ରାଜ୍ୟ

ରାଜ୍ୟର ୩୪୩୯୪ ସ୍କୁଲରେ ନାହିଁ ଶୌଚାଳୟ

ଭୁବନେଶ୍ୱର, ୨୭ା୨ (ବ୍ୟୁରୋ): ରାଜ୍ୟରେ ଶିକ୍ଷାର ଉନ୍ନତି ଲାଗି ସରକାର ବିଭିନ୍ନ ଯୋଜନା କରୁଛନ୍ତି। ହେଲେ ଶିକ୍ଷା ବ୍ୟବସ୍ଥାର ବାସ୍ତବ ଚିତ୍ରରେ ତାହା ପ୍ରତିଫଳିତ ହେଉନାହିଁ। ବୁଧବାର ବିଧାନସଭାରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ଦ୍ୱାରା ପ୍ରଦତ୍ତ…

ପୂର୍ବତନ ବିଧାୟକ ବିଜୟ ନାୟକଙ୍କ ପରଲୋକ

ଏରସମା, ୨୭ା୨ (ସ୍ବ.ପ୍ର.): ଏରସମା ନିର୍ବାଚନମଣ୍ଡଳୀର ପୂର୍ବତନ କଂଗ୍ରେସ ବିଧାୟକ ବିଜୟ ନାୟକ (୭୧)ଙ୍କ ବୁଧବାର ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ପରଲୋକ ଘଟିଛି। ସେ ଦୀର୍ଘଦିନ ଧରି ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ଏରସମା ବ୍ଲକ ଢିଙ୍କିଆ ପଞ୍ଚାୟତସ୍ଥିତ ଗୋବିନ୍ଦପୁର…

‘ନୀଳାଚଳ ଇସ୍ପାତ କାରଖାନାକୁ ଘରୋଇକରଣ ନିଷ୍ପତ୍ତି ଠିକ୍‌ ନୁହେଁ’: ଶ୍ରୀକାନ୍ତ

ଭୁବନେଶ୍ୱର,୨୭ା୨(ବ୍ୟୁରୋ): କଳିଙ୍ଗ ନଗରସ୍ଥିତ ସରକାରୀ ଉଦ୍ୟୋଗ, ‘ନୀଳାଚଳ ଇସ୍ପାତ କାରଖାନା’କୁ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ଘରୋଇକରଣ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏହା ବିରୋଧରେ କାରଖାନାର ୪ ହଜାରରୁ ଊର୍ଦ୍ଧ୍ୱ ଶ୍ରମିକ ଓ କର୍ମଚାରୀ ଶାନ୍ତିପୂର୍ଣ୍ଣ ଭାବେ ୪୫ଦିନ…

କାର୍ଯ୍ୟକାରିଣୀରେ ନାହାନ୍ତି ଏକାଧିକ ବରିଷ୍ଠ ନେତା

ଭୁବନେଶ୍ୱର,୨୭ା୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲଗାତର ୮ମ ଥର ପାଇଁ ବିଜେଡି ସଭାପତି ଦାୟିତ୍ୱ ନେଇଛନ୍ତି। ଦଳର ମୁଖ୍ୟ ଭାବେ ବୁଧବାରଠାରୁ ତାଙ୍କପ ଅଷ୍ଟମ ଇଂନିସ ଆରମ୍ଭ ହୋଇଛି। ସଭାପତିଭାବେ ତାଙ୍କ ନାମ ଆନୁଷ୍ଠାନିକ ଘୋଷଣା ହେବା ସହ ୮୦ ଜଣିଆ…

ଓଡ଼ିଆ ପ୍ରତି କେନ୍ଦ୍ର ସାହିତ୍ୟ ଏକାଡେମିର ବୈମାତୃକ ମନୋଭାବ

ଭୁବନେଶ୍ୱର, ୨୭ା୨ (ବ୍ୟୁରୋ): ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ କେନ୍ଦ୍ର ସାହିତ୍ୟ ଏକାଡେମି ପକ୍ଷରୁ ଜାତୀୟ ସାହିତ୍ୟ ଉତ୍ସବ ଆୟୋଜିତ ହୋଇଛି। ନୂଆଦିଲ୍ଲୀଠାରେ ଗତ ୨୪ ତାରିଖରୁ ଆରମ୍ଭ ହୋଇଥିବା ଏହି ଉତ୍ସବ ଆସନ୍ତା ୨୯ ତାରିଖ ପର୍ଯ୍ୟନ୍ତ ଚାଲିବ। ‘ଫେଷ୍ଟିଭାଲ…

ମହାପ୍ରଭୁଙ୍କୁ ଦର୍ଶନ କଲେ ମମତା

ପୁରୀ ଅଫିସ,୨୭ା୨ : ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ଅପରାହ୍ନ ୪ଟା ୧୦ରେ ମମତା ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚତ୍ଥିଲେ। ସେଠାରେ ଜିଲାପାଳ ବଲୱନ୍ତ ସିଂ ତାଙ୍କୁ ସ୍ବାଗତ କରିଥିଲେ। ପରେ ସିଂହଦ୍ୱାର ଚକଡ଼ାରେ…

