ଏସ୍ସିବିରେ କରୋନା ଭୁତାଣୁ ପରୀକ୍ଷା ସୁବିଧା କରିବାକୁ ଦାବି
ଭୁବନେଶ୍ୱର,୫।୩(ବ୍ୟୁରୋ)- ରାଜ୍ୟରେ ସମ୍ଭାବ୍ୟ କରୋନା ଭୂତାଣୁ ସଂକ୍ରମଣ ପ୍ରତିରୋଧ ଦିଗରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ଓ ପ୍ରସ୍ତୁତିକୁ ତ୍ୱରାନ୍ବିତ କରାଯାଉଥିବାବେଳେ ଏବେ ସନ୍ଦିଗ୍ଧ କରୋନା ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି ା କରୋନା ଭୁତାଣୁ ପରୀକ୍ଷା…
ରାଜ୍ୟରେ ଆବାସ ବଣ୍ଟନରେ ଅନିୟମିତତା: କେନ୍ଦ୍ରମନ୍ତ୍ରୀଙ୍କ ନିକଟରେ ଫେରାଦ ହେବ ଭାଜପା
ଭୁବନେଶ୍ୱର,୫।୩(ବ୍ୟୁରୋ): ଓଡ଼ିଶାରେ ଆବାସ ବଣ୍ଟନରେ ଅନିୟମିତତା ଦେଖାଦେଇଛି। ଏନେଇ ଭାଜପା କେନ୍ଦ୍ରମନ୍ତ୍ରୀ ନରେନ୍ଦ୍ର ସିଂ ତୋମାରଙ୍କ ନିକଟରେ ଫେରାଦ ହେବ ବୋଲି ଗୁରୁବାର ଦଳ ପକ୍ଷରୁ ଆୟୋଜିତ ଖବରଦାତା ସମ୍ମିଳନୀରେ ଭାଜପା ସାଧାରଣ ସମ୍ପାଦକ ପୃଥ୍ବିରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ପୃଥି୍ବିରାଜ…
ସ୍କୁଲ ପିଲାଙ୍କୁ କରୋନା ସତର୍କତା: ଚିଠି ଲେଖିଲେ ଓଏସ୍ଇପିଏ
ଭୁବନେଶ୍ୱର, ୫।୩(ବ୍ୟୁରୋ): ସାରା ବିଶ୍ୱରେ କରୋନା ଭୂତାଣୁ ନିଜର କାୟା ବିସ୍ତାର କରିବାରେ ଲାଗିଛି। ଭାରତରେ ମୋଟ ୨୯ଜଣ କରୋନା ରୋଗୀ ଚିହ୍ନଟ ହୋଇଥିବା ବେଳେ ଏଯାବତ୍ ଓଡ଼ିଶାରେ କେହି ଏଥିରେ ଆକ୍ରାନ୍ତ ହୋଇ ନାହାନ୍ତି। ବୁଧବାର ଏହାକୁ ନେଇ ରାଜ୍ୟ…
ବିଜୁ ବାବୁଙ୍କ ସହ କଟକର ସମ୍ପର୍କ ନିବିଡ଼; ଏସ୍ସିବିକୁ ବିଶ୍ୱସ୍ତରୀୟ କରାଯିବା କାମ ଆରମ୍ଭ ହେଲା: ମୁଖ୍ୟମନ୍ତ୍ରୀ
କଟକ ଅଫିସ/ଭୁବନେଶ୍ୱର,୫।୩(ବ୍ୟୁରୋ): ବିଜୁ ବାବୁଙ୍କ ସହ କଟକର ସମ୍ପର୍କ ଥିଲା ନିବିଡ। ଏହି କଟକ ମାଟିରେ ସେ ବଡ଼ ହୋଇଥିଲେ। ଇଂରେଜ ସରକାରଙ୍କ ବିରୋଧରେ ଲଢିଥିଲେ। କଟକରୁ ସେ ପେଶୱାର(ବର୍ତ୍ତମାନ ପାକିସ୍ତାନରେ ଥିବା ଏକ ସହର)କୁ ସାଇକେଲରେ ଯାତ୍ରା କରିଥିଲେ। କଟକ…
ବହୁ ଚର୍ଚ୍ଚିତ ସଞ୍ଜୟ ବେହେରା ଗୁଳିକାଣ୍ଡ ଘଟଣା: ବିଜେଡି କାଉନ୍ସିଲରଙ୍କ ସହ ୩ ଗିରଫ
ପୁରୀ ଅଫିସ,୫।୩: ବହୁ ଚର୍ଚ୍ଚିତ ସଞ୍ଜୟ ବେହେରା ଓରଫ ପାରା ଗୁଳିକାଣ୍ଡ ଘଟଣାରେ କୁମ୍ଭାରପଡ଼ା ପୋଲିସ ବୁଧବାର ପୂର୍ବତନ କାଉନସିଲରଙ୍କ ସମେତ ୩ଜଣଙ୍କୁ ଗିରଫ କରିଥିବା ନେଇ ଏସ୍ପି ଉମାଶଙ୍କର ଦାଶ ସୂଚନା ଦେଇଛନ୍ତି। ଗିରଫ ଅଭିଯୁକ୍ତ ହେଲେ ବିଜେଡିର ପୂର୍ବତନ…
ସମ୍ବଲପୁର ଜିଲାପାଳଙ୍କଠାରେ ଫେରାଦ ହେଲେ ପରୀକ୍ଷାରୁ ବାଦ୍ ପଡ଼ିଥିବା ଛାତ୍ରୀଛାତ୍ର
ସମ୍ବଲପୁର,୫।୩(ବ୍ୟୁରୋ):ସମ୍ବଲପୁର ଜିଲା ଧନୁପାଲି ଥାନା ଏକ ଅଣସ୍ବୀକୃତି ପ୍ରାପ୍ତ ଘରୋଇ କଲେଜର ଛାତ୍ରୀଛାତ୍ର ଯୁକ୍ତ ୨ କଳା ପରୀକ୍ଷା ଦେବାରୁ ବାଦ୍ ପଡ଼ିଥିଲେ। ଗୁରୁବାର ଛାତ୍ରୀଛାତ୍ରମାନେ ଏ ନେଇ ଜିଲା ପ୍ରଶାସନଙ୍କ ନିକଟରେ ଫେରାଦ ହୋଇଛନ୍ତି। ଜିଲାପାଳ ଶୁଭମ୍ ସକ୍ସେନାଙ୍କ ଆବାସିକ…
ଖାକିରେ କଳଙ୍କ: ବଳାତ୍କାର ପରେ ନାବାଳିକା ଝିଆରି ୫ ମାସର ଗର୍ଭବତୀ, ହାବିଲଦାରଙ୍କୁ ବାନ୍ଧିଲା କ୍ୟାପିଟାଲ ପୋଲିସ
ଭୁବନେଶ୍ୱର, ୫।୩(ବ୍ୟୁରୋ): ଖାକିରେ କଳଙ୍କ। ଜଣେ ହାବିଲଦାରଙ୍କ ନାମରେ ଆସିଛି ବଳାତ୍କାର ଅଭିଯୋଗ। ସେ ହେଲେ କ୍ୟାପିଟାଲ ଥାନାରେ କାର୍ଯ୍ୟରତ ହାବିଲଦାର ବିଜୟ ପେଟି । ସମ୍ପର୍କୀୟ ନାବାଳିକା ଝିଆରିଙ୍କୁ ବିଜୟ ବଳାତ୍କାର କରିଥିବା ଗୁରୁବାର ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ…
କରୋନା ମୁକାବିଲା ପାଇଁ ଭୁବନେଶ୍ୱର ବିମାନ ବନ୍ଦରରେ ସ୍ବତନ୍ତ୍ର ବ୍ୟବସ୍ଥା
ଭୁବନେଶ୍ୱର, ୫।୩(ବ୍ୟୁରୋ): ସାରା ବିଶ୍ୱରେ କରୋନା ଭୂତାଣୁ ନିଜର କାୟା ବିସ୍ତାର କରିବାରେ ଲାଗିଛି। ଭାରତରେ ମୋଟ ୨୯ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏଥିରୁ ରକ୍ଷା ପାଇବାକୁ ସମସ୍ତ ସ୍ଥାନରେ ପୂର୍ବ ପ୍ରସ୍ତୁତି ସହ ସଂକ୍ରମଣରୁ ନିଜକୁ ରକ୍ଷା କରିବାକୁ…
ଆଜି ବିଜୁ ଜୟନ୍ତୀ: ସାହସିକତାକୁ ମନେ ପକାଇଲେ ମୋଦି, ଧର୍ମେନ୍ଦ୍ର ଜଣାଇଲେ ଶ୍ରଦ୍ଧାଞ୍ଜଳି
ଭୁବନେଶ୍ୱର,୫।୩(ବ୍ୟୁରୋ): ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ୧୦୪ତମ ଜନ୍ମଦିବସ ଉପଲକ୍ଷେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଗୁରୁବାର ଏ ନେଇ ଏକ ଟୁଇଟ କରି ୧୯୪୫ ମସିହାର ଏକ ପ୍ରଶସ୍ତିପତ୍ର ଅର୍ଥାତ ଦସ୍ତାବିଜକୁ ଆଟାଚ୍ କରି ବିଜୁଙ୍କୁ ମନେ…
ଯାତ୍ରୀବାହୀ ବସ୍କୁ ୬ ଲକ୍ଷ ୭୨ ହଜାର ଜରିମାନା
ବୌଦ୍ଧ, ୫।୩(ସ୍ବ.ପ୍ର.): ମୋଟର ଯାନ ଆଇନକୁ ଗତ ୧ ତାରିଖରୁ କଡ଼ାକଡ଼ି ଭାବେ ପାଳନ କରାଯାଉଛି। ପୂର୍ବରୁ ଦିଆଯାଇଥିବା ସମୟ ପୂରଣ ହେବା ପରେ ସବୁଠି ଜୋରଦାର ଧରପଗଡ଼ କରାଯାଉଛି। ଏହି ପରିପ୍ରେକ୍ଷୀରେ ଏକ ଯାତ୍ରୀବାହୀ ବସ୍କୁ ୬ ଲକ୍ଷ ୭୨…
କରୋନା ମୁକାବିଲା ଚିନ୍ତା: ପୁରୀ ଜିଲାପାଳଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ବିଦେଶୀ ପର୍ଯ୍ୟଟକ ଆସିଲେ ଜଣାଇବାକୁ ନିର୍ଦ୍ଦେଶ
ପୁରୀ ଅଫିସ,୫।୩: କରୋନାକୁ ନେଇ ପୁରୀ ଜିଲାପାଳ ବଲଓ୍ବନ୍ତ ସିଂ ଏକ ଗୁରୁତ୍ୱତ୍ପୂର୍ଣ୍ଣ ବୈଠକ କରିଛନ୍ତି। ଜିଲାପାଳଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ଏହି ବୈଠକରେ କରୋନାକୁ ନେଇ ବିଭିନ୍ନ ସଚେତନତାମୂଳକ ପଦକ୍ଷେପ ସମ୍ପର୍କରେ ଆଲୋଚନା କରାଯାଇଛି। କୌଣସି ସ୍ଥାନରେ ଏକତ୍ରିତ ନ ହେବା,…
୧୬ନଂ ଏନ୍ଏଚ୍ରେ ଦୁର୍ଘଟଣା ପରେ ଜଳିଗଲା ଟ୍ରକ୍, ବାଇକ: ଦମ୍ପତି ଗୁରୁତର
ଧର୍ମଶାଳା,୫ା ୩(ଡି.ଏନ୍.ଏ.): ଯାଜପୁର ଜିଲା ଧର୍ମଶାଳା ଥାନା ୧୬ ନଂ ଜାତୀୟ ରାଜପଥର ସାରୋଇ ଛକ ନିକଟରେ ଗୁରୁବାର ଏକ ବାଇକକୁ ଟ୍ରକ୍ ଧକ୍କା ଦେବା ପରେ ଉଭୟ ଗାଡ଼ି ଜଳିଯାଇଛି। ଏଥିରେ ବାଇକରେ ଯାଉଥିବା ଦମ୍ପତି ଗୁରୁତର ହୋଇଛନ୍ତି। ସେମାନେ…
Archives


