ରାଜ୍ୟ

ଆର୍‌ପିଏଫ୍‌ ପ୍ରତିଷ୍ଠା ଦିବସ: ୩୫ ଯବାନ ପୁରସ୍କୃତ

ଭୁବନେଶ୍ୱର, ୨-୯(ବ୍ୟୁରୋ): ପୂର୍ବତଟ ରେଳପଥ ମୁଖ୍ୟାଳୟରେ ମଙ୍ଗଳବାର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌)ର ୩୫ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଆର୍‌ପିଏଫ୍‌ ଆଇଜି ରାଜା ରାମଙ୍କ ନେତୃତ୍ୱରେ ଆୟୋଜିତ ପରେଡରେ ପୂର୍ବତଟ ରେଳପଥ ମହାପ୍ରବନ୍ଧକ ବିଦ୍ୟାଭୂଷଣ ମୁଖ୍ୟ ଅତିଥି ଭାବେ...

ପୂଜାରେ ଟ୍ବିନ୍‌ ସିଟି ଜଗିବେ ୬୩ ପ୍ଲାଟୁନ ଫୋର୍ସ

ଭୁବନେଶ୍ୱର,୨-୯(ବ୍ୟୁରୋ): ଦୁର୍ଗାପୂଜା ପାଇଁ କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। କଟକ ଓ ଭୁବନେଶ୍ୱରରେ ୬୩ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ରହିବେ। ଏହାସହ ରାପିଡ୍‌ ଆକ୍ସନ ଫୋର୍ସ ଓ ସ୍ବତନ୍ତ୍ର କମାଣ୍ଡୋ ୟୁନିଟ୍‌ ମଧ୍ୟ ନିୟୋଜିତ...

ଧାରା ୩୭୦ ଉଚ୍ଛେଦକୁ ସମର୍ଥନ ମିଳିଛି: ଧର୍ମେନ୍ଦ୍ର

ଭୁବନେଶ୍ୱର,୨-୯(ବ୍ୟୁରୋ):ଧାରା ୩୭୦ ଉଚ୍ଛେଦ ପ୍ରସଙ୍ଗରେ ଦେଶର ସମସ୍ତ ଲୋକଙ୍କୁ ଅବଗତ ଓ ସଚେତନ କରିବାକୁ ଭାଜପା ପକ୍ଷରୁ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ସେପ୍ଟେମ୍ବର ୧ରୁ ୩୦ ପର୍ଯ୍ୟନ୍ତ ଦେଶବ୍ୟାପୀ ଆରମ୍ଭ କରାଯାଇଥିବା ଜନସମ୍ପର୍କ ଓ ଜନ ଜାଗରଣ ଯାତ୍ରା ଶେଷ...

ସଡ଼କ ସୁରକ୍ଷା ନେଇ ସଚତନତା କାର୍ଯ୍ୟକ୍ରମ: ଗାଡ଼ିଚାଳକଙ୍କୁ ଗୋଲାପ ଫୁଲ ଦେଇ ସଚେତନ କଲେ ଛାତ୍ରୀଛାତ୍ର

ନୂଆପଡା ଅଫିସ,୨ା୧୦ – ରାଜ୍ୟରେ ଏବେ ସଡକ ସୁରକ୍ଷା ଏବଂ ପରିବହନ ନିୟମ ଉପରେ ବିଭିନ୍ନ ବିକଳ୍ପ ମାଧ୍ୟମରେ ସଚେତନତା ସୃଷ୍ଟି କରାଯାଉଛି। ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ନ୍ୟାଶନାଲ କଲେଜ ଛାତ୍ରୀଛାତ୍ରମାନେ ଗୋଟିଏ ପାଦ ଆଗକୁ ଆସି ନିୟମ ମାନି...

ଗୁରୁବାରଠାରୁ ହାଇକୋର୍ଟରେ ପୂଜା ଅବକାଶ

କଟକ ଅଫିସ,୨-୯: ଦୁର୍ଗାପୂଜା ପାଇଁ ଗୁରୁବାରଠାରୁ ହାଇକୋର୍ଟରେ ପୂଜା ଅବକାଶ ଆରମ୍ଭ ହେଉଛି। ଏହି ଅବଧି ମଧ୍ୟରେ ଦୁଇ ଦିନ ଅର୍ଥାତ୍‌ ଅକ୍ଟୋବର ୪ ଓ ୧୧ରେ ହାଇକୋର୍ଟରେ ଅବକାଶକାଳୀନ ଖଣ୍ଡପୀଠ ବସିବ। ସେହିପରି ଏହି ଅବକାଶ ସମୟରେ ଅକ୍ଟୋବର...

ଓଏସଆରଟିସିର ଟୋଲ ଫ୍ରି ନମ୍ବର

ଭୁବନେଶ୍ୱର, ୨-୯(ବ୍ୟୁରୋ): ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ(ଓଏସଆରଟିସି) ପକ୍ଷରୁ ଯାତ୍ରୀମାନଙ୍କ ପାଇଁ ୨୪ ଘଣ୍ଟିଆ ଟୋଲ ଫ୍ରି ନମ୍ବର ଜାରି କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୫-ଟି ଲକ୍ଷ୍ୟ ହାସଲ ଓ ଓଏସଆରଟିସିରେ ସ୍ବଚ୍ଛତା ଆଣିବା ପାଇଁ ଏହି...

