ହୋମଗାର୍ଡଙ୍କୁ ଦୈନିକ ମଜୁରି ୫ଶହ ଟଙ୍କା ଦିଅ: ହାଇକୋର୍ଟ
କଟକ ଅଫିସ,୨୯।୨: ଓଡ଼ିଶା ପୋଲିସ ବିଭାଗରେ କାର୍ଯ୍ୟ କରୁଥିବା ହୋମଗାର୍ଡମାନଙ୍କ ପାଇଁ ଖୁସି ଖବର। ଏଣିକି ହୋମଗାର୍ଡମାନଙ୍କୁ ଦୈନିକ ୫୦୦ ଟଙ୍କା ମଜୁରି ମିଳିବ। ଶୁକ୍ରବାର ରାଜ୍ୟ ସରକାରଙ୍କୁ ଏହି ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି ଓଡ଼ିଶା ହାଇକୋର୍ଟ। ଜଷ୍ଟିସ୍ ବିଶ୍ୱନାଥ ରଥ…
ରାଜ୍ୟରେ କୁକୁଡ଼ା ଚାଷ ପ୍ରଭାବିତ
ଭୁବନେଶ୍ୱର, ୨୯।୨ (ବ୍ୟୁରୋ): ଗତ ତିନିବର୍ଷ ହେଲା ରାଜ୍ୟର କୁକୁଡା ଚାଷ ଉପରେ ବାର୍ଡ ଫ୍ଲୁ ଦାଉ ସାଧୁଛି। ଏଥିଯୋଗୁ ଚାଷୀମାନେ ବ୍ୟାପକ କ୍ଷତି ସହୁଛନ୍ତି। ସୂଚନାନୁଯାୟୀ, ରାଜ୍ୟର ୪ ପ୍ରମୁଖ ଉପକୂୂଳବର୍ତ୍ତୀ ଜିଲା ଜଗତ୍ସିଂହପୁର, ପୁରୀ, କଟକ ଓ ଖୋର୍ଦ୍ଧାରେ…
ସୂର୍ଯ୍ୟମନ୍ଦିର ସଂରକ୍ଷଣ, ରକ୍ଷଣାବେକ୍ଷଣକୁ ଗୁରୁତ୍ୱ
କୋଣାର୍କ, ୨୯।୨(ଡି.ଏନ୍.ଏ.): କୋଣାର୍କ ସୂର୍ଯ୍ୟମନ୍ଦିରର ସଂରକ୍ଷଣ ଓ ରକ୍ଷଣାବେକ୍ଷଣ ନେଇ ଶୁକ୍ରବାର ଭାରତ ସରକାରଙ୍କ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା ଆନୁକୂଲ୍ୟରେ ଦୁଇଦିନିଆ ଜାତୀୟ କର୍ମଶାଳା ଉଦ୍ଘାଟିତ ହୋଇଛି। କୋଣାର୍କସ୍ଥିତ ଯାତ୍ରୀନିବାସ ସମ୍ମେଳନ କକ୍ଷରେ ଆୟୋଜିତ ଏହି କର୍ମଶାଳାକୁ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥାର…
ସପ୍ତାହରେ ଦିନଟିଏ ଖଦି
ଭୁବନେଶ୍ୱର,୨୯।୨(ବ୍ୟୁରୋ): ଯୁବପିଢିଙ୍କୁ ଖଦି ପ୍ରତି ଆକର୍ଷିତ କରିବାକୁ ଏକ ଅଭିନବ ପଦକ୍ଷେପ ଗ୍ରହଣ କରିଛି ଓଡ଼ିଶା ଖଦି ଓ ଗ୍ରାମୋଦ୍ୟୋଗ ବୋର୍ଡ। ସପ୍ତାହରେ ଅନ୍ତତଃ ଗୋଟିଏ ଦିନ ଖଦି ପରିଧାନ କରିବା ପାଇଁ ବୋର୍ଡ ପକ୍ଷରୁ ଯୁବବର୍ଗଙ୍କୁ ନିବେଦନ କରାଯାଇଛି। ଏନେଇ…
ସୂର୍ଯ୍ୟମଣିଙ୍କୁ ଜାତୀୟ ପୁରସ୍କାର
ଭୁବନେଶ୍ୱର,୨୯।୨(ବ୍ୟୁରୋ): ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଅବଦାନ ଲାଗି ଓଡ଼ିଶାର ସୂର୍ଯ୍ୟମଣି ବେହେରାଙ୍କୁ ମିଳିଛି ଜାତୀୟ ପୁରସ୍କାର। ଜାତୀୟ ବିଜ୍ଞାନ ଦିବସ ଅବସରରେ କେନ୍ଦ୍ର ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରଣାଳୟ ପକ୍ଷରୁ ଶୁକ୍ରବାର ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନଠାରେ ଆୟୋଜିତ…
ମାନସିକ ଭାରସାମ୍ୟ ହରାଇ ବିଧବା ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ
ପାଟଣା,୨୯।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରୀ ପଞ୍ଚାୟତ ମଲ୍ଲୀପଶି ଗଁାର ଜଣେ ବିଧବା ମହିଳା ଶୁକ୍ରବାର ବିଳମ୍ବିତ ରାତିରେ ଆତ୍ମହତ୍ୟା ଉଦ୍ୟମ କରିଥିବା ଜଣାପଡ଼ିଛି। ଉକ୍ତ ମହିଳା ଜଣକ ହେଲେ ରୁନି ନାୟକ। ଖବର ପାଇ ଶନିବାର ସକାଳେ ସ୍ଥାନୀୟ…
ମହାପ୍ରଭୁଙ୍କୁ ଦର୍ଶନ କଲେ ଶାହା
ପୁରୀ ଅଫିସ,୨୯।୨: କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ଶନିବାର ସକାଳ ୮ଟା ୧୦ରେ ଶାହା ସିଂହଦ୍ୱାର ନିକଟରେ ପହଞ୍ଚିଥିଲେ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ.କ୍ରିଷନ କୁମାର, ଜିଲାପାଳ ବଳଓ୍ବନ୍ତ ସିଂହ ପ୍ରମୁଖ ପ୍ରଶାସନୀକ ଅଧିକାରୀଙ୍କ ସମେତ…
ରାଜରାସ୍ତାରେ ମହିଳାଙ୍କ ପ୍ରସବ
ଭଦ୍ରକ ଅଫିସ,୨୯।୨: ଭଦ୍ରକ ବନ୍ତ ଛକଠାରେ ଶୁକ୍ରବାର ବିଳମ୍ବିତ ରାତିରେ ରାଜରାସ୍ତାରେ ଜଣେ ବିକୃତ ମସ୍ତିଷ୍କ ମହିଳା ପ୍ରସବ ଯନ୍ତ୍ରଣାରେ ଛଟପଟ ହୋଇ ଏକାକି ଏକ ଶିଶୁପୁତ୍ରକୁ ଜନ୍ମ ଦେଇଥିଲେ। କିଛି ଯୁବକଙ୍କ ଉଚିତ ପଦକ୍ଷେପ ଯୋଗୁ ବଞ୍ଚିଲେ ମାଆ ଓ…
ଏମ୍ଏମ୍ଡିଆର୍ ପରିବର୍ତ୍ତନ ଯୋଗୁ ଲାଭବାନ ହେବ ଓଡ଼ିଶା
ଭୁବନେଶ୍ୱର,୨୯।୨: କେନ୍ଦ୍ର ସରକାର ମାଇନ୍ସ ଆଣ୍ଡ ମିନେରାଲ ଡେଭଲପମେଣ୍ଟ ରେଗୁଲେଶନ ଆକ୍ଟ (ଏମ୍ଏମ୍ଡିଆର) ନିୟମରେ ପରିବର୍ତ୍ତନ କରିଥିବାରୁ ଓଡିଶା ବାର୍ଷିକ ପ୍ରାୟ ୨୦ ହଜାର କୋଟି ଟଙ୍କା ପାଇବ ବୋଲି କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ସୂଚନା ଦେଇଛନ୍ତି।…
ଆଜି ମହାପ୍ରଭୁଙ୍କୁ ଦର୍ଶନ କରିବେ
ପୁରୀ ଅଫିସ,୨୯।୨: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ପୁରୀ ଗସ୍ତରେ ଆସିଛନ୍ତି। ଭୁବନେଶ୍ୱରରେ ଏକାଧିକ କାର୍ଯ୍ୟକ୍ରମରେ ଯୋଗଦେଇ ଶୁକ୍ରବାର ରାତି ପ୍ରାୟ ୯ଟା ୧୦ରେ ଶାହା ପୁରୀରେ ପହଞ୍ଚତ୍ଥିଲେ । ତାଙ୍କୁ ଜିଲାପାଳ ବଲୱନ୍ତ ସିଂ, ଏସ୍ପି ଉମାଶଙ୍କର ଦାଶ ପ୍ରମୁଖ…
ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଆକ୍ରମଣ: ଫେରାର ଅଭିଯୁକ୍ତ ଗିରଫ
ଭୁବନେଶ୍ୱର,୨୯।୨(ବ୍ୟୁରୋ): ପୂର୍ବ ଶତ୍ରୁତାକୁ ନେଇ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ଫେରାର ଥିବା ଅଭିଯୁକ୍ତଙ୍କୁ ଇନଫୋସିଟି ଥାନା ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ କଳାରାହାଙ୍ଗ ଅଞ୍ଚଳର ଅଜୟ ମହାଭୋଇ। ସୂଚନା ମୁତାବକ, ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ଥବା ଗୋଲକପୁରୀ…
ଶ୍ରୀଲିଙ୍ଗରାଜଙ୍କ ହାଣ୍ଡିଭଙ୍ଗା ଯାତ୍ରା ପ୍ରସଙ୍ଗ
ପୁରୁଣା ଭୁବନେଶ୍ୱର, ୨୯।୨(ଡି.ଏନ.ଏ.): ମହାଶିବରାତ୍ରି ଯିବାର ପ୍ରଥମ ଶନିବାର ପରମ୍ପରା ଅନୁସାରେ ଠାକୁରଙ୍କ ହାଣ୍ଡିଭଙ୍ଗା ଯାତ୍ରା ଅନୁଷ୍ଟିତ ହେଉଥିଲା। ହେଲେ ୨୦୧୫ରୁ ଶ୍ରୀକପିଳେଶ୍ୱର ମନ୍ଦିରରେ ମଲିଆ ଏବଂ ଖୁଣ୍ଟିଆ ସେବାୟତଙ୍କ ବିବାଦ ଯୋଗୁ ୯ ଶହ ବର୍ଷର ଶ୍ରୀଲିଙ୍ଗରାଜଙ୍କ ହାଣ୍ଡିଭଙ୍ଗା ଯାତ୍ରାରେ…
Archives


