ରାଜ୍ୟ

ଘଡ଼ଘଡ଼ି ସହ ବର୍ଷା: ୫ ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର, ୩୦।୯(ବ୍ୟୁରୋ): ସୋମବାର ରାଜ୍ୟର ୫ ଜିଲାରେ ଘଡ଼ଘଡ଼ି ସହ ଝଡ଼ବର୍ଷା ହେବା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲାଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ବାଲେଶ୍ୱର ଓ ଭଦ୍ରକ।...

ଶ୍ରୀଲିଙ୍ଗରାଜଙ୍କ ସୈରାତ, ଦୋକାନ ଘର ଭାଗବଣ୍ଟା ଛିଡୁନି : ଦେବୋତ୍ତର ବିଭାଗ ନୀରବଦ୍ରଷ୍ଟା

ପୁରୁଣା ଭୁବନେଶ୍ୱର,୩୦ା୯(ଡି.ଏନ.ଏ.) : ଅନେକ ସମୟରେ ଶ୍ରୀଲିଙ୍ଗରାଜ ମହାପ୍ରଭୂଙ୍କ ବିଭିନ୍ନ ଜମିଜମା ଜବରଦଖଲ ବିକ୍ରିବଟା ନେଇ ବିବାଦ ଦେଖାଦେଉଥିଲେ ହେଁ ସରକାରୀ ସ୍ତରରେ ଠାକୁରଙ୍କ ସମ୍ପତ୍ତି ଭାଗବଣ୍ଟା ନେଇ ବିବାଦ ଉପୁଜିବା ଦେବୋତ୍ତର ବିଭାଗ ପାରିବାପଣିଆ ପଦାରେ ପକାଇଛି। ଦେଶର...

ଭୋଟ ପୂର୍ବରୁ ଚାଲିଲାଣି ବାକ୍‌ଯୁଦ୍ଧ

ଭୁବନେଶ୍ୱର,୩୦ା୯(ବ୍ୟୁରୋ) : ବିଜେପୁର ଉପନିର୍ବାଚନ ନେଇ ୩ ପ୍ରମୁଖ ଦଳର ପ୍ରାର୍ଥୀ ଚୂଡ଼ାନ୍ତ ହୋଇଛି। ଶନିବାର ବିଜେଡି ପକ୍ଷରୁ ପୂର୍ବତନ ବିଧାୟିକା ରୀତା ସାହୁଙ୍କୁ ପ୍ରାର୍ଥୀ କରାଯାଇଥିଲା। ଏହାର ଦିନକ ପରେ ସ୍ଥାନୀୟ ନେତା ସନତ ଗଡତିଆଙ୍କୁ ଭାଜପା ପ୍ରାର୍ଥୀ...

ଅଣପାରମ୍ପରିକ ହେବ ଆଗାମୀ ଅତିରିକ୍ତ ବଜେଟ

ଭୁବନେଶ୍ୱର,୩୦ା୯(ବ୍ୟୁରୋ) : ରାଜ୍ୟ ସରକାର ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ଅତିରିକ୍ତ ବଜେଟ୍‌ ଆଣିବାକୁ ଯାଉଛନ୍ତି। ହେଲେ ଏହାକୁ ପୂର୍ବପରି ପାରମ୍ପରିକ ବଦଳରେ ସମ୍ପୂର୍ଣ୍ଣଭାବେ ସମଯୋଜନ(ଆଡ୍‌ଜଷ୍ଟମେଣ୍ଟ) ବଜେଟ୍‌ କରିବା ପାଇଁ ଅର୍ଥ ବିଭାଗ ପରାମର୍ଶ ଦେଇଛି। ବିଶ୍ୱବ୍ୟାପୀ ଦେଖାଦେଇଥିବା ମାନ୍ଦାବସ୍ଥା...

ବିଜୁ କନ୍ୟାରତ୍ନ ଯୋଜନା ବାଟବଣା; କମୁଛନ୍ତି ଶିଶୁ କନ୍ୟା

ଅନୁଗୋଳ ଅଫିସ, ୩୦।୯: ଗଞ୍ଜାମ, ନୟାଗଡ ସମେତ ଅନୁଗୋଳରେ ଶିଶୁ କନ୍ୟା ହାର କମିବାରୁ ରାଜ୍ୟ ସରକାର ୨୦୧୬ରେ ଏହି ଜିଲାରେ ଆରମ୍ଭ କରିଥିଲେ ବିଜୁ କନ୍ୟା ରତ୍ନ ଯୋଜନାର ପାଇଲଟ ପ୍ରକଳ୍ପ। ଏଥିପାଇଁ ପ୍ରତି ଜିଲାକୁ ବାର୍ଷିକ ୨୦ ଲକ୍ଷ...

ବିଜେପୁର ଉପନିର୍ବାଚନ : ୧୭,୧୮ରେ ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର

ଭୁବନେଶ୍ୱର,୩୦ା୯(ବ୍ୟୁରୋ): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ଅକ୍ଟୋବର ୧୭,୧୮ରେ ବିଜେପୁର ଗସ୍ତ କରିବାର ସମ୍ଭାବନା ରହିଛି। ଉପନିର୍ବାଚନରେ ଦଳୀୟ ପ୍ରାର୍ଥୀ ରୀତା ସାହୁଙ୍କ ପାଇଁ ପ୍ରଚାର ଶେଷ ଆଡକୁ ବିଜେଡି ସଭାପତିଙ୍କ ଗସ୍ତ ସ୍ଥିର କରାଯାଇଛି।...

ଅଖିଳ ଭାରତ ଡାକ ଭାରୋତ୍ତୋଳନ; ଯୁବକମାନେ ସକାରାତ୍ମକ ବିଶ୍ୱାସ ଜାଗ୍ରତ କରନ୍ତୁ : ରାଜ୍ୟପାଳ

ବ୍ରହ୍ମପୁର ଅଫିସ,୩୦ା୯-ସକାରାତ୍ମକ ଆତ୍ମବିଶ୍ୱାସ ଅସଫଳ କାର୍ଯ୍ୟକୁ ମଧ୍ୟ ସଫଳତାରେ ପରିଣତ କରିଥାଏ ା ନିଜ ଭିତରେ ଥିବା ସକାରାତ୍ମକ ବିଶ୍ୱାସ ଜାଗ୍ରତ କରିବା ଆବଶ୍ୟକ। ଯୁବକଙ୍କ ଦକ୍ଷତାର କୌଣସି ନିର୍ଦ୍ଦିଷ୍ଟ ପରିଧି ନାହିଁ। ତେଣୁ ଯୁବବର୍ଗ ନିଜ ପରିଚୟ ପରିବର୍ତ୍ତେ...

ସରକାରୀ ହସ୍ପିଟାଲ, ଆର୍‌ଟିଓରେ ଚଢ଼ାଉ : ୮ ଜିଲାରୁ ଗିରଫ ହେଲେ ଆଉ ୧୬ ଦଲାଲ

ଭୁବନେଶ୍ୱର,୩୦ା୯(ବ୍ୟୁରୋ): ସରକାରୀ ହସ୍ପିଟାଲ ଓ ପରିବହନ କାର୍ଯ୍ୟାଳୟକୁ ଦଲାଲଙ୍କ କବଳରୁ ମୁକ୍ତ କରିବା ପାଇଁ ଆରମ୍ଭ ହୋଇଛି ସ୍ପେଶାଲ ଡ୍ରାଇଭ୍‌। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ପୋଲିସ ପକ୍ଷରୁ ରାଜ୍ୟର ବିଭିନ୍ନ ଡାକ୍ତରଖାନା, ମେଡିକାଲ କଲେଜ, ରକ୍ତଭଣ୍ଡାର ଓ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ...

୫ ହଜାର ରେଳ ଷ୍ଟେଶନ ଛୁଇଁଲା ମାଗଣା ଓ୍ବାଇଫାଇ ସେବା

ଭୁବନେଶ୍ୱର,୩୦ା୯(ବ୍ୟୁରୋ) : ଭାରତୀୟ ରେଳପଥ ଦେଶର ୫ ହଜାର ଷ୍ଟେଶନରେ ମାଗଣା ଓ୍ବାଇଫାଇ ସେବାକୁ ଉପଲବ୍ଧ କରାଇଛି। ଶନିବାର ଦକ୍ଷିଣ-ପୂର୍ବ ରେଳପଥ ଅନ୍ତର୍ଗତ ପଶ୍ଚିମବଙ୍ଗର ମିଦନାପୁର ରେଳଷ୍ଟେଶନରେ ମାଗଣା ଓ୍ବାଇଫାଇ ବ୍ୟବସ୍ଥା ହେବା ପରେ ଏହା ତାଲିକାର ଶେଷତମ ସ୍ଥାନରେ...

ସରକାରଙ୍କ ତ୍ରୁଟି : ପିଲା ଯିବେ କୁଆଡ଼େ

ଭୁବନେଶ୍ୱର,୩୦ା୯: ରାଜ୍ୟରେ ଭୁଶୁଡି ପଡିଥିବା ଶିକ୍ଷା ବ୍ୟବସ୍ଥାକୁ ସଜାଡ଼ିବା ଲାଗି ଗୋଟିଏ ପଟେ ସରକାର ବିଭିନ୍ନ ପ୍ରକାର ପଦକ୍ଷେପ ନେଉଥିବା କହୁଛନ୍ତି। ଅନ୍ୟପଟେ ସରକାରଙ୍କ ତ୍ରୁଟି ଯୋଗୁ ଅନେକ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଅନ୍ଧକାରମୟ ହୋଇଯାଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ...

ବିଜେପୁର ଉପନିର୍ବାଚନ: ସନତ ଗଡ଼ତିଆଙ୍କୁ ପ୍ରାର୍ଥୀ କଲା ଭାଜପା

ଭୁବନେଶ୍ୱର,୨୯।୯(ବ୍ୟୁରୋ): ବିଜେଡି ଓ କଂଗ୍ରେସ ପରେ ବିଜେପୁର ଉପନିର୍ବାଚନ ଲାଗି ଭାଜପା ରବିବାର ପ୍ରାର୍ଥୀ ଘୋଷଣା କରିଛି। ସନତ ଗଡ଼ତିଆଙ୍କୁ ଦଳ ପ୍ରାର୍ଥୀ କରିଛି। ଭାଜପାର କେନ୍ଦ୍ରୀୟ ନିର୍ବାଚନ କମିଟି ଗଡ଼ତିଆଙ୍କ ନାମ ଘୋଷଣା କରିଛି। ସୂଚନାଯୋଗ୍ୟ, ପୂର୍ବରୁ କଂଗ୍ରେସ...

ଚକେଇସିଆଣି ଦୁର୍ଗାପୂଜା: ତୋରଣରେ ଝଲସିବ ନେପାଳ ରାଜପ୍ରାସାଦ

ଭୁବନେଶ୍ୱର, ୨୯।୯ (ବ୍ୟୁରୋ):  ଚଳିତବର୍ଷ ୧୯ ବର୍ଷରେ ପଦାର୍ପଣ କରିଛି ଚକେଇସିଆଣି ଦୁର୍ଗାପୂଜା। ଏଥର ପୂଜା ବଜେଟ ୨୨ ଲକ୍ଷ ଟଙ୍କା ରହିଥିବାବେଳେ ତୋରଣରେ ଝଲସିବ ନେପାଳ ରାଜପ୍ରାସାଦ। ଏଥିପାଇଁ ୪୦ କାରିଗର ନିୟୋଜିତ ହୋଇଥିବାବେଳେ ପାଖାପାଖି ୧୦ ଲକ୍ଷ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri