ରାଜ୍ୟ

୫୪ ଜଣଙ୍କୁ ମହାତ୍ମାଗାନ୍ଧୀ ପ୍ରତିଭା ସମ୍ମାନ

ଯାଜପୁର ଅଫିସ,୧୦ା୧୦:  ସାହିତ୍ୟ, ଶିକ୍ଷା, ପରିବେଶ, ସମାଜସେବା ଓ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଯାଜପୁର ଜିଲାର ୫୪ଜଣ ବ୍ୟକ୍ତି ବିଶେଷଙ୍କୁ ମହାତ୍ମାଗାନ୍ଧୀ ପ୍ରତିଭା ସମ୍ମାନ ପ୍ରଦାନ କରାଯାଇଛି। ଭାରତୀୟ କ୍ରାନ୍ତିକାରୀ ଆନ୍ଦୋଳନର ଅପ୍ରତିଦ୍ୱନ୍ଦ୍ୱୀ ଜନନାୟକ ମହାତ୍ମାଗାନ୍ଧୀଙ୍କ ୧୫୦ତମ...

ଇମାମି ସିମେଣ୍ଟ କାରଖାନାରେ ତେଜିଲା ଅଶାନ୍ତି: ନିଯୁକ୍ତି ଦାବିରେ ଜମିହରାଙ୍କ ଧାରଣା

ଯାଜପୁର ଅଫିସ/କଳିଙ୍ଗନଗର(ଡି.ଏନ୍‌.ଏ.),୧୦ା୧୦: ଯାଜପୁର ଜିଲା କଳିଙ୍ଗନଗର ଇମାମି ସିମେଣ୍ଟ କାରଖାନାରେ ଜମିହରା ପରିବାରଙ୍କୁ ନିଯୁକ୍ତି ପ୍ରଦାନକୁ ନେଇ ସର୍ବଦା ସମସ୍ୟା ଲାଗି ରହୁଛି। ଏପରିକି ବିଗତ ଦିନରେ ନିଯୁକ୍ତିକୁ ନେଇ ହୋଇଥିବା ବୈଠକର ନିଷ୍ପତ୍ତି କାର୍ଯ୍ୟକାରିତା ଦିଗରେ ଇମାମି ସିମେଣ୍ଟ...

ପରମ୍ପରା : ଖାଡୁ ବଳଦକୁ ଗ୍ରାମ ପରିକ୍ରମା

ଖଣ୍ଡପଡ଼ା, ୧୦।୧୦(ସ୍ବ.ପ୍ର.): ଓଡ଼ିଆ ଘରର ଚଳଣି ଓ ପରମ୍ପରା ଅନୁଯାୟୀ ଦଶହରାରେ ସମସ୍ତ କାର୍ଯ୍ୟର ଅନୁକୂଳ କରାଯାଇଥାଏ । ଦିନ ଥିଲା ଲୋକେ ବ୍ୟବସାୟ, ବାଣିଜ୍ୟକୁ ଯିବା ପୂର୍ବରୁ ଦଶହରାରେ ‘ଖାଡ଼ୁ ବଳଦ’କୁ ଅନୁକୂଳ ଭାବେ ଗ୍ରହଣ କରୁଥିଲେ ।...

ବିଜୟା ଦଶମୀରେ ନୀଳମାଧବ ଜୀଉଙ୍କୁ ଶଙ୍ଖ, ଚକ୍ର ସମର୍ପଣ

ଖଣ୍ଡପଡା,୧୦।୧୦(ସ୍ବ.ପ୍ର.): ମହିଷାସୁରର ନିଧନ ପାଇଁ ମା’ଦୁର୍ଗାଙ୍କୁ ପ୍ରଦାନ କରାଯାଇଥିବା ଶଙ୍ଖ, ଚକ୍ର ଆୟୁଧ ମଙ୍ଗଳବାର ବିଜୟା ଦଶମୀ ତିଥିରେ କଣ୍ଟିଲୋ ନୀଳମାଧବ ଜୀଉଙ୍କୁ ସମର୍ପଣ କରାଯାଇଛି । ପାରମ୍ପରିକ ରୀତିରେ ଏହି ତିଥିରେ ଶ୍ରୀ ନୀଳମାଧବ ଜୀଉଙ୍କ ଚଳନ୍ତି ପ୍ରତିମା...

ବିଜୟା ଦଶମୀରେ ଶ୍ରୀରଘୁନାଥଜୀଉଙ୍କ ସୁନାବେଶ

ଓଡ଼ଗାଁ,୧୦ା୧୦(ସ୍ବ.ପ୍ର.): ଓଡ଼ଗାଁରେ ବିଜେ ଶ୍ରୀରଘୁନାଥଜୀଉଙ୍କ ମନ୍ଦିରରେ ସୋମବାର ବିଜୟା ଦଶମୀ ପାଳିତ ହୋଇଯାଇଛି। ଏହି ତିଥିରେ ପ୍ରଭୁ, ମା’ ସୀତା ଓ ଅନୁଜ ଲକ୍ଷ୍ମଣ ସୁନା ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଇଥିଲେ। ରାମାୟଣ ଅନୁସାରେ ଏହି ଦିନ ପ୍ରଭୁ ମା...

ପାରା ଦେହରେ ସ୍ବସ୍ଥାନକୁ ଫେରିଗଲେ ମା’ ଖିଲାମୁଣ୍ଡା

ରଣପୁର,୧୦।୧୦(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ମାଳଜଙ୍ଗଲ ଭିତରେ ବିଜେ ଆରାଧ୍ୟା ଦେବୀ ମା’ ଖିଲାମୁଣ୍ଡା ରଣପୁର ରାଜାଙ୍କ ନିମନ୍ତ୍ରଣରେ ଗତ ଦ୍ୱିତୀୟା ଓଷାଠାରୁ ଷୋଳପୂଜା ପାଇଁ ରଣପୁର ରାଜନଅରରେ ଅବସ୍ଥାପନ କରିବା ପରେ ରଣପୁର ଚଳଚଞ୍ଚଳ ହୋଇଉଠିଥିଲା ।ପ୍ରତ୍ୟେକ ବର୍ଷ...

୨୬ରେ ସୈନିକ ନିଯୁକ୍ତି ପାଇଁ ପରୀକ୍ଷା

କଟକ ଅଫିସ, ୯ା୧୦: ସୈନିକ ନିଯୁକ୍ତି କାର୍ଯ୍ୟାଳୟ ପକ୍ଷରୁ ଆସନ୍ତା ୨୬ରେ କଟକ ବାରବାଟୀ ଷ୍ଟାଡିୟମରେ ସାଧାରଣ ପ୍ରବେଶିକା ପରୀକ୍ଷା(ସିଇଇ) ଅନୁଷ୍ଠିତ ହେବ। ପାରାଦୀପସ୍ଥିତ ଗୋପବନ୍ଧୁ ଷ୍ଟାଡିୟମରେ ଗତ ଅଗଷ୍ଟ ୧୮ରୁ ୨୬ ପର୍ଯ୍ୟନ୍ତ ନିଯୁକ୍ତି ପ୍ରକ୍ରିୟାର ପ୍ରଥମ ପର୍ଯ୍ୟାୟ...

ସ୍ତ୍ରୀ, ପିଲାଙ୍କୁ ଛାଡ଼ି କାଠଯୋଡ଼ିକୁ ଡେଇଁଲେ ଯୁବକ

କଟକ ଅଫିସ/ଫୁଲନଖରା, (ଡି.ଏନ.ଏ.)୯ା୧୦:  ବୁଧବାର ଅପରାହ୍ନରେ କାଠଯୋଡ଼ି ନଦୀକୁ ଡେଇଁ ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ସେ ହେଲେ ନିଆଳି ଥାନା ଅଧୀନ କରଞ୍ଜ ଗ୍ରାମର ପ୍ରଧାନ ଦେବବ୍ରତ ମହାପାତ୍ର। ଖବରପାଇ ଓଡ୍ରାଫ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଖୋଜାଖୋଜି କରିଥିଲେ...

ଭସାଣି ପାଇଁ କମ୍ପୁଛି ବୀରମହାରାଜପୁର

ଅମରପାଲି, ୯।୧୦(ଡି.ଏନ.ଏ.): ସୁବର୍ଣ୍ଣପୁର ବ୍ଲକ ବୀରମହାରାଜପୁର ଅଞ୍ଚଳରେ ହେଉଥିବା ଦଶହରା ପୂଜା ଉଦ୍‌ଯାପିତ ହୋଇଛି। ସଦର ବୀରମହାରାଜପୁରରେ ତିନୋଟି ସ୍ଥାନରେ ପୂଜା ହୋଇଥିଲା। ସ୍ଥାନୀୟ ତ୍ରିବେଣୀ ଛକ, ବସଷ୍ଟାଣ୍ଡ ଓ ଉଫୁଲାଠାରେ ହୋଇଥିବା ମେଢ଼, ତୋରଣ ଓ ସାଂସ୍କୃତିକ କାର୍ଯ୍ୟକ୍ରମକୁ...

ବଜ୍ରପାତରେ ଜଣେ ମୃତ

ଚମ୍ପୁଆ, ୯।୧୦(ଡି.ଏନ.ଏ.): ଚମ୍ପୁଆ ଥାନା ଅନ୍ତର୍ଗତ ସୁନାପଶି ପଞ୍ଚାୟତର ଇନ୍ଦ୍ରପ୍ରସ୍ଥ ଠାରେ ବଜ୍ରପାତରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ନାଥ ଚନ୍ଦ୍ର ମହାନ୍ତ। ଖବର ଅନୁସାରେ ବୁଧବାର ଅପରାହ୍ନରେ ନାଥ ଚନ୍ଦ୍ର ଘର ଆଗରେ ବସିଥିବା ବେଳେ ବଜ୍ରପାତର...

ଶ୍ରୀମନ୍ଦିରରେ କାର୍ତ୍ତିକ ନୀତି ଆରମ୍ଭ: ରାଧାଦାମୋଦର ବେଶ ଦର୍ଶନ କଲେ ଶ୍ରଦ୍ଧାଳୁ

ପୁରୀ ଅଫିସ, ୯ା୧୦: ଆଶ୍ୱିନ ଶୁକ୍ଳପକ୍ଷ ଏକାଦଶୀ ତିଥି ଅର୍ଥାତ୍‌ ବୁଧବାରଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି କାର୍ତ୍ତିକ ନୀତି। ରତ୍ନସିଂହାସନରେ ରାଧାଦାମୋଦର ବେଶରେ ଦର୍ଶନ ଦେଇଛନ୍ତି ମହାପ୍ରଭୁ। ଠାକୁରଙ୍କର ଏହି ମହାର୍ଘ ବେଶ କାର୍ତ୍ତିକ ମାସ ଶୁକ୍ଳ ଦଶମୀ ପର୍ଯ୍ୟନ୍ତ...

ବାଇକ୍‌ରୁ ଡେଇଁ ହାତକଡ଼ି ସହ ଚମ୍ପଟ ଅଭିଯୁକ୍ତ ଗିରଫ:୨ ପୋଲିସ ନିଲମ୍ବିତ

ଚାନ୍ଦବାଲି, ୯।୧୦ (ଡି.ଏନ.ଏ.): ଭଦ୍ରକ ଜିଲା ବାଂଶଡ଼ା ଥାନାରେ ଏକ କମେଣ୍ଟ ମାରିବା ମାମଲାରେ ଗିରଫ ଜଣେ ଅଭିଯୁକ୍ତ ଭଦ୍ରକ ଜେଲ୍‌କୁ ସ୍ଥାନାନ୍ତର ହେବା ରାସ୍ତାରେ ହାତକଡ଼ି ସହ ବାଇକ୍‌ରୁ ଡେଇଁ ମଙ୍ଗଳବାର ସନ୍ଧ୍ୟାରେ ଚମ୍ପଟ ମାରିଥିଲେ। ପୋଲିସ୍‌ ଖୋଜାଖୋଜି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri