ରାଜ୍ୟ

୫ ହଜାର ରେଳ ଷ୍ଟେଶନ ଛୁଇଁଲା ମାଗଣା ଓ୍ବାଇଫାଇ ସେବା

ଭୁବନେଶ୍ୱର,୩୦ା୯(ବ୍ୟୁରୋ) : ଭାରତୀୟ ରେଳପଥ ଦେଶର ୫ ହଜାର ଷ୍ଟେଶନରେ ମାଗଣା ଓ୍ବାଇଫାଇ ସେବାକୁ ଉପଲବ୍ଧ କରାଇଛି। ଶନିବାର ଦକ୍ଷିଣ-ପୂର୍ବ ରେଳପଥ ଅନ୍ତର୍ଗତ ପଶ୍ଚିମବଙ୍ଗର ମିଦନାପୁର ରେଳଷ୍ଟେଶନରେ ମାଗଣା ଓ୍ବାଇଫାଇ ବ୍ୟବସ୍ଥା ହେବା ପରେ ଏହା ତାଲିକାର ଶେଷତମ ସ୍ଥାନରେ...

ସରକାରଙ୍କ ତ୍ରୁଟି : ପିଲା ଯିବେ କୁଆଡ଼େ

ଭୁବନେଶ୍ୱର,୩୦ା୯: ରାଜ୍ୟରେ ଭୁଶୁଡି ପଡିଥିବା ଶିକ୍ଷା ବ୍ୟବସ୍ଥାକୁ ସଜାଡ଼ିବା ଲାଗି ଗୋଟିଏ ପଟେ ସରକାର ବିଭିନ୍ନ ପ୍ରକାର ପଦକ୍ଷେପ ନେଉଥିବା କହୁଛନ୍ତି। ଅନ୍ୟପଟେ ସରକାରଙ୍କ ତ୍ରୁଟି ଯୋଗୁ ଅନେକ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଅନ୍ଧକାରମୟ ହୋଇଯାଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ...

ବିଜେପୁର ଉପନିର୍ବାଚନ: ସନତ ଗଡ଼ତିଆଙ୍କୁ ପ୍ରାର୍ଥୀ କଲା ଭାଜପା

ଭୁବନେଶ୍ୱର,୨୯।୯(ବ୍ୟୁରୋ): ବିଜେଡି ଓ କଂଗ୍ରେସ ପରେ ବିଜେପୁର ଉପନିର୍ବାଚନ ଲାଗି ଭାଜପା ରବିବାର ପ୍ରାର୍ଥୀ ଘୋଷଣା କରିଛି। ସନତ ଗଡ଼ତିଆଙ୍କୁ ଦଳ ପ୍ରାର୍ଥୀ କରିଛି। ଭାଜପାର କେନ୍ଦ୍ରୀୟ ନିର୍ବାଚନ କମିଟି ଗଡ଼ତିଆଙ୍କ ନାମ ଘୋଷଣା କରିଛି। ସୂଚନାଯୋଗ୍ୟ, ପୂର୍ବରୁ କଂଗ୍ରେସ...

ଚକେଇସିଆଣି ଦୁର୍ଗାପୂଜା: ତୋରଣରେ ଝଲସିବ ନେପାଳ ରାଜପ୍ରାସାଦ

ଭୁବନେଶ୍ୱର, ୨୯।୯ (ବ୍ୟୁରୋ):  ଚଳିତବର୍ଷ ୧୯ ବର୍ଷରେ ପଦାର୍ପଣ କରିଛି ଚକେଇସିଆଣି ଦୁର୍ଗାପୂଜା। ଏଥର ପୂଜା ବଜେଟ ୨୨ ଲକ୍ଷ ଟଙ୍କା ରହିଥିବାବେଳେ ତୋରଣରେ ଝଲସିବ ନେପାଳ ରାଜପ୍ରାସାଦ। ଏଥିପାଇଁ ୪୦ କାରିଗର ନିୟୋଜିତ ହୋଇଥିବାବେଳେ ପାଖାପାଖି ୧୦ ଲକ୍ଷ...

