ରାଜ୍ୟ

ସୁନା ସଫା ପାଉଡର ବିକ୍ରି ବାହାନାରେ ଆସିଲେ, ମହିଳାଙ୍କଠୁ ସୁନା ଗହଣା ଲୁଟ୍ କରି….

ଧର୍ମଶାଳା,୪।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଜାରକାର ଏକ କଲୋନୀରେ ସୁନା ସଫା ପାଉଡର ବିକ୍ରି ନାଁରେ ଲୁଟ୍ କଲେ ଦୁର୍ବୃତ୍ତ । ଜଣେ ମହିଳାଙ୍କ ଦେହରେ ଛୁରି ଲଗାଇ ସୁନା ଗହଣା ଦୁର୍ବୃତ୍ତ ଲୁଟ୍ କରି ନେଇଥିବା…

ଦାରିଙ୍ଗବାଡିରେ ପୁଣି ବୁଲିଲା ବୁଲ୍‌ଡୋଜର: ଜବରଦଖଲ ଉଚ୍ଛେଦ 

ଦାରିଙ୍ଗବାଡି,୪।୨(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ପୁଣି ବୁଧବାର ବୁଲଡୋଜର ବୁଲିଛ। ସରକାରୀ ଜମିକୁ ଜବରଦଖଲ କରି ରଖିଥିବା ଦୋକାନ ଗୃହ ସମେତ ବାସ ଗୃହକୁ ବୁଧବାର ପ୍ରଶାସନ ପକ୍ଷରୁ ଉଚ୍ଛେଦ କରାଯାଇଛି। ପ୍ରକାଶ ଯେ, ଦାରିଙ୍ଗବାଡିର ୪ ଛକ…

କୂଅରୁ ମିଳିଥିଲା ଛାତ୍ରଙ୍କ ମୃତଦେହ: ୨ ଶିକ୍ଷୟିତ୍ରୀ ନିଲମ୍ବିତ

ନୟାଗଡ଼, ୪।୨( ଲୋକନାଥ ମିଶ୍ର/ ସନ୍ତୋଷ ପ୍ରଧାନ): ନୟାଗଡ଼ ଜିଲା ଗଣିଆ ଥାନା ବିଜୟନଗର ଗ୍ରାମର ନିଖୋଜ ଜଣେ ସ୍କୁଲ ଛାତ୍ରଙ୍କ ମୃତଦେହ ବୁଧବାର କୂଅରୁ ଉଦ୍ଧାର ପରେ ଉତ୍ତେଜନା ଦେଖାଦେଇଛି। ଛାତ୍ରଙ୍କୁ ହତ୍ୟା କରି କୂଅରେ ପେଲି ଦିଆଯାଇଥିବା ଅଭିଯୋଗ…

କାରା-ଭାନ ଟୁରିଷ୍ଟ ସେବା ଶୁଭାରମ୍ଭ: ଗାଡ଼ିରେ ଶୌଚାଳୟ ଠାରୁ କିଚେନ ବ୍ୟବସ୍ଥା 

ଭୁବନେଶ୍ୱର,୪।୨: ଓଡ଼ିଶାରେ ଅତ୍ୟାଧୁନିକ କାରା-ଭାନ ଟୁରିଷ୍ଟ ସେବାର ଶୁଭାରମ୍ଭ ହୋଇଛି । ଧଉଳି ପର୍ଯ୍ୟଟନ କ୍ଷେତ୍ରରୁ ୨ୟ ପର୍ଯ୍ୟାୟର ଏହା ଶୁଭାରମ୍ଭ ହୋଇଛି। VGF ଯୋଜନା ଦ୍ୱାରା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶୁଭାରମ୍ଭ କରିଛନ୍ତି । ଏହା ପର୍ଯ୍ୟଟନ କ୍ଷେତ୍ରରେ ଅତ୍ୟାଧୁନିକ…

ଭାଜପା ନେତା ଶିବରାମଙ୍କ ଘର ଉପରେ ଆକ୍ରମଣ, ୮ ଗିରଫ

ମୋହନା,୪।୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଚାନ୍ଦିପୁଟ ଗ୍ରାମର ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶିବରାମ ସୁଆରଙ୍କ ଘର ଉପରେ ସୋମବାର ସନ୍ଧ୍ୟାରେ ଆକ୍ରମଣ ହୋଇଛି। ପ୍ରାୟ ୫୦ରୁ ଊର୍ଦ୍ଧ୍ୱ ବ୍ୟକ୍ତି ଏପରି ସଂଘବଦ୍ଧ ଆକ୍ରମଣ କରିଛନ୍ତି। ଆକ୍ରମଣର…

ବିଦ୍ୟାଳୟରେ ଜଣ୍ଡିସ ବ୍ୟାପିବା ଘଟଣା: ନିଲମ୍ବିତ ହେଲେ ଅଧ୍ୟକ୍ଷା

ଖୋର୍ଦ୍ଧା , ୪।୨(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ପିଏମ୍‌ଶ୍ରୀ ଜବାହାର ନବୋଦୟ ବିଦ୍ୟାଳୟରେ ଦୂଷିତ ପାଣି ବ୍ୟବହାର କରି ଜଣ୍ଡିସ ଆକ୍ରାନ୍ତ ଘଟଣାରେ ପ୍ରିନ୍ସିପଲ ଡ. କବିତା କର ନିଲମ୍ବିତ ହୋଇଛନ୍ତି। କର୍ତ୍ତବ୍ୟରେ ଅବହେଳା ପାଇଁ ତାଙ୍କୁ ନିଲମ୍ବନ କରାଯାଇଛି। ନବୋଦୟ ବିଦ୍ୟାଳୟ…

ବସ୍ତାରେ ଗୋମାଂସ ଆଣୁଥିବା ସମୟରେ ମାଡ଼ିବସିଲା ପୋଲିସ

ମୋରଡ଼ା/ରାସଗୋବିନ୍ଦପୁର,୪ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ଗୋ ମାଂସ ଚାଲାଣ ଅଭିଯୋଗରେ ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ପୋଲିସ ମଙ୍ଗଳବାର ୨ଜଣଙ୍କୁ ଥାନାରେ ଅଟକ ରଖି ପଚାରାଉଚୁରା କରୁଛି। ଏନେଇ ଥାନାରେ ଏକ ମାମଲା(ନଂ.୪୪/୨୬) ରୁଜୁ ହୋଇଛି। ଅଟକ ଦୁଇ ଜଣଙ୍କ ମଧ୍ୟରୁ ଜଣେ ଖୁଣ୍ଟା…

ଫୁଲକୋବି ଗାଡିରେ ଚାଲାଣ ହେଉଥିଲା ଗଞ୍ଜେଇ, ମାଡିବସିଲା ଏନସିବି, ଘଟଣାସ୍ଥଳରୁ…

ଉଦଳା,୪।୨(ସନ୍ତୋଷ କୁମାର ବାଚ୍ଛିନୀ): ଗଞ୍ଜେଇ ଚାଲାଣର ନୂଆ ତରିକା। କୋବିର ଚାହିଦା ସମୟରେ କୋବିକୁ ଢାଲ କରି ହେଉଥିଲା ଗଞ୍ଜେଇ ଚାଲାଣ। ଆଉ ଗଞ୍ଜେଇ ଗାଡିକୁ ସୁରକ୍ଷା ଦେଉଥିଲା ଏକ ସ୍କର୍ପିଓ। ରାତି ତମାମ ଗାଡିକୁ ଫଲୋ କରିବା ପରେ ଶେଷରେ…

୪ ଜିଲା ଦାୟିତ୍ୱରେ ରହିବେ ଏମାନେ, ନାଁ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୪।୨: ୪ ସାଂଗଠନିକ ଜିଲା ପାଇଁ ବିଜେଡି କର୍ମକର୍ତ୍ତାଙ୍କ ନାମ ଘୋଷଣା। ଏନେଇ ମଙ୍ଗଳବାର ପ୍ରେସ ରିଲିଜ ପ୍ରକାଶ ପାଇଛି। ବ୍ୟୋମକେଶ ରାୟଙ୍କୁ ଭଦ୍ରକ ଜିଲା ସଭାପତି ଦାୟିତ୍ୱ ମିଳିଥିବାବେଳେ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ ଓ ଭଗବାନ ଗନ୍ତାୟତ ଗଞ୍ଜାମ ଜିଲା କାର୍ଯ୍ୟକାରୀ…

ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି

ଭୁବନେଶ୍ୱର,୪।୨: ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଶ୍ବେତଗଙ୍ଗାରେ ପିଣ୍ଡଦାନ ପରେ ଶ୍ରୀମନ୍ଦିରରେ ପହଞ୍ଚି ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି ରାଷ୍ଟ୍ରପତି। ତାଙ୍କ ସହିତ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ମଧ୍ୟ ଅଛନ୍ତି । ଶ୍ରୀଜିଉଙ୍କ ଦର୍ଶନ କରି ଫେରିବା ପରେ ୨୨…

ରେଳ ଟ୍ରାକ୍‌ ମରାମତି କାମ କରୁଥିଲେ ଶ୍ରମିକ, ହଠାତ୍‌ ମାଡିଆସିଲା ଏକ୍ସପ୍ରେସ ଟ୍ରେନ୍‌, ଆଉ ତା’ ପରେ…

ଲୋଇସିଂହା,୪।୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ବୁର୍ଡା ବସ୍ତି ରେଳ ଫାଟକ ନିକଟରେ ଦୁଇଦିନ ତଳେ ରେଳ ଟ୍ରାକ୍‌ ମରାମତି କାମ ଚାଲିଥିବାବେଳେ ଏକ ବଡ ଅଘଟଣରୁ ବର୍ତ୍ତି ଯାଇଛନ୍ତି କେତେକ ଶ୍ରମିକ । ଶ୍ରମିକମାନେ କାମ କରୁଥିବାବେଳେ…

ମାଟିର ଗରିମା ବଢ଼ାଇଛି ନାରୀ ନେତୃତ୍ୱ

ବାଲେଶ୍ୱର/ରେମୁଣା,୪।୨ (ବାଞ୍ଛାନିଧି ଦେ/ରବୀନ୍ଦ୍ର ମହାକୁଡ଼): ସାହିତ୍ୟ ଓ ସଂଗ୍ରାମ ପାଇଁ ବାଲେଶ୍ୱର ଓ ଭଦ୍ରକ ମାଟି ସୁପ୍ରସିଦ୍ଧ। ଅନେକ ବରପୁତ୍ରଙ୍କୁ ଜନ୍ମଦେଇ ଏ ମାଟି ଭାରତମାତାର ମୁଖ ଉଜ୍ଜ୍ୱଳ କରିଛି। ଏ ମାଟି କେବଳ ରନତ୍ଗର୍ଭା ନୁହେଁ, ବରଂ ଏ ମାଟିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?