ରାଜ୍ୟ

ପଞ୍ଚାୟତ ହାତରେ ଭିତ୍ତିଭୂମି ଦାୟିତ୍ୱ

ଭୁବନେଶ୍ୱର,୩ା୩(ବ୍ୟୁରୋ): ଗ୍ରାମାଞ୍ଚଳରେ ଥିବା ସମସ୍ତ ସରକାରୀ ଏବଂ ଅନୁଦାନପ୍ରାପ୍ତ ବିଦ୍ୟାଳୟଗୁଡ଼ିକର କୋଠା ରକ୍ଷଣାବେକ୍ଷଣ ଦାୟିତ୍ୱ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଦ୍ୱାରା କରାଯିବ। ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ସ୍କୁଲଗୁଡ଼ିକର ଦାୟିତ୍ୱ ପଞ୍ଚାୟତ ନେଇଥିବା ବେଳେ, ହାଇସ୍କୁଲ ଦାୟିତ୍ୱ ପଞ୍ଚାୟତ…

ବିଜୁ ଜୟନ୍ତୀରେ ବଣ୍ଟାଯିବ ‘ପକ୍କାଘର ଯୋଗ୍ୟତା କାର୍ଡ’

ଭୁବନେଶ୍ୱର,୩ା୩(ବ୍ୟୁରୋ): ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୦୪ତମ ଜନ୍ମ ଦିବସକୁ ଆସନ୍ତା ୫ ତାରିଖରେ ବିଜେଡି ପକ୍ଷରୁ ପାଳନ କରାଯିବ। ପ୍ରତ୍ୟେକ ବର୍ଷ ଭଳି ଏଥର ମଧ୍ୟ ଲୋକଙ୍କ ସହ ଏହି ଦିବସ ପାଳନ କରାଯିବ। ବିଜୁ ଜୟନ୍ତୀ ଦିବସଠାରୁ ୨…

ରମେଶ ପାଣିଗ୍ରାହୀଙ୍କୁ ମିଳିବ ‘ସାହିତ୍ୟ ଭାରତୀ ସମ୍ମାନ’

ଭୁବନେଶ୍ୱର,୩ା୩(ବ୍ୟୁରୋ): ଶ୍ରୀ ଗଙ୍ଗାଧର ରଥ ଫାଉଣ୍ଡେଶନ ପକ୍ଷରୁ ୨୦୨୦ ପାଇଁ ସମ୍ମାନଜନକ ‘ସାହିତ୍ୟ ଭାରତୀ ସମ୍ମାନ’ ଘୋଷଣା କରାଯାଇଛି। ଚଳିତବର୍ଷ ଲାଗି ବିଶିଷ୍ଟ ସାହିତି୍ୟକ ଏବଂ ନାଟ୍ୟକାର ଡ. ରମେଶ ଚନ୍ଦ୍ର ପାଣିଗ୍ରାହୀ ଏହି ସମ୍ମାନ ପାଇବାକୁ ମନୋନୀତ ହୋଇଛନ୍ତି। ଆଧୁନିକ…

୬ ପର୍ଯ୍ୟନ୍ତ ବର୍ଷା, ୯ରୁ ବଢ଼ିବ ତାତି

ଭୁବନେଶ୍ୱର, ୩ା୩(ବ୍ୟୁରୋ): ପଶ୍ଚିମବଙ୍ଗ ଓ ବାଂଲାଦେଶ ଆଖପାଖରେ ସୃଷ୍ଟି ହୋଇଥିବା ଲଘୁଚାପ ବଳୟ ଯୋଗୁ ୩ରୁ ୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ସମ୍ଭାବନା ରହିଛି। ୩ ତାରିଖ ଦିନ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ନୂଆପଡ଼ା,…

ଗୋଟିଏ ସ୍ଥାନରେ ରାଜ୍ୟର ଉତ୍କୃଷ୍ଟ ହସ୍ତକଳା

ଭୁବନେଶ୍ୱର,୩ା୩(ବ୍ୟୁରୋ): ରାଜ୍ୟ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପକ୍ଷରୁ ଏକ ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀ ସୋମବାର ୟୁନିଟ୍‌-୩ସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ଉଦ୍‌ଘାଟିତ ହୋଇଛି। ହସ୍ତ ଓ କୁଟୀରଶିଳ୍ପ ନିର୍ଦ୍ଦେଶାଳୟ ସହଯୋଗରେ ଆୟୋଜିତ ଏହି ବିକ୍ରୟମେଳା ଓ ପ୍ରଦର୍ଶନୀକୁ ହସ୍ତତନ୍ତ, ବୟନ…

ଜନସାଧାରଣ ଗଣତନ୍ତ୍ରର ଜୀବନୀଶକ୍ତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୩ା୩(ବ୍ୟୁରୋ):ଗଣତନ୍ତ୍ରରେ ଜନସାଧାରଣ ହିଁ ପ୍ରକୃତ ମାଲିକ। ଏହା ରାଜ୍ୟର ପ୍ରତ୍ୟେକ ନାଗରିକ ଅନୁଭବ କରିବାର ଆବଶ୍ୟକତା ରହିଛି। ଏଥିପାଇଁ ଗତବର୍ଷ ଗାନ୍ଧୀ ଜୟନ୍ତୀଠାରୁ ଆରମ୍ଭ ହୋଇଥିବା ‘ମୋ ସରକାର’ କାର୍ଯ୍ୟକ୍ରମ ନିର୍ଦ୍ଦିଷ୍ଟଭାବେ କାର୍ଯ୍ୟ କରୁଛି। ବିଶେଷ କରି ଜନସାଧାରଣଙ୍କୁ ସରକାରୀ…

ତତ୍କାଳୀନ ମହାକାଳପଡ଼ା ଆଇଆଇସିଙ୍କୁ ମିଳିଲା ଜାମିନ

କଟକ ଅଫିସ, ୩ା୩: କେନ୍ଦ୍ରାପଡ଼ା ଜିଲା ମହାକାଳପଡା ଥାନା ହାଜତରେ ଜଣେ ଅଭିଯୁକ୍ତଙ୍କ ମୃତ୍ୟୁ ଘଟଣାରେ ତତ୍କାଳୀନ ଆଇଆଇସି ଶ୍ୟାମଘନ ବେହେରାଙ୍କୁ ସୋମବାର ହାଇକୋର୍ଟରୁ ଜାମିନ ମିଳିଛି। ତେବେ ନିମ୍ନ ଅଦାଲତ ସର୍ତ୍ତ ଧାର୍ଯ୍ୟ କରିବେ ବୋଲି ହାଇକୋର୍ଟ ନିଜ ରାୟରେ…

ଉତ୍କର୍ଷତା ପାଇଁ ବଣିକ୍‌ ପୁରସ୍କୃତ

ଭୁବନେଶ୍ୱର, ୩ା୩: ଛାତ୍ରୀଛାତ୍ରଙ୍କୁ କୋଚିଂ କ୍ଷେତ୍ରରେ ଉଲ୍ଲେଖନୀୟ ଯୋଗଦାନ ତଥା ଉତ୍କର୍ଷତା ଲାଗି ପ୍ରମୁଖ ଅନୁଷ୍ଠାନ ବଣିକ ପୁରସ୍କୃତ ହୋଇଛି। ସ୍ଥାନୀୟ ଏକ ହୋଟେଲରେ ଅନୁଷ୍ଠିତ ଟାଇମ୍ସ ବିଜନେସ ଆଓ୍ବାର୍ଡ ୨୦୨୦ ଅବସରରେ ବଣିକ ଟାଇମ୍ସ ବିଜନେସ ଆଓ୍ବାର୍ଡ ଲାଭ କରିଛି।…

ଶହୀଦନଗର ପ୍ରାଣୀ ଚିକିତ୍ସାଳୟରେ ମିଳିବ ୨୪ଘଣ୍ଟିଆ ସେବା

ଭୁବନେଶ୍ୱର, ୩ା୩(ବ୍ୟୁରୋ) :ରାଜ୍ୟ ସରକାରଙ୍କ ୫-ଟି ଅଧୀନ ‘ମୋ ସରକାର’ କାର୍ଯ୍ୟକ୍ରମରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ସୋମବାରଠାରୁ ସାମିଲ ହୋଇଛି। ସରକାରୀ ସେବାକୁ ଲୋକାଭିମୁଖୀ କରିବା ପାଇଁ ସୋମବାରଠାରୁ ଭୁବନେଶ୍ୱରର ଶହୀଦନଗର ପ୍ରାଣୀ ଚିକିତ୍ସାଳୟରେ ୨୪ଘଣ୍ଟିଆ ପ୍ରାଣୀ…

‘ଅଧିକାଂଶ ନାରୀ ନିର୍ଯାତନା ପ୍ରସଙ୍ଗରେ ବିଜେଡି ନେତା ସାମିଲ’

ଭୁବନେଶ୍ୱର,୩ା୩(ବ୍ୟୁରୋ): ରାଜ୍ୟରେ ମହିଳାମାନେ ସୁରକ୍ଷିତ ନାହାନ୍ତି। ପ୍ରତିଦିନ ମହିଳାଙ୍କ ସହ ବଳାତ୍କାର, ଅସଦାଚରଣ ବୃଦ୍ଧି ପାଇବାରେ ଲାଗିଛି। ବିଶେଷଭାବେ ଶାସକ ଦଳ ନେତା ଓ କର୍ମୀମାନେ ବିଭିନ୍ନ ବଳାତ୍କାର ଘଟଣାରେ ସାମିଲ ଥିବା ପ୍ରମାଣ ମିଳୁଛି। ଯାଜପୁର ଜିଲା କୁଆଖିଆ ରସୁଲପୁର…

ନିୟମ କୋହଳ ନ ହେଲେ ଆନ୍ଦୋଳନ

ଭୁବନେଶ୍ୱର,୩ା୩(ବ୍ୟୁରୋ): ରାଜ୍ୟ ସରକାର ପୁନର୍ବାର ଟ୍ରାଫିକ ଧରପଗଡ଼ କଡାକଡି କରିଛନ୍ତି। ଦୁଇଥର ୩ ମାସ ଲେଖା ମହଲତ ଦେବା ପରେ ସରକାର ମାର୍ଚ୍ଚ ୧ ତାରିଖରୁ ପୁଣି କଠୋର ହୋଇଛନ୍ତି। ଟ୍ରାଫିକ ଧରପଗଡ଼ ଜୋରଦାର ହୋଇଥିବା ବେଳେ ଧରାପଡୁଥିବା ନିୟମ ଉଲ୍ଲଂଘନକାରୀଙ୍କ…

ଦାୟିତ୍ୱ ନେଲେ ଯୋଜନା ବୋର୍ଡ ଉପାଧ୍ୟକ୍ଷ

ଭୁବନେଶ୍ୱର,୩ା୩(ବ୍ୟୁରୋ): ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ଭାବେ ସଞ୍ଜୟ ଦାସବର୍ମା ସୋମବାର ଲୋକ ସେବା ଭବନରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ (ସିଏମ୍‌ଓ)ର ଅନୁମୋଦନକ୍ରମେ ଯୋଜନା ଓ ସଂଯୋଜନା ବିଭାଗ ପକ୍ଷରୁ ସଞ୍ଜୟଙ୍କ ନିଯୁକ୍ତି ସମ୍ପର୍କରେ ଏକ ବିଜ୍ଞପ୍ତି ରବିବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri