ରାଜ୍ୟ

ଯୌତୁକ ଜନିତ ବଧୂହତ୍ୟା ମାମଲା: ଧରମ ମା’, ପୁଅଙ୍କୁ ଆଜୀବନ କାରାଦଣ୍ଡାଦେଶ

କୁଜଙ୍ଗ,୫ା୩(ଡି.ଏନ.ଏ.): ଏକ ଯୌତୁକଜନିତ ବଧୂହତ୍ୟା ମାମଲାର ବୁଧବାର ରାୟ ପ୍ରକାଶ ପାଇଛି। କୁଜଙ୍ଗ ଅତିରିକ୍ତ ଜିଲା ଓ ଦୌରାଜଜ ପ୍ରଣବ କୁମାର ରାଉତରାୟ ମାମଲାର ବିଚାର କରି ଅଭିଯୁକ୍ତ କୁଜଙ୍ଗ ଥାନା ଅନ୍ତର୍ଗତ ଗୋପିଆକୁଦ ଅଞ୍ଚଳର ଧରମ ମା’ ଓ ଧରମ…

ରୋକାଗଲା ନାବାଳିକା ବିବାହ

ଗଣିଆ,୫ା୩ (ଡି.ଏନ.ଏ.): ନୟାଗଡ଼ ଜିଲା ଗଣିଆ ବ୍ଲକ ବେଲପଡାପାଟଣା ପଞ୍ଚାୟତରେ ମଙ୍ଗଳବାର ଏକ ନାବାଳିକା ବିବାହ ରୋକାଯାଇଛି। ୧୬ ବର୍ଷ ବୟସର ନାବାଳିକାଙ୍କ ମା’ କଟକ ଜିଲା ନରସିଂହପୁର ଅଞ୍ଚଳରେ ଝିଅର ବିବାହ ପାଇଁ ଠିକ୍‌ କରିଥିଲେ। ଆଉ କିଛିଦିନ ପରେ…

ଲିଙ୍ଗରାଜ ମହାପ୍ରଭୁଙ୍କ ରୁକୁଣା ରଥ ନିମନ୍ତେ କାଠ ଅନୁକୂଳ

ଖଣ୍ଡପଡ଼ା,୫ା୩(ସ୍ବ.ପ୍ର.): ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ପବିତ୍ର ରୁକୁଣା ରଥଯାତ୍ରା ନିମନ୍ତେ ପାରମ୍ପରିକ ରୀତିନୀତି ଅନୁଯାୟୀ ଖଣ୍ଡପଡ଼ାଠାରେ ବୁଧବାର ସନ୍ଧ୍ୟାରେ କାଠ ଅନୁକୂଳ ଅନୁଷ୍ଠିତ ହୋଇଛି। ଖଣ୍ଡପଡ଼ା ଏନ୍‌ଏସିର ୧ନଂ. ୱାର୍ଡ ଟିଙ୍କଚୁଆ ଗ୍ରାମ ନିକଟରୁ ସ୍ଥାନୀୟ ବନ ବିଭାଗ ସହାୟତାରେ ଲିଙ୍ଗରାଜ ମନ୍ଦିର…

ଟାଉନ୍‌ହଲ ପରିସର ପାଲଟିଛି ପାର୍କିଂସ୍ଥଳ, ପରିସ୍ରାଗାର

ପାରଳାଖେମୁଣ୍ଡି, ୫ା୩(ସ୍ବ.ପ୍ର.) ପାରଳାଖେମୁଣ୍ଡି ପୌର ପରିଷଦ ପକ୍ଷରୁ ୧୪ ନଂ. ଓ୍ବାର୍ଡସ୍ଥିତ ଟାଉନ୍‌ହଲ ନବୀକରଣ କାର୍ଯ୍ୟ ଚାଲିଥିବାବେଳେ ଏଥିରେ ଅହେତୁକ ବିଳମ୍ବ ହେଉଥିବା ଜଣାପଡ଼ିଛି। ଜିଲା ସଦରରେ ସରକାରୀଭାବେ ଏହା ଏକମାତ୍ର ହଲ୍‌। ଏହା ସାଙ୍ଗଠନିକ କାର୍ଯ୍ୟକ୍ରମ ସହ ଉତ୍ସବ କାର୍ଯ୍ୟରେ ବ୍ୟବହାର…

୫୬୩ କୁଇଣ୍ଟାଲ ମଧ୍ୟାହ୍ନ ଭୋଜନ ଚାଉଳ ଗାଏବ

ନବରଙ୍ଗପୁର,୫ା୩(ବି.ପ୍ର.) ନବରଙ୍ଗପୁର ଜିଲାର କେତେକ ବିଦ୍ୟାଳୟର ଶିକ୍ଷକଙ୍କ ଜାଲ ଦସ୍ତଖତ କରି ଚାଉଳ ଯୋଗାଣ ଏଜେନ୍ସି ମଧ୍ୟାହ୍ନ ଭୋଜନ ଚାଉଳ ଉଭାନ କରି ଦେଇଛନ୍ତି। ବିଦ୍ୟାଳୟକୁ କମ ଚାଉଳ ଯୋଗାଇ ଠିକ ଓଜନର ଚାଉଳ ଯୋଗାଣ ହେଉଥିବା ଘଟଣା ଏବେ ପଦାକୁ ଆସିଛି।…

ସମୁଦ୍ରରେ ଆକ୍ରମଣ ଉଦ୍ୟମ ସହ ଜାଲ ନଷ୍ଟ

ଛତ୍ରପୁର,୪ା୩(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଋଷିକୁଲ୍ୟା ସମୁଦ୍ର ମୁହାଣରେ ମଙ୍ଗଳବାର ପାରାଦ୍ୱୀପର ଏକ ବୋଟ୍‌ରେ ଆସିଥିବା ମତ୍ସ୍ୟଜୀବୀମାନେ ମାରଣାସ୍ତ୍ରରେ ଆକ୍ରମଣ ଉଦ୍ୟମ ସହ ଜାଲ ନଷ୍ଟ କରିଥିବା ଅଭିଯୋଗ ହୋଇଛି। ମଙ୍ଗଳବାର ପୂର୍ବାହ୍ନ ପ୍ରାୟ ସାଢେ ୯ଟାବେଳେ ଋଷିକୁଲ୍ୟା ମୁହାଣ ନିକଟ ସମୁଦ୍ରରେ…

ଖାଉଟି ସାମଗ୍ରୀ ବଣ୍ଟନରେ ଅନିୟମିତତା: ରିଟେଲର ନିଲମ୍ବିତ

ତିହିଡ଼ି,୪।୩(ଡି.ଏନ.ଏ.): ଭଦ୍ରକ ଜିଲା ତିହିଡ଼ି ବ୍ଲକ ଗୋବିନ୍ଦପୁର ପଞ୍ଚାୟତରେ ଖାଉଟି ସାମଗ୍ରୀ ବଣ୍ଟନରେ ଅନିୟମିତତା ଅଭିଯୋଗରେ ରିଟେଲର ମୁରଲୀଧର ମାଝୀଙ୍କୁ ଉପଜିଲାପାଳ ନିଲମ୍ବନ କରିଛନ୍ତି। ଉପଜିଲାପାଳଙ୍କ କାର୍ଯ୍ୟାଳୟ ଚିଠି ନଂ. ୫୪ ତା ୩।୩।୨୦ ରିଖରେ ନିଲମ୍ବନ କରାଯାଇଥିବା ସୂଚନା ମିଳିଛି।…

ଫକୀରମୋହନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବ: ‘ରାଜନୀତି, ପ୍ରଶାସନଠାରୁ ଶିକ୍ଷାନୁଷ୍ଠାନ ମୁକ୍ତ ରହୁ’

ବାଲେଶ୍ୱର ଅଫିସ,୪।୩: ବାଲେଶ୍ୱର ଜିଲା ରେମୁଣା ସ୍ଥିତ ବ୍ୟାସବିହାର ଠାରେ ଫକୀରମୋହନ ବିଶ୍ୱବିଦ୍ୟାଳୟର ଦଶମ ସମାବର୍ତ୍ତନ ଉତ୍ସବ ବୁଧବାର ପୂର୍ବାହ୍ନ ୧୦ଟା ସମୟରେ ପାଳିତ ହୋଇଯାଇଛି। ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗର ପୂର୍ବତନ ଅଧ୍ୟକ୍ଷ ତଥା କିଟ୍‌ର ଭାଇସ୍‌ ଚାନ୍ସଲର ପ୍ରଫେସର ବେଦ୍‌…

ମରଣଯନ୍ତା ପାଲଟିଛି ୪୯ନଂ ଜାତୀୟ ରାଜପଥ: ଦ୍ୱାରସୁଣୀ ଘାଟିରେ ବସ୍‌କୁ ଧକ୍କା ଦେଇ ଖସିପଡ଼ିଲା ଟ୍ରକ୍‌; ୨ ଗୁରୁତର, ୫ ଆହତ

ବାଙ୍ଗିରିପୋଷି,୪।୩(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲାର ବାଙ୍ଗିରିପୋଷି ଦେଇ ଯାଇଥିବା ୪୯ନଂ ଜାତୀୟ ରାଜପଥ ପାଲଟିଛି ମରଣଯନ୍ତା। କିଛିଦିନ ହେଲା ଏଠାରେ ଗୋଟିଏ ପରେ ଗୋଟିଏ ଦୁର୍ଘଟଣା ଘଟୁଥିବା ବେଳେ ବୁଧବାର ପୁଣି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦ୍ୱାରସୁଣୀ ଘାଟିରେ ଏକ…

ଚାଲିଥିଲା କଂଗ୍ରେସ କର୍ମୀ ସମ୍ମିଳନୀ: ବିନ୍ଧିଲା ମହୁମାଛି

କୁଆଁରମୁଣ୍ଡା,୪।୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିକଟସ୍ଥ ଡାଇରେକ୍‌ଟର୍ସ ବଙ୍ଗଳାରେ ବୁଧବାର କଂଗ୍ରେସ କର୍ମୀ ସମ୍ମିଳନୀ ଆୟୋଜନ ହୋଇଥିଲା। ଏହି ସମୟରେ ନିକଟ ଜଙ୍ଗଲରୁ ମହୁମାଛି ଉଡ଼ିଆସି କେତେକ କଂଗ୍ରେସ କର୍ମୀଙ୍କୁ ଆକ୍ରମଣ କରିଛନ୍ତି। ଏଥିରେ ୨/୪ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ…

ଡରାଇଲାଣି ଘାତକ କରୋନା: ଆଡ୍‌ଭାଇଜରି ଜାରି କଲେ ଏସ୍‌ଆର୍‌ସି, ଜାଣନ୍ତୁ କ’ଣ କରିବେ/ନ କରିବେ

ଭୁବନେଶ୍ୱର,୪।୩(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏସ୍‌ଆର୍‌ସିଙ୍କ ପକ୍ଷରୁ ଆଡ୍‌ଭାଇଜରି ଜାରି କରାଯାଇଛି। ତଦନୁଯାୟୀ -କାର୍ଯ୍ୟକ୍ଷେତ୍ରକୁ ସ୍ବଚ୍ଛ, ପରିଷ୍କାର ରଖନ୍ତୁ। -ଡେସ୍କ, ଟେବୁଲ, ଟେଲିଫୋନ, କମ୍ପ୍ୟୁଟର, କି-ବୋର୍ଡଗୁଡ଼ିକୁ ନିୟମିତ ସଫା କରନ୍ତୁ। -ହାତକୁ ବାରମ୍ବାର ଭଲଭାବେ ଧୁଅନ୍ତୁ। -ଓ୍ବାଶିଂ ମେଶିନ ନିକଟରେ…

ହାତ ମିଳାଅନି, ଆଲିଙ୍ଗନ କରନି

ଭୁବନେଶ୍ୱର,୪।୩(ବ୍ୟୁରୋ): କରୋନା ମୁକାବିଲା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କାର୍ଯ୍ୟାଳୟ ପକ୍ଷରୁ ସମୀକ୍ଷା କରାଯାଇଛି। ଏନେଇ ସୂଚନା ଦେଇ ସ୍ବାସ୍ଥ୍ୟ ସଚିବ କହିଛନ୍ତି, ରାଜ୍ୟରେ କରୋନା ରକ୍ତ ପରୀକ୍ଷା ନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀଙ୍କୁ ଚିଠି ହେବ। କଟକ ଏସ୍‌ସିବି ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri