ବାଲମୁଚ୍ ହତ୍ୟା ମାମଲା :ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ ଜେଲ
ଢେଙ୍କାନାଳ ଅଫିସ, ୧ା୧୦ ଢେଙ୍କାନାଳ ସହରସ୍ଥିତ ମଣ୍ଟଫୋର୍ଟ ସ୍କୁଲ ନିକଟରେ ୨୦୧୬ ମସିହାରେ ଘଟିଥିବା ସଞ୍ଜୁ ବାଲମୁଚ୍ ହତ୍ୟା ମାମଲାର ରାୟ ସୋମବାର ପ୍ରକାଶ ପାଇଛି। ଜିଲା ଦୌରାଜଜ୍ ମଳୟ ରଞ୍ଜନ ଦାଶ ମାମଲାର ଅଭିଯୁକ୍ତ ତଥା ସଞ୍ଜୁଙ୍କ ସ୍ବାମୀ...
ଏକତ୍ରିତ ହୋଇ ନିଜ ଅଧିକାର ପାଇଁ ଲଢେଇ କରିବା ଦରକାର: ଡମ, ଗଣା ସମାଜର ନୂଆଁଖାଇ ଭେଟ୍ଘାଟ୍
ନୂଆପଡା ଅଫିସ/ତରବୋଡ,୧।୧୦(ଡି.ଏନ.ଏ.) ସମାଜରେ ଶିକ୍ଷାର ଆବଶ୍ୟକତା ରହିଛି । ଶିକ୍ଷିତ ହୋଇ ସଙ୍ଗଠିତ ହେବା। ଏକତ୍ରିତ ହୋଇ ନିଜର ସାମ୍ବିଧାନିକ ଅଧିକାର ପ୍ରତି ସଜାଗ ହୋଇ ଲଢିବା ଦରକାର ବୋଲି ମତ ପ୍ରକାଶ ପାଇଛି। ନୂଆପଡ଼ା ଜିଲା କୋମନା ବ୍ଲକ...
ସାଲିହାରେ କ୍ରାନ୍ତି ଦିବସ ବୀରଭୂମି ସାଲିହାର ସଂଗ୍ରାମୀ ଚିରନମସ୍ୟ
ନୂଆପଡ଼ା ଅଫିସ,୧ା୧୦ ସଦର ବ୍ଲକ ସାଲିହା ଶହୀଦ ସ୍ମୃତି ସ୍ତମ୍ଭ ନିକଟରେ ସୋମବାର ସାଲିହା କ୍ରାନ୍ତି ଦିବସ ପାଳିତ ହୋଇଯାଇଛି। ଖାମସିଂ ମାଝିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉତ୍ସବରେ ମହାସମୁନ୍ଦ ଏମପି ଚୁନ୍ନିଲାଲ ସାହୁ ମୁଖ୍ୟଅତିଥି, ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆ,...
କଳାହାଣ୍ଡିରେ ସ୍ଥାୟୀ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବି: କେନ୍ଦ୍ର, ରାଜ୍ୟସରକାରଙ୍କ ସମସ୍ତ ଅଫିସ୍, ବ୍ୟାଙ୍କ ବନ୍ଦ
ଭବାନୀପାଟଣା,୧।୧୦(ଡି.ଏନ.ଏ.) କଳାହାଣ୍ଡି ଜିଲାରେ ସ୍ଥାୟୀ ହାଇକୋର୍ଟ ପ୍ରତିଷ୍ଠା ଦାବି ନେଇ ଚାଲିଥିବା ଆନ୍ଦୋଳନ ତୀବ୍ର ହେବାରେ ଲାଗିଛି । କଳାହାଣ୍ଡି ଜିଲା ଓକିଲ ସଂଘର ଆହ୍ବାନକ୍ରମେ ସୋମବାର ଭବାନୀପାଟଣାର ସମସ୍ତ କୋର୍ଟ, କଚେରୀ, ତହସିଲ ସମେତ ସମସ୍ତ ଅଫିସ, ବ୍ୟାଙ୍କ,...
‘ବ୍ରହ୍ମୋସ’ ର ପରୀକ୍ଷଣ ସଫଳ
ବାଲେଶ୍ୱର ଅଫିସ, ୩୦।୯-ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ ପରିସର (ଆଇଟିଆର୍) ୩ନଂ. ଉତ୍କ୍ଷେପଣ କେନ୍ଦ୍ରରୁ ସୋମବାର ପୂର୍ବାହ୍ନ ୧୦ଟା ୩୦ ମିନିଟ୍ରେ ସୁପରସୋନିକ୍ କ୍ରୁଜ କ୍ଷେପଣାସ୍ତ୍ର ‘ବ୍ରହ୍ମୋସ’ର ବ୍ୟାବହାରିକ ପରୀକ୍ଷଣ ସଫଳ ହୋଇଛି। ଭୂପୃଷ୍ଠରୁ ଭୂପୃଷ୍ଠକୁ ନିକ୍ଷେପ କରାଯାଇଥିବା...
ରାଜ୍ୟପାଳଙ୍କ ଦ୍ୱାରା ୨ ନୂଆ କୁଳପତି ନିଯୁକ୍ତ
ଭୁବନେଶ୍ୱର, ୩୦।୯(ବ୍ୟୁରୋ): ୨ଟି ବିଶ୍ୱବିଦ୍ୟାଳୟ ପାଇଁ ସୋମବାର କୁଳପତି ନିଯୁକ୍ତ ହୋଇଛନ୍ତି। ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଲାଗି ପ୍ରଫେସର ଗୋବିନ୍ଦ ଜେ. ଚକ୍ରପାଣିଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ପ୍ରଫେସର ହରିହର ହୋତାଙ୍କୁ ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟ କୁଳପତି ଭାବେ ନିଯୁକ୍ତି ମିଳିଛି।...
