ରାଜ୍ୟ

ଜେଲଗଲେ ଘରୋଇ ସ୍କୁଲ ଶିକ୍ଷକ

ଭୁବନେଶ୍ୱର,୬।୩(ବ୍ୟୁରୋ): ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ମାନସିକ ଓ ଶାରୀରିକ ନିର୍ଯାତନା ଦେଇ ଅସଦାଚରଣ କରୁଥିଲେ ଶିକ୍ଷକ। ଖରାପ ନଜର ରଖି ନାନା ଭାବେ ହଇରାଣ କରୁଥିଲେ। ଶେଷରେ ଧରାପଡ଼ିଯିବା ପରେ ବି ଟଙ୍କା ଦେଇ ଘଟଣାକୁ ଚାପି ଦେବାକୁ ଉଦ୍ୟମ ମଧ୍ୟ…

କରୋନା ସନ୍ଦିଗ୍ଧ ଦମ୍ପତିଙ୍କ ରିପୋର୍ଟ ନେଗେଟିଭ୍‌

କଟକ ଅଫିସ,୬।୩: ଚାଇନାରୁ ଭାୟା ସିଙ୍ଗାପୁର ଦେଇ ପାରାଦୀପରେ ପହଞ୍ଚିଥିବା ଏକ ଦମ୍ପତିଙ୍କୁ କରୋନା ଆକ୍ରାନ୍ତରେ ସନ୍ଦେହ କରାଯାଇ କଟକ ଏସ୍‌ସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେମାନଙ୍କ ରକ୍ତ ଏବଂ ସ୍ବାବ୍‌ ନମୁନା ପରୀକ୍ଷା ପାଇଁ ପୁଣେ ସ୍ଥିତ ଏନ୍‌ଆଇଭିକୁ ପଠାଯାଇଥିଲା।…

ଲୋକ ସଭା ଉପବାଚସ୍ପତି ପଦ ବିଜେଡିକୁ ମିଳିବା ନେଇ ଚର୍ଚ୍ଚା

ଭୁବନେଶ୍ୱର,୬।୩(ବ୍ୟୁରୋ): ପାର୍ଲାମେଣ୍ଟର ଗୁରୁତ୍ୱପୂର୍ଣ୍ଣ ବଜେଟ ଅଧିବେଶନ ଜାରି ରହିଛି। ଓମ୍‌ ବିର୍ଲା ବାଚସ୍ପତି ଭାବେ ନିଜ ଦାୟିତ୍ୱ ତୁଲାଉଛନ୍ତି। ତାଙ୍କୁ ସହାୟତା କରିବା ପାଇଁ ଉଦ୍ଦିଷ୍ଟ ଉପବାଚସ୍ପତି ପଦ ଖାଲିପଡ଼ିଛି। କିଛିମାସର ବ୍ୟବଧାନ ପରେ ଏହି ପଦବୀ ପୂରଣ ନେଇ କେନ୍ଦ୍ର…

ଘାରିଲା କରୋନା ଭୟ, ବଢ଼ିଲା ମାସ୍କ ଡିମାଣ୍ଡ

ଭୁବନେଶ୍ୱର,୬।୩(ବ୍ୟୁରୋ): ଚାଇନାରୁ ଏବେ ସାରା ବିଶ୍ୱକୁ ବ୍ୟାପିଚାଲିଥିବା ମାରାତ୍ମକ କରୋନାକୁ ନେଇ ଏବେ ଭାଳେଣି ପଡ଼ିଛି। ଭାରତରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଥିବାବେଳେ ଓଡ଼ିଶାରେ ମଧ୍ୟ ଏକାଧିକ ସନ୍ଦିଗ୍ଧ ରହିଛନ୍ତି। ଆଗୁଆ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିଥିବା ରାଜ୍ୟ ସରକାର ଏବେ…

ପ୍ରତିବର୍ଷ ମାର୍ଚ୍ଚ ୫ରେ ଲୋକସେବା ଦିବସ

ଭୁବନେଶ୍ୱର,୬।୩(ବ୍ୟୁରୋ): ବିଜେଡି ସରକାର ପଞ୍ଚମ ପାଳିରେ ଲୋକମାନଙ୍କୁ ଉତ୍ତମ ପ୍ରଶାସନିକ ସେବା ଯୋଗାଇବା ଉପରେ ଗୁରୁତ୍ୱ ଦେଉଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜନସାଧାରଣଙ୍କୁ ଗଣତନ୍ତ୍ରର ମାଲିକ କହିବା ସହ ନିଷ୍ଠାର ସହିତ ସେବା କରିବାକୁ ସରକାରୀ କର୍ମଚାରୀ, ମନ୍ତ୍ରୀ ଏବଂ ଦଳୀୟ…

ଡେପୁଟେଶନରେ ଚାଲିଛି ପ୍ରାଣୀ ଚିକିତ୍ସାଳୟ

ବନ୍ତଳା, ୬ା୩(ଡି.ଏନ.ଏ.) – ରୁଗ୍‌ଣ ହୋଇପଡିଛି ଅନୁଗୋଳ ଜିଲା ବନ୍ତଳା ସରକାରୀ ପ୍ରାଣୀ ଚିକିତ୍ସାଳୟ। ଆବଶ୍ୟକ ଡାକ୍ତର ଓ କର୍ମଚାରୀ ନ ଥିବାରୁ ଚାଷୀମାନେ ସେମାନଙ୍କ ଗୃହପାଳିତ ପ୍ରାଣୀଙ୍କ ଚିକିତ୍ସା କରାଇପାରୁନାହାନ୍ତି। ବିଭିନ୍ନ ରୋଗରେ ଆକ୍ରାନ୍ତ ହୋଇ ମୃତ୍ୟୁ ମୁଖରେ ପଡୁଥିଲେ…

ଦୁର୍ଘଟଣାରୁ ବର୍ତ୍ତିଲା ଏଲ୍‌ଟିଟି ଏକ୍ସପ୍ରେସ୍‌

ଢେଙ୍କାନାଳ ଅଫିସ, ୬।୩ – ଭାଗ୍ୟ ସହାୟ ହେଲା। ଦୁଇଖଣ୍ଡ ହୋଇଯାଇଥିବା ରେଳଧାରଣାକୁ କୌଣସି ମତେ ଅତିକ୍ରମ କରିଗଲା ଲୋକମାନ୍ୟ ତିଲକ (ଏଲ୍‌ଟିଟି) ସୁପରଫାଷ୍ଟ ଏକ୍ସପ୍ରେସ୍‌। ଫାଟ ଅତିକ୍ରମ କରିବା ସମୟରେ ଟ୍ରେନ୍‌ ଭାରସାମ୍ୟ ହରାଇ ଦୋହଲିଥିଲା। ଏମିତି ଲାଗୁଥିଲା ଟ୍ରେନ୍‌…

ନାଲିଫିତା ତଳେ ନିରାକରଣ ନିଷ୍ପତ୍ତି

ତାଳଚେର,୬ା୩(ନି.ପ୍ର.) – ରାଜ୍ୟ ସରକାରଙ୍କ ରାଜସ୍ବ ତାଲିକାରେ ନମ୍ବର ଓ୍ବାନ ସ୍ଥାନରେ ଥିବା ଅନୁଗୋଳ ଜିଲାର ତାଳଚେର ଶିଳ୍ପାଞ୍ଚଳ ପ୍ରଦୂଷଣରେ ମଧ୍ୟ ଏକ ନମ୍ବର ସ୍ଥାନ ଦଖଲ କଲାଣି। ହେଲେ ଏଥିପ୍ରତି ନା ରାଜ୍ୟ ସରକାରଙ୍କ ଦୃଷ୍ଟି ଅଛି ନା ତାଳଚେର…

ଦୁର୍ଦ୍ଦିନରେ ବାଉଁଶ କାରିଗର

ଫୁଲବାଣୀ ଅଫିସ, ୬ା୩- ଜେଜେ ବାପାଙ୍କ ସମୟରୁ କାମ କରି ଆସୁଛୁ। ଆଉ ବୟସ ନାହିଁ ମୂଳ ପେସାକୁ ଛାଡି ଅନ୍ୟ କୌଣସି କାର୍ଯ୍ୟ କରିବୁ। ମନ ଭିତରେ ଆଶା ଭରି ରହିଛି ଆମର ଉତ୍ପାଦିତ ସାମଗ୍ରୀକୁ ଲୋକେ ଆଦରରେ କିଣିବେ।…

ଭଗାମୁଣ୍ଡାର ପରିଚୟ ରେଶମ ଶିଳ୍ପ

ଯୋଡ଼ା,୬।୩(ଡି.ଏନ.ଏ.)-ଖଣି, ବୈତରଣୀ ଓ ମା’ ତାରିଣୀଙ୍କୁ ନେଇ ସାରା ରାଜ୍ୟ ତଥା ଦେଶରେ କେନ୍ଦୁଝର ଜିଲା ପ୍ରସିଦ୍ଧି ଲାଭ କରିଥିବାବେଳେ ଏବେ ଆଉ ଏକ କୁଟୀରଶିଳ୍ପ ଏହି ଜିଲାକୁ ସ୍ବତନ୍ତ୍ର ପରିଚୟ ଦେଇଛି। ଟସର ରେଶମ ସୂତାରେ ନିର୍ମିତ ଶାଢି,ବସ୍ତ୍ର ପାଇଁ…

୬ ବର୍ଷ ବିତିଲା, ଗଡ଼ିଲାନି ସିଟିବସ୍‌

ଭଦ୍ରକ ଅଫିସ,୬।୩ – ଦିନକୁ ଦିନ ଜନାକୀର୍ଣ୍ଣ ହେଉଛି ଭଦ୍ରକ ସହର। ସଡ଼କ ଓ ରେଳ ଯୋଗାଯୋଗ କ୍ଷେତ୍ରରେ ସହର ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଅଧିକାର କରିଥିଲେ ମଧ୍ୟ ଭଦ୍ରକ ପୌରପାଳିକାରେ ସିଟିବସ୍‌ ସେବା ଏଯାଏ ଆରମ୍ଭ ହୋଇପାରି ନାହିଁ। ଫଳରେ ଦିନକୁ…

ଚେକିଂ ଢିଲା,ସୁଧୁରୁନି ବ୍ୟବସ୍ଥା

ବାରିପଦା ଅଫିସ, ୬ା୩- ୨ଟି ପର୍ଯ୍ୟାୟରେ ରାଜ୍ୟ ସରକାର ସଂଶୋଧିତ ମୋଟର ଯାନ ଆଇନକୁ ୬ ମାସ କୋହଳ କରିଥିଲେ। ଗତ ରବିବାର କଣ୍ଟ ପୂରିଲା ପରେ ମୟୂରଭଞ୍ଜ ଜିଲାର ବିଭିନ୍ନ ସ୍ଥାନରେ ପୋଲିସ ଓ ଆଞ୍ଚଳିକ ପରିବହନ ଅଧିକାରୀ(ଆରଟିଓ)ଙ୍କ ପକ୍ଷରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri