ସଙ୍କଟରେ କୁମ୍ଭାକାରଙ୍କ କୌଳିକ ବୃତ୍ତି
ଜୟପୁର, ୭ା୩ (ନି.ପ୍ର) କୋରାପୁଟ ଜିଲା ଜୟପୁର ବ୍ଲକ ଅନ୍ତର୍ଗତ କୁମ୍ଭାରପୁଟ କୁମ୍ଭାରଙ୍କ ପାଇଁ ପ୍ରସିଦ୍ଧ। କିନ୍ତୁ ଗ୍ରାମରେ ରହୁଥିବା ୨ ପରିବାରଙ୍କ ଜୀବନ ଜୀବିକା ଏବେ ସଙ୍କଟରେ। ପରିବାରର ସମସ୍ତ ସଦସ୍ୟ ୨୪ ଘଣ୍ଟା କାମ କଲେ ମଧ୍ୟ ପେଟ…
କାହାର ଲାଗି ଅଙ୍ଗନଓ୍ବାଡି: ଛାତ୍ରୀଛାତ୍ର ପାଠ୍ପଢ଼ି ଯିବେ ୨ କି.ମି.
ଜମନକିରା, ୭।୩ (ଡି.ଏନ୍.ଏ.)- ସମ୍ବଲପୁର ଜିଲା ଜମନକିରା ବ୍ଲକ କଟଙ୍ଗପାଣି ପଁଚେତ୍ ଅଧୀନ ଫୁଲକୁସମ ଗଁ। ର ଲାଗି ଆସିଥିବାର ଅଙ୍ଗନଓ୍ବାଡି କେନ୍ଦ୍ରଟା ଗଁ। ରୁ ଦୁଇ କି.ମି. ଦୂରେ ତିଆର କରାଯାଇଛେ। ଏନ୍ତାଥି ଛୋଟ ଛୋଟ ଛୁଆମାନେ କେନ୍ଥେଇ…
ଲୋଇସିଂହାରେ ଘୂର୍ଣ୍ଣିଝଡ଼: ବାଉଁଶ ବୁଦା ଉପୁଡ଼ି ଜଣେ ମୃତ, ୩ ଗୁରୁତର
ଲୋଇସିଂହା,୬।୩(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଅନ୍ତର୍ଗତ ବୁର୍ଡା ଗ୍ରାମରେ ଶୁକ୍ରବାର ଅପରାହ୍ନରେ ଘୂର୍ଣ୍ଣିଝଡ଼ ସାଙ୍ଗକୁ ବର୍ଷା ହୋଇଛି। ତେବେ ବର୍ଷାରୁ ରକ୍ଷା ପାଇବା ଲାଗି କିଛି ଲୋକ ବାଉଁଶ ବୁଦାତଳେ ଆଶ୍ରୟ ନେଇଥିଲେ। ଏହି ସମୟରେ ଅତ୍ୟଧିକ ପବନରେ ବାଉଁଶ…
କମିଲା ବସ୍ ଭଡ଼ା: କିମି ପିଛା ୧ରୁ ୨ ପଇସା
ଭୁବନେଶ୍ୱର,୬।୩(ବ୍ୟୁରୋ): ରାଜ୍ୟରେ ବସ୍ ଭଡ଼ା କମିଲା। କିଲୋମିଟର ପିଛା ୧ରୁ ୨ ପଇସା ହ୍ରାସ ପାଇଛି। ସାଧାରଣ ବସ୍ ଭଡ଼ା ୬୯ ପଇସା ଥିବା ବେଳେ ଏବେ ଏହା ହ୍ରାସ ପାଇ ୬୮ ପଇସା ହୋଇଛି। ସେହିଭଳି ଏକ୍ସପ୍ରେସ୍ ଭଡ଼ା ୭୨ରୁ…
ବରଗଡ଼ରୁ ୨ ଲକ୍ଷ ଟଙ୍କାର ଜାଲନୋଟ ଜବତ କଲା ଏସ୍ଟିଏଫ୍, ୩ ଗିରଫ
ବରଗଡ଼ ଅଫିସ,୬।୩- କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ ଶୁକ୍ରବାର ଏକ ଜାଲନୋଟ ରାକେଟର ପର୍ଦ୍ଦାଫାଶ କରିଛି। ଏହି ଘଟଣାରେ ୩ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତମାନେ ହେଲେ, ମଙ୍ଗଲୂ ମାଲଖାର, ସୁଦର୍ଶନ ମହାନ୍ତି ଏବଂ ପ୍ରଫୁଲ୍ଲ ମେହେର। ସେମାନଙ୍କ ପାଖରୁ ୨ଲକ୍ଷ ୬ଶହ…
ଭିଜିଲାନ୍ସ ପରେ ଏବେ ଇଡି ସ୍କାନରରେ ଅନାମ
ଭୁବନେଶ୍ୱର,୬।୩(ବ୍ୟୁରୋ): ପ୍ରଥମେ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଥିବା କଳାହାଣ୍ଡି ଜିଲା ଭବାନୀପାଟଣା ପୂର୍ବତନ ବିଧାୟକ ଅନାମ ନାଏକ ଏବେ ଇଡି ସ୍କାନର୍ରେ। ଗତ ଜାନୁୟାରୀ ୨୩ରେ ଗିରଫ ହୋଇ ଫେବୃୟାରୀ ୨୬ରେ ସେ ଜାମିନ ପାଇଥିଲେ। ଏବେ ଯେକୌଣସି ମୁହୂର୍ତ୍ତରେ ତାଙ୍କୁ…
କରୋନା ସନ୍ଦିଗ୍ଧଙ୍କୁ ମାଗଣାରେ ମିଳିବ ମାସ୍କ, ସାନିଟାଇଜର
ଭୁବନେଶ୍ୱର,୬।୩(ବ୍ୟୁରୋ): କରୋନା ମୁକାବିଲା ନେଇ ଲୋକସେବା ଭବନରେ ଶୁକ୍ରବାର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା କରାଯାଇଛି। ବୈଠକ ଶେଷ ହେବା ପରେ ରାଜ୍ୟ ସ୍ବାସ୍ଥ୍ୟ ସଚିବ ନିକୁଞ୍ଜ ଧଳ ସୂଚନା ଦେଇ କହିଛନ୍ତି, କରୋନା…
ମହାପ୍ରଭୁଙ୍କ ଟଙ୍କା ପ୍ରତି ବିପଦ ନାହିଁ: ମନ୍ତ୍ରୀ
ଭୁବନେଶ୍ୱର,୬।୩(ବ୍ୟୁରୋ): ୟେସ୍ ବ୍ୟାଙ୍କରେ ଥିବା ମହାପ୍ରଭୁଙ୍କ ଟଙ୍କା ପ୍ରତି ବିପଦ ନାହିଁ। ବ୍ୟାଙ୍କରେ ଫିକ୍ସ ଡିପୋଜିଟ୍ ଥିବା ଟଙ୍କା କେଉଁଆଡେ ଯିବ ନାହିଁ। ଟଙ୍କା ନିରାପଦ ରହିଛି ବୋଲି ଶୁକ୍ରବାର ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି। ବ୍ୟାଙ୍କରେ ୨ଟି ଡିପୋଜିଟ୍ର ମାଚ୍ୟୁରିଟି…
ଅସ୍ତରଙ୍ଗ ବେଳାଭୂମିରେ ଲାଗିଛି ୪୮ ଫୁଟ ତିମିର ମୃତଦେହ, ଦେଖିବାକୁ ଲୋକଙ୍କ ଭିଡ
ଅସ୍ତରଙ୍ଗ,୬।୩(ଡି.ଏନ୍.ଏ.): ପୁରୀ ଜିଲା ଅସ୍ତରଙ୍ଗ ବେଳାଭୂମି ଗୁଣ୍ଡଳବା ନିକଟରୁ ପ୍ରାୟ ୪୮ ଫୁଟର ଏକ ମୃତ ତିମି ଉଦ୍ଧାର ହୋଇଛି। ଘଟଣାସ୍ଥଳରେ ବନବିଭାଗ ଟିମ୍, ପ୍ରାଣୀ ଓ ମତ୍ସ୍ୟ ବିଭାଗ ଟିମ୍ ପହଞ୍ଚି ମୃତ ତିମି ସମ୍ପର୍କରେ ଅନୁସନ୍ଧାନ ଜାରି ରଖିଛନ୍ତି।…
ୟେସ୍ ବ୍ୟାଙ୍କରେ ଟଙ୍କା ରଖିବା ନିଷ୍ପତ୍ତି ଭୁଲ୍ ଥିଲା: ମହେଶ୍ୱର
ପୁରୀ ଅଫିସ,୬।୩: ୟେସ୍ ବ୍ୟାଙ୍କରେ ମହାପ୍ରଭୁ ଜଗନ୍ନାଥଙ୍କ ଟଙ୍କା ଜମା ରଖିବା ପ୍ରସଙ୍ଗକୁ ନେଇ ଉଦ୍ବେଗ ପ୍ରକାଶ କରିଛନ୍ତି ପୂର୍ବତନ ମନ୍ତ୍ରୀ ମହେଶ୍ୱର ମହାନ୍ତି। ଏଭଳି ନିଷ୍ପତ୍ତି ଭୁଲ୍ ଥିଲା। ଅଧିକ ସୁଧ ଲୋଭରେ ତତ୍କାଳୀନ ଶ୍ରୀମନ୍ଦିର ପ୍ରଶାସକ ଟଙ୍କା ରଖିଛନ୍ତି।…
ବିଗୁଡ଼ୁଛି ୟେସ୍ ବ୍ୟାଙ୍କର ଆର୍ଥିକ ସ୍ଥିତି: ସଙ୍କଟରେ ମହାପ୍ରଭୁଙ୍କ ୫୪୫ କୋଟି ଟଙ୍କା; ଉଦ୍ବେଗ ପ୍ରକାଶ କଲେ ବୁଦ୍ଧିଜୀବୀ
ପୁରୀ ଅଫିସ,୬।୩: ୟେସ୍ ବ୍ୟାଙ୍କ ଏବେ ଦେବାଳିଆ ପରିସ୍ଥିତିରେ ପହଞ୍ଚିଛି। ଏହି ବ୍ୟାଙ୍କରେ ଜଗନ୍ନାଥ ମହାପ୍ରଭୁଙ୍କ ୫୪୫ କୋଟି ଟଙ୍କାର ଜମାପାଣ୍ଠି ରହିଥିବାରୁ ଏହି ଟଙ୍କାର ଭାଗ୍ୟକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ପରିଚାଳନା କମିଟି ବିନା ଅନୁମୋଦନରେ କିଭଳି ଏତେ…
ଏସ୍ସିବିରୁ କରୋନା ସନ୍ଦିଗ୍ଧ ଚମ୍ପଟ ଖବର ଗୁଜବ, ନେଗେଟିଭ ଆସିଛି ସଂକ୍ରମଣ ଯାଞ୍ଚ
ଭୁବନେଶ୍ୱର,୬।୩(ବ୍ୟୁରୋ): କଟକ ଏସ୍ସିବି ମେଡିକାଲର କରୋନା ଓ୍ବାର୍ଡରୁ ଜଣେ ସନ୍ଦିଗ୍ଧ ଚମ୍ପଟ ମାରିବା ଖବର ଏକ ଗୁଜବ। ସମ୍ପୃକ୍ତ ବ୍ୟକ୍ତି ଆୟରଲ୍ୟାଣ୍ଡର ନାଗରିକ। ସେ ୩ ଦିନ ତଳେ ଓଡ଼ିଶା ଆସିଥିଲେ। ସେ ଏବେ ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ…
Archives


