ସରକାରୀ ହସ୍ପିଟାଲ, ଆର୍ଟିଓ କାର୍ଯ୍ୟାଳୟରେ ଚଢାଉ: ଦିନକରେ ୭୧ ଦଲାଲ ଗିରଫ
ଭୁବନେଶ୍ୱର,୨୮।୯(ବ୍ୟୁରୋ): ରୋଗୀଙ୍କୁ ଭୁଆଁ ବୁଲାଇ ବିଭିନ୍ନ ଘରୋଇ ହସ୍ପିଟାଲକୁ ପଠାଇ ମୋଟା ଅଙ୍କର ଟଙ୍କା ଲୁଟୁଥିଲେ ଦଲାଲ। ସେହିପରି ବିଭିନ୍ନ ପରିବହନ କାର୍ଯ୍ୟାଳୟରେ ଦଲାଲଙ୍କ ଦ୍ୱାରା ଅନେକ ବ୍ୟକ୍ତି ଠକେଇର ଶୀକାର ହେଉଥିଲେ। ଏ ନେଇ ଅଭିଯୋଗ ବଢିବା ପରେ...
୬୭ତମ ରାଜ୍ୟ ପୋଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍ଯାପିତ
କଟକ ଅଫିସ,୨୮।୯: ବୃତ୍ତିଗତ ପ୍ରତିଯୋଗିତା ଦକ୍ଷତା ବୃଦ୍ଧି କରିଥାଏ। ପୋଲିସ ବିଭାଗର ବିଭିନ୍ନ ସ୍ତରରେ କାର୍ଯ୍ୟ କରୁଥିବା ଅଧିକାରୀ ଓ କର୍ମଚାରୀଙ୍କ ମଧ୍ୟରେ ଦକ୍ଷତା ବୃଦ୍ଧି ନିମନ୍ତେ ଏଭଳି ପ୍ରତିଯୋଗିତା ଆୟୋଜନ କରାଯାଉଛି ବୋଲି ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପ୍ଟେନ ଦିବ୍ୟଶଙ୍କର...
ବିଏମ୍ସି ହାତକୁ ଗଲା କୋଚିଲେଇ ହାଟ
ଭୁବନେଶ୍ୱର, ୨୮।୯(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ଚଳିତବର୍ଷ ତା’ର ରାଜସ୍ବ ବଢାଇବା ଉଦ୍ୟମ ଜାରି ରଖିଛି। ଏହି ମର୍ମରେ ରସୁଲଗଡ଼ ଛକ ନିକଟରେ ଥିବା ଦୀର୍ଘ ୨୩ ବର୍ଷର କୋଚିଲେଇ ହାଟକୁ ନିଜ ଦାୟିତ୍ୱକୁ ନେଇଛି। ଏକ ସ୍ବତନ୍ତ୍ର...
ମଧୁସୂଦନପୁର ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ: ୪ ବଖରା ସହିତ ଜଳିଗଲେ ୪ ଗୋରୁ
ବିିଞ୍ଝାରପୁର,୨୮।୯(ଡି.ଏନ.ଏ): ବିଞ୍ଝାରପୁର ଥାନା ମଧୁସୂଦନପୁର ଗ୍ରାମର ରଥସାହିଠାରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡର କାରଣ ଜଣାପଡି ନ ଥିବାବେଳେ ଏଥିରେ ଦୁଇ ପରିବାରର ୪ବଖରା ସହିତ ୨ଟି ଗାଈ, ୨ ବାଛୁରୀ, ୪ ବାଇକ୍ ଓ...
କମୁନି ଝିଅବୋହୂଙ୍କୁ ଶାରିରୀକ ନିର୍ଯାତନା: ପ୍ରହସନ ପାଲଟିଛି ଆତ୍ମରକ୍ଷା କୌଶଳ ତାଲିମ
ଯାଜପୁର ଅଫିସ,୨୮।୯: ରାଜ୍ୟ ଯୁବ ନୀତି (ଷ୍ଟେଟ ୟୁଥ୍ ପଲିସି)-୨୦୧୩ ଅନୁଯାୟୀ କଲେଜ ଛାତ୍ରୀଙ୍କୁ ଆମତ୍ରକ୍ଷା କୌଶଳ ତାଲିମ କାର୍ଯ୍ୟକ୍ରମ ପ୍ରଣୀତ ହୋଇଛି। ଉଚ୍ଚଶିକ୍ଷା ବିଭାଗ ଅଧୀନରେ କାର୍ଯ୍ୟକାରୀ ହେଉଥିବା ଏହି ଯୋଜନା ଯାଜପୁର ଜିଲାରେ ପ୍ରହସନ ପାଲଟିଛି ।...
ର଼୍ୟାକ ପଏଣ୍ଟରୁ ୟୁରିଆ ସାର ହରିଲୁଟ
ଯାଜପୁର ଅଫିସ,୨୮।୯: ଲାଭଖୋର ସାର ବ୍ୟବସାୟୀଙ୍କୁ ନିୟନ୍ତ୍ରଣ କରିବାରେ ରାଜ୍ୟ ସରକାରଙ୍କ ବିଫଳତା ଯୋଗୁ ଯାଜପୁର ଜିଲାରେ ସାରର ଅଭାବୀ ପରିସ୍ଥିତି ଲାଗି ରହିଛି। ର଼୍ୟାକ ପଏଣ୍ଟରୁ ୟୁରିଆ ସାର ହରିଲୁଟ ହେଉଛି । ଏପରିକି ଢେଙ୍କାନାଳ, କେନ୍ଦୁଝର, କେନ୍ଦ୍ରାପଡା...
ନୟାଗଡ଼ ପୋଲିସ ଟ୍ରେନିଂ ସ୍କୁଲର ଦୀକ୍ଷାନ୍ତ ସମାରୋହ: କନଷ୍ଟେବଳ ପୋଲିସର ମେରୁଦଣ୍ଡ
ନୟାଗଡ଼ ଅଫିସ,୨୮।୯: ନୟାଗଡ଼ ପୋଲିସ ଟ୍ରେନିଂ ସ୍କୁଲ (ପିଟିଏସ୍)ର ଦୀକ୍ଷାନ୍ତ ସମାରୋହ-୨୦୧୯ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ନୟାଗଡ଼ ଏସ୍ପି ତଥା ଟ୍ରେନିଂ ସ୍କୁଲର ଅଧ୍ୟକ୍ଷ ଶଶିଭୂଷଣ ଶତପଥୀଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି ସମାରୋହରେ ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର...
ଗ୍ରାହକଙ୍କ ବିଶ୍ୱାସ ଭରଷାର ଅନ୍ୟନାମ;ଗୁପ୍ତା ଡିଷ୍ଟ୍ରିବ୍ୟୁଟର୍ସ
ଯେକୌଣସି ବାଣିଜ୍ୟ ଲାଗି ଗ୍ରାହକଙ୍କ ରେସ୍ପନ୍ସ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ। ଗ୍ରାହକ ଆଦୃତି ଲାଭ ଦ୍ୱାରା ବ୍ରାଣ୍ଡ ଆଗକୁ ଅଗ୍ରସର ହେବାରେ କୌଣସି ଅସୁବିଧା ହୁଏ ନାହିଁ। ସେହିଭଳି ସ୍ବତନ୍ତ୍ର ସେବା ଯୋଗାଣ ଦ୍ୱାରା ଗ୍ରାହକଙ୍କ ନିକଟତର ହେବା ନେଇ...
ସଙ୍କଳ୍ପବଦ୍ଧ ହୋଇ କାର୍ଯ୍ୟ କରିବାକୁ ପରାମର୍ଶ
ଅନୁଗୋଳ ଅଫିସ, ୨୮।୯ ଅନୁଗୋଳ ଜିଲାରେ ଜଳସେଚନର ଅନେକ ସମ୍ଭାବନା ରହିଛି। ଏହି ସମ୍ଭାବନାକୁ କାର୍ଯ୍ୟରେ ପରିଣତ କରିବା ପାଇଁ ସମସ୍ତେ ଏକ ଲକ୍ଷ୍ୟ ସ୍ଥିର କରିବା ସହ ସଙ୍କଳ୍ପବଦ୍ଧ ହୋଇ କାମ କରିବାକୁ ରାଜ୍ୟ ଜଳ ସମ୍ପଦ, ସୂଚନା...
ରସାସିଂହରେ ଜ୍ୱର ଆତଙ୍କ:୪ ଡେଙ୍ଗୁ, ୬ ଚିକୁନଗୁନିଆ ରୋଗୀ ଚିହ୍ନଟ
ଢେଙ୍କାନାଳ ଅଫିସ, ୨୮।୯ ଢେଙ୍କାନାଳ ଜିଲା ଓଡ଼ପଡ଼ା ବ୍ଲକ ରସାସିଂହ ଗ୍ରାମରେ ସଂକ୍ରାମକ ଜ୍ୱର ଆତଙ୍କ ଦେଖାଦେଇଛି। ଶୁକ୍ରବାର ରକ୍ତ ନମୁନା ପରୀକ୍ଷା କରାଯିବା ପରେ ୪ ଡେଙ୍ଗୁ ଏବଂ ୬ ଜଣ ଚିକୁନ୍ଗୁନିଆ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାକୁ...
କୁମୁସୀ ସରପଞ୍ଚ ନିଲମ୍ବିତ
ପରଜଙ୍ଗ, ୨୮।୯(ଡି.ଏନ.ଏ.) ପଦବୀର ଅପବ୍ୟବହାର ଅଭିଯୋଗରେ ନିଲମ୍ବିତ ହୋଇଛନ୍ତି ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁମୁସୀ ପଞ୍ଚାୟତର ସରପଞ୍ଚ ସାଗରିକା ଦେହୁରୀ। ଜିଲାପାଳଙ୍କ ଅର୍ଡର ନଂ. ୭୮୦ ଏବଂ ତା.୨୬.୯.୧୯ରିଖରେ ଏହି ନିର୍ଦ୍ଦେଶ ଜାରି କରାଯାଇଛି। ତାଙ୍କ ସ୍ଥାନରେ ନାଏବ...
ଢେଙ୍କାନାଳରେ ଜଳସମ୍ପଦ ମନ୍ତ୍ରୀ:ଅଧିକ ଜମିକୁ ଜଳ ସେଚନ ନିର୍ଦ୍ଦେଶ
ଢେଙ୍କାନାଳ ଅଫିସ, ୨୮।୯ ଜଳସମ୍ପଦ ଏବଂ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ଶୁକ୍ରବାର ଢେଙ୍କାନାଳ ଗସ୍ତରେ ଆସି ସ୍ଥାନୀୟ ସର୍କିଟ ହାଉସ୍ରେ ବିଭାଗୀୟ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଜିଲାରେ ଅଧିକ ଚାଷ ଜମିକୁ ଜଳସେଚନ କରିବାକୁ ମନ୍ତ୍ରୀ...
Archives