ଜଳ ବିବାଦ ସମାଧାନର ବିକଳ୍ପ ସୂତ୍ର ରହିଛି: କାବେରୀ ଭଳି ମହାନଦୀର ଅବସ୍ଥା ନ ହେଉ

ଭୁବନେଶ୍ୱର, ୨୯।୯(ବ୍ୟୁରୋ): ମହାନଦୀ ଟ୍ରିବ୍ୟୁନାଲର ନବମ ବୈଠକ ଓ ଶୁଣାଣି ହୋଇଛି। ଏଥିରେ ଉଭୟ ରାଜ୍ୟ ତରଫରୁ ବିଶେଷଜ୍ଞ ଦଳ ପରସ୍ପର ରାଜ୍ୟକୁ ଗସ୍ତକରି ରିପୋର୍ଟ ପ୍ରଦାନ କରିବା ବ୍ୟତୀତ ଅନ୍ୟକିଛି ବିଷୟରେ ଶୁଣାଣି ହୋଇନାହିଁ। ଟ୍ରିବ୍ୟୁନାଲର କଚ୍ଛପ ଗତି...

‘ରେଳଧାରଣା ଶୌଚ ପାଇଁ ନୁହେଁ’

ଭୁବନେଶ୍ୱର, ୨୯।୯(ବ୍ୟୁରୋ): ରେଳ ଷ୍ଟେଶନ ଓ ରେଳ ପରିସର ମଧ୍ୟରେ ଖୋଲାରେ ଶୌଚ ନ କରିବା ପାଇଁ ଆର୍‌ପିଏଫ୍‌ ଥାନା ପକ୍ଷରୁ ଭୁବନେଶ୍ୱର ମୁଖ୍ୟ ରେଳ ଷ୍ଟେଶନରେ ଏକ ସଚେତନତା କାର୍ଯ୍ୟକ୍ରମ କରାଯାଇଛି। ପରିବେଶ ଦୂଷିତ ନ କରି ସ୍ବଚ୍ଛ...

ରସୁଲଗଡ଼ ଫ୍ଲାଏଓଭର ତଳରାସ୍ତା ମରଣଯନ୍ତ୍ରା: ଖାଲରେ ପଡ଼ି ୨ ଦିନରେ ୭ ଆହତ

ଭୁବନେଶ୍ୱର, ୨୯।୯(ବ୍ୟୁରୋ): ମଞ୍ଚେଶ୍ୱର ଥାନା ନିକଟ ରସୁଲଗଡ଼ ଫ୍ଲାଏଓଭର ତଳ ରାସ୍ତା ପାଲଟିଛି ମରଣଯନ୍ତ୍ରା। ରାସ୍ତାରେ ଏବେ ଆଣ୍ଠୁଏ ଲେଖାଏ ୮ରୁ ଊର୍ଦ୍ଧ୍ୱ ଖାଲ ଅଁା କରିରହିଛି। ପ୍ରତିଦିନ ଏହି ରାସ୍ତାରେ ଗାଡ଼ିଚାଳକମାନେ ଦୁର୍ଘଟଣାର ଶିକାର ହେଉଛନ୍ତି। ବିଶେଷ କରି...

ଧରମ୍‌ପାଲ୍‌ ଗୁଲାଟିଙ୍କୁ ‘କିସ୍‌ ଲାଇଫ୍‌ ଟାଇମ୍‌ ଆଚିଭ୍‌ମେଣ୍ଟ ସମ୍ମାନ’

ଭୁବନେଶ୍ୱର, ୨୯।୯(ବ୍ୟୁରୋ): କିସ୍‌ ପକ୍ଷରୁ ‘କିସ୍‌: ଗାନ୍ଧୀ ଦର୍ଶନର ବାସ୍ତବ ପ୍ରତିଫଳନ’ ଶୀର୍ଷକ ଦିନିକିଆ ଆଲୋଚନାଚକ୍ର, ପ୍ରଦର୍ଶନୀ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଶନିବାର ରବୀନ୍ଦ୍ର ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁ...

