ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି। ଚଳିତ ବର୍ଷ ସାର ଯୋଗାଣ ସୁରୁଖୁରୁରେ ଚାଲିଥିବା ବେଳେ ସମବାୟ…
ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ
ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ ମଙ୍ଗଳବାର ଦୋଷୀ ସାବ୍ୟସ୍ତ କରିଛନ୍ତି। ପ୍ରଧାନମନ୍ତ୍ରୀ ଆବାସ ଯୋଜନା (PMAY) ଘରର ୩ୟ…
ନାବାଳକଙ୍କ ବାର୍ହା ସହ ଦୁଇ ଘଣ୍ଟା ଧରି ଲଢ଼େଇ: ଶେଷରେ ଜୀବନ ବଞ୍ଚାଇବା ପାଇଁ…
ବାଙ୍କୀ, ୨୫।୮ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଗୋପାଳପୁର ପଞ୍ଚାୟତରେ ବାର୍ହା ଆତଙ୍କରେ ଭୟଭୀତ ଲୋକେ। ମଙ୍ଗଳବାର ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ଗୋପାଳପୁର ପଞ୍ଚାୟତର ୧ ନମ୍ବର ୱାର୍ଡ ଗଉଡ଼ ସାହି ନିକଟ ନଦୀକୁଣ୍ଡା ନାଳକୁ ଶୌଚ ପାଇଁ ଯାଇଥିବା…
ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ
ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର କରି ଏହି ସଂଘର୍ଷ ହୋଇଥିବା ଜଣାପଡିଛି। ଏପରିକି ଦୁଇ ଗୋଷ୍ଠୀ ମଧ୍ୟରେ ଟେକା…
ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ
ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ବଳରାମ ଗୌଡ (୩୫) । ସୂଚନା ଅନୁସାରେ, ବଳରାମ ତାଙ୍କର ଘର…
ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….
ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି ଘଟଣା ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି। ସୂଚନା ଅନୁଯାୟୀ, ତିଲେଇମାଳ…
ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ
ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ମୃତ ଦମ୍ପତିଙ୍କ ଘର କନ୍ଧମାଳ ଜିଲା ନେଡ଼ିପଙ୍ଗାରେ। ମିଳିଥିବା ସୂଚନା ମୁତାବକ, ନିଃସନ୍ତାନ…
ପନିର ଅପମିଶ୍ରଣ ନେଇ କଟକରେ ରେଡ୍ ପରେ ଏବେ ପାହାଳ ପାଳି: ମିଠା କିଣୁଥିଲେ ଜାଣି ରଖନ୍ତୁ….
ଭୁବନେଶ୍ୱର,୨୫।୮: ପାର୍ବଣ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ଛେନା ଓ ପନିରର ଗୁଣବତ୍ତାକୁ ନେଇ ଚିନ୍ତା ବଢ଼ିଛି। ନକଲି ଓ ଅପମିଶ୍ରିତ ଛେନା-ପନିର ବିକ୍ରି ଅଭିଯୋଗକୁ ନେଇ BMC ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଜୋରଦାର ଯାଞ୍ଚ ଓ ଚଢ଼ାଉ ଜାରି ରହିଛି। ବିଶେଷକରି…
ବଢ଼ିଲା କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ଅଡୁଆ, ହାଇକୋର୍ଟ ଦେଲେ ଏହି ନିର୍ଦ୍ଦେଶ
କଟକ,୨୫।୮(ପ୍ରଭୁକଲ୍ୟାଣ ପାଲ୍): କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ । ନିମ୍ନ ଅଦାଲତରେ ବାରମ୍ବାର ସମୟ ନେଇ ହାଜର ନହେବାରୁ ହାଇକୋର୍ଟ ବିରକ୍ତ ପ୍ରକାଶ କରି ନିମ୍ନ ଅଦାଲତଙ୍କ ପକ୍ଷରୁ ସୌରିନ୍ ଭଟ୍ଟଙ୍କ ବିରୋଧରେ ଲାଗୁ ହୋଇଥୁବା ଜାମିନ୍ ବିହୀନ…
ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ
ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ। ପୋଲିସ ପଦବୀ ଥିବାରୁ ସେମାନେ ଆଇନର ଗଳାବାଟ ଦେଇ ଖସିଯିବାକୁ ଉଦ୍ୟମ କରୁଛନ୍ତି।…
ଛାତ୍ରୀ ଗାଧୋଉଥିବାବେଳେ ସ୍କାଏ ଲାଇଟ୍ ପଟେ ଭିଡିଓ ଶୁଟିଂ କରୁଥିଲେ ନାବାଳକ: ଆଉ ତା’ପରେ…
ଭୁବନେଶ୍ୱର,୨୫।୮(ପ୍ରସନଜିତ୍ ସାହୁ): ଇନ୍ଫୋଭ୍ୟାଲି ଥାନା ଅଞ୍ଚଳର ଏକ ଘରୋଇ ଇଞ୍ଜିନିୟରିଂ କଲେଜର ଜଣେ ଛାତ୍ରୀଙ୍କ ଗାଧୋଇବା ସମୟର ଭିଡିଓ ଶୁଟିଂ କରି ଜଣେ ନାବାଳକ ବନ୍ଧା ହୋଇଛନ୍ତି। ଥାନାରେ ଏନେଇ ଅଭିଯୋଗ ପରେ ପୋଲିସ ଏକ ମାମଲା (ନଂ. ୩୫୧/୨୦୨୬) ରୁଜୁ…
ଲଘୁଚାପ ସକ୍ରିୟ: ପ୍ରବଳ ବର୍ଷା ସମ୍ଭାବନା, ଚେତାବନୀ ଜାରି
ଭୁବନେଶ୍ୱର,୨୫ା୮(ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗାଙ୍ଗେଟିକ୍ ପଶ୍ଚିମବଙ୍ଗ ଓ ତା’ର ପାଖାପାଖି ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି। ଏଥିସହ ସଂଲଗ୍ନ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୭.୬ କି.ମି. ପର୍ଯ୍ୟନ୍ତ ବ୍ୟାପିଛି। ଲଘୁଚାପ ମଙ୍ଗଳବାର ଉତ୍ତର ପଶ୍ଚିମ ଆଡ଼କୁ…

