ରାଜ୍ୟ

ଧରାପଡ଼ିଲେ ଆଉ ୯ ନକଲି ଶିକ୍ଷକ : ଥାନାରେ ଏତଲା ଦେବାକୁ ଡିଇଓଙ୍କ ନିର୍ଦ୍ଦେଶ

ବ୍ରହ୍ମପୁର ଅଫିସ,୧୧ା୧- ଗଞ୍ଜାମ ଜିଲାରେ ପୁଣି ୯ ଜଣ ନକଲି ଶିକ୍ଷକ ଧରାପଡିଛନ୍ତି। ଏମାନେ ନିଯୁକ୍ତି ବେଳେ ନକଲି ଶିକ୍ଷାଗତ ପ୍ରମାଣପତ୍ର ଦାଖଲ କରିଥିବା ଜଣାପଡିଛି। ଜିଲାରେ ଏପରି ନକଲି ଶିକ୍ଷକଙ୍କ ସଂଖ୍ୟା ଏବେ ୩୦ରେ ପହଞ୍ଚିଛି। ଧରାପଡ଼ିଥିବା ୯ ଶିକ୍ଷୟିତ୍ରୀ,…

ଜନଜାଗରଣ ପଦଯାତ୍ରାରେ କେନ୍ଦ୍ରମନ୍ତ୍ରୀ : ‘ବଳବତ୍ତର ରହିବ ସିଏଏ, ଉପକୃତ ହେବେ ସଂଖ୍ୟାଲଘୁ’

ବ୍ରହ୍ମପୁର ଅଫିସ,୧୧ା୧-ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ବାମପନ୍ଥୀ ଦଳ, କଂଗ୍ରେସ ଓ ତୃଣମୂଳ କଂଗ୍ରେସ ନେତ୍ରୀ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ବ୍ୟତୀତ ଦେଶର ଅନ୍ୟମାନେ ସମର୍ଥନ କରୁଛନ୍ତି। ଯେତେ ଅପପ୍ରଚାର କରାଗଲେ ମଧ୍ୟ ସିଏଏ ବଳବତ୍ତର ରହିବ। ଏହାଦ୍ୱାରା ସଂଖ୍ୟାଲଘୁମାନେ ବିଶେଷ…

ଏୟାରଷ୍ଟ୍ରିପ୍‌ ସଂପ୍ରସାରଣ: ଦ୍ୱୀତିୟ ପର୍ଯ୍ୟାୟରେ ୪୨ କୋଟିର ଟେଣ୍ଡର ଆହ୍ବାନ

  ଜୟପୁର,୧୧ା୧(ଡି.ଏନ୍‌.ଏ.): କେନ୍ଦ୍ର ବେସାମରିକ ବିମାନ ଚଳାଚଳ ବିଭାଗ ପକ୍ଷରୁ ଉଡାନ ଯୋଜନାରେ ଜୟପୁର ଏୟାରଷ୍ଟ୍ରିପ ସଂପ୍ରସାରଣ କାର୍ଯ୍ୟ ଚାଲିଛି। ଦ୍ୱିତୀୟ ପର୍ଯ୍ୟାୟରେ ଏଥିପାଇଁ ୪୨ କୋଟି ଟଙ୍କାର ଟେଣ୍ଡର ଆହ୍ବାନ କରାଯାଇଛି। ଏନେଇ ଠିକାସଂସ୍ଥା ଟେଣ୍ଡର ଦାଖଲ କରିଥିବା ବେଳେ…

ଜିଲା ପରିଷଦ ଅଧ୍ୟକ୍ଷଙ୍କ ମୃତ୍ୟୁ ରହସ୍ୟ ପର୍ଦ୍ଦାଫାସ କରିବାରେ ପୋଲିସ ବିଫଳ: ୧୩ରେ କଂଗ୍ରେସର ରାସ୍ତାରୋକୋ

ଗୁଣପୁର,୧୧।୧(ଡି.ଏନ୍‌.ଏ)-ଗତ ୨୪ ତାରିଖ ରାତିରେ ବାଇକ୍‌ ଦୁର୍ଘଟଣାରେ ଜିଲା ପରିଷଦ ଅଧ୍ୟକ୍ଷ ପୁରୁଷୋତ୍ତମ ଗମାଙ୍ଗଙ୍କ ବାଇକ ମୃତ୍ୟୁ ହୋଇଥିଲା ା ତାଙ୍କ ମୃତ୍ୟୁକୁ ପରିବାର ସଦସ୍ୟଙ୍କ ସହ କଂଗ୍ରେସ ସହଜରେ ଗ୍ରହଣ କରି ପାରୁନାହିଁ ା ତାଙ୍କର ମୃତ୍ୟୁ ଏବଂ ମୃତ୍ୟୁସ୍ଥଳକୁ…

ଆଧୁନିକତା ଭିତରେ ହଜି ଯାଉଛେ ପୁଷ୍‌ପୁନି

  ଭବାନୀପାଟଣା, ୧୧।୧ (ଡି.ଏନ.ଏ)- ନୂଅଁାଖାଇ ଲେଖେଁ ପୁଷ୍‌ପୁନି ବି ପଶ୍ଚିମ ଓଡ଼ିଶାର ଗୁଟେ ସିଘା ଆର କୃଷି ଭିତିକ୍‌ ପରବ୍‌। ଫିବଛର ପୁଷ୍‌ ମାସର ପୁନି ଦିନ ଇ ପରବ୍‌ ପଶ୍ଚିମ ଓଡ଼ିଶାର ଗଁାଗଁଲିନୁ ସହର ତକ୍‌ ସବୁନେ ପାଲନ…

ଦରଖଁଡ଼ିଆ ହେଇ ପଡ଼ିଛେ ଅଙ୍ଗନଓ୍ବାଡି କେନ୍ଦ୍ର

  ଗୁଡ଼ଭେଲିପଦର, ୧୧।୧ (ଡି.ଏନ.ଏ)- ରାଏଜର ଭିନେ ଭିନେ ଜିଲାରେ ଅନେକ ଅଙ୍ଗନଓ୍ବାଡି ଘର ଦଦ୍‌ରା ହେଇ ବିପଦ୍‌ ଅବସ୍‌ତାରେ ଥିବାର ରାଏଜ୍‌ ସରକାରକଁର ନଜରକେ ଆସିଥିଲା। ସେ ଘରଯାକ ଭାଂଗି ତାର ଜାଗାରେ ନୂତନ କୁଠା ତିଆରବାକେ ରାଏଜ୍‌ ସରକାର…

ପଡ଼ାଗଁ।ଥି ପୁଷ୍‌ପୁନି ଭେଟ୍‌ଘାଟ: କବିତା, ନାଚ୍‌ଗାନାଥି ଦେଖନହାରୀ ବିଭୋର

ବିଜେପୁର, ୧୧।୧ (ଡି.ଏନ୍‌.ଏ)- ବରଗଡ଼ ଜିଲା ବିଜେପୁର ବ୍ଲକର ଗାଁଗଁଲିଥି ବଡ଼ା ଉସ୍‌ନାକିଥି ପୁଷ୍‌ପୁନି ତିହାର ଶୁକ୍ରବାର ପାଲିତ ହୋଇଯାଇଛି। କୁକ୍‌ରା ଡକାନୁ ଘରେ ଘରେ ପିଠାପନା ଛନା ବାସ୍‌ନାଥି ଗଁାଖୁଲିମାନ ମହକି ଯାଇଥିଲା। ଠାଁନ୍‌ ଠାଁନ୍‌ ଗଁଜାମାଡ୍‌ ଆର ନଡ଼ିଆ…

କଫ୍‌ ସିରପ କାରବାର ଗୁମର ଫିଟୁଛି

ବଲାଙ୍ଗୀର ଅଫିସ, ୧୧ା୧ ବଲାଙ୍ଗୀର କଫ୍‌ ସିରଫ କାରବାରର ପଶ୍ଚିମ ଓଡିଶାସ୍ତରୀୟ ଲିଙ୍କ୍‌ ମିଳିଛି ା ଏହି କାରବାରର ରାଜ୍ୟସ୍ତରୀୟ ଲିଙ୍କ୍‌ କ’ଣ ରହିଛି ସେନେଇ ପୋଲିସ ତନାଘନା ଚଳାଇଛି ା କିଛି ଚିହ୍ନା ଅଭିଯୁକ୍ତ ଗିରଫ ହୋଇଛନ୍ତି ା ମାତ୍ର…

ହୋସ୍‌ଲା-୨୦୧୯ର କୃତୀ ପ୍ରତିଯୋଗୀ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ସମ୍ବର୍ଦ୍ଧିତ

ଭୁବନେଶ୍ୱର,୧୦।୧(ବ୍ୟୁରୋ): ଜାତୀୟସ୍ତର ପ୍ରତିଯୋଗିତା ହୋସ୍‌ଲା-୨୦୧୯ରେ ଉଚ୍ଚକୋଟୀର ପ୍ରଦର୍ଶନ କରି ଚାମ୍ପିୟନ ହୋଇଥିବା ଓଡ଼ିଆ ପ୍ରତିଯୋଗୀମାନଙ୍କୁ ଶୁକ୍ରବାର ସମ୍ବର୍ଦ୍ଧିତ କରାଯାଇଛି। ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତିଯୋଗୀମାନଙ୍କୁ ଶୁଭେଚ୍ଛା ଜଣାଇବା ସହ ସମ୍ବର୍ଦ୍ଧନା ଜଣାଇଛନ୍ତି। ଦେଶର…

ସର୍ବସାଧାରଣଙ୍କ ନିମନ୍ତେ ଖୋଲାଯିବ ଲୋକସେବା ଭବନ ଉଦ୍ୟାନ

ଭୁବନେଶ୍ୱର,୧୦।୧(ବ୍ୟୁରୋ): ଲୋକସେବା ଭବନ ବିଭିନ୍ନ କିସମର ଶୀତଦିନିଆ ଫୁଲର ସମ୍ଭାରରେ ଅତ୍ୟନ୍ତ ମନୋରମ ରୂପ ଧାରଣ କରିଛି। ସର୍ବସାଧାରଣ ଜାନୁୟାରୀ ୧୧(ଦ୍ୱିତୀୟ ଶନିବାର),୧୨(ରବିବାର), ୧୯(ରବିବାର), ୨୫(ଚତୁର୍ଥ ଶନିବାର), ୨୬(ରବିବାର ତଥା ସାଧାରଣତନ୍ତ୍ର ଦିବସ) ଉଦ୍ୟାନର ଶୋଭା ଉପଭୋଗ କରପାରିବେ। ଏହି ଦିନଗୁଡ଼ିକରେ…

ହସ୍ତକ୍ଷେପ କଲେ ମୁଖ୍ୟମନ୍ତ୍ରୀ, ଆତ୍ମାହୁତି ଆନ୍ଦୋଳନ ପ୍ରତ୍ୟାହୃତ କଲେ ସୁର

ଭୁବନେଶ୍ୱର,୧୦।୧(ବ୍ୟୁରୋ): ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ ବିଭିନ୍ନ ଦାବି ପୂରଣ ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଦାବି ପୂରଣ ନ ହେଲେ ସେ ଦାରୁଠେଙ୍ଗ ଏବଂ ଜଟଣୀର ୨୭ଟି ଗ୍ରାମର ବାସିନ୍ଦାଙ୍କ ସହ ନବୀନ ନିବାସ…

ପାନ ଦୋକାନୀରୁ ଓଏଏସ୍‌: ନାରାୟଣଙ୍କୁ ପୁରୁଷୋତ୍ତମପୁରରେ ସମ୍ବର୍ଦ୍ଧନା

ପୁରୁଷୋତ୍ତମପୁର, ୧୦।୧(ଡି.ଏନ୍‌.ଏ.) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରର ନାରାୟଣ ବେହେରା(୨୫) ଓଡିଶା ପ୍ରଶାସନିକ ସେବା(ଓଏଏସ୍‌) ପରୀକ୍ଷାରେ ୫୧ ନଂ ର଼୍ୟାଙ୍କରେ ରହି ପୁରୁଷୋତ୍ତମପୁର ଲାଗି ଗୌରବ ଅର୍ଜନ କରିଛନ୍ତି। ଏହି ଉପଲକ୍ଷେ ସହରର ବିଭିନ୍ନ ସଂଗଠନ ଓ ଜନସାଧାରଣଙ୍କ ପକ୍ଷରୁ ତାଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri