ରବିନାରାୟଣଙ୍କୁ ଭଞ୍ଜଭାରତୀ ସ୍ମୃତି ସମ୍ମାନ
ଭୁବନେଶ୍ୱର, ୫ା୩(ବ୍ୟୁରୋ): ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ସାରସ୍ବତ ସୃଷ୍ଟିରେ ଭରିରହିଛି କାଳଜୟୀ ମୂଲ୍ୟବୋଧର ଉଚ୍ଚାଙ୍ଗ ଦିଗ୍ଦର୍ଶନ। ସାହିତ୍ୟ ଓ ସାମାଜିକ ଜୀବନର ଅମୂଲ୍ୟ ସମ୍ପଦ ବୋଲି ବିଶିଷ୍ଟ ବ୍ୟକ୍ତିମାନେ ମତବ୍ୟକ୍ତ କରିଛନ୍ତି। ସାରସ୍ବତ ଅନୁଷ୍ଠାନ ‘ଭୁବନେଶ୍ୱର ଭଞ୍ଜଭାରତୀ’ ପକ୍ଷରୁ ସୂଚନା…
ଆଜି ନୂଆ ଏସ୍ସିବି କ୍ୟାମ୍ପସ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ
କଟକ ଅଫିସ୍, ୫ା୩: ଶ୍ରୀରାମଚନ୍ଦ୍ର ଭଞ୍ଜ (ଏସ୍ସିବି) ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟ ନୂଆ ରୂପ ପାଇବ। ଏଥିପାଇଁ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାୟ ୧୦୦୦ କୋଟି ଟଙ୍କାର ଅନୁଦାନ ଘୋଷଣା କରିଥିଲେ। ଏସ୍ସିବିର ନୂତନ କ୍ୟାମ୍ପସ ନିର୍ମାଣ ପାଇଁ…
ଭୁବନେଶ୍ୱରରେ ସର୍ବାଧିକ ବର୍ଷା
ଭୁବନେଶ୍ୱର, ୫ା୩(ବ୍ୟୁରୋ): ପଶ୍ଚିମବଙ୍ଗ ଓ ବାଂଲାଦେଶ ଆଖପାଖରେ ସୃଷ୍ଟି ହୋଇଥିବା ଲଘୁଚାପ ବଳୟ ଯୋଗୁ ବୁଧବାର ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ଅଦିନିଆ ବର୍ଷା ଯୋଗୁ ଲୋକେ ହନ୍ତସନ୍ତ ହୋଇଛନ୍ତି। ଭୁବନେଶ୍ୱରରେ ସର୍ବାଧିକ ୧୩.୨ ମିମି ବର୍ଷା ହୋଇଥିବା…
ମାଙ୍କଡ଼ ଛଡ଼ାଇନେଲା ଆଡ୍ମିଟ୍ କାର୍ଡ
କୃଷ୍ଣପ୍ରସାଦ,୫ା୩(ଡି.ଏନ.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକର କନ୍ଦାଖାଇ କଳା ଓ ବିଜ୍ଞାନ ମହାବିଦ୍ୟାଳୟକୁ ଯୁକ୍ତ ୨ ପରୀକ୍ଷା ଦେବାକୁ ଆସିଥିବା ଜଣେ ପରୀକ୍ଷାର୍ଥୀଙ୍କୁ ମାଙ୍କଡ଼ ଆକ୍ରମଣ କରିବା ସହ ତାଙ୍କ ଆଡମିଟ୍ କାର୍ଡ ଛଡାଇ ନେଇଛି। ମାଙ୍କଡ ଆକ୍ରମଣରେ ସେ ଗୁରୁତର…
ହିନ୍ଦୀ ଫିଲ୍ମ ଟ୍ରେଲର ଦେଖି ରାଗିଗଲେ ସାଗରିକା
ଭୁବନେଶ୍ୱର,୫ା୩(ବ୍ୟୁରୋ): ରାଜ୍ୟରେ ନୂଆ ମୋଟର ଯାନ ଆଇନକୁ ଲାଗୁ କରାଯିବା ସହ ମାର୍ଚ୍ଚ ୧ରୁ କଡ଼ାକଡ଼ି କରାଯାଇଛି। ଏହା ଲାଗୁ ହେବା ପରେ ରାଜ୍ୟରେ ଟ୍ରାଫିକ୍ ବ୍ୟବସ୍ଥା କଡ଼ାକଡ଼ି ହୋଇଛି। ସାଧାରଣ ଲୋକ ହୁଅନ୍ତୁ କି ଖୋଦ୍ ପୋଲିସ କର୍ମଚାରୀ ନିୟମ…
ଚିକିତ୍ସା ଭତ୍ତା ଦାବିକଲା ଅବସରପ୍ରାପ୍ତ କର୍ମଚାରୀ ମହାସଂଘ
ଭୁବନେଶ୍ୱର,୫ା୩(ବ୍ୟୁରୋ): ଓଡ଼ିଶା ରାଜ୍ୟ ଅବସରପ୍ରାପ୍ତ କର୍ମଚାରୀ ମହାସଂଘର ୫ମ ଦ୍ୱିବାର୍ଷିକ ରାଜ୍ୟ ସମ୍ମିଳନୀ ବୁଧବାର ଭଞ୍ଜକଳା ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି। ସମ୍ମିଳନୀରେ ରାଜ୍ୟ ପେନ୍ସନ୍ଭୋଗୀଙ୍କ ମୁଖ୍ୟ ଓ ମୌଳିକ ଦାବି ତଥା ଚିକିତ୍ସା ଭତ୍ତା ଓ ଚିକିତ୍ସା ସୁବିଧା ପ୍ରଦାନ ବିଷୟରେ…
କପି ଧରିବାରୁ ଶିକ୍ଷକଙ୍କୁ ଆକ୍ରମଣ
ପୁରୀ ଅଫିସ,୫ା୩: କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ମାଲୁଦ ନୋଡାଲ ଉଚ୍ଚ ବିଦ୍ୟାଳୟରେ ଜଣେ ବିଦ୍ୟାର୍ଥୀର କପି ଧରିବାକୁ କେନ୍ଦ୍ରକରି ଜଣେ ଶିକ୍ଷକ ଆକ୍ରମଣର ଶିକାର ହୋଇଥିବା ନେଇ ମଙ୍ଗଳବାର କୃଷ୍ଣପ୍ରସାଦ ଥାନାରେ ଅଭିଯୋଗ ହୋଇଛି। ଏ ନେଇ ବୁଧବାର ଥାନାରେ ଆଇପିସି…
ଚାଚେରୀ ବେଶରେ ଦର୍ଶନ ଦେଲେ ମହାପ୍ରଭୁ
ପୁରୀ ଅଫିସ,୫ା୩: ଶ୍ରୀମନ୍ଦିରରେ ବୁଧବାରଠାରୁ ଦୋଳପର୍ବ ଆରମ୍ଭ ହୋଇଛି। ମଧ୍ୟାହ୍ନ ଧୂପ ପରେ ୩ ବାଡ଼ରେ ମଇଲମ ହୋଇ ନୂଆଲୁଗା ଲାଗି କରାଯାଇଥିଲା। ପାଳିଆ ମେକାପ ଚନ୍ଦନ ବିଜେ କରାଇଥିଲେ। ଏହାପରେ ମହାପ୍ରଭୁଙ୍କ ସର୍ବାଙ୍ଗ ନୀତି ବଢିଥିଲା। ଶ୍ରୀଦେବୀ ଓ ଭୂଦେବୀ…
‘ଇନ୍ ମେମୋରି ଅଫ୍ ବାପୁ’ ଶ୍ରେଷ୍ଠ ଫିଲ୍ମ
