ରାଜ୍ୟ

ଜୀବିତ ନାବାଳକଙ୍କୁ ମୃତ ଦର୍ଶାଇ ଗିରଫ କରିବା ଘଟଣା: ତତ୍କାଳୀନ ଡିଏସ୍‌ପି, ଇନ୍ସପେକ୍ଟରଙ୍କୁ ନୋଟିସ

ଭୁବନେଶ୍ୱର,୨୯।୯(ବ୍ୟୁରୋ): ଜଣେ ନାବାଳକ ଜୀବିତ ଥାଇ ତାଙ୍କୁ ମୃତ ଦର୍ଶାଇଥିଲା ବରଗଡ଼ ଜିଲା ପାଇକମାଳ ଥାନା ପୋଲିସ। ଏପରି କି ଏହି ମାମଲାର ତଦନ୍ତ ନ କରି ପୋଲିସ ଦୁଇଜଣ ଯୁବକଙ୍କୁ ଗିରଫ କରି ଅଡୁଆରେ ପଡ଼ିଥିଲା। ଏହି ମାମଲାରେ...

ପୋଲିସ ଏନ୍‌କାଉଣ୍ଟର ପ୍ରସଙ୍ଗ: ଟିକି, ବିଶ୍ୱରଞ୍ଜନଙ୍କ ପରେ କାହା ପାଳି

ପୁରୀ ଅଫିସ, ୨୯।୯: ଗତ ୯ତାରିଖରେ ପୋଲିସର ପୃଥକ ଏନ୍‌କାଉଣ୍ଟରରେ ଆହତ ହୋଇ ଦୁଇ ଦୁର୍ଦ୍ଦାନ୍ତ ଅଭିଯୁକ୍ତ ଟିକି ଓରଫ ସୟାମତ ଖାଁ ଓ ବିଶ୍ୱରଞ୍ଜନ ସାହୁ ଏବେ ପୁରୀ ଜେଲରେ ଅଛନ୍ତି। ଏବେ ପୁଣି ପୋଲିସ ଆଉ କେତେଜଣ...

ନୀଳାଚଳ ଅର୍ବାନ ହାଟ ପ୍ରତି ପ୍ରଶାସନର ଅଣଦେଖା: ଅସ୍ତିତ୍ୱ ହରାଉଛି ସାଢ଼େ ୩କୋଟିର ପ୍ରକଳ୍ପ

ପୁରୀ ଅଫିସ, ୨୯।୯: ଓଡ଼ିଶା ହସ୍ତଶିଳ୍ପ ଓ ହସ୍ତକଳାର ବିକାଶ ହେବ। ହସ୍ତଶିଳ୍ପୀଙ୍କ ଆର୍ଥିକ ମାନଦଣ୍ଡ ସୁଧୁରିବ। ଓଡ଼ିଶା ହସ୍ତକଳା, ହସ୍ତଶିଳ୍ପ ସାମଗ୍ରୀ ଦେଶ ବିଦେଶରେ ପହଞ୍ଚତ୍ବ। ପୁରୀକୁ ଆସୁଥିବା ପର୍ଯ୍ୟଟକମାନେ ଏସବୁ ସାମଗ୍ରୀ ଦେଖିବା ସହ କ୍ରୟ କରିବେ।...

ଡ୍ୟାନ୍ସ ବାର୍‌ ଖୋଲିବା ପ୍ରସଙ୍ଗ: ଭାଜପାର ଅଭିଯୋଗ ‘ଦୋମୁହାଁ ନୀତି ଅବଲମ୍ବନ କରୁଛନ୍ତି ରାଜ୍ୟ ସରକାର’

ଭୁବନେଶ୍ୱର,୨୯।୯(ବ୍ୟୁରୋ): ୨୦୧୮ରେ ରାଜ୍ୟ ସରକାର ଶପିଂମଲଗୁଡିକରେ ମଦ ବିକ୍ରିକୁ ବନ୍ଦ କରିବା ସହ ଏହା ଓଡ଼ିଶାର ସଂସ୍କୃତି ଓ ପରମ୍ପରା ବିରୋଧୀ ବୋଲି ଦର୍ଶାଇଥିଲେ। ହେଲେ ସେହି ରାଜ୍ୟ ସରକାର ନିକଟରେ ଡ୍ୟାନ୍ସ ବାର୍‌ ଖୋଲିବାକୁ ଅନୁମତି ଦେଉଛନ୍ତି। ତେଣୁ...

ଉପନିର୍ବାଚନ ପୂର୍ବରୁ ରକ୍ତମୁଖା ସାଜିଛି ଶାସକ ବିଜେଡି: ଭାଜପା

ଭୁବନେଶ୍ୱର,୨୯।୯(ବ୍ୟୁରୋ): ବିଜେପୁର ଉପନିର୍ବାଚନ ପୂର୍ବରୁ ଶାସକ ବିଜେଡି ବିରୋଧୀଙ୍କୁ ଆକ୍ରମଣ କରି ଭୟର ଆତଙ୍କ ସୃଷ୍ଟି କରୁଥିବା ଭାଜପା ପକ୍ଷରୁ ଅଭିଯୋଗ କରାଯାଇଛି। ଶୁକ୍ରବାର ଭାଜପା ଯୁବନେତା ମନୋରଞ୍ଜନ ମେହେରଙ୍କୁ ଛୁରାମାଡ କରି ମରଣାନ୍ତକ ଆକ୍ରମଣ ଘଟଣାରେ ବିଜେଡିକୁ ସିଧାସଳଖ...

୩ ଦିନରେ ଧରାହେଲେଣି ୧୫୪ ଦଲାଲ: ହସ୍ପିଟାଲରୁ ୭୫ ଓ ଆର୍‌ଟିଓରୁ ୭୯

ଭୁବନେଶ୍ୱର,୨୯।୯(ବ୍ୟୁରୋ): ସ୍ବଚ୍ଛତା ଓ ଲୋକଙ୍କୁ ଶୋଷଣରୁ ମୁକ୍ତ କରିବା ପାଇଁ ରାଜ୍ୟ ସରକାର ଦଲାଲ ଧରା ଅଭିଯାନକୁ ଜୋର୍‌ଦାର କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ପୋଲିସ ବିଭିନ୍ନ ହସ୍ପିଟାଲ ଓ ଆର୍‌ଟିଓରେ ଚଢ଼ାଉ କରି ଦଲାଲଙ୍କୁ ଧରୁଛି। ତିନି ଦିନରେ...

ବିଳମ୍ବ ହେବ ମୌସୁମୀ ଲେଉଟାଣି: ଆହୁରି ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୯।୯(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଓଡିଶା ସମେତ ଦେଶର ବିଭିନ୍ନ ଭାଗରେ ପ୍ରବଳ ବର୍ଷା ଲାଗି ରହିଛି। ନିର୍ଦ୍ଧାରିତ ସମୟର ୧୦ ଦିନ ପରେ ଅର୍ଥାତ ଜୁନ ୨୧ ତାରିଖରେ ମୌସୁମୀ ଓଡିଶା ଛୁଇଁଥିଲା।...

୧୦୮ ଆମ୍ବୁଲାନ୍ସ ସେବାରେ ବାଧକ ଫେକ୍‌ କଲ୍‌: ଦିନକୁ ଆସୁଛି ୭୦୦ ମିଥ୍ୟା କଲ୍‌, ପ୍ରକୃତ ହିତାଧିକାରୀଙ୍କୁ ଅସୁବିଧା

ଭୁବନେଶ୍ୱର, ୨୯।୯(ବ୍ୟୁରୋ): ୧୦୮ ଏବଂ ୧୦୨ ମାଗଣା ଆମ୍ବୁଲାନ୍ସ ପରିଚାଳନା ବ୍ୟବସ୍ଥା ନିଜର ମହତ୍‌ କାର୍ଯ୍ୟ ପାଇଁ ଅନେକ ସମୟରେ ପ୍ରଶଂସାର ପାତ୍ର ହୋଇଛି। କିନ୍ତୁ ଏହି ସେବା ପରିଚାଳନାରେ ବର୍ତ୍ତମାନ ମୁଖ୍ୟ ବାଧକ ସାଜିଛି ଫେକ୍‌ କଲ୍‌। ଜରୁରିକାଳୀନ...

ଜିଲା ଚିଠି: ଗଜପତିରେ ଆରଟିଓ ସେବା ବିପର୍ଯ୍ୟସ୍ତ, ଦୌଡି ଦୌଡି ନିରାଶ ହେଉଛନ୍ତି ଜିଲାବାସୀ

୧୯୯୨ ମସିହା, ଅବିଭକ୍ତ ଗଞ୍ଜାମ ଜିଲାରୁ ପୃଥକ୍‌ ହୋଇ ସ୍ବତନ୍ତ୍ର ଜିଲାର ମାନ୍ୟତା ପାଇଥିଲା ଗଜପତି। ଏହାର ୧୧ ବର୍ଷ ପରେ ଅର୍ଥାତ୍‌ ୨୦୦୩ରେ ଜିଲାର ପାରଳାଖେମୁଣ୍ଡିରେ ଏକ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ଖୋଲିଥିଲା। ଆଶା ଥିଲା ଜନସାଧାରଣଙ୍କ ମୋଟରଯାନ...

ଚନ୍ଦ୍ରଭାଗାରେ ଜଳ କ୍ରୀଡ଼ାର ମଜାନେବେ ପର୍ଯ୍ୟଟକ

ପୁରୀ ଅଫିସ, ୨୯।୯: ଆସୁଛି ପର୍ଯ୍ୟଟନ ଋତୁ। ପୁରୀକୁ ପର୍ଯ୍ୟଟକଙ୍କ ଆଗମନ ବୃଦ୍ଧି ପାଇବ। ତେଣୁ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ଲାଗି ପୁରୀ ଜିଲା ପ୍ରଶାସନ ବିଭିନ୍ନ ପଦକ୍ଷେପ ନେବାକୁ ଯୋଜନା କରୁଛି। ଚନ୍ଦ୍ରଭାଗାରେ ପର୍ଯ୍ୟଟକଙ୍କୁ ୱାର୍ଟର ସ୍ପୋଟର୍‌ସ (ଜଳ...

ନକଲି ସାର୍ଟିଫିକେଟ୍‌ ଦେଇ କାର୍ଯ୍ୟ କରୁଛନ୍ତି କର୍ମଚାରୀ: ଯାଞ୍ଚ କରିବାକୁ ଓସେପାର ନିର୍ଦ୍ଦେଶ

ଭୁବନେଶ୍ୱର, ୨୯।୯(ବ୍ୟୁରୋ): ନକଲି ସାର୍ଟିଫିକେଟ୍‌ ଦେଇ କାର୍ଯ୍ୟ କରୁଛନ୍ତି ସରକାରୀ ଅଧିକାରୀ। ଓଡ଼ିଶା ପ୍ରାଇମେରି ଏଜୁକେଶନ ପ୍ରୋଗ୍ରାମ ଅଥରିଟି(ଓପେପା)/ ଓଡ଼ିଶା ସ୍କୁଲ ଏଜୁକେଶନ ପ୍ରୋଗ୍ରାମ ଅଥରିଟି(ଓସେପା) ଅଧୀନରେ ଅନେକ କର୍ମଚାରୀ ନକଲି ସାର୍ଟିଫିକେଟ୍‌ ଦେଇ ଚାକିରି କରୁଛନ୍ତି। ଏଭଳି ଅଭିଯୋଗ...

ଲୁଣିଝରା ନଦୀରେ ଚେକଡ୍ୟାମ୍‌ ପାଇଁ ଗ୍ରାମବାସୀଙ୍କ ଦାବି, ଜଳସମ୍ପଦ ବିଭାଗ ଦୃଷ୍ଟି ଦେଉ ନ ଥିବା ଅଭିଯୋଗ

ନୟାଗଡ଼ ଅଫିସ,୨୯।୯-ନୟାଗଡ଼ବ୍ଲକ ସାଲୁଣୀ ଗ୍ରାମ ଦେଇ ଯାଇଥିବା ଲୁଣିଝରା ନଦୀରେ ଏକ ଚେକଡ୍ୟାମ ପାଇଁ ଗ୍ରାମବାସୀ ଦାବି କରିଛନ୍ତି। ଦୀର୍ଘବର୍ଷ ହେଲାଣି ସେମାନେ ଦାବି କରି ଆସୁଥିଲେ ମଧ୍ୟ ଜଳସମ୍ପଦ ବିଭାଗ ଏଥିପ୍ରତି ଦୃଷ୍ଟି ଦେଉ ନ ଥିବା ଗ୍ରାମବାସୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri