ରାଜ୍ୟ

ବିଜେଡିରେ ଛାତ୍ର ସଂଗଠନ ପାଇଁ ବଡ଼ ନିଷ୍ପତ୍ତି ନେଲେ ନବୀନ, ଏହି ନେତାଙ୍କୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୬।୮: ବିଜୁ ଜନତା ଦଳ (ବିଜେଡି) ସଭାପତି ନବୀନ ପଟ୍ଟନାୟକ୍ ଯୁବ ଓ ଛାତ୍ର ସଂଗଠନରେ ନୂଆ ନେତୃତ୍ୱ ଗଠନ କରିଛନ୍ତି। ଏହି ନିଯୁକ୍ତି ଅନ୍ତର୍ଗତ ଚିନ୍ମୟ ସାହୁଙ୍କୁ ବିଜୁ ଯୁବ ଜନତା ଦଳ (BYJD) ସଭାପତି ଏବଂ ଈପ୍ସିତା ସାହୁଙ୍କୁ…

ଓଡ଼ିଶାରେ ପଞ୍ଚାୟତରାଜ ଶକ୍ତିଶାଳୀ କରିବା ପାଇଁ କେନ୍ଦ୍ରରୁ ମିଳିଲା ୨୮୪ କୋଟିରୁ ଅଧିକ ଅନୁଦାନ

ଭୁବନେଶ୍ୱର,୨୬।୮: କେନ୍ଦ୍ର ସରକାର ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ପଞ୍ଚଦଶ ଅର୍ଥ ଆୟୋଗ (XV FC) ଅନ୍ତର୍ଗତ ଓଡ଼ିଶା, ମିଜୋରାମ ଓ ତ୍ରିପୁରାର ଗ୍ରାମୀଣ ସ୍ଥାନୀୟ ସଂସ୍ଥା (RLBs) ପାଇଁ ୨୮୪ କୋଟି ଟଙ୍କାରୁ ଅଧିକ ଅନୁଦାନ ମଞ୍ଜୁର କରିଛନ୍ତି। ଓଡ଼ିଶାକୁ…

୩ ହଜାରରୁ ଅଧିକ ଐତିହାସିକ କୀର୍ତ୍ତିରାଜିର ପୁନରୁଦ୍ଧାର କରିବେ ରାଜ୍ୟ ସରକାର

ଭୁବନେଶ୍ୱର,୨୬।୮: ରାଜ୍ୟର ଐତିହାସିକ ମନ୍ଦିର ଓ କୀର୍ତ୍ତିରାଜିର ସୁରକ୍ଷା ଓ ସଂରକ୍ଷଣ ପାଇଁ ସଂସ୍କୃତି ବିଭାଗ ଏକ ନୂଆ ହେରିଟେଜ୍‌ ପଲିସି ପ୍ରଣୟନ କରିବାକୁ ନିଷ୍ପତ୍ତି ନେଇଛି। ଏହି ବିଷୟରେ ଆଲୋଚନା ପାଇଁ ଲୋକସେବା ଭବନରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଅଧ୍ୟକ୍ଷତାରେ…

ସରକାରୀ ଛୁଟି ଘୋଷଣା…

ଭୁବନେଶ୍ୱର,୨୬।୮: ୨୯ ତାରିଖକୁ ସରକାରୀ ଛୁଟି ଘୋଷଣା ହୋଇଛି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛିି।ନୂଆଖାଇ ପର୍ବ ଉପଲେକ୍ଷେ ୨୯ ତାରିଖ ଛୁଟି ରହିବ। ସବୁ ସରକାରୀ କାର୍ଯ୍ୟାଳୟ, ମାଜିଷ୍ଟେରିଆଲ କୋର୍ଟ ଛୁଟି ରହିବ। ଏଥିପାଇଁ…

ଗାଁ ମଝିରେ ପିଟାପିଟି, ଚାଷ ଜମିକୁ ନେଇ ୨ ଗୋଷ୍ଠୀ ମୁହାଁମୁହିଁ

ବଲାଙ୍ଗୀର,୨୬/୮( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ତୁଷୁରା ବାହାଲ ପଂଚାୟତ ଡ଼ଙ୍ଗାଘାଟ ଗାଁରେ ଚାଷ ଜମିକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ ସଂଘର୍ଷ ହୋଇଛି। ଏଥିରେ ୩ ଜଣ ଗୁରୁତର ହୋଇଥିବା ବେଳେ ୫…

ଲୋକଙ୍କୁ ଫୋନ କରିବେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କାହିଁକି …

ଭୁବନେଶ୍ୱର,୨୬।୮: ରାଜ୍ୟରେ ଆରମ୍ଭ ହେଲା ‘ଆମ ଶାସନ’ ବ୍ୟବସ୍ଥା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭାରମ୍ଭ କରିଛନ୍ତି। ଲୋକଙ୍କ ମତାମତ ଆଧାରରେ ନୀତି ନିର୍ଦ୍ଧାରଣ ହେବ। ସାଧାରଣ ଲୋକଙ୍କୁ ଫୋନ କରି ମତାମତ ନେବେ ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ। ସରକାରଙ୍କ ସେବା କିଭଳି…

ଯୁବତୀଙ୍କୁ ବଳାତ୍କାର କରି ଭିଡ଼ିଓ କଲେ ଇଞ୍ଜିନିୟର: ଆଉ ତା’ପରେ ଘଟିଗଲା…

ଭୁବନେଶ୍ୱର,୨୬ା୮(ସତ୍ୟଜିତ୍‌ ରାଉତ):ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର କରିବା ଅଭିଯୋଗରେ ଜଣେ ଇଞ୍ଜିନିୟରଙ୍କୁ ଭୁବନେଶ୍ୱର ମହିଳା ଥାନା ପୋଲିସ ସୋମବାର ଗିରଫ କରିଛି। ସେହେଲେ ଭୁବନେଶ୍ୱରରେ ରହୁଥିବା ଆନ୍ଧ୍ରପ୍ରଦେଶ କାକିନାଡ଼ାର ସୂର୍ଯ୍ୟସତ୍ୟ ତାଲହାରୀ(୩୦)। କୋର୍ଟ ଚାଲାଣ ପରେ ତାଙ୍କୁ ବିଚାରବିଭାଗୀୟ ହାଜତକୁ…

୧୫ ଦିନ ପରେ ଅମଲା ଆନ୍ଦୋଳନ ସ୍ଥଗିତ: ଆଜିଠୁ କାର୍ଯ୍ୟରେ ଯୋଗଦେବେ କର୍ମଚାରୀ

ଭୁବନେଶ୍ୱର,୨୬।୮:୧୫ ଦିନ ପରେ ରାଜସ୍ବ ଅମଲା ସଂଘର ଆନ୍ଦୋଳନ ସ୍ଥଗିତ ରଖିବାକୁ ମଙ୍ଗଳବାର ନିଷ୍ବତ୍ତି ନେଇଛି ଅମଲା ସଂଘ। ସରକାରଙ୍କ ପ୍ରତିଶ୍ରୁତି ପରେ ଅମଲା ଆନ୍ଦୋଳନ ସ୍ଥଗିତ ନେଇ ଅମଲା ସଂଘ ସଭାପତି ସୂଚନା ଦେଇଛନ୍ତି। ଏଥିସହ ବନ୍ୟା ସ୍ଥିତି ଓ…

ବଙ୍ଗୋପସାଗରରେ ଲଘୁଚାପ: ୨୭ରୁ ବଢିବ ବର୍ଷାର ପରିମାଣ

ଭୁବନେଶ୍ୱର,୨୬।୮: ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଅଧିକ ଘନୀଭୂତ ହେବ। ଆଗାମୀ ୨ ଦିନରେ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହେବ। ଫଳରେ…

ପାଣ୍ଡିଆନଙ୍କୁ ଛାଡ଼, ନ ହେଲେ ତୁମକୁ ଛାଡୁଛୁ: ବିଜେଡିରେ ନୂଆମୋଡ଼

ଭୁବନେଶ୍ୱର, ୨୬।୮(ସୁନିତ୍‌ ମିଶ୍ର):ବିଜୁ ଜନତା ଦଳ(ବିଜେଡି) ରାଜନୀତିରେ ବର୍ତ୍ତମାନ ଏକ ନୂଆ ମୋଡ ସୃଷ୍ଟି ହୋଇଛି। ୨୪ ବର୍ଷ ଧରି ରାଜ୍ୟରେ ଶାସନ କରିଥିବା ବିଜେଡିଠାରୁ ଏବେ ଦଳର ନେତାମାନେ ମୁହଁ ଫେରାଇବା ପ୍ରକ୍ରିୟା ଜୋର୍‌ ଧରିଛି। ଗୋଟିଏ ସପ୍ତାହ ଭିତରେ…

ମୋହନ ସରକାରଙ୍କ ବଡ଼ ଘୋଷଣା: ୧୦ ଲକ୍ଷଙ୍କୁ ମିଳିବ ନିଯୁକ୍ତି

ଭୁବନେଶ୍ୱର,୨୬ା୮(ରବିନାରାୟଣ ଜେନା):ଓଡ଼ିଶାକୁ ସୂଚନା ପ୍ରଯୁକ୍ତି ଓ ଯୋଗାଯୋଗ କ୍ଷେତ୍ରରେ ଅଗ୍ରଣୀ ରାଜ୍ୟ ରୂପେ ଗଢ଼ିତୋଳିବା ପାଇଁ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ଏହିକ୍ରମରେ ସୋମବାର ରାଜ୍ୟ ସରକାର ସୂଚନା ପ୍ରଯୁକ୍ତି(ଆଇଟି)ର ବିକାଶ ଲାଗି ନୂତନ ଆଇଟି ନୀତି ଆଣିଛନ୍ତି। ଭୁବନେଶ୍ୱର ଲୋକସେବା…

ପାଣ୍ଡିଆନ୍‌ଙ୍କ ସକ୍ରିୟତାକୁ ନେଇ ସାଂଘାତିକ କଥା କହିଦେଲା ବିଜେଡି: ସେ ନବୀନଙ୍କଠାରୁ…

ଭୁବନେଶ୍ୱର,୨୬ା୮(ସୁନିତ୍‌ ମିଶ୍ର):ଭାଜପା ବିଧାୟକ ସରୋଜ ପାଢ଼ୀ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିଜେଡି ପ୍ରତି ଦେଇଥିବା ଅରୁଚିକର ମନ୍ତବ୍ୟ ଦୁର୍ଭାଗ୍ୟଜନକ ବୋଲି ବିଜେଡି ମୁଖପାତ୍ର ଲେନିନ୍‌ ମହାନ୍ତି କହିଛନ୍ତି। ଶଙ୍ଖ ଭବନଠାରେ ସୋମବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଲେନିନ୍‌ କହିଛନ୍ତି,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri