ରାଜ୍ୟ

ବାହାକୁଦ ଡଙ୍ଗାବୁଡ଼ିକୁ ୧୬ ବର୍ଷ: କ୍ରିକେଟ ଖେଳ ଦେଖିଲେ ଗ୍ରାମବାସୀଙ୍କ ଆଖିରୁ ଲୁହଝରେ

ପାରାଦୀପ,୧ା୩(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା କୁଜଙ୍ଗ ବ୍ଲକ ଅଧୀନ ନୂଆଗଡ଼ ଗ୍ରାମର ଗ୍ରାମବାସୀ ଏବେବି ଯେଉଁଠି କ୍ରିକେଟ ଖେଳ ଦେଖନ୍ତି ତାଙ୍କ ଆଖିରେ ଲୁହ ଆସିଥାଏ। କାରଣ ସେହି ଗ୍ରାମ ପାଇଁ କ୍ରିକେଟ ଖେଳ ସବୁଦିନ ପାଇଁ ଦୁଃଖ ଦେଇଛି। ନୂଆଗଡ ଗ୍ରାମର…

କୋଣାର୍କ ସୂର୍ଯ୍ୟ ମନ୍ଦିର ଗର୍ଭଗୃହରୁ କଢ଼ାଯାଇପାରେ ବାଲି

ଭୁବନେଶ୍ୱର, ୨୯।୨(ବ୍ୟୁରୋ): ବିଶ୍ୱ ଐତିହ୍ୟ କୋଣାର୍କ ସୂର୍ଯ୍ୟ ମନ୍ଦିର ଗର୍ଭଗୃହରୁ କଢ଼ାଯାଇପାରେ ବାଲି। ସୂର୍ଯ୍ୟମନ୍ଦିର ସୁରକ୍ଷା ଆୟୋଜିତ ଜାତୀୟ କର୍ମଶାଳାରେ ଶନିବାର ଦ୍ୱିତୀୟ ଦିନରେ ଏପରି ନିଷ୍ପତ୍ତି ନିଆଯାଇଛି। କର୍ମଶାଳା ପରେ ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ ପ୍ରହଲ୍ଲାଦ…

ଜନ୍ମଦିନ ପାଳନ ହେଲା କାଳ: କୋଲାବରେ ୩ ସାଙ୍ଗଙ୍କ ସଲିଳ ସମାଧି

ଜୟପୁର,୨୯ା୨(ଡି.ଏନ୍‌.ଏ)- କୋରାପୁଟ ଜିଲା ସଦର ସରକାରୀ ମହାବିଦ୍ୟାଳୟ ପାର୍ଶ୍ୱ କୋଲାବ ଜଳଭଣ୍ଡାରରେ ବୁଡ଼ି ଶନିବାର ୩ ଛାତ୍ରଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ କୋରାପୁଟର ମନ୍ମଥ ସାସ୍‌ମଲ, ମାଲକାନଗିରି ଜିଲାର ସନ୍ଦୀପ ପୂଜାରୀ ଓ ରମାକାନ୍ତ ପଟ୍ଟନାୟକ। ସମସ୍ତେ ମହାବିଦ୍ୟାଳୟର…

ଭୁବନେଶ୍ୱର-କଟକ ମଧ୍ୟରେ ଗଡ଼ିବ ସ୍ପେଶାଲ ଟ୍ରେନ୍‌

ଭୁବନେଶ୍ୱର,୨୯।୨(ବ୍ୟୁରୋ): ଭୁବନେଶ୍ୱର-କଟକ ମଧ୍ୟରେ ଗଡ଼ିବ ଜନସାଧାରଣ ସ୍ପେଶାଲ ଟ୍ରେନ। ଏ ନେଇ ପୂର୍ବତଟ ରେଳ ବିଭାଗ ପକ୍ଷରୁ ଶନିବାର ସୂଚନା ଦିଆଯାଇଛି। ରବିବାରଠାରୁ ୩୧ ତାରିଖ ଯାଏ ଏହି ଟ୍ରେନ ପରୀକ୍ଷାମୂଳକ ଭାବେ ଚାଲିବ। ଭୁବନେଶ୍ୱରରୁ ଭାୟା ବାରଙ୍ଗ ଓ ବାଲିକୁଦା…

ଅନିର୍ଦ୍ଦିଷ୍ଟ କାଳ ପାଇଁ ଘୁଞ୍ଚିଲା ବ୍ୟାଙ୍କ ଧର୍ମଘଟ, ୧୧ରେ ଖୋଲା ରହିବ

ଭୁବନେଶ୍ୱର,୨୯।୨(ବ୍ୟୁରୋ): ଅନିର୍ଦ୍ଦିଷ୍ଟ କାଳ ପାଇଁ ଘୁଞ୍ଚିଛି ପ୍ରସ୍ତାବିତ ବ୍ୟାଙ୍କ ଧର୍ମଘଟ। ଦରମା ବୃଦ୍ଧି ସହ ୧୨ ଦଫା ଦାବି ନେଇ ଆସନ୍ତା ୧୧ରୁ ୧୩ ତାରିଖ ଯାଏ ବ୍ୟାଙ୍କ ଧର୍ମଘଟ ପାଇଁ ନିଷ୍ପତ୍ତି ହୋଇଥିଲା। ଏବେ ଏହା ଅନିର୍ଦ୍ଧିଷ୍ଟ କାଳ ପାଇଁ…

ବଦଳିଲେ ରାଜ୍ୟପାଳଙ୍କ ସଚିବ, ପ୍ରମୋଦ ମେହେର୍ଦ୍ଦାଙ୍କୁ ଦାୟିତ୍ୱ

ଭୁବନେଶ୍ୱର,୨୯।୨(ବ୍ୟୁରୋ): ରାଜ୍ୟ ସରକାର ଶନିବାର ବରିଷ୍ଠ ଆଇଏଏସ୍‌ ଅଫିସରସ୍ତରରେ ଅଦଳବଦଳ କରିଛନ୍ତି। ପରିବହନ ସଚିବ ଥିବା ପ୍ରମୋଦ ମେହେର୍ଦ୍ଦାଙ୍କୁ ରାଜ୍ୟପାଳଙ୍କ ସଚିବ ଭାବେ ନିଯୁକ୍ତ କରାଯାଇଛି। ସେହିଭଳି ରାଜ୍ୟପାଳଙ୍କ ସଚିବ ଥିବା ମଧୁସୂଦନ ପାଢ଼ୀଙ୍କୁ ଚକବନ୍ଦୀ କମିଶନର ଭାବେ ନିଯୁକ୍ତି ଦିଆଯାଇଛି।

ମାର୍ଚ୍ଚ ୩ରୁ ଯୁକ୍ତ ୨ ପରୀକ୍ଷା: ଫୋନ ବ୍ୟବହାର ଉପରେ ରୋକ, ସବୁ ପରୀକ୍ଷାକେନ୍ଦ୍ରରେ ସିସିଟିଭି

ଭୁବନେଶ୍ୱର,୨୯ା୨(ବ୍ୟୁରୋ): ମାର୍ଚ୍ଚ ୩ରୁ ଯୁକ୍ତ ୨ ପରୀକ୍ଷା ଆରମ୍ଭ ହେଉଛି। ପରୀକ୍ଷା ଅବ୍ୟବହିତ ପୂର୍ବରୁ ଶନିବାର ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ତରଫରୁ କରାଯାଇଥିବା ପ୍ରସ୍ତୁତି ନେଇ ସିଏଚ୍‌ଏସ୍‌ଇ ଅଧ୍ୟକ୍ଷ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ବିଶେଷକରି ପ୍ରଶ୍ନପତ୍ରର ସୁରକ୍ଷା, ବିତରଣ…

ଆଜି ସରୁଛି ଡେଡ୍‌ଲାଇନ୍‌: ମାର୍ଚ୍ଚ ପହିଲାରୁ ଜୋରଦାର ହେବ ଧରପଗଡ଼; ପାଖରେ ରଖନ୍ତୁ ଆବଶ୍ୟକ କାଗଜପତ୍ର

ଭୁବନେଶ୍ୱର,୨୯।୨(ବ୍ୟୁରୋ): ୨୦୧୯ ସେପ୍ଟେମ୍ବର ୧ରେ ସାରା ଭାରତରେ ନୂଆ ମୋଟର ଯାନ ଆଇନ କଡ଼ାକଡ଼ି ପାଳନ ପାଇଁ ନିର୍ଦ୍ଦେଶ ହୋଇଥିଲା। ହେଲେ ଲୋକମାନଙ୍କ ଅସନ୍ତୋଷ ଏବଂ ଗାଡ଼ି କାଗଜପତ୍ର ପାଇଁ ଆର୍‌ଟିଓରେ ଭିଡ଼କୁ ଦେଖି ରାଜ୍ୟ ସରକାର ୨ଟି ପର୍ଯ୍ୟାୟରେ ୬…

ସ୍ବର ବଦଳାଇଛନ୍ତି ଶାହା; ରାଜ୍ୟ ସଭା ସିଟ୍‌ ପାଇଁ ବିଜେଡି-ଭାଜପା ମଧ୍ୟରେ ଡିଲ୍‌ ହୋଇଛି: ସୁର

ଭୁବନେଶ୍ୱର,୨୯ା୨(ବ୍ୟୁରୋ): ଗତ ସାଧାରଣ ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭାଜପା ପୋଡ଼ା ଟ୍ରାନ୍ସଫର୍ମର କହିଥିଲା। ଏପରିକି ଭାଜପାର କେନ୍ଦ୍ରୀୟ ନେତା ଯେବେ ବି ଓଡ଼ିଶା ଆସନ୍ତି, ରାଜ୍ୟ ସରକାରଙ୍କୁ ଭର୍ତ୍ସନା କରନ୍ତି। ନବୀନଙ୍କ ବିରୋଧରେ କଟାକ୍ଷ କରନ୍ତି। ଏବେ କିନ୍ତୁ…

ଲିଙ୍ଗରାଜଙ୍କୁ ଦର୍ଶନ କଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା

ଭୁବନେଶ୍ୱର, ୨୯।୨(ବ୍ୟୁରୋ): କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ୨ ଦିନିଆ ଓଡ଼ିଶା ଗସ୍ତରେ ଆସି ଶନିବାର ପୁରୀ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ଭୁବନେଶ୍ୱରରେ ପହଞ୍ଚି ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କୁ ଦର୍ଶନ କରିଛନ୍ତି। ଏହି ଅବସରରେ ତାଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର…

ତୀର୍ଥଯାତ୍ରାରେ ଗଲେ ୯୭୬ ବରିଷ୍ଠ ନାଗରିକ

ବ୍ରହ୍ମପୁର ଅଫିସ,୨୯।୨: ଗରିବ ଲୋକମାନଙ୍କ ପାଇଁ ତୀର୍ଥଯାତ୍ରା ସ୍ବପ୍ନ ଥିଲା। ଅର୍ଥାଭାବରୁ ତୀର୍ଥସ୍ଥାନକୁ ଯାଇ ପୂଣ୍ୟ ଅର୍ଜନ କରିବା ଆଶା ମଉଳି ଯାଉଥିଲା। ରାଜ୍ୟରେ ଗରିବ ଶ୍ରେଣୀର ବରିଷ୍ଠ ନାଗରିକମାନଙ୍କ ଏହି ସ୍ବପ୍ନକୁ ସାକାର କରିବା ପାଇଁ ୨୦୧୬ରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା…

ଜମି ରେକର୍ଡ ଡିଜିଟାଇଜ କରିବାରେ ଓଡ଼ିଶା ଦ୍ୱିତୀୟ

ଭୁବନେଶ୍ୱର, ୨୯।୨(ବ୍ୟୁରୋ): ଜମିଜମା ରେକର୍ଡ ଡିଜିଟାଇଜିଂ କରିବା କ୍ଷେତ୍ରରେ ଓଡ଼ିଶା ଦେଶରେ ଦ୍ୱିତୀୟ ସ୍ଥାନ ଅଧିକାର କରିଛି। ନ୍ୟାଶନାଲ କାଉନ୍‌ସିଲ ଅଫ ଆପ୍ଲାଏଡ ଇକୋନୋମିକ୍ସ ରିସର୍ଚ୍ଚ(ଏନସିଏଇଆର) ଲ୍ୟାଣ୍ଡ ରେକର୍ଡସ ଆଣ୍ଡ ସର୍ଭିସ ଟ୍ୟାକ୍ସ ସର୍ଭିସେସ ଇଣ୍ଡେକ୍ସରୁ ଏହା ଜଣାପଡିଛି। ଏ କ୍ଷେତ୍ରରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri