ରାଉରକେଲା ନିର୍ବାଚନକୁ ନେଇ ମାମଲା: ବିଧାୟକ ସାରଦା ନାୟକଙ୍କ ସହ ୯ଜଣଙ୍କୁ ନୋଟିସ୍
କଟକ ଅଫିସ, ୧।୧୦: ରାଉରକେଲା ବିଧାନସଭା ନିର୍ବାଚନକୁ ନେଇ ହାଇକୋର୍ଟରେ ହୋଇଥିବା ମାମଲାରେ ବିଧାୟକ ସାରଦା ନାୟକଙ୍କ ସହ ୯ଜଣଙ୍କୁ ନୋଟିସ୍ ଜାରି କରାଯାଇଛି। ଭାଜପାର ପରାଜିତ ପ୍ରାର୍ଥୀ ନିହାର ରାୟଙ୍କ ପକ୍ଷରୁ ହାଇକୋର୍ଟରେ ରୁଜୁ ହୋଇଥିବା ଏହି ମାମଲାର...
୨ରୁ ୪ ଆଭ୍ୟନ୍ତରୀଣ, ୭ରୁ ଉପକୂଳରେ ବର୍ଷା
ଭୁବନେଶ୍ୱର,୧।୧୦(ବ୍ୟୁରୋ) : ଦକ୍ଷିଣ ପଶ୍ଚିମ ମୌସୁମୀ ସକ୍ରିୟ ରହିଛି। ଗୁଜରାଟ ଉପରେ ଥିବା ଘୂର୍ଣ୍ଣିବଳୟ ଆସନ୍ତା ୨ ତାରିଖରେ ଓଡ଼ିଶା ଆଡକୁ ଆସିବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨ରୁ ୪ ତାରିଖ ଯାଏ ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡ଼ଘଡ଼ି ସହ...
ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ କମିଟି ବୈଠକ: ପରିବର୍ତ୍ତନ ହେଲା ରାଷ୍ଟ୍ରାୟତ୍ତ ବ୍ୟାଙ୍କ କାର୍ଯ୍ୟ ସମୟ
ଭୁବନେଶ୍ୱର,୧।୧୦(ବ୍ୟୁରୋ): ରାଜ୍ୟରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକର କାର୍ଯ୍ୟ ସମୟରେ ପରିବର୍ତ୍ତନ ହୋଇଛି। ଅକ୍ଟୋବର ପହିଲାରୁ ବ୍ୟାଙ୍କଗୁଡିକ ୧୦ଟାରୁ ୪ ଯାଏ କାର୍ଯ୍ୟ କରିବେ ବୋଲି ୟୁକୋ ବ୍ୟାଙ୍କର ଏମ୍ଡି ତଥା ସିଇଓ ଅତୁଲ କୁମାର ଗୋୟଲ କହିଛନ୍ତି। ଏଠାରେ ଅନୁଷ୍ଠିତ ରାଜ୍ୟ...
ପ୍ରତ୍ୟେକ ସ୍କୁଲରେ ପାଳନ ହେବ ଆନ୍ତର୍ଜାତିକ ବୟସ୍କ ଦିବସ
ଭୁବନେଶ୍ୱର, ୧।୧୦(ବ୍ୟୁରୋ)- ଏଣିକି ପ୍ରତିବର୍ଷ ରାଜ୍ୟର ସବୁ ସ୍କୁଲରେ ପାଳନ ହେବ ଆନ୍ତର୍ଜାତିକ ବୟସ୍କ ଦିବସ। ଅକ୍ଟୋବର ୧କୁ ସାରା ଆନ୍ତର୍ଜାତିକ ବୟସ୍କ ଦିବସ ଭାବେ ପାଳନ କରାଯାଉଥିବାବେଳେ ସ୍କୁଲରେ ମଧ୍ୟ ଏହାକୁ ପାଳନ କରିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା...
ବୀମା ଯୋଜନା ଅର୍ଥ ପୈଠ କରୁନାହାନ୍ତି ସରକାର: ସେବା ନ ଯୋଗାଇବାକୁ ଘରୋଇ ହସ୍ପିଟାଲ ସଂଘର ଚେତାବନୀ
ଭୁବନେଶ୍ୱର, ୧।୧୦(ବ୍ୟୁରୋ): ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା, ବିଜୁ କୃଷକ କଲ୍ୟାଣ ଯୋଜନା (ବିକେକେୱାଇ) ଏବଂ ଓଡ଼ିଶା ଷ୍ଟେଟ୍ ଟ୍ରିଟ୍ମେଣ୍ଟ୍ ଫଣ୍ଡ୍ ଆଦି ଯୋଜନା ଦ୍ୱାରା ଗରିବଙ୍କୁ ମାଗଣାରେ ଚିକିତ୍ସା ଯୋଗାଇଦେବାର ବ୍ୟବସ୍ଥା କରିଛନ୍ତି ରାଜ୍ୟ ସରକାର। ଏହିସବୁ ଯୋଜନାରେ...
ଭାରତକୁ ବିଶ୍ୱରେ ୧ ନମ୍ବର କରିବାର ଲକ୍ଷ୍ୟ: ଧର୍ମେନ୍ଦ୍ର
ଭୁବନେଶ୍ୱର,୧।୧୦(ବ୍ୟୁରୋ): ୨୦୩୦ ସୁଦ୍ଧା ଭାରତକୁ ବିଶ୍ୱରେ ୧ନମ୍ବର ଦେଶ ବନାଇବା ପାଇଁ ଲକ୍ଷ୍ୟ ରଖାଯାଇଥିବା ବେଳେ ଏ ଦିଗରେ ଯୁବକମାନଙ୍କୁ କାମ କରିବାର ଆବଶ୍ୟକତା ରହିଛି। ସୋମବାର ସୁନ୍ଦରଗଡଠାରେ ଭାରତ ସ୍କାଉଟ ଏବଂ ଗାଇଡ୍ସ ରାଷ୍ଟ୍ରୀୟ ମୁଖ୍ୟାଳୟ ତରଫରୁ ରୋଭର୍ସ...
ଆରମ୍ଭ ହେଲା ଏସ୍ଆଇଏ ସର୍ଭେ
ପୁରୀ ଅଫିସ,୧।୧୦: ଶ୍ରୀମନ୍ଦିରର ସୁରକ୍ଷା ଓ ସୌନ୍ଦର୍ଯ୍ୟକରଣ ପାଇଁ ମେଘନାଦ ପାଚେରିଠାରୁ ୭୫ମିଟର ପରିଧି ମଧ୍ୟରେ ଥିବା ସବୁ ନିର୍ମାଣ ଉଚ୍ଛେଦ କରାଯିବ। ଏହି ସୁରକ୍ଷା ଜୋନ ମଧ୍ୟରୁ ମଠ, ମନ୍ଦିର, ଦୋକାନ, ଲଜ୍, ବାସଗୃହ ଆଦି ଭଙ୍ଗାଯାଇ ଜମି...
ମାଲେସିଆ ଜାହାଜ ଅଟକିବା ପ୍ରସଙ୍ଗ:ଜିଲାପାଳ, ଏସ୍ପିଙ୍କୁ ଏନ୍ଏଚ୍ଆର୍ସିଙ୍କ ନୋଟିସ
ପୁରୀ ଅଫିସ, ୧।୧୦: ମାଲେସିଆର ଏକ ପଣ୍ୟବାହୀ ଜାହାଜ ଅଚଳ ହୋଇପଡ଼ିିବାରୁ ଚିଲିକା ମୁହାଣ ନିକଟରେ ଅଟକି ରହିଥିଲା। ଏହି ଘଟଣାରେ ଜାତୀୟ ମାନବାଧିକାର କମିଶନ (ଏନ୍ଏଚ୍ଆର୍ସି) ପୁରୀ ଜିଲାପାଳ, ଏସ୍ପି ଏବଂ କେନ୍ଦ୍ର ଜାହାଜ ଚଳାଚଳ ମନ୍ତ୍ରଣାଳୟକୁ ନୋଟିସ୍...