ଭୁବନେଶ୍ୱର,୫ା୩(ବ୍ୟୁରୋ): ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନ ଅବସରରେ ପ୍ରଡକ୍ସନ ହାଉସ୍ ‘ସ୍ପର୍ଶ’ ପକ୍ଷରୁ ‘ଇଗ୍ନାଇଟ୍ ଶର୍ଟ ଫିଲ୍ମ ଫେଷ୍ଟିଭାଲ୍-୨୦୨୦’ର ତୃତୀୟ ସଂସ୍କରଣ ବୁଧବାର ନୟାପଲ୍ଲୀସ୍ଥିତ ୟୁସିସିଆଇ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଚଳିତବର୍ଷ ‘ଗାନ୍ଧୀଙ୍କ ଜୀବନ ଦର୍ଶନ’ ଉପରେ ଆଧାରିତ ଏହି…
ଜଙ୍ଗଲ ଭ୍ୟୁ ରେଷ୍ଟୁରାଣ୍ଟରେ ଫୁଟିଲା ଗୁଳି
ଭୁବନେଶ୍ୱର,୫ା୩(ବ୍ୟୁରୋ)/ବାରଙ୍ଗ (ଡି.ଏନ.ଏ.): ଅପରାଧପ୍ରବଣ ହୋଇପଡ଼ିଲାଣି ରାଜଧାନୀ ଭୁବନେଶ୍ୱର। ଅପରାଧୀମାନେ ଖୁଲମ୍ଖୁଲା ଅପରାଧ ଘଟାଇ କମିଶନରେଟ ପୋଲିସକୁ ଚ୍ୟାଲେଞ୍ଜ କରୁଥିବାବେଳେ ବୁଧବାର ମଧ୍ୟାହ୍ନରେ ପୁଣି ଫୁଟିଛି ଗୁଳି। କିଛିଦିନ ତଳେ ଜଣେ କଲେଜ ଛାତ୍ରୀଙ୍କୁ ଗୁଳି ହୋଇଥିଲା। ଏଥର ଗୁଳିମାଡ଼ର ଶିକାର ହୋଇଛନ୍ତି…
ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଗିରଫ
ଭୁବନେଶ୍ୱର,୫ା୩ (ବ୍ୟୁରୋ): ନାବାଳିକାଙ୍କୁ ପ୍ରେମ ଜାଲରେ ଫସାଇ ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର କରିଥିବା ଅଭିଯୁକ୍ତଙ୍କୁ ଶହୀଦନଗର ଥାନା ପୋଲିସ ଗିରଫ କରିଛି। ସେ ହେଲେ ନୟାଗଡ଼ ଜିଲା ଓଡଗାଁ ଥାନା ଅଞ୍ଚଳର ଚନ୍ଦ୍ରଶେଖର ପ୍ରଧାନ(୩୭)। ସୂଚନା ମୁତାବକ, ଅଭିଯୁକ୍ତ ଚନ୍ଦ୍ରଶେଖର…
‘କିନୁ କୋଉ’ କହିଲା ବାମନଙ୍କ ଦୁଃଖ
ଭୁବନେଶ୍ୱର,୫ା୩(ବ୍ୟୁରୋ): ବିଜ୍ଞାନ ସହିତ ଚିକିତ୍ସା ବିଜ୍ଞାନର ଆଧୁନିକୀକରଣ ସତ୍ତ୍ୱେ ବାମନମାନଙ୍କୁ ନେଇ ସମାଜରେ ଥିବା ଘୃଣ୍ୟଭାବ ଏବେ ବି ରହିଛି। ନିଜର ଶାରୀରିକ ଗଠନର ଅସମାନତା ଯୋଗୁ ସେମାନଙ୍କୁ ନିନ୍ଦା, ଭର୍ତ୍ସନା ଓ ସମାଲୋଚନାର ଶିକାର ହେବାକୁ ପଡ଼େ। ବାମନ ହୋଇ…
Archives


