ରାମେଶ୍ୱର ଅଞ୍ଚଳରେ ହାତୀ ଆତଙ୍କ: ଫାର୍ମହାଉସ୍ କର୍ମଚାରୀଙ୍କୁ ଶୁଣ୍ଡରେ ଟେକି କଚାଡ଼ିଲା ଦନ୍ତା
ନିରାକାରପୁର,୯।୧୦(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ରାମେଶ୍ୱର ପଞ୍ଚାୟତସ୍ଥିତ ଏକ ଫାର୍ମହାଉସ୍ର ସୁରକ୍ଷା ଦାୟିତ୍ୱରେ ଥିବା କର୍ମଚାରୀ ବୁଧବାର ହାତୀ ଆକ୍ରମଣରେ ଗୁରୁତର ହୋଇଛନ୍ତି। ସେ ହେଲେ ରାମେଶ୍ୱର ଉପର ସାହିର ପଙ୍କଜ ବିଶ୍ୱାଳ(୫୮)। ଫାର୍ମହାଉସ୍ର ସିକ୍ୟୁରିଟି ଗାର୍ଡ ଦେଇଥିବା ସୂଚନାନୁଯାୟୀ, ଉକ୍ତ...
୧୪୨ତମ ଗୋପବନ୍ଧୁ ଜୟନ୍ତୀ: ଚଳଚଞ୍ଚଳ ଜନ୍ମପୀଠ ସୁଆଣ୍ଡୋ, ସତ୍ୟବାଦୀ; ଅପରାହ୍ନରେ ପହଞ୍ଚିବେ ରାଜ୍ୟପାଳ
ସାକ୍ଷୀଗୋପାଳ,୯।୧୦(ଡି.ଏନ୍.ଏ.)- ନିସ୍ବାର୍ଥପର ଜନସେବୀ, ଓଡ଼ିଆଜାତିର ଦରଦୀ ପ୍ରାଣ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ୧୪୨ତମ ଜୟନ୍ତୀ ବୁଧବାର ପାଳିତ ହୋଇଯାଇଛି। ଶ୍ରଦ୍ଧାଳୁଙ୍କ ସମାବେଶକୁ ନେଇ ପୁଣ୍ୟାତ୍ମାଙ୍କ ଜନ୍ମପୀଠ ସୁଆଣ୍ଡୋଠାରୁ କର୍ମପୀଠ ସତ୍ୟବାଦୀ ବକୁଳବନ ଚଳଚଞ୍ଚଳ ହୋଇଉଠିଛି । ଉତ୍କଳମଣିଙ୍କ ସହିତ ପଞ୍ଚସଖାଙ୍କ...
୨୧ରେ ବିଜେପୁର ଉପନିର୍ବାଚନ: ପୋଲିସ ବ୍ୟବସ୍ଥା ନେଇ ଡିଜିପିଙ୍କ ସମୀକ୍ଷା
ବରଗଡ଼ ଅଫିସ,୯।୧୦- ଆସନ୍ତା ୨୧ ତାରିଖରେ ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ। ଉପନିର୍ବାଚନକୁ ଶୃଙ୍ଖଳିତ, ଅବାଧ ଓ ନିରପେକ୍ଷଭାବେ ସମାପନ କରିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଚାଲିଛି। ଏହି ପରିପ୍ରେକ୍ଷୀରେ ବୁଧବାର ବରଗଡ ଜିଲା ପୋଲିସ...
କ୍ୟାନ୍ସରରେ ପୀଡ଼ିତ ଯୁବକଙ୍କ ଆତ୍ମହତ୍ୟା, ସୁଇସାଇଡ୍ ନୋଟ୍ରେ ଲେଖିଲେ ‘ପରିବାରକୁ କଷ୍ଟ ଦେବାକୁ ଚାହେଁନା’
କେନ୍ଦୁଝର,୯।୧୦(ସ୍ବ.ପ୍ର.): କେନ୍ଦୁଝର ସହର ଢାଙ୍ଗରପଡ଼ା ସାହିରେ ଭଡା ଘର କରି ରହୁଥିବା ଜଣେ ଯୁବକ ମଙ୍ଗଳବାର ରାତିରେ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ମୟୂରଭଞ୍ଜ ଜିଲା କାଶିଆ ଗ୍ରାମର ମନୋଜ ମହାନ୍ତ। ସେ ଅବିବାହିତ ଥିବା ବେଳେ ଯକୃତ କ୍ୟାନ୍ସର...
ଗୁଡ଼ିଆପୋଖରୀ ଛକ ନିକଟରେ ଦୁର୍ଘଟଣା: ବସ୍ ଚକାତଳେ ଖସି ପଡ଼ି ଦୁଇ ଛାତ୍ର ମୃତ
ପୁରୁଣା ଭୁବନେଶ୍ୱର/ପିପିଲି,୯।୧୦(ଡି.ଏନ୍.ଏ.): ପୁରୀ-ଭୁବନେଶ୍ୱର ୩୧୬ନଂ ଜାତୀୟ ରାଜପଥର ଗୁଡ଼ିଆପୋଖରୀ ଛକ ଡିଭାଇଡର ନିକଟରେ ବୁଧବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟି ଦୁଇ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରୁୁ ଜଣେ ହେଲେ ଆକାଶ ବାରିକ। ସେ କଟକର ଏକ ଘରୋଇ...
ଗୁଣି ଗାରେଡି ସନ୍ଦେହରେ ବୃଦ୍ଧଙ୍କୁ ନିର୍ମମ ହତ୍ୟା, କୁଡ଼ିଆରୁ ରକ୍ତ ଜୁଡୁବୁଡ଼ୁ ଅବସ୍ଥାରେ ମୃତଦେହ ଉଦ୍ଧାର
ବଣାଇଁ,୯।୧୦(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡ ଲହୁଣିପଡ଼ା ଥାନା କୁଳିପୋଷ ଗ୍ରାମ ସଲଗ୍ନ ଶାଗୁଳିହୁଡ଼ି, ଖଡ଼ିଆମୁଣ୍ଡା ଜଙ୍ଗଲରେ ରହୁଥିବା ଜଣେ ବୃଦ୍ଧଙ୍କୁ ମଙ୍ଗଳବାର ରାତିରେ ନିର୍ମମ ଭାବେ ହତ୍ୟା କରାଯାଇଛି। ମୃତକ ହେଲେ ଖଇରୁ ନାୟକ ଓରଫ ନିଳାଦ୍ରୀ(୬୫)। ସେ...
ସରିଲା ଦୁର୍ଗାପୂଜା: ଅପେକ୍ଷା ଆରବର୍ଷକୁ
ଭୁବନେଶ୍ୱର,୯।୧୦(ବ୍ୟୁରୋ): ସରିଛି ଶାରଦୀୟ ଦୁର୍ଗାପୂଜା। ଧରାପୃଷ୍ଠରୁ ବିଦାୟ ନେଉଛନ୍ତି ଜଗତ୍ଜନନୀ ମା’ ଦୁର୍ଗା। ପୁଣି ବର୍ଷେ ପର୍ଯ୍ୟନ୍ତ ମା’ଙ୍କୁ ଅପେକ୍ଷା କରିବାର ସମୟ ଆସିଛି। ବୁଧବାର ବିଭିନ୍ନ ସ୍ଥାନରେ ଭସାଣି ଉତ୍ସବ ଅନୁଷ୍ଠିତ ହେଉଥିବାବେଳେ ଏଥିପାଇଁ ଦୈତନଗରୀ(ଭୁବନେଶ୍ୱର ଓ କଟକ)ରେ...
ମହାନଦୀ ମୁହାଣରେ ବୁଡ଼ିଲା ଟ୍ରଲର: ୩ ମତ୍ସ୍ୟଜୀବୀ ନିଖୋଜ, ୨ ଉଦ୍ଧାର
ପାରାଦୀପ,୮ା୧୦(ସ୍ବ.ପ୍ର.)- ସମୁଦ୍ରରୁ ମାଛଧରି ଫେରୁ୍ଥିବା ଏକ ଟ୍ରଲର ମହାନଦୀ ମୁହାଣରେ ମଙ୍ଗଳବାର ବୁଡ଼ିଯାଇଛି। ସେଥିରେ ଥିବା ୫ଜଣ ମତ୍ସ୍ୟଜୀବୀ ନିଖୋଜ ହୋଇଯାଇଥିଲେ। ସେମାନଙ୍କ ମଧ୍ୟରୁ ୨ଜଣଙ୍କୁ ଉଦ୍ଧାର କରାଯାଇଥିବା ଜଣାପଡ଼ିଛି। ଅନ୍ୟମାନଙ୍କୁ ଉଦ୍ଧାର କରିବା ପାଇଁ ସେହି ମୁହାଣ ଅଞ୍ଚଳରେ...
ବିଦ୍ୟାଳୟରୁ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ଘଟଣା: ପ୍ରେମିକାଙ୍କୁ ଉଠାଇ ଆଣିଲା ପୋଲିସ
ଜଗତ୍ସିଂହପୁର ଅଫିସ,୮ା୧୦: ବାଲିକୁଦା ଥାନା ଅଢଙ୍ଗ ପଞ୍ଚାୟତ ଦାଗାଁ ବିଦ୍ୟାଳୟ (ବାତ୍ୟା ଆଶ୍ରୟସ୍ଥଳ) ବିଲ୍ଡିଂରେ ଗତ ୫ତାରିଖ ରାତିରେ ସନ୍ଦେହଜନକ ଭାବେ ପୋଡ଼ି ହୋଇ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିଲା। ପ୍ରଥମେ ମୃତକଙ୍କ ପରିଚୟ ମିଳି ନ ଥିବାବେଳେ ଗତ...
୧୦ରୁ ମୌସୁମୀର ପ୍ରତ୍ୟାବର୍ତ୍ତନ
ଭୁବନେଶ୍ୱର,୮ା୧୦(ବ୍ୟୁରୋ): ଚଳିତବର୍ଷ ବିଳମ୍ବରେ ଆସିଥିବା ମୌସୁମୀ ଏ ପର୍ଯ୍ୟନ୍ତ ପ୍ରତ୍ୟାବର୍ତ୍ତନ କରିନାହିଁ। ଆସନ୍ତା ୧୦ତାରିଖରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁର ପ୍ରତ୍ୟାବର୍ତ୍ତନ ଆରମ୍ଭ ହେବ। ମୌସୁମୀର ଏହା ସବୁଠାରୁ ବିଳମ୍ବିତ ପ୍ରତ୍ୟାବର୍ତ୍ତନ ବୋଲି ଭାରତୀୟ ପାଣିପାଗ ବିଭାଗ କହିଛି। ବିଶେଷଜ୍ଞଙ୍କ କହିବାନୁଯାୟୀ,...
ବଜ୍ରପାତରେ ଚାଷୀଙ୍କ ଜୀବନ ଗଲା
ଦିଗପହଣ୍ଡି, ୮ା୧୦(ଡି.ଏନ୍.ଏ.)- ଦିଗପହଣ୍ଡି ପୋଲିସ ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ ସାଢ଼େ ୧୧ ଟା ରେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ପହଞ୍ଚତ୍ ଜଣେ ଚାଷୀଙ୍କ ମୃତଦେହ ଜବତ କରିଛନ୍ତି। ସେ ହେଲେ ନିମଖଣ୍ଡିପେଣ୍ଠ ପଞ୍ଚାୟତ ପନାଡ ଗାଁ ଗୌଡସାହିର ରବି...
ବିଦ୍ୟୁତ୍ଲତାଙ୍କ ଜୀବନ ନେଲା ବିଦ୍ୟୁତ୍, ବଞ୍ଚାଇବାକୁ ଆସି ପ୍ରାଣ ହରାଇଲେ ମମତା
ବାଣପୁର/ବାଲୁଗାଁ,୮ା୧୦(ଡି.ଏନ୍.ଏ.): ମଙ୍ଗଳବାର ଦଶହରା ପାଇଁ ସବୁଠି ଆନନ୍ଦ ଉଲ୍ଲାସ ଦେଖିବାକୁ ମିଳିଥିବାବେଳେ ଖୋର୍ଦ୍ଧା ଜିଲା ବାଣପୁର ଥାନା ଅଧୀନ ବିଷ୍ଣୁପୁର ପଞ୍ଚାୟତର ତେନ୍ତୁଳିଡିହ ଗ୍ରାମରେ ଶୋକର ଛାୟା ଖେଳିଯାଇଛି। ସକାଳ ପ୍ରାୟ ୧୦ଟାରେ ଗ୍ରାମର ୨ଜଣ ମହିଳାଙ୍କ ବିଦ୍ୟୁତ୍ ଆଘାତରେ...
Archives