ଜୀବିତ ନାବାଳକଙ୍କୁ ମୃତ ଦର୍ଶାଇ ଗିରଫ କରିବା ଘଟଣା: ତତ୍କାଳୀନ ଡିଏସ୍‌ପି, ଇନ୍ସପେକ୍ଟରଙ୍କୁ ନୋଟିସ

ଭୁବନେଶ୍ୱର,୨୯।୯(ବ୍ୟୁରୋ): ଜଣେ ନାବାଳକ ଜୀବିତ ଥାଇ ତାଙ୍କୁ ମୃତ ଦର୍ଶାଇଥିଲା ବରଗଡ଼ ଜିଲା ପାଇକମାଳ ଥାନା ପୋଲିସ। ଏପରି କି ଏହି ମାମଲାର ତଦନ୍ତ ନ କରି ପୋଲିସ ଦୁଇଜଣ ଯୁବକଙ୍କୁ ଗିରଫ କରି ଅଡୁଆରେ ପଡ଼ିଥିଲା। ଏହି ମାମଲାରେ...

ପୋଲିସ ଏନ୍‌କାଉଣ୍ଟର ପ୍ରସଙ୍ଗ: ଟିକି, ବିଶ୍ୱରଞ୍ଜନଙ୍କ ପରେ କାହା ପାଳି

ପୁରୀ ଅଫିସ, ୨୯।୯: ଗତ ୯ତାରିଖରେ ପୋଲିସର ପୃଥକ ଏନ୍‌କାଉଣ୍ଟରରେ ଆହତ ହୋଇ ଦୁଇ ଦୁର୍ଦ୍ଦାନ୍ତ ଅଭିଯୁକ୍ତ ଟିକି ଓରଫ ସୟାମତ ଖାଁ ଓ ବିଶ୍ୱରଞ୍ଜନ ସାହୁ ଏବେ ପୁରୀ ଜେଲରେ ଅଛନ୍ତି। ଏବେ ପୁଣି ପୋଲିସ ଆଉ କେତେଜଣ...

ନୀଳାଚଳ ଅର୍ବାନ ହାଟ ପ୍ରତି ପ୍ରଶାସନର ଅଣଦେଖା: ଅସ୍ତିତ୍ୱ ହରାଉଛି ସାଢ଼େ ୩କୋଟିର ପ୍ରକଳ୍ପ

ପୁରୀ ଅଫିସ, ୨୯।୯: ଓଡ଼ିଶା ହସ୍ତଶିଳ୍ପ ଓ ହସ୍ତକଳାର ବିକାଶ ହେବ। ହସ୍ତଶିଳ୍ପୀଙ୍କ ଆର୍ଥିକ ମାନଦଣ୍ଡ ସୁଧୁରିବ। ଓଡ଼ିଶା ହସ୍ତକଳା, ହସ୍ତଶିଳ୍ପ ସାମଗ୍ରୀ ଦେଶ ବିଦେଶରେ ପହଞ୍ଚତ୍ବ। ପୁରୀକୁ ଆସୁଥିବା ପର୍ଯ୍ୟଟକମାନେ ଏସବୁ ସାମଗ୍ରୀ ଦେଖିବା ସହ କ୍ରୟ କରିବେ।...

ଡ୍ୟାନ୍ସ ବାର୍‌ ଖୋଲିବା ପ୍ରସଙ୍ଗ: ଭାଜପାର ଅଭିଯୋଗ ‘ଦୋମୁହାଁ ନୀତି ଅବଲମ୍ବନ କରୁଛନ୍ତି ରାଜ୍ୟ ସରକାର’

ଭୁବନେଶ୍ୱର,୨୯।୯(ବ୍ୟୁରୋ): ୨୦୧୮ରେ ରାଜ୍ୟ ସରକାର ଶପିଂମଲଗୁଡିକରେ ମଦ ବିକ୍ରିକୁ ବନ୍ଦ କରିବା ସହ ଏହା ଓଡ଼ିଶାର ସଂସ୍କୃତି ଓ ପରମ୍ପରା ବିରୋଧୀ ବୋଲି ଦର୍ଶାଇଥିଲେ। ହେଲେ ସେହି ରାଜ୍ୟ ସରକାର ନିକଟରେ ଡ୍ୟାନ୍ସ ବାର୍‌ ଖୋଲିବାକୁ ଅନୁମତି ଦେଉଛନ୍ତି। ତେଣୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri