ମୁଢ଼ି କରିଛି ସ୍ବାବଲମ୍ବୀ
ବାରିପଦା ଅଫିସ,୩ା୩(ରଞ୍ଜନ କୁମାର ପ୍ରଧାନ)- ବାରିପଦା ମୁଢ଼ି ମାଂସର ସ୍ବତନ୍ତ୍ରତା ରହିଛି। ଏହି ମୁଢ଼ିକୁ ରାଜ୍ୟର କୋଣ ଅନୁକୋଣରେ ପହଞ୍ଚାଇବା ପାଇଁ ଉଦ୍ୟମ ଚଳାଇଛନ୍ତି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ବ୍ଲକର ତମ୍ବାଖୁରୀ ଗ୍ରାମର ରଶ୍ମି ମହାନ୍ତି। ନିଜର ଉନ୍ନୟନ ନାମକ ସ୍ବେଚ୍ଛାସେବୀ…
‘ଗାଁ ନାଟକରୁ ମିଳିଥିଲା ପ୍ରେରଣା’
ସିମୁଳିଆ, ୩।୩(ସନ୍ତୋଷ କୁମାର ନାୟକ)-କଲମ ମୁନରେ ସମାଜରେ ସଂସ୍କାର ଆଣିହେବ। ଏନେଇ ଅହରହ ପ୍ରୟାସ ଜାରି ରଖିଛନ୍ତି ନାଟ୍ୟକାର ନବଘନ ରାଉଳ। ଜଣେ ବାସ୍ତବବାଦୀ ଲେଖକ ରୂପେ ସେ ନିଜର ପରିଚୟ ସୃଷ୍ଟି କରିଛନ୍ତି ା ଓଡ଼ିଶା ଯାତ୍ରା ଜଗତର ଜଣେ…
କେନ୍ଦୁପତ୍ର କର୍ମଚାରୀ ସଂଘର ଧାରଣା
ଫୁଲବାଣୀ ଅଫିସ/ ଫିରିଙ୍ଗିଆ,୩ା୩ କେନ୍ଦୁପତ୍ର ତୋଳାଳି, ଶ୍ରମିକ ଓ ସାମୟିକ କର୍ମଚାରୀଙ୍କ ୭ ଦଫା ଦାବି ନେଇ କେନ୍ଦୁପତ୍ର କର୍ମଚାରୀ ସଂଘ ପକ୍ଷରୁ ସୋମବାରଠାରୁ ୨ଦିନିଆ ଧାରଣା ଆରମ୍ଭ ହୋଇଛି। ରାଜ୍ୟର ବିଭିନ୍ନ କେନ୍ଦୁପତ୍ର ରେଞ୍ଜ ସମ୍ମୁଖରେ ଏହି ଧାରଣା ଦିଆଯାଇଛି।…
ପ୍ରକଳ୍ପ ଅସମ୍ପୂର୍ଣ୍ଣ, ଜଳ ଅପେକ୍ଷାରେ ବ୍ରହ୍ମପୁରବାସୀ
ବ୍ରହ୍ମପୁର ଅଫିସ,୩ା୩ – ବ୍ରହ୍ମପୁରରେ ଏଣିକି ଖରାଦିନେ ଦୂର ହେବ ପାନୀୟ ଜଳ ସଙ୍କଟ। ସହରବାସୀଙ୍କ ପ୍ରତ୍ୟେକ ଘରକୁ ହେବ ୨୪ ଘଣ୍ଟିଆ ଜଳଯୋଗାଣ ସୁବିଧା । ଏଭଳି କେତେକ ପ୍ରତିଶ୍ରୁତି ଦେଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୨୦୧୯ ମାର୍ଚ୍ଚ…
ମିଳିତ ଅଭିଯୋଗ ଶୁଣାଣିରେ ଅବ୍ୟବସ୍ଥା
ଛତ୍ରପୁର,୩ା୩(ଡି.ଏନ.ଏ.) ମାସର ପ୍ରଥମ ସୋମବାର ଛତ୍ରପୁରଠାରେ ଜିଲାପାଳ ଓ ଗଞ୍ଜାମ ଏସ୍ପିଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହେଉଛି ା କେବଳ ଛତ୍ରପୁର ସବଡିଭିଜନ ନୁହେଁ ଜିଲାର ସମସ୍ତ ଅଞ୍ଚଳରୁ ଲୋକେ ଏହି ଶିବିରକୁ ଆସି ନିଜ ନିଜ ସମସ୍ୟା…
କ’ଣ ହେବ କୋଟିଏ
ଢେଙ୍କାନାଳ ଅଫିସ, ୩।୩ ରାଜସ୍ବ ଆଦାୟର ଅନ୍ୟତମ ପନ୍ଥା ପର୍ଯ୍ୟଟନ ଶିଳ୍ପ। ବିଳମ୍ବରେ ହେଲେ ମଧ୍ୟ ଏ କଥାକୁ ହୃଦୟଙ୍ଗମ କରିଛନ୍ତି ରାଜ୍ୟ ସରକାର। ଏହି ପରିପ୍ରେକ୍ଷୀରେ ନିଜର ପଞ୍ଚମ ପାଳି ଶାସନରେ ଓଡ଼ିଶାର ପ୍ରମୁଖ ପର୍ଯ୍ୟଟନସ୍ଥଳୀଗୁଡ଼ିକ ଉପରେ ଫୋକସ୍ କରିଛନ୍ତି…
ଦିନକରେ ୧.୧ ଲକ୍ଷ ଜରିମାନା ଆଦାୟ
ଅନୁଗୋଳ ଅଫିସ୍, ୩।୩ ରାଜ୍ୟରେ ସଂଶୋଧିତ ମୋଟରଯାନ ନିୟମ କଡାକଡି ଲାଗୁ ହେବା ପରେ ପୋଲିସ ଓ ଆର୍ଟିଓ ପକ୍ଷରୁ ଜୋରଦାର ଧରପଗଡ ଚାଲିଛି। ଅନୁଗୋଳରେ ମଧ୍ୟ ଗାଡ଼ିମୋଟର ଯାଞ୍ଚ କଡାକଡି କରାଯାଇଛି। କେବଳ ରବିବାର ସକାଳୁ ବିଳମ୍ବିତ ରାତି ପର୍ଯ୍ୟନ୍ତ…
ବଳାତ୍କାରୀ ଶିକ୍ଷକଙ୍କୁ ୨୦ବର୍ଷ ଜେଲ
ଢେଙ୍କାନାଳ ଅଫିସ, ୩।୩-ଢେଙ୍କାନାଳ ପୋକ୍ସୋ ଅଦାଲତରେ ସୋମବାର ଏକ ଦୃଷ୍ଟିହୀନ ନାବାଳିକା ବଳାତ୍କାର ମାମଲାର ରାୟ ପ୍ରକାଶ ପାଇଛି। ବିଚାରପତି ରାଜକିଶୋର ମହାପାତ୍ର ଅଭିଯୁକ୍ତ ସ୍କୁଲ ଶିକ୍ଷକ ଜର୍ଜ ଗାଗରାଇଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ…
ଗଲାଣି ବିଶ୍ରାମାଗାର : ଜବରଦଖଲ କରିଛନ୍ତି ଦୋକାନୀ
ବଅଁରପାଳ, ୩ା୩(ଡି.ଏନ.ଏ.) ଅନୁଗୋଳ ଜିଲାର ବଅଁରପାଳ ଭଳି ଜନଗହଳିପୂର୍ଣ୍ଣ ବଜାରରେ ବିଶ୍ରାମାଗାରଟିଏ ନ ଥିବାରୁ ବସ୍ ଧରିବାକୁ ଅପେକ୍ଷାରତ ଯାତ୍ରୀଙ୍କୁ ଏଠାରେ ଦୀର୍ଘ ସମୟ ଧରି ଠିଆ ହେବାକୁ ପଡ଼ୁଛି। ବିଶେଷକରି ଖରା ଓ ବର୍ଷା ଦିନେ ଯାତ୍ରୀମାନେ ଅଧିକ ହଇରାଣ…
କମାରସାହି ବାସିନ୍ଦାଙ୍କୁ ମିଳୁନି ଘରଡିହ ପଟ୍ଟା
ଅନଗୁଳ ସହର, ୩ା୩ ଅନୁଗୋଳ ସହର ହୁଲୁରିସିଙ୍ଗା ଜେମାଦେଈପୁର କମାରସାହି ବାସିନ୍ଦାଙ୍କୁ ମିଳୁନି ଘରଡିହ ପଟ୍ଟା। ଦୀର୍ଘ ବର୍ଷ ଧରି ଆଦିବାସୀ ସମ୍ପ୍ରଦାୟର ପ୍ରାୟ ୪୦ ଗରିବ ପରିବାର ସେଠାରେ ବାସ କରିଆସୁଥିବା ବେଳେ ଆଜି ପର୍ଯ୍ୟନ୍ତ ସେମାନଙ୍କୁ ପଟ୍ଟା ମିଳୁ…
୧୮ରୁ ଉଚ୍ଚ ବିଦ୍ୟାଳୟରେ ଖାତାଦେଖା
ଅନୁଗୋଳ ଅଫିସ୍, ୩।୩ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଆୟୋଜିତ ମାଟ୍ରିକ୍ ପରୀକ୍ଷା ସୋମବାର ଶେଷ ହୋଇଛି। ତେବେ ଶେଷ ଦିନରେ ପରୀକ୍ଷାରେ କପି କରି କେହି ଧରାପଡ଼ି ନ ଥିବା ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା…
ଡୋର୍ରେ ଦଉଡ଼ି ଭିଡ଼ି ଜରୁରୀ ସେବା
ବଇଣ୍ଡା,୩।୩ (ଡି.ଏନ.ଏ.) – ଜରୁରୀ ସ୍ବାସ୍ଥ୍ୟସେବାର ଏକ ପ୍ରମୁଖ ଅଙ୍ଗ ପାଲଟିଥିବା ୧୦୮ ଆମ୍ବୁଲାନ୍ସ ଡୋର୍ରେ ଭିଡ଼ାଯାଉଛି ଦଉଡ଼ି। ଗାଡ଼ିର ସାଇଟ୍ ଓ ପଛ ଡୋର୍ ଭାଙ୍ଗି ଯାଇଥିବା ବେଳେ ଏସି କି ଅକ୍ସିଜେନ ସିଲିଣ୍ଡର ମଧ୍ୟ କାମ କରୁନି। ଏପରି…
Archives


