ସପ୍ତାହରେ ୩୧୬୬ କର୍ମଚାରୀଙ୍କୁ ମିଳିଲା ପଦୋନ୍ନତି
ଭୁବନେଶ୍ୱର,୭।୧(ବ୍ୟୁରୋ):ଗୋଟିଏ ସପ୍ତାହରେ ୩୯ ବିଭାଗ ସମେତ ୩୦ ଜିଲାରେ ପ୍ରଥମ ଶ୍ରେଣୀ ଅଧିକାରୀଙ୍କଠାରୁ ଆରମ୍ଭ କରି ଚତୁର୍ଥ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ବର୍ଗର ୩୧୬୬ ଜଣ କର୍ମଚାରୀଙ୍କୁ ପଦୋନ୍ନତି ଦିଆଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ପରେ ଦୀର୍ଘବର୍ଷ ଧରି ପଦୋନ୍ନତି…
ମୋତିଆବିନ୍ଦୁ ଲେନ୍ସ ର଼୍ୟାକେଟ୍ ସକ୍ରିୟ
କଟକ ଅଫିସ, ୭।୧: କଟକରେ ମୋତିଆବିନ୍ଦୁ ଲେନ୍ସ ର଼୍ୟାକେଟ୍ ସକ୍ରିୟ। ମୋତିଆବିନ୍ଦୁରେ ଆକ୍ରାନ୍ତ ରୋଗୀମାନଙ୍କୁ ସରକାର ମାଗଣାରେ ଏହି ଲେନ୍ସ ଯୋଗାଇଦେବା ବ୍ୟବସ୍ଥା କରିଛନ୍ତି। କିନ୍ତୁ ଏସ୍ସିବି ମେଡିକାଲରେ ମୋତିଆବିନ୍ଦୁ ଅପରେଶନ କରିଥିବା ମାତ୍ର ୪ ପ୍ରତିଶତ ରୋଗୀଙ୍କୁ ସରକାରୀ ଲେନ୍ସ…
ସରକାରଙ୍କୁ ମାନବାଧିକାର କମିଶନଙ୍କ ନିର୍ଦ୍ଦେଶ: ଟ୍ରାଫିକ ନିକଟରେ ଅସହାୟଙ୍କୁ ଚିହ୍ନଟ କର
ଭୁବନେଶ୍ୱର,୭।୧(ବ୍ୟୁରୋ): କଟକ, ଭୁବନେଶ୍ୱର ଏବଂ ପୁରୀରେ ଟ୍ରାଫିକ ନିକଟରେ ପିଲାଛୁଆ ଧରି ଭିକ୍ଷାବୃତ୍ତି କରୁଥିବା ଯୁବତୀ ଓ ମହିଳାମାନେ ଏବଂ ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଚିହ୍ନଟ କରିବାକୁ ଓଡ଼ିଶା ମାନବିକ ଅଧିକାର କମିଶନ(ଓଏଚଆରସି) ମୁଖ୍ୟ ଶାସନ ସଚିବ ଏବଂ ଗୃହ ବିଭାଗ…
ରାଜଧାନୀ ଏକ୍ସପ୍ରେସର ସମୟ ପରିବର୍ତ୍ତନ
ଭୁବନେଶ୍ୱର, ୭।୧(ବ୍ୟୁରୋ): ଉତ୍ତର ଭାରତରେ ଘନ କୁହୁଡ଼ି ଯୋଗୁ ଟ୍ରେନ୍ ଚଳାଚଳ ବାଧାପ୍ରାପ୍ତ ହେଉଛି। ପୂର୍ବ ଭାରତରେ ବି ଏହାର ପ୍ରଭାବ ପଡ଼ିଛି। ଏଥିପାଇଁ ସୋମବାର ୧୮୪୭୭ ପୁରୀ-ହରିଦ୍ୱାର କଳିଙ୍ଗ ଉତ୍କଳ ଏକ୍ସପ୍ରେସର ସମୟ ପରିବର୍ତ୍ତନ କରାଯାଇଥିଲା। ଏହି ଟ୍ରେନ୍ ପୁରୀଠାରୁ…
ଜେଲରେ ଆଇଏଏସ୍ ଅଫିସର ବିଜୟ ଅସୁସ୍ଥ
ଭୁବନେଶ୍ୱର, ୭।୧(ବ୍ୟୁରୋ): ଲକ୍ଷେ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇ ଝାରପଡ଼ା ଜେଲରେ ଥିବା ୨୦୦୯ ବ୍ୟାଚ୍ର ଆଇଏଏସ୍ ଅଫିସର ବିଜୟ କେତନ ଉପାଧ୍ୟାୟ ସୋମବାର ସକାଳେ ଅସୁସ୍ଥ ହୋଇପଡ଼ିଛନ୍ତି। ତାଙ୍କୁ ଜେଲ୍ ପରିସର ହସ୍ପିଟାଲର ୧ ନମ୍ବର…
ଭିତରକନିକା ଜାତୀୟ ଉଦ୍ୟାନ: ୧୯ରେ ଡଲଫିନ୍ ଗଣନା
ରାଜନଗର, ୭।୧ (ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକସ୍ଥିତ ଭିତରକନିକା ଜାତୀୟ ଉଦ୍ୟାନରେ ଆସନ୍ତା ୧୯ ତାରିଖରେ ଡଲଫିନ୍ ଗଣନା କରାଯିବ। ୧୮ ତାରିଖରେ ଡଲଫିନ ଗଣନା ପାଇଁ ତାଲିମ ପ୍ରଦାନ କରାଯିବ ଓ ୧୯ ତାରିଖ ସକାଳୁ ଡଲ୍ଫିନ ଗଣନା…
ଓଏଏସ୍ ପରୀକ୍ଷା ଫଳ ପ୍ରକାଶିତ :ଦେବାଶିଷ ପଣ୍ଡା ଟପ୍ପର
କଟକ ଅଫିସ, ୭ା୧- ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍ସି) ଦ୍ୱାରା ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍)ର ଚୂଡ଼ାନ୍ତ ପରୀକ୍ଷା ଫଳ ସୋମବାର ପ୍ରକାଶ ପାଇଛି। ଏଥିରେ ମୋଟ୍ ୨୧୮ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ଗତ ଡିସେମ୍ବର ୧୭ରୁ ୨୮ ତାରିଖ ପର୍ଯ୍ୟନ୍ତ ଅନ୍ତିମ…
୮ରେ ଭାରତ ବନ୍ଦ:ସାମିଲ ହେବନି ରାଜ୍ୟ ଘରୋଇ ବସ୍ ମାଲିକ ସଂଘ
ଭୁବନେଶ୍ୱର, ୭ା୧(ବ୍ୟୁରୋ): ୧୨ ଦଫା ଦାବି ନେଇ ୧୦ଟି ଟ୍ରେଡ୍ ୟୁନିୟନ ପକ୍ଷରୁ ଆସନ୍ତା ୮ ତାରିଖରେ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଏହି ଧର୍ମଘଟରେ ଆଇଏନ୍ଟିୟୁସି, ଏଆଇଟିୟୁସି, ଏଚ୍ଏମ୍ଏସ୍, ସିଆଇଟିୟୁ, ସଓ୍ବୋ, ଏଆଇସିସିଟିୟୁ, ଏଲ୍ପିଏଫ୍, ୟୁଟିୟୁସିର ଦେଶବ୍ୟାପୀ ପ୍ରାୟ ୨୫…
ଖେଲୋ ଇଣ୍ଡିଆ ୟୁନିଭର୍ସିଟି ଗେମ୍ସ ଜର୍ସି, ମାସ୍କଟ ଉନ୍ମୋଚିତ: ‘ଭାରତ ହେବ କ୍ରୀଡ଼ାର ମହାଶକ୍ତି’
ଭୁବନେଶ୍ୱର, ୭ା୧(କ୍ରୀଡ଼ା ପ୍ରତିନିଧି):ଭାରତକୁ ଏକ କ୍ରୀଡ଼ା ମହାଶକ୍ତିରେ ପରିଣତ କରିବା ଲକ୍ଷ୍ୟରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ସର୍ବପ୍ରଥମ ଖେଲୋ ଇଣ୍ଡିଆ ୟୁନିଭର୍ସିଟି ଗେମ୍ସ ଆରମ୍ଭ ହେବାକୁ ଯାଉଛି। ଏହାର ପ୍ରଥମ ସଂସ୍କରଣ ଭୁବନେଶ୍ୱରରେ ଅନୁଷ୍ଠିତ…
ତୈଳ ଦର ପ୍ରଭାବ: ବଢ଼ିଲା ବସ୍ ଭଡ଼ା
ଭୁବନେଶ୍ୱର,୭ା୧(ବ୍ୟୁରୋ): ଆମେରିକା ଓ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଥିବାରୁ ଗତ କିଛିଦିନ ହେବ ଡିଜେଲ ଓ ପେଟ୍ରୋଲ ଦର ବଢ଼ି ଚାଲିଛି। ଏହାର ପ୍ରଭାବ ବସ୍ ଭଡ଼ାଠାରୁ ଆରମ୍ଭ କରି ପରିବହନ କ୍ଷେତ୍ରରେ ମଧ୍ୟ ଦେଖାଦେଇଛି। ତୈଳଦର ବୃଦ୍ଧି ହୋଇଥିବାରୁ…
ମହାନଦୀରେ ପ୍ରଶିକ୍ଷଣ ନେବେ ଏନଡିଆର୍ଏଫ୍ କର୍ମଚାରୀ :ଏମଓୟୁ ସ୍ବାକ୍ଷରିତ
କଟକ ଅଫିସ,୭ା୧- ନ୍ୟାଶନାଲ ଡିଜାଷ୍ଟର ରେସପନ୍ସ ଫୋର୍ସ(ଏନ୍ଡିଆର୍ଏଫ)ର କର୍ମଚାରୀ ଆସି କଟକରେ ପ୍ରଶିକ୍ଷଣ ନେବେ। ପର୍ଯ୍ୟାୟକ୍ରମେ ଗୋଟିଏ ପରେ ଗୋଟିଏ ରାଜ୍ୟର ଏନଡିଆର୍ଏଫ୍ କର୍ମଚାରୀମାନେ ମହାନଦୀରେ ପ୍ରଶିକ୍ଷଣ ହାସଲ କରିବେ। ମହାନଦୀର ବିପଦପୂର୍ଣ୍ଣ ସ୍ଥାନ ସମେତ ଧବଳେଶ୍ୱର ସେତୁ ନିକଟରେ ସେମାନଙ୍କୁ…
୮ରୁ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା: ଏଥର ‘ଫୋକସ୍ ଏମ୍ଏସ୍ଏମ୍ଇ-୨୦୨୦’
ଭୁବନେଶ୍ୱର,୭ା୧(ବ୍ୟୁରୋ): ଓଡ଼ିଶା ଏମ୍ଏସ୍ଏମ୍ଇ ଇଣ୍ଟରନ୍ୟାଶନାଲ ଟ୍ରେଡ୍ ଫେୟାର-୨୦୨୦ ଜାନୁୟାରୀ ୮ରୁ ୧୨ ତାରିଖ ପର୍ଯ୍ୟନ୍ତ ୟୁନିଟ୍-୩ସ୍ଥିତ ଇଡ୍କୋ ପ୍ରଦର୍ଶନୀ ପଡ଼ିଆଠାରେ ଅନୁଷ୍ଠିତ ହେବ। ରାଜ୍ୟ ସରକାରଙ୍କ ଏମ୍ଏସ୍ଏମ୍ଇ ବିଭାଗ ଦ୍ୱାରା ଆୟୋଜିତ ହେବାକୁ ଥିବା ଏହି ମେଳାର ଥିମ୍ ଚଳିତବର୍ଷ ‘ଫୋକସ୍…
Archives


