ରାଜ୍ୟ

୬ମାସ ଘୁଞ୍ଚିଲା ଇ-ବସ୍‌ ଚଳାଚଳ

ଭୁବନେଶ୍ୱର, ୨୯।୨ (ବ୍ୟୁରୋ): ଆସନ୍ତା ମାର୍ଚ୍ଚ ମାସ ଶେଷ ସୁଦ୍ଧା ଭୁବନେଶ୍ୱରରେ ଚଳାଚଳ କରିଥାନ୍ତା ଇ-ବସ୍‌। ହେଲେ ଏବେ ସେହି ଆଶା ମଉଳି ଯାଇଛି। ଚାଇନାରେ ନିର୍ମିତ ହେଉଥିବା ଇ-ବସ୍‌ର ଉପକରଣ ଆସିପାରୁ ନ ଥିବାରୁ ଇ-ବସ୍‌ ଚଳାଚଳ କରିବାରେ ଆହୁରି…

ଖାଉଟିଙ୍କ ପାଇଁ ଧାର୍ଯ୍ୟ ହେବ ଅଣ୍ଡା ଦର

ଭୁବନେଶ୍ୱର, ୨୯।୨(ବ୍ୟୁରୋ): ଏଣିକି ଖାଉଟିଙ୍କ ପାଇଁ ଅଣ୍ଡା ଦର ଧାର୍ଯ୍ୟ କରାଯିବ। ଖାଉଟି ଅଣ୍ଡା ଚାଷୀଙ୍କ ବିକ୍ରି ଦର ମଧ୍ୟ ଜାଣିପାରିବେ। ଚାଷୀ କେତେ ଟଙ୍କାରେ ବ୍ୟବସାୟୀଙ୍କୁ ଦେଉଛନ୍ତି ଏବଂ ଖାଉଟି କେତେ ଟଙ୍କାରେ ଅଣ୍ଡା ପାଇବେ ତାହା ବିସ୍ତୃତ ଭାବେ…

ଅଙ୍ଗଦାନ ପାଇଁ ସୁଚିତ୍ରାଙ୍କ ପରିବାରବର୍ଗଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯।୨(ବ୍ୟୁରୋ): ଭୁବନେଶ୍ୱର ପୋଖରୀପୁଟର ସୁଚିତ୍ରା ଦାଶ(୫୬)ଙ୍କ ମୃତ୍ୟୁ ପରେ ତାଙ୍କ ଅଙ୍ଗଦାନ କରିଥିବା ପରିବାରବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଧନ୍ୟବାଦ ଜଣାଇଛନ୍ତି। ସୁଚିତ୍ରାଙ୍କ ପରିବାରର ମହତ କାର୍ଯ୍ୟ ଯୋଗୁ ୨ଜଣ ନୂଆ ଜୀବନ ପାଇଛନ୍ତି। ଏଥିପାଇଁ ସୁରଜ ଯୋଜନା ଅନୁଯାୟୀ ସରକାରଙ୍କ…

ଭାଙ୍ଗିଲା ସୂର୍ଯ୍ୟମନ୍ଦିର ମୂର୍ତ୍ତି, ବିବାଦରେ ଏଏସ୍‌ଆଇ

ଭୁବନେଶ୍ୱର,୨୯।୨(ବ୍ୟୁରୋ): ବିଶ୍ୱ ଐତିହ୍ୟସ୍ଥଳୀ କୋଣାର୍କ ସୂର୍ଯ୍ୟମନ୍ଦିରର ମରାମତି ନାମରେ କାରୁକାର୍ଯ୍ୟପୂର୍ଣ୍ଣ ପଥରକୁ କାଢି ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା(ଏଏସ୍‌ଆଇ) ସାଦା ପଥର ଲଗାଇବା ବିବାଦ ଥମିନାହିଁ। ଏବେ ଆଉ ଏକ ବିବାଦ ମୁଣ୍ଡ ଟେକିଛି। କିଛିଦିନ ତଳେ ଏଏସ୍‌ଆଇ ପକ୍ଷରୁ କୋଣାର୍କ…

ବରୀ ନିର୍ବାଚନମଣ୍ଡଳୀରୁ ଯୋଗଦେବେ ୩୦୦୦କର୍ମୀ

ରସୁଲପୁର,୨୯।୨(ଡିଏନଏ): ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ଜନ୍ମଦିବସ ୫ମାର୍ଚ୍ଚକୁ ପଞ୍ଚାୟତିରାଜ ଦିବସଭାବେ ପାଳନ କରାଯାଉଥିବାବେଳେ ଚଳିତବର୍ଷ ମଧ୍ୟ ବିଜୁ ଜନତା ଦଳ ପକ୍ଷରୁ ରାଜ୍ୟସ୍ତରୀୟ ବିଜୁଜୟନ୍ତୀ ଓ ପଞ୍ଚୟତିରାଜ ଦିବସ କଟକ ସହରରେ ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମରେ ବରୀ…

ନଗଡ଼ାରେ ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ଭାରପ୍ରାପ୍ତ ଜିଲାପାଳ

କାଳିଆପାଣି,୨୯।୨(ଡିଏନଏ): ନଗଡ଼ା ପାଇଁ ସରକାର ମାଳ ମାଳ ଯୋଜନା କରି ଏଥିପାଇଁ ପାଣି ପରି ଟଙ୍କା ଖର୍ଚ୍ଚ କରିଚାଲିଛନ୍ତି। ମାତ୍ର ଏହି ଅଞ୍ଚଳର ବିକାଶ କେତେଦୂର ହୋଇଛି ତାହାର ତଦାରଖ କରିବାକୁ ଶୁକ୍ରବାର ନଗଡ଼ାରେ ପହଞ୍ଚତ୍ଥିଲେ ଭାରପ୍ରାପ୍ତ ଜିଲାପାଳ ଇନ୍ଦ୍ରମଣି ନାୟକ।…

ଆଜିଠୁ ବିଶ୍ୱସ୍ତରୀୟ ଧର୍ମ ସମ୍ମିଳନୀ ‘ଇଜ୍‌ତମା’

ରସୁଲପୁର,୨୯।୨(ଡିଏନଏ): ବରୀ ନିର୍ବାଚନ ମଣ୍ଡଳୀରେ ରସୁଲପୁର ବ୍ଲକରୁ ସାମିଲ ହୋଇଥିବା ଅଭିବକ୍ତ ବ୍ରହ୍ମବରଦା ଅଞ୍ଚଳରେ ବିଶ୍ୱସ୍ତରୀୟ ଧର୍ମ ସମ୍ମିଳନୀ ଆୟୋଜନକୁ ନେଇ ସମସ୍ତଙ୍କ ମଧ୍ୟରେ ବ୍ୟସ୍ତତା ଦେଖାଦେଇଛି। ଏହି ସମ୍ମିଳନୀ ପାଇଁ ୪ମାସ ଧରି ଭିତ୍ତିଭୂମିର ବିକାଶ କାର୍ଯ୍ୟ ଚାଲିଛି। ଖୋଦ୍‌…

ବେଆଇନ ଘରେ ମଦ କାରବାର

ବିରିଡି, ୨୯।୨ (ଡି.ଏନ୍‌.ଏ.): ବିରିଡ଼ି ବ୍ଲକ ଅଧୀନ ବିଲୁଆଖାଇ କେନାଲ ସବ୍‌ଡିଭିଜନ ବାଲିଆ ଅଧୀନରେ ଥିବା ୬ ନଂ. କେନାଲ ବନ୍ଧ ପାର୍ଶ୍ୱରେ ବେଆଇନ୍‌ ଭାବେ ନିର୍ମିତ ଏକ ଟିଣ ଛପର ଘରକୁ ଶୁକ୍ରବାର ଜଳସମ୍ପଦ ବିଭାଗ ପକ୍ଷରୁ ଭଙ୍ଗାଯାଇଛି। ଉକ୍ତ…

ରାସ୍ତା ମଝିରେ ବିଦ୍ୟୁତ୍‌ ଖୁଣ୍ଟ

ନାଉଗାଁ, ୨୯।୨ (ସ୍ବ.ପ୍ର.): ଜନସାଧାରଣଙ୍କୁ ସହଜ ଓ ସୁବିଧାରେ ବିଦ୍ୟୁତ୍‌ ସେବା ଯୋଗାଇଦେବା ସକାଶେ ନାଉଗାଁ ବ୍ଲକରେ ସେସୁ ଓ ଏନ୍‌ଜେନ୍‌ କମ୍ପାନୀ ଦାୟିତ୍ୱ ନେଇଛନ୍ତି। ହେଲେ ବ୍ଲକ ଅଞ୍ଚଳର ଅନେକ ସ୍ଥାନରେ ଟ୍ରାନ୍ସଫର୍ମର ମୁକୁଳା ପଡ଼ିଥିବା ଦେଖାଯାଉଥିବା ବେଳେ ଅନେକ…

ଦଳ ଛାଡ଼ିଲେ ଶତାଧିକ କଂଗ୍ରେସ କର୍ମୀ

ବାଲିକୁଦା, ୨୯।୨ (ସ୍ବ.ପ୍ର.): ବାଲିକୁଦା ବ୍ଲକ ବଡ଼ଗାଁ ପଞ୍ଚାୟତର କଂଗ୍ରେସ ସମର୍ଥତ୍ତ ସରପଞ୍ଚ ନୀହାରିକା ବିଶ୍ୱାଳ ଶୁକ୍ରବାର ଶତାଧିକ ସମର୍ଥକଙ୍କ ସହ ବିଜେଡିରେ ଯୋଗଦେଇଛନ୍ତି। ଏ ନେଇ ସ୍ଥାନୀୟ କରକେଇ ପୀଠଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ଜିଲାପରିଷଦ ସଭ୍ୟ ରାମଚନ୍ଦ୍ର ମହାନ୍ତି…

ସୁନ୍ଦରଗଡ଼ର କୁମ୍‌ଝରିଆ ୟୁଜି ହାଇସ୍କୁଲକୁ ମିଳିଲା ଉତ୍କର୍ଷ ଶିକ୍ଷାକେନ୍ଦ୍ରର ମାନ୍ୟତା

କୁଆଁରମୁଣ୍ଡା,୨୯।୨(ଡି.ଏନ.ଏ)-ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟରେ ଥିବା ବିଭିନ୍ନ ସରକାରୀ ହାଇସ୍କୁଲ ଓ ୟୁଜି ହାଇସ୍କୁଲଗୁଡିକ ମଧ୍ୟରୁ ୧୦୧ ସ୍କୁଲକୁ ଉତ୍କର୍ଷ ଶିକ୍ଷାକେନ୍ଦ୍ର ଭାବେ ବଛା ଯାଇଛି। ଏଥି ମଧ୍ୟରୁ ସୁନ୍ଦରଗଡ଼ ଜିଲାରେ ଥିବା ସମସ୍ତ ୟୁଜି ହାଇସ୍କୁଲଗୁଡିକ ମଧ୍ୟରୁ…

ଆନ୍ଦୋଳନର ପଞ୍ଚମ ଦିନରେ ଚାଷୀଙ୍କ ନିଆରା ପ୍ରତିବାଦ

ତରଭା, ୨୯ା୨(ଡି.ଏନ.ଏ.) ସୁବର୍ଣ୍ଣପୁର ଜିଲା ତରଭା ବ୍ଲକ ଆଞ୍ଚଳିକ କୃଷକ ସଂଗଠନ ଆନୁକୂଲ୍ୟରେ ଚାଲିଥିବା ଚାଷୀ ଆନ୍ଦୋଳନ ପଞ୍ଚମ ଦିନରେ ପହଞ୍ଚିଛି ା ଶୁକ୍ରବାର ପ୍ରଶାସନର ଦୃଷ୍ଟି ଆକର୍ଷଣ ପାଇଁ ତରଭା ବ୍ଲକର ଚାଷୀମାନେ ନିଆରା ଢଙ୍ଗରେ ପ୍ରତିବାଦ କରିଥିଲେ। ଶେଷ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri