟୁ ରେଷ୍ଟୁରାଷ୍ଟରେ ଗୁଳିକାଣ୍ଡ ଘଟଣାରେ ପୋଲିସ ଦନ୍ତ ଜାରି ରଖିଥିବାବେଳେ ଶନିବାର ସ୍ପେଶାଲ ସ୍କ୍ବାଡ୍ ସନ୍ଦେହରେ ୨ ଯୁବକଙ୍କୁ ଉଠାଇ ନେଇ ପଚରାଉଚରା କରୁଛି। ତଦନ୍ତରେ ବାଧା ସୃଷ୍ଟି କାରଣରୁ ପୋଲିସ କୌଣସି…
୨୬ ପ୍ରକଳ୍ପର ଗ୍ରାଉଣ୍ଡ ବ୍ରେକିଂ, ଶୁଭାରମ୍ଭ: ୫୫୬୭.୫ କୋଟିର ପୁଞ୍ଜିନିବେଶ, ୯୧୬୮ ନିଯୁକ୍ତ
ଭୁବନେଶ୍ୱର, ୮।୩(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ୯ମ ପର୍ଯ୍ୟାୟ ଗ୍ରାଉଣ୍ଡ ବ୍ରେକିଂ କାର୍ଯ୍ୟକ୍ରମ ଜରିଆରେ ୨୬ଟି ପ୍ରକଳ୍ପ ଉଦ୍ଘାଟନ କରିଛନ୍ତି। ଏହା କାର୍ଯ୍ୟକାରୀ ହୋଇପାରିଲେ ୯ ହଜାର ବ୍ୟକ୍ତିବିଶେଷଙ୍କ ପାଇଁ ରୋଜଗାର ସୃଷ୍ଟି ହୋଇପାରିବ। ମାର୍ଚ୍ଚ ୫ରୁ ଆରମ୍ଭ ହୋଇଥିବା…
Archives