କମେଣ୍ଟ ମାରୁଥିବା ଯୁବକଙ୍କୁ କାବୁ କରି ପୋଲିସ ଜିମାଦେବା ଘଟଣା: ଶର୍ମିଷ୍ଠାଙ୍କୁ ସମ୍ମାନିତ କଲେ ଏସ୍‌ପି

ବଲାଙ୍ଗୀର ଅଫିସ, ୨ା୧୦-ହାଇସ୍କୁଲରେ ପଢୁଥିବା ଦୁଇ ସାନ ଭଉଣୀ ଓ ତାଙ୍କ ସହାପାଠିନୀଙ୍କୁ ବାରମ୍ବାର କମେଣ୍ଟ ମାରି ହଇରାଣ କରୁଥିବା ଜଣେ ଉଦ୍ଧତ ଯୁବକଙ୍କୁ ବିଚ୍‌ ରାସ୍ତାରେ କାବୁ କରି ଟାଉନ୍‌ ଥାନାରେ ଜିମା ଦେଇଥିଲେ ସାହସୀ ଯୁକ୍ତତିନି କଲେଜ...

ସରକାରଙ୍କୁ ବରିଷ୍ଠ ନାଗରିକଙ୍କ ଚିନ୍ତା:ପ୍ରତି ବ୍ଲକ୍‌ରେ ହେବ ଡେ’ କେୟାର ସେଣ୍ଟର

ଭୁବନେଶ୍ୱର, ୨-୯(ବ୍ୟୁରୋ):ବରିଷ୍ଠ ନାଗରିକଙ୍କ ପାଇଁ ଆଶ୍ରୟସ୍ଥଳୀ, ସ୍ବାସ୍ଥ୍ୟସେବା, ସୁରକ୍ଷା ସାଙ୍ଗକୁ ନିଃସଙ୍ଗତା ଦୂର କରିବା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଇଛନ୍ତି। ଆଗାମୀ ଦିନରେ ପ୍ରତି ଜିଲାରେ ଜରାନିବାସ ଓ ପୁନର୍ବାସ କେନ୍ଦ୍ର କାର୍ଯ୍ୟକ୍ଷମ ହେବା ସହ ପ୍ରତି...

ଆଜିଠୁ ସବୁ ଦଳର ପଦଯାତ୍ରା

ଭୁବନେଶ୍ୱର,୨-୯(ବ୍ୟୁରୋ): ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଉପଲକ୍ଷେ ଉଭୟ ସରକାରୀ ଏବଂ ବେସରକାରୀସ୍ତରରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ରାଜ୍ୟରେ କ୍ଷମତାସୀନ ବିଜେଡି, ମୁଖ୍ୟ ବିରୋଧୀ ଭାଜପା ଏବଂ କଂଗ୍ରେସ ପକ୍ଷରୁ ଭିନ୍ନ ଭିନ୍ନ କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତି ଶେଷ...

ସବୁ ସହରରେ ପଲିଥିନ ନିଷେଧ

ଭୁବନେଶ୍ୱର,୨-୯(ବ୍ୟୁରୋ):ରାଜ୍ୟର ସମସ୍ତ ସହରକୁ ପଲିଥିନ ମୁକ୍ତ କରାଯିବ। ୧୦୯ ସହରାଞ୍ଚଳକୁ ୫୦ ମାଇକ୍ରନରୁ କମ୍‌ ମୋଟେଇ ପଲିଥିନକୁ ବୁଧବାରଠାରୁ ସମ୍ପୂର୍ଣ୍ଣ ନିଷେଧ କରାଯିବ। ଅକ୍ଟୋବର ୨ ତାରିଖ ପରଠାରୁ କୌଣସି ସହରରେ ପଲିଥିନ ବ୍ୟବହାର କିମ୍ବା ବିକ୍ରି କରାଯାଇ ପାରିବ...

ବୃକ୍ଷରୋପଣ ପାଲଟିଛି ପ୍ରହସନ

ଚମ୍ପୁଆ, ୨।୧୦(ଡି.ଏନ.ଏ.)-ଜୀବ ଜଗତ ବଞ୍ଚିରହିବା ତଥା ପରିବେଶର ସୁରକ୍ଷା ପାଇଁ ଜଙ୍ଗଲ ସୃଷ୍ଟି କରିବା ଅତ୍ୟନ୍ତ ଆବଶ୍ୟକ ହୋଇ ପଡିଥିବା ବେଳେ ସରକାରୀ ଓ ବେସରକାରୀ ସଂସ୍ଥାଗୁଡ଼ିକ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ହାତକୁ ନେଉଛନ୍ତି। ଅଧିକରୁ ଅଧିକ ବୃକ୍ଷ ରୋପଣ...

ଉଜୁଡିଯାଉଛି ସ୍ମୃତିର ସ୍ମାରକୀ: ଅବହେଳିତ ଗାନ୍ଧିଜୀଙ୍କ ସ୍ମୃତି, ସ୍ମାରକୀ

ଭଦ୍ରକ ଅଫିସ, ୨ା୧୦- ସ୍ବାଧୀନତା ସଂଗ୍ରାମର ସ୍ମୃତି ଓ ବଳିଦାନ ଏ ମାଟିକୁ କରିଛି ଗୌରବାନ୍ବିତ। ଧାମନଗରରେ ଲୁଣିଆ ଓ ବାସୁଦେବପୁର ଇରମ ଗୁଳିକାଣ୍ଡ, ଭଣ୍ଡାରିପୋଖରୀ ଥାନା ପୋଡି ଭଳି ଘଟଣାରେ ସଂଗ୍ରାମୀଙ୍କ ଆମତ୍ବଳିଦାନ ଇତିହାସକୁ ଆଜି ବି ଏ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri