ଘଡ଼ଘଡ଼ି ସହ ବର୍ଷା: ବିଦ୍ୟୁତ୍ ସେବା ବ୍ୟାହତ
ଭଞ୍ଜନଗର,୨।୧୦(ଡି.ଏନ.ଏ.): ଭଞ୍ଜନଗର ଅଞ୍ଚଳରେ ବୁଧବାର ଅପରାହ୍ନ ୪ଟାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇଥିଲା। ଏହାର ପ୍ରଭାବରେ ବିଶେଷ ଭାବେ ସାଉଥ୍କୋର କ୍ଷତି ହୋଇଛି। ଘଡ଼ଘଡ଼ି ଯୋଗୁ କଣ୍ଟେଇପଲ୍ଲୀ ଗ୍ରୀଡ଼ରୁ ଭଞ୍ଜନଗର ଆସିଥିବା ୩୩ କେଭି ଲାଇନର ଏକାଧିକ ଇନ୍ସୁଲେଟର...
ପ୍ଲାଷ୍ଟିକ ବ୍ୟବହାର ନ କରିବାକୁ ଶପଥ
ପୁରୀ ଅଫିସ, ୨ା୧୦:ପୁରୀ ଜିଲାସ୍ତରୀୟ ୧୫୦ତମ ଗାନ୍ଧୀ ଓ ୧୧୫ତମ ଶାସ୍ତ୍ରୀ ଜୟନ୍ତୀ ବୁଧବାର ପାଳିତ ହୋଇଛି। ସକାଳେ ଗାନ୍ଧୀ ଘାଟଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲାପାଳ ବଲୱନ୍ତ ସିଂ ମୁଖ୍ୟଅତିଥି ଭାବେ ଯୋଗଦେଇ ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ଏଥିରେ...
ଦୁର୍ନୀତି ଅଭିଯୋଗରେ ଆମରଣ ଅନଶନ
ଚିକିଟି,୨ା୧୦(ଡି.ଏନ.ଏ.): ଚିକିଟି ବ୍ଲକ୍ ନୂଆପଡା ପଞ୍ଚାୟତର ବିଭିନ୍ନ ଉନ୍ନୟନମୂଳକ କାଯର୍ୟରେ ଦୁର୍ନୀତି ହୋଇଥିବା ଅଭିଯୋଗ ଆଣି ଏହାର ଭିଜିଲାନ୍ସ ତଦନ୍ତ ଦାବି ହୋଇଛି। ଏହାର ତଦନ୍ତ ଦାବିରେ ୧୭ ଜୁଲାଇ ୨୦୧୯ରେ ଉକ୍ତ ଗ୍ରାମର ସୂଚନାଅଧିକାରୀ ହୃଷିକେଶ ନାୟକ ବ୍ଲକ୍...
ବ୍ୟବହୃତ ରନ୍ଧନ ତୈଳର ପୁନର୍ବ୍ୟବହାର ନେଇ ସଚେତନତା
ପୁରୀ ଅଫିସ,୨ା୧୦: ବ୍ୟବହୃତ ରନ୍ଧନ ତୈଳକୁ ଗରମ କରି ଏହାକୁ ପୁନଃବ୍ୟବହାର କରିବା ପ୍ରାୟ ସମସ୍ତଙ୍କର ଏକ ଅଭ୍ୟାସ। ତେବେ ଏହାଦ୍ୱାରା ଲୋକେ ବିଭିନ୍ନ ପ୍ରକାର ରୋଗର ଶିକାର ହୋଇଥାନ୍ତି। ତେଣୁ ଜନସାଧାରଣଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ବୁଧବାର ପେଟ୍ରୋଲିୟମ...
ବ୍ରହ୍ମପୁର ପୋଲିସ ହାବୁଡ଼ରେ ଇରାନିଅନ୍ ଗ୍ୟାଙ୍ଗର ମାଷ୍ଟରମାଇଣ୍ଡ: ନକଲି ପୋଲିସ ପରିଚୟ ଦେଇ କରୁଥିଲେ ଲୁଟ୍
ବ୍ରହ୍ମପୁର ଅଫିସ, ୨।୧୦ – ବ୍ରହ୍ମପୁର ପୋଲିସ ହାବୁଡରେ ପଡ଼ିଛନ୍ତି ଇରାନିଅନ୍ ଗ୍ୟାଙ୍ଗର ମାଷ୍ଟରମାଇଣ୍ଡ ସିକନ୍ଦର ଅଲ୍ଲୀ। ସେ କର୍ଣ୍ଣାଟକ, ମହାରାଷ୍ଟ୍ର, ଉତ୍ତରପ୍ରଦେଶ, ବିହାର ଓ ପଶ୍ଚିମବଙ୍ଗ ଅଞ୍ଚଳରେ ଲୂଟତରାଜ ଚଳାଇଥିବା ବେଳେ ପରବର୍ତ୍ତୀ ପର୍ଯ୍ୟାୟରେ ଓଡିଶାରେ ତାଙ୍କ ରାଜ...
ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର ମହଙ୍ଗା ପଡ଼ିଲା: ଭିଡିଓ ଭାଇରାଲ ହେବା ପରେ ଗିରଫ ହେଲେ ବିଜେଡି ନେତା
ଝାରସୁଗୁଡା ଅଫିସ/ଲଖନପୁର, ୨।୧୦(ଡି.ଏନ୍.ଏ.)-ଝାରସୁଗୁଡା ଜିଲା ବେଲପାହାଡ ସହରରେ ପୋଲିସର ଟ୍ରାଫିକ ସଚେତନତା ବେଳେ ଜଣେ ବିଜେଡି ନେତା ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର କରିଥିଲେ। ଏହି ସମ୍ବେଦନଶୀଳ ଘଟଣାକୁ ପୋଲିସ ଚାପି ଦେବାକୁ ଉଦ୍ୟମ କରିଥିଲା। ମାତ୍ର ପରମୁହୂର୍ତ୍ତରେ ଏହାକୁ ନେଇ...
ପାରିବାରିକ କଳହରୁ ହତ୍ୟାକାଣ୍ଡ: ବଡ଼ଭାଇଙ୍କ ଟାଙ୍ଗିଆ ଚୋଟରେ ସାନଭାଇ ମୃତ, ଦୈତାରୀ ପୋଲିସର ତଦନ୍ତ ଆରମ୍ଭ
କେନ୍ଦୁଝର,୨।୧୦(ସ୍ବ.ପ୍ର): କେନ୍ଦୁଝର ଜିଲା ଦୈତାରୀ ଥାନା ଅନ୍ତର୍ଗତ ରେବଣା(ରାଘପୁର) ସାହିରେ ମଙ୍ଗଳବାର ପାରିବାରିକ କଳହକୁ କେନ୍ଦ୍ର କରି ବଡଭାଇଙ୍କ ଟାଙ୍ଗିଆ ଚୋଟରେ ସାନଭାଇଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କରଣ ମୁର୍ମୁ(୧୭)। ସୂଚନାନୁଯାୟୀ, ସନ୍ଧ୍ୟାରେ ବଡ଼ଭାଇ ରେପ ମୁର୍ମୁ ଘରକୁ...
ଜନସମ୍ପର୍କ ପଦଯାତ୍ରାରେ ନବୀନଙ୍କ ଘୋଷଣା: ବିଜେଡିି ଆରମ୍ଭ କରିବ ସମାଜସେବା ଓ୍ବିଙ୍ଗ୍
ଭୁବନେଶ୍ୱର,୨।୧୦(ବ୍ୟୁରୋ): ବିଜୁ ଜନତା ଦଳରେ ସୋସିଆଲ ସର୍ଭିସ ବା ସମାଜସେବା ଓ୍ବିଙ୍ଗ ଆରମ୍ଭ କରିବ। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଘୋଷଣା କରିଛନ୍ତି। ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀରେ ବିଜେଡି ପକ୍ଷରୁ ଆରମ୍ଭ କରାଯାଇଥିବା ଜନସମ୍ପର୍କ ପଦଯାତ୍ରା...
ଆଜି ତୀରକମାଣ ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ମା’ ମଙ୍ଗଳା
କାକଟପୁର, ୨।୧୦(ଡି.ଏନ୍.ଏ.): ପୁରୀ ଜିଲା କାକଟପୁରସ୍ଥତ ମା’ମଙ୍ଗଳାଙ୍କ ମନ୍ଦିରରେ ଆଶ୍ୱିନ ମୂଳାଷ୍ଟମୀ ତିଥିରୁ ପାରମ୍ପରିକ ପ୍ରଥାନୁସାରେ ଆରମ୍ଭ ହୋଇଛି ଶାରଦୀୟ ପାର୍ବଣ ପୂଜା। ମଙ୍ଗଳା ଓ ଦୁର୍ଗା ଏକ ଓ ଅଭିନ୍ନ ବୋଲି ବିଭିନ୍ନ ପୁରାଣରେ ବର୍ଣ୍ଣିତ କରାଯାଇଥିବାରୁ ମା’ମଙ୍ଗଳାଙ୍କ...
କଂଗ୍ରେସ ପଦଯାତ୍ରାରେ ଭକ୍ତ ଦାସଙ୍କ ଘୋଷଣା: ଆଉ ନିର୍ବାଚନ ଲଢ଼ିବିନି
ଭୁବନେଶ୍ୱର,୨।୧୦(ବ୍ୟୁରୋ): ଆଉ ନିର୍ବାଚନ ଲଢ଼ିବେ ନାହିଁ କଂଗ୍ରେସ ନେତା ଭକ୍ତ ଦାସ। ବୁଧବାର କଂଗ୍ରେସର ପଦଯାତ୍ରା ଅବସରରେ ସେ ଏହା ଘୋଷଣା କରିଛନ୍ତି। ସେ କହିଛନ୍ତି, ମୁଁ ଆଉ ଲୋକସଭା ନିର୍ବାଚନ ଲଢ଼ିବି ନାହିଁ। ୩ ଥର ଏମ୍ପି ହୋଇଥିବା...
ଡଷ୍ଟବିନ୍ରୁ ନବଜାତ ଶିଶୁକନ୍ୟା ଉଦ୍ଧାର, ଅବସ୍ଥା ଗୁରୁତର
ଯାଜପୁର ଟାଉନ,୨।୧୦ (ଡି.ଏନ୍.ଏ.): ପୁଣି ଅଲୋଡ଼ା ହେଲା ଶିଶୁ କନ୍ୟା। ଯାଜପୁର ଜିଲା ରସଲପୁର ବ୍ଲକ ଅଧୀନ ମଧୁବନ ସ୍ବାସ୍ଥ୍ୟକେନ୍ଦ୍ରରୁ ବୁଧବାର ସକାଳେ ଏକ ନବଜାତ ଶିଶୁକନ୍ୟା ଉଦ୍ଧାର ହୋଇଛି। ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ସଫେଇ କର୍ମଚାରୀ ଅଳିଆ ସଫା କରୁଥିବା...
ଖୋର୍ଦ୍ଧା ଆର୍ଟିଓ ଅଫିସରୁ ୨ ଦଲାଲ ଗିରଫ: ୧୦୦ ଡ୍ରାଇଭିଂ ଲାଇସେନ୍ସ ଆବେଦନ ଫର୍ମ, ୮୩ହଜାର ଟଙ୍କା ଜବତ
ଖୋର୍ଦ୍ଧା ଅଫିସ,୨ା୧୦: ଦଲାଲ ଦମନ ଅଭିଯାନରେ ଖୋର୍ଦ୍ଧା ଆଦର୍ଶ ଥାନା ପୋଲିସ ୨ ଜଣ ଦଲାଲଙ୍କୁ ମଙ୍ଗଳବାର ଗିରଫ କରି ବୁଧବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଖୋର୍ଦ୍ଧାର ଶରତ ମିଶ୍ର, ନୟାଗଡର ଲକ୍ଷ୍ମୀଧର ପ୍ରଧାନ। ସେମାନଙ୍କଠାରୁ ୧୦୦ଟି...
Archives


