ପୁରୀକୁ ଭିକାରିମୁକ୍ତ ପ୍ରକ୍ରିୟା ଆରମ୍ଭ: ସିଂହଦ୍ୱାର ସମ୍ମୁଖରେ ବସିଥିବା ଭିକାରୀଙ୍କୁ କାଉନ୍ସେଲିଂ କରାଗଲା
ପୁରୀ ଅଫିସ,୩।୩: ପୁରୀ ସହରକୁ ଭିକାରିମୁକ୍ତ କରିବା ଲାଗି ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ପାଇଲଟ ପ୍ରୋଜେକ୍ଟ ସକ୍ଷମ ଯୋଜନା ଆରମ୍ଭ ହୋଇଛି। ମଙ୍ଗଳବାର ପ୍ରଥମ ଡ୍ରାଇଭ୍ରେ ସିଂହଦ୍ୱାର ସମ୍ମୁଖରେ ବସିଥିବା ଭିକାରିମାନଙ୍କୁ କାଉନ୍ସେଲିଂ କରାଯାଇଛି। କାଉନ୍ସେଲିଂ ପରେ ଏମାନଙ୍କୁ…
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ: ଭିଜିଲାନ୍ସ ଜାଲରେ ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ
ବ୍ରହ୍ମପୁର ଅଫିସ/ଗଞ୍ଜାମ,୩।୩(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ ଘରେ ମଙ୍ଗଳବାର ବ୍ରହ୍ମପୁର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଯନ୍ତ୍ରୀ ବିନୋଦ ଚନ୍ଦ୍ର ପାଢ଼ୀଙ୍କ ଘର ସମେତ ଏକକାଳୀନ ୧୨ଟି ସ୍ଥାନରେ ଚଢ଼ାଉ ଚାଲିଥିବା ଜଣାପଡ଼ିଛି। ତେବେ ଆୟ…
ଆଜିଠୁ ଯୁକ୍ତ୨ ପରୀକ୍ଷା
ଭୁବନେଶ୍ୱର, ୩ା୩(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହେବ। ପ୍ରଥମ ଦିନ ବିଜ୍ଞାନ ବିଭାଗର ମାତୃଭାଷା ଓଡ଼ିଆ ପରୀକ୍ଷା ରହିଛି। ତେବେ ପରୀକ୍ଷା ପୂର୍ବାହ୍ନ ୧୦ଟାରୁ ଆରମ୍ଭ ହୋଇ ଅପରାହ୍ନ ୧ଟାରେ…
୨୪ ଘଣ୍ଟାରେ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ଜରିମାନା
ଭୁବନେଶ୍ୱର,୩ା୩(ବ୍ୟୁରୋ): ଦୁଇ ଦଫାରେ ୬ମାସ କୋହଳ ହେବା ପରେ ରାଜ୍ୟରେ ରବିବାର ନୂଆ ମୋଟର ଯାନ ଆଇନ କଡ଼ାକଡ଼ି ଭାବେ ଲାଗୁ ହୋଇଛି। ହେଲେ ସୋମବାର ଦ୍ୱିତୀୟ ଦିନରେ ଆଇନ ଖିଲାପକାରୀଙ୍କ ଉପରେ ମୋଟା ଅଙ୍କର ଜରିମାନା କଷିଛି ପୋଲିସ ଓ…
ପ୍ରତି ଶ୍ରେଣୀ ପାଇଁ ଜଣେ ଶିକ୍ଷକ
ଭୁବନେଶ୍ୱର,୩ା୩(ବ୍ୟୁରୋ): ରାଜ୍ୟ ସରକାର ବର୍ତ୍ତମାନ ପ୍ରତ୍ୟେକ ସ୍କୁଲର ଗୋଟିଏ କ୍ଲାସ ପିଛା ଜଣେ ଲେଖାଏ ଶିକ୍ଷକ ନିଯୁକ୍ତି ଦେବାକୁ ପ୍ରୟାସ ଆରମ୍ଭ କରିଛନ୍ତି। ଏହାକୁ ସଫଳ କରିବା ପାଇଁ ସରକାରଙ୍କ ସ୍କୁଲ ଓ ଗଣଶିକ୍ଷା ବିଭାଗ ଏକ ନୂଆ ଯୋଜନା ପ୍ରସ୍ତୁତ…
ପଞ୍ଚାୟତ ହାତରେ ଭିତ୍ତିଭୂମି ଦାୟିତ୍ୱ
ଭୁବନେଶ୍ୱର,୩ା୩(ବ୍ୟୁରୋ): ଗ୍ରାମାଞ୍ଚଳରେ ଥିବା ସମସ୍ତ ସରକାରୀ ଏବଂ ଅନୁଦାନପ୍ରାପ୍ତ ବିଦ୍ୟାଳୟଗୁଡ଼ିକର କୋଠା ରକ୍ଷଣାବେକ୍ଷଣ ଦାୟିତ୍ୱ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଦ୍ୱାରା କରାଯିବ। ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ସ୍କୁଲଗୁଡ଼ିକର ଦାୟିତ୍ୱ ପଞ୍ଚାୟତ ନେଇଥିବା ବେଳେ, ହାଇସ୍କୁଲ ଦାୟିତ୍ୱ ପଞ୍ଚାୟତ…
ବିଜୁ ଜୟନ୍ତୀରେ ବଣ୍ଟାଯିବ ‘ପକ୍କାଘର ଯୋଗ୍ୟତା କାର୍ଡ’
ଭୁବନେଶ୍ୱର,୩ା୩(ବ୍ୟୁରୋ): ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୦୪ତମ ଜନ୍ମ ଦିବସକୁ ଆସନ୍ତା ୫ ତାରିଖରେ ବିଜେଡି ପକ୍ଷରୁ ପାଳନ କରାଯିବ। ପ୍ରତ୍ୟେକ ବର୍ଷ ଭଳି ଏଥର ମଧ୍ୟ ଲୋକଙ୍କ ସହ ଏହି ଦିବସ ପାଳନ କରାଯିବ। ବିଜୁ ଜୟନ୍ତୀ ଦିବସଠାରୁ ୨…
ରମେଶ ପାଣିଗ୍ରାହୀଙ୍କୁ ମିଳିବ ‘ସାହିତ୍ୟ ଭାରତୀ ସମ୍ମାନ’
ଭୁବନେଶ୍ୱର,୩ା୩(ବ୍ୟୁରୋ): ଶ୍ରୀ ଗଙ୍ଗାଧର ରଥ ଫାଉଣ୍ଡେଶନ ପକ୍ଷରୁ ୨୦୨୦ ପାଇଁ ସମ୍ମାନଜନକ ‘ସାହିତ୍ୟ ଭାରତୀ ସମ୍ମାନ’ ଘୋଷଣା କରାଯାଇଛି। ଚଳିତବର୍ଷ ଲାଗି ବିଶିଷ୍ଟ ସାହିତି୍ୟକ ଏବଂ ନାଟ୍ୟକାର ଡ. ରମେଶ ଚନ୍ଦ୍ର ପାଣିଗ୍ରାହୀ ଏହି ସମ୍ମାନ ପାଇବାକୁ ମନୋନୀତ ହୋଇଛନ୍ତି। ଆଧୁନିକ…
୬ ପର୍ଯ୍ୟନ୍ତ ବର୍ଷା, ୯ରୁ ବଢ଼ିବ ତାତି
ଭୁବନେଶ୍ୱର, ୩ା୩(ବ୍ୟୁରୋ): ପଶ୍ଚିମବଙ୍ଗ ଓ ବାଂଲାଦେଶ ଆଖପାଖରେ ସୃଷ୍ଟି ହୋଇଥିବା ଲଘୁଚାପ ବଳୟ ଯୋଗୁ ୩ରୁ ୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ସମ୍ଭାବନା ରହିଛି। ୩ ତାରିଖ ଦିନ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଜଗତ୍ସିଂହପୁର, କେନ୍ଦ୍ରାପଡ଼ା, ନୂଆପଡ଼ା,…
ଗୋଟିଏ ସ୍ଥାନରେ ରାଜ୍ୟର ଉତ୍କୃଷ୍ଟ ହସ୍ତକଳା
ଭୁବନେଶ୍ୱର,୩ା୩(ବ୍ୟୁରୋ): ରାଜ୍ୟ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପକ୍ଷରୁ ଏକ ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀ ସୋମବାର ୟୁନିଟ୍-୩ସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ଉଦ୍ଘାଟିତ ହୋଇଛି। ହସ୍ତ ଓ କୁଟୀରଶିଳ୍ପ ନିର୍ଦ୍ଦେଶାଳୟ ସହଯୋଗରେ ଆୟୋଜିତ ଏହି ବିକ୍ରୟମେଳା ଓ ପ୍ରଦର୍ଶନୀକୁ ହସ୍ତତନ୍ତ, ବୟନ…
ଜନସାଧାରଣ ଗଣତନ୍ତ୍ରର ଜୀବନୀଶକ୍ତି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୩ା୩(ବ୍ୟୁରୋ):ଗଣତନ୍ତ୍ରରେ ଜନସାଧାରଣ ହିଁ ପ୍ରକୃତ ମାଲିକ। ଏହା ରାଜ୍ୟର ପ୍ରତ୍ୟେକ ନାଗରିକ ଅନୁଭବ କରିବାର ଆବଶ୍ୟକତା ରହିଛି। ଏଥିପାଇଁ ଗତବର୍ଷ ଗାନ୍ଧୀ ଜୟନ୍ତୀଠାରୁ ଆରମ୍ଭ ହୋଇଥିବା ‘ମୋ ସରକାର’ କାର୍ଯ୍ୟକ୍ରମ ନିର୍ଦ୍ଦିଷ୍ଟଭାବେ କାର୍ଯ୍ୟ କରୁଛି। ବିଶେଷ କରି ଜନସାଧାରଣଙ୍କୁ ସରକାରୀ…
ତତ୍କାଳୀନ ମହାକାଳପଡ଼ା ଆଇଆଇସିଙ୍କୁ ମିଳିଲା ଜାମିନ
କଟକ ଅଫିସ, ୩ା୩: କେନ୍ଦ୍ରାପଡ଼ା ଜିଲା ମହାକାଳପଡା ଥାନା ହାଜତରେ ଜଣେ ଅଭିଯୁକ୍ତଙ୍କ ମୃତ୍ୟୁ ଘଟଣାରେ ତତ୍କାଳୀନ ଆଇଆଇସି ଶ୍ୟାମଘନ ବେହେରାଙ୍କୁ ସୋମବାର ହାଇକୋର୍ଟରୁ ଜାମିନ ମିଳିଛି। ତେବେ ନିମ୍ନ ଅଦାଲତ ସର୍ତ୍ତ ଧାର୍ଯ୍ୟ କରିବେ ବୋଲି ହାଇକୋର୍ଟ ନିଜ ରାୟରେ…
Archives