ଅସୁସ୍ଥ ମାଈ ହାତୀର ମୃତ୍ୟୁ
କଟକ ଅଫିସ, ୩୦।୯: କଟକ ବାଙ୍କୀ ଅନ୍ତର୍ଗତ ବାଆଁରା କୂଆମଡ଼ା ଜଙ୍ଗଲରେ ଅସୁସ୍ଥ ମାଈ ହାତୀର ସୋମବାର ମୃତ୍ୟୁ ଘଟିଛି। ହାତୀଟି ୫ ଦିନ ହେବ ଅସୁସ୍ଥ ହୋଇ ଚିକିତ୍ସାଧୀନ ଥିଲା। ଓୟୁଏଟି ଏବଂ ଆସାମ ବିଶେଷଜ୍ଞଙ୍କ ପରାମର୍ଶରେ ଚିକତ୍ସା...
ଅନୁଭବଙ୍କୁ ହଇରାଣ କରୁଛନ୍ତି ପଡ଼ୋଶୀ, ଶୁଣିଲାନି ପୋଲିସ
ଭୁବନେଶ୍ୱର, ୩୦।୯(ବ୍ୟୁରୋ): ଅଭିନେତା ତଥା କେନ୍ଦ୍ରାପଡ଼ା ଏମ୍ପି ଅନୁଭବ ମହାନ୍ତିଙ୍କୁ ତାଙ୍କ ପଡ଼ୋଶୀ ହଇରାଣ କରୁଛନ୍ତି। ଏଥିସହ ପୋଲିସ ମଧ୍ୟ ତାଙ୍କୁ ଦୁର୍ବ୍ୟବହାର କରିଥିବା ସୋମବାର ଟୁଇଟ୍ କରି ସେ ଜଣାଇଛନ୍ତି। ଅନୁଭବ ଜଣାଇଛନ୍ତି ଯେ, କଟକସ୍ଥିତ ବାସଭବନ ସମ୍ମୁଖରେ...
ଭୁବନେଶ୍ୱର ଆରଟିଓ-୧ ପରିସରରୁ ଜବରଦଖଲ ଉଚ୍ଛେଦ
ଭୁବନେଶ୍ୱର, ୩୦।୯(ବ୍ୟୁରୋ): ଆର୍ଟିଓ ଅଫିସକୁ ଦଲାଲ ମୁକ୍ତ କରିବା ପାଇଁ ପ୍ରଶାସନ ପକ୍ଷରୁ ସୋମବାର ଭୁବନେଶ୍ୱର ଆର୍ଟିଓ-୧ ପରିସରରୁ ଜବରଦଖଲ ଉଚ୍ଛେଦ କରାଯାଇଛି। ବିଡିଏ ଓ କମିଶନରେଟ ପୋଲିସର ମିଳିତ ଉଦ୍ୟମରେ ଏହି କାର୍ଯ୍ୟ କରାଯାଇଛି। ବିଶେଷ କରି ଜେରକ୍ସ...
ବିଦେଶ ଗସ୍ତର ୩ ସପ୍ତାହ ପୂର୍ବରୁ ଅର୍ଥ ବିଭାଗକୁ ଅବଗତ କରାଇବେ ଏମ୍ପି, ବିଧାୟକ
ଭୁବନେଶ୍ୱର, ୩୦।୯(ବ୍ୟୁରୋ): ଏଣିକି ବିଦେଶ ଗସ୍ତ ପୂର୍ବରୁ ଅର୍ଥ ବିଭାଗକୁ ଅବଗତ କରାଇବେ ଏମ୍ପି, ବିଧାୟକ। ସରକାରୀ ଅଫିସର ମଧ୍ୟ ଏଥିରୁ ବାଦ୍ ପଡ଼ିବେନି। ଗସ୍ତର ୩ ସପ୍ତାହ ପୂର୍ବରୁ ଏ ସମ୍ପର୍କରେ ଅର୍ଥ ବିଭାଗକୁ ଜଣାଇବାକୁ ସବୁ ରାଜ୍ୟ...
ବିଜେପୁର ଉପନିର୍ବାଚନ: ନାମାଙ୍କନ ଭରିଲେ ବିଜେଡି ପ୍ରାର୍ଥୀ ରୀତା ସାହୁ
ବରଗଡ଼ ଅଫିସ, ପଦ୍ମପୁର, ୩୦।୯(ଡି.ଏନ୍.ଏ.): ବିଜେପୁର ଉପନିର୍ବାଚନ ପାଇଁ ସୋମବାର ନାମାଙ୍କନପତ୍ର ଦାଖଲର ଶେଷ ଦିନ। କଂଗ୍ରେସ ପ୍ରାର୍ଥୀ ଦିଲ୍ଲୀପ ପଣ୍ଡାଙ୍କ ପରେ ବିଜେଡି ପ୍ରାର୍ଥୀ ରୀତା ସାହୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ପ୍ରାର୍ଥୀ ଦ୍ୱୟ ନିଜ ସମର୍ଥକଙ୍କ ସହ...
ଘଡ଼ଘଡ଼ି ସହ ବର୍ଷା: ୫ ଜିଲାକୁ ସତର୍କ ସୂଚନା
ଭୁବନେଶ୍ୱର, ୩୦।୯(ବ୍ୟୁରୋ): ସୋମବାର ରାଜ୍ୟର ୫ ଜିଲାରେ ଘଡ଼ଘଡ଼ି ସହ ଝଡ଼ବର୍ଷା ହେବା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲାଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ବାଲେଶ୍ୱର ଓ ଭଦ୍ରକ।...
Archives


