ପୂର୍ବତନ ବିଧାୟକ ଅନାମ ନାଏକଙ୍କୁ ଜେରା କରିବ ଇଡି
ଭୁବନେଶ୍ୱର, ୭ା୩ (ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ଭବାନୀପାଟଣାର ପୂର୍ବତନ ବିଧାୟକ ଅନାମ ନାଏକଙ୍କୁ ମନି ଲଣ୍ଡରିଂ ମାମଲାରେ ଇଡି (ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ) ଜେରା କରିବ। ଅନାମଙ୍କ ନାମରେ ସମୁଦାୟ କେତେ ଟଙ୍କାର…
ଏପ୍ରିଲ ୩ରେ ସମସ୍ତ ଛାତ୍ରୀଛାତ୍ରଙ୍କୁ ପାଠ୍ୟପୁସ୍ତକ ବଣ୍ଟାଯିବ
ଭୁବନେଶ୍ୱର, ୭ା୩ (ବ୍ୟୁରୋ): ପାଠ୍ୟପୁସ୍ତକ ମୁଦ୍ରଣ ଓ ବିତରଣ ସମ୍ବନ୍ଧୀୟ ବୈଠକ ଶୁକ୍ରବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏପର୍ଯ୍ୟନ୍ତ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଆବଶ୍ୟକ ଥିବା ୨,୪୯,୫୪,୧୨୭ ପାଠ୍ୟପୁସ୍ତକ ମଧ୍ୟରୁ…
କାଦୁଅରେ ଫସିଗଲା ଆମ୍ବୁଲାନ୍ସ
ନୟାଗଡ ଅଫିସ/ ଦଶପଲ୍ଲା, ୭ା୩ (ଡି.ଏନ୍.ଏ.): ଜଣେ ଗର୍ଭବତୀଙ୍କୁ ନେଇ ନୟାଗଡ ଜିଲାର ଦଶପଲ୍ଲା ସ୍ବାସ୍ଥ୍ୟକେନ୍ଦ୍ରକୁ ଗୁରୁବାର ଅପରାହ୍ନରେ ଆସୁଥିଲା ୧୦୮ ଆମ୍ବୁଲାନ୍ସ । ବାଟରେ ବର୍ଷା ହେବାରୁ ଆଦିବାସୀ ଅଧ୍ୟୁଷିତ ଦୁଢ଼ା ପଞ୍ଚାୟତର ଜୁଡାଗଣ୍ଡା ଗଁ। ନିକଟ ବାଲିଝରୀ ଘାଟିରେ…
ଟାଓ୍ବାର ଉପରେ ୩ ଘଣ୍ଟା
କାମାକ୍ଷାନଗର,୭ା୩(ଡି.ଏନ.ଏ.):ଘରେ ଗଣ୍ଡଗୋଳ କରି ଜୀବନ ହାରିବାକୁ ୪୪୦ କେଭି ବିଦ୍ୟୁତ୍ ଟାଓ୍ବାର ଉପରକୁ ଚଢ଼ିଯାଇଥିଲେ ପୁତୁରା। ତାଙ୍କୁ ବଞ୍ଚାଇବାକୁ ନିଜ ଜୀବନକୁ ବିପନ୍ନ କରି ଦାଦା ବି ଚଢ଼ିଗଲେ ଗ୍ରୀଡ୍ରେ। ଉଚ୍ଚ କ୍ଷମତାସମ୍ପନ୍ନ ବିଦ୍ୟୁତ୍ ତାର ଭିତରୁ ଯୁବକଙ୍କୁ ଉଦ୍ଧାର କରିବାକୁ…
ଏଡିଜେଙ୍କ କୋର୍ଟରେ ହାଜର ହେଲେ ପୁଞ୍ଜିଲାଲ
ବଲାଙ୍ଗୀର ଅଫିସ/ ପାଟଣାଗଡ଼, ୭ା୩ (ଡି.ଏନ.ଏ.): ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ପୁଞ୍ଜିଲାଲ ମେହେରଙ୍କୁ ଶୁକ୍ରବାର ପାଟଣାଗଡ଼ ଏଡିଜେଙ୍କ କୋର୍ଟରେ ଚାର୍ଜଫ୍ରେମ ପାଇଁ ହାଜର କରାଯାଇଥିଲା। ତେବେ ପୁଞ୍ଜିଲାଲଙ୍କ ଆଡଭୋକେଟ୍ କିଛି ଗୁରୁତ୍ୱପୂର୍ଣ୍ଣ ତଥ୍ୟ…
ମଜୁରି ପୈଠ, ଇପିଏଫ୍ ଉପରେ ନଜର ରଖିବ ‘ଇ-ମଷ୍ଟରରୋଲ’
ଭୁବନେଶ୍ୱର, ୭ା୩ (ବ୍ୟୁରୋ): ବିଭିନ୍ନ ପ୍ରକଳ୍ପ କାର୍ଯ୍ୟ ପରିଚାଳନାରେ ସ୍ବଚ୍ଛତା ସହ ଇପିଏଫ୍ ଓ ଇଏସଆଇ ଆଦି ପୈଠ ଉପରେ ନଜର ରଖିବାକୁ ରାଜ୍ୟ ସରକାର ଇ-ମଷ୍ଟରରୋଲ ନାମରେ ନୂତନ ବୈଷୟିକ କୌଶଳ ପ୍ରୟୋଗ କରିବେ। ସରକାର ଏଥିପାଇଁ ନୀତିଗତ ନିଷ୍ପତ୍ତି…
ଝଲସିବ ଜୀବରାମ ପଲ୍ଲୀ
ପୁରୀ ଅଫିସ,୭ା୩: ପୁରୀକୁ ବିଶ୍ୱ ଐତିହ୍ୟ ସହର କରିବା ପାଇଁ ରାଜ୍ୟ ସରକାର ଅଣ୍ଟା ଭିଡ଼ିଛନ୍ତି। ଏଥିଲାଗି କେତେକ ପ୍ରକଳ୍ପର କାମ ଆରମ୍ଭ ହୋଇଥିବାବେଳେ ଅନେକ ମେଗା ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ଏଠାକୁ ଆସୁଥିବା ଭକ୍ତ ଓ ପର୍ଯ୍ୟଟକ ଯେପରି…
‘ପ୍ରଦୀପ୍ତଙ୍କୁ ମିଥ୍ୟା ମକଦ୍ଦମାରେ ଫସାଯାଇଛି’
ପୁରୀ ଅଫିସ,୭ା୩: ପାରା ଗୁଳିକାଣ୍ଡରେ ମାଟିଆପଡ଼ା ସିଦ୍ଧମହାବୀର ରେଲୱେ ଓଭରବ୍ରିଜ କ୍ଷତିଗ୍ରସ୍ତ କମିଟିର କାର୍ଯ୍ୟକାରୀ ସଭାପତି ତଥା ପୂର୍ବତନ ବିଜେଡି କାଉନସିଲର ପ୍ରଦୀପ୍ତ କୁମାର ନାୟକଙ୍କୁ ମିଥ୍ୟାରେ ଫସାଇ ଦିଆଯାଇଛି ବୋଲି କମିଟି ସଦସ୍ୟମାନେ ଅଭିଯୋଗ କରିଛନ୍ତି। ଶୁକ୍ରବାର ରେଲ ଫାଟକ…
କାକଟପୁର ବ୍ଲକ କ୍ୱାର୍ଟର୍ସ ପାଲଟିଛି ଭୂତକୋଠି
କାକଟପୁର,୭ା୩(ଡି.ଏନ.ଏ.): କାକଟପୁର ବ୍ଲକ ବିଡିଓ ଓ କର୍ମଚାରୀମାନଙ୍କ ପାଇଁ ଉଦ୍ଦିଷ୍ଟ ଥିବା କ୍ୱାର୍ଟର୍ସଗୁଡିକ ଭୂତକୋଠି ପାଲଟିଯାଇଛି। ଦୀର୍ଘବର୍ଷ ଧରି ଏହି କ୍ୱାର୍ଟର୍ସଗୁଡିକ ଅବହେଳିତ ଅବସ୍ଥାରେ ପଡ଼ିରହିଛି। ମରାମତି ଓ ରକ୍ଷଣାବେକ୍ଷଣ ଅଭାବରୁ କ୍ୱାର୍ଟର୍ସଗୁଡିକ ନଷ୍ଟ ହେବାକୁ ବସିଥିବା ବେଳେ ଏଥିପ୍ରତି ପ୍ରଶାସନିକ…
ଶ୍ରୀଲିଙ୍ଗରାଜଙ୍କ ନିଷ୍କର ଜମିରେ ଜନବସତି
ପୁରୁଣା ଭୁବନେଶ୍ୱର,୭ା୩(ଡି.ଏନ.ଏ.): ଶ୍ରୀଲିଙ୍ଗରାଜ ମନ୍ଦିର ହେବା ପରେ ଦିଅଁଙ୍କ ନୀତିକାନ୍ତି ସୁବ୍ୟବସ୍ଥିତ କରିବାକୁ ଖଞ୍ଜାରେ ବିଭିନ୍ନ ସେବାୟତଙ୍କୁ ଜମି ରାଜାରାଜୁଡା ଅମଳରୁ ଯୋଗାଇ ଦିଆଯାଇଥିଲା। ଏଥିମଧ୍ୟରୁ କୁମ୍ଭକାର ସେବାୟତଙ୍କ ଭୂମିକା ଅନେକ ଗୁରୁତ୍ୱ ବହନ କରେ। ଶ୍ରୀଲିଙ୍ଗରାଜ ମନ୍ଦିରରେ ପୂଜା ଲାଗି…
ଶହୀଦନଗରରେ ଜଳିଗଲା ଅଟୋ
ଭୁବନେଶ୍ୱର, ୭ା୩(ବ୍ୟୁରୋ): ଶହୀଦନଗର ଅଞ୍ଚଳରେ ଶୁକ୍ରବାର ପୂର୍ବାହ୍ନରେ ଏକ ଅଟୋ ହଠାତ ଜଳିଯାଇଛି। ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣାପଡ଼ି ନ ଥିଲେ ମଧ୍ୟ ଶର୍ଟସର୍କିଟ ଯୋଗୁ ଇଞ୍ଜିନରେ ନିଅଁ। ଲାଗିଥିବା ଅନୁମାନ କରାଯାଉଛି। ତେବେ ଅଟୋରେ ଥିବା ୩ଜଣ ଯାତ୍ରୀ ସୁରକ୍ଷିତ…
ମହାପ୍ରଭୁଙ୍କୁ ଦର୍ଶନ କଲେ ରବିଶଙ୍କର
ପୁରୀ ଅଫିସ,୭ା୩: ଆଧ୍ୟାତ୍ମିକ ଗୁରୁ ତଥା ଆର୍ଟ ଅଫ୍ ଲିଭିଙ୍ଗ୍ର ପ୍ରତିଷ୍ଠାତା ଶ୍ରୀ ଶ୍ରୀ ରବିଶଙ୍କର ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ଶୁକ୍ରବାର ସନ୍ଧ୍ୟା ପ୍ରାୟ ୭ଟାରେ ରବିଶଙ୍କର ସିଂହଦ୍ୱାର ନିକଟରେ ପହଞ୍ଚିଥିଲେ। ତାଙ୍କୁ ଉପଜିଲାପାଳ ଭବତାରଣ ସାହୁ, ଶ୍ରୀମନ୍ଦିର ନୀତି ପ୍ରଶାସକ…
Archives