ଶ୍ରୀକ୍ଷେତ୍ରରେ ଗୁପ୍ତ ଗୁଣ୍ଡିଚା: ନାରାୟଣୀ ମନ୍ଦିରକୁ ବିଜେ ହେଲେ ଦୁର୍ଗାମାଧବ
ପୁରୀ ଅଫିସ, ୧।୧୦: ଶ୍ରୀମନ୍ଦିରରେ ଚାଲିଛି ଦୁର୍ଗାମାଧବ ଉପାସନା। ସୋମବାର ମା’ ବିମଳାଙ୍କ ପୀଠରୁ ଦୁର୍ଗାମାଧବ ରଥାକୃତି ବିମାନରେ ବିଜେ ହୋଇ ଦୋଳମଣ୍ଡପ ସାହିସ୍ଥିତ ନାରାୟଣୀ ମନ୍ଦିରକୁ ବିଜେ କରିଥିଲେ। ସେଠାରେ ନୀତି ସମ୍ପନ୍ନ ହୋଇଥିଲା। ଶ୍ରୀମନ୍ଦିରରେ ରାତ୍ର ଚନ୍ଦନ...
ଦୋଷ ମାନିଲେ ଅଧିକାରୀ: ନାମ ଲେଖାଇଥିବା ପିଲାଙ୍କର ଅସୁବିଧା ହେବନି: ନିର୍ଦ୍ଦେଶକ
ଭୁବନେଶ୍ୱର,୧୦।୧(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଯୁକ୍ତ୨ ନାମଲେଖା କ୍ଷେତ୍ରରେ ବଡ଼ଧରଣର ତ୍ରୁଟି ଧରିତ୍ରୀ ଦୃଷ୍ଟିକୁ ଆସିବାପରେ ଏନେଇ ‘ପିଲା ଯିବେ କୁଆଡ଼େ’ ଶୀର୍ଷକ ଖବର ସୋମବାର ପ୍ରକାଶ ପାଇଥିଲା। ଖବର ଏହା ଥିଲା ଯେ, ଗତ ୧୯ତାରିଖରେ...
ରେଳ ଆବର୍ଜନାରୁ ବାହାରିବ ଇନ୍ଧନ: ଭୁବନେଶ୍ୱରରେ ହେବ ପ୍ରଥମ ‘ସ୍କ୍ରାପ୍ ଟୁ ଏନର୍ଜି ପ୍ଲାଣ୍ଟ’
ଭୁବନେଶ୍ୱର, ୧।୧୦(ବ୍ୟୁରୋ): ରେଳ ଆବର୍ଜନାରୁ ବାହାରିବ ଇନ୍ଧନ (ଲାଇଟ୍ ଡିଜେଲ ଅଏଲ୍)। ଭାରତୀୟ ରେଳପଥ ପକ୍ଷରୁ ଭୁବନେଶ୍ୱରରେ ସ୍ଥାପନ ହେବାକୁ ଯାଉଛି ପ୍ରଥମ ପ୍ଲାଣ୍ଟ୍। ସୋମବାର ମଞ୍ଚେଶ୍ୱର ରେଳଡବା ମରାମତି କାରଖାନା ପରିସରରେ ପୂର୍ବତଟ ରେଳପଥର ମହାପ୍ରବନ୍ଧକ ବିଦ୍ୟା ଭୂଷଣ...
ବିଦ୍ୟାଳୟ ଶିକ୍ଷା ଗୁଣବତ୍ତା ସୂଚକାଙ୍କ: ସପ୍ତମ ସ୍ଥାନରେ ଓଡ଼ିଶା
ଭୁବନେଶ୍ୱର, ୧।୧୦(ବ୍ୟୁରୋ): ଦେଶରେ ପ୍ରାଥମିକ ଶିକ୍ଷାର ସ୍ଥିତି ଏବଂ ମାନକୁ ନେଇ ସୋମବାର ନୀତି ଆୟୋଗ ପକ୍ଷରୁ ରିପୋର୍ଟ ପ୍ରକାଶ ପାଇଛି। ବିଦ୍ୟାଳୟ ଶିକ୍ଷା ଗୁଣବତ୍ତା ସୂଚକାଙ୍କ ବା ସ୍କୁଲ ଏଜୁକେଶନ କ୍ୱାଲିଟି ଇଣ୍ଡେକ୍ସ ୨୦୧୬-୧୭ର ବୃହତ୍ ରାଜ୍ୟ ବର୍ଗରେ...
Archives