ଆଇନ୍‌ଜୀବୀ ଦୀପାଳି ଆତ୍ମହତ୍ୟା ଘଟଣା: ଝାରପଡ଼ା ଜେଲରେ ବିକ୍ରମଙ୍କୁ ୨ ଘଣ୍ଟା ଜେରା

ଭୁବନେଶ୍ୱର,୨୭ା୨ (ବ୍ୟୁରୋ): ଆଇନଜୀବୀ ଦୀପାଳି ଜେନା ଆତ୍ମହତ୍ୟା ମାମଲାରେ ଗିରଫ ହୋଇ ଝାରପଡ଼ା ଜେଲ୍‌ରେ ଅଛନ୍ତି ଅଭିଯୁକ୍ତ ପୁରୁଷବନ୍ଧୁ ବିକ୍ରମ ଜେନା। ବୁଧବାର କମିଶନରେଟ ପୋଲିସର ଏକ ସ୍ବତନ୍ତ୍ର ଟିମ୍‌ ତାଙ୍କୁ ଜେଲ୍‌ ଭିତରେ ୨ ଘଣ୍ଟା ଧରି ମାରାଥନ ଜେରା…

୭ ପରୀକ୍ଷା କେନ୍ଦ୍ରରୁ ୩୨ ଧରାପଡ଼ିଲେ

ନରସିଂହପୁର,୨୭ା୨(ଡି.ଏନ୍‌.ଏ.): ବୁଧବାର ମାଟ୍ରିକର ଗଣିତ ପରୀକ୍ଷା ଚାଲିଥିବା ବେଳେ ନରସିଂହ ବ୍ଲକ ଅନ୍ତର୍ଗତ ୭ ପରୀକ୍ଷା କେନ୍ଦ୍ରରୁ ୩୨ ଜଣ ପିଲା କପି କରୁଥିବା ବେଳେ ସ୍କ୍ବାଡ୍‌ ହାତରେ ଧରାପଡିଛନ୍ତି। ଏହାପରେ ସମ୍ପୃକ୍ତ ପିଲାଙ୍କୁ ମାଲ୍‌ ପ୍ରାକ୍ଟସ୍‌ କରିଦିଆଯାଇଛି। ସେମାନଙ୍କ ମଧ୍ୟରେ…

ବର୍ଷା ଛାଡ଼ିଲା: ତିନି ଦିନ କୁହୁଡ଼ି

ଭୁବନେଶ୍ୱର,୨୭ା୨(ବ୍ୟୁରୋ): ରାଜ୍ୟରେ ଆଉ ପ୍ରବଳ ବର୍ଷାର ସମ୍ଭାବନା ନାହିଁ। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ବୌଦ୍ଧ, କନ୍ଧମାଳ, ରାୟଗଡ଼ା ଏବଂ କୋରାପୁଟ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବାର…

ଧାର୍ଯ୍ୟ ସମୟ ପୂର୍ବରୁ ମଣ୍ଡିରେ ଧାନକିଣା ବନ୍ଦ କରାଯାଉଛି: କଂଗ୍ରେସ

ଭୁବନେଶ୍ୱର,୨୭ା୨(ବ୍ୟୁରୋ): ରାଜ୍ୟରେ ବର୍ତ୍ତମାନ ଅଭାବୀ ଧାନବିକ୍ରି ଦ୍ୱାରା ଚାଷୀକୁଳ ବହୁ ଦୁର୍ଦ୍ଦଶାର ସମ୍ମୁଖୀନ ହେଉଛନ୍ତି। ମିଲର୍ସ ଓ ସରକାରଙ୍କ ମଧ୍ୟରେ ମଧୁଚନ୍ଦ୍ରିକା ଯୋଗୁ ମଣ୍ଡିରୁ ଧାନ ଉଠୁନାହିଁ। ଅନ୍ୟପକ୍ଷରେ ଅଦିନିଆ ବର୍ଷାରେ ମଣ୍ଡିରେ ଧାନ ଭିଜୁଛି। ବର୍ଷାରେ ଧାନର ମାନ ଓ…

ଦୀନବନ୍ଧୁଙ୍କ ମୃତଦେହ ବାଇକ୍‌ରେ ଘରକୁ ଆସିଲା

ମାଲକାନଗିରି,୨୭ା୨(ଡି.ଏନ.ଏ.): ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ପଣସପୁଟ ଅଞ୍ଚଳରେ ମାଓବାଦୀଙ୍କ ଦ୍ୱାରା ହତ୍ୟାର ଶିକାର ହୋଇଥିବା ବ୍ୟବସାୟୀ ଦୀନବନ୍ଧୁ ବେପାରୀଙ୍କ ମୃତଦେହକୁ ୨ ଦିନ ପରେ ପରିବାର ଲୋକ ମଙ୍ଗଳବାର ଏକ ବାଇକ୍‌ରେ ୨୦ କିମି ଦୂର ଚିତ୍ରକୋଣ୍ଡାସ୍ଥିତ ନିଜ ଘରକୁ ଆଣିଛନ୍ତି…

ବିଦେଶୀ କମ୍ପାନୀ କବ୍‌ଜାରେ ଓପିଜିସି

ଭୁବନେଶ୍ୱର,୨୭ା୨(ବ୍ୟୁରୋ): ଓଡ଼ିଶା ପାଓ୍ବାର ଜେନେରେଶନ କର୍ପୋରେଶନ (ଓପିଜିସି) ଅବସ୍ଥା ଶୋଚନୀୟ। ଏହି ସଂସ୍ଥାର କର୍ମଚାରୀ କଳାବ୍ୟାଜ୍‌ ପିନ୍ଧି ରାସ୍ତାକୁ ଓହ୍ଲାଇଲେଣି। ରାଜ୍ୟର ଏକମାତ୍ର ତାପଜ ଶକ୍ତି ଉତ୍ପାଦନ କେନ୍ଦ୍ର ଏବେ ବିଦେଶୀ କମ୍ପାନୀ କବ୍‌ଜାରେ । ଓପିଜିସିକୁ ଠିକ୍‌ ଢଙ୍ଗରେ ପରିଚାଳନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri