ରାଜ୍ୟ

ଜିଲା ମୁଖ୍ୟ ଚିକିତ୍ସାଳୟ, ଆରଟିଓରେ ଚଢ଼ାଉ:୭ ଜଣଙ୍କୁ ଗିରଫ କଲା ପୋଲିିସ

ଅନୁଗୋଳ ଅଫିସ, ୨୮।୯ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ଓ ଆରଟିଓ କାର୍ଯ୍ୟାଳୟରେ ଦଲାଲି ଅଭିଯୋଗରେ ଶୁକ୍ରବାର ୭ ଜଣଙ୍କୁ ଅନୁଗୋଳ ପୋଲିସ ଗିରଫ କରିଛି। ଜିଲା ମୁଖ୍ୟ ଚିକିତ୍ସାଳୟରୁ ୪ ଜଣଙ୍କୁ ଗିରଫ କରାଯାଇ ନଂ. ୭୬୨/୧୯ରେ କୋର୍ଟଚାଲାଣ...

ବ୍ଲକସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା

ନୂଆପଡା ଅଫିସ,୨୮ା୯ ସ୍ଥାନୀୟ ମିନିଷ୍ଟାଡିୟମରେ ନୂଆପଡା ସଦର ବ୍ଲକସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଆରମ୍ଭ ହୋଇଥିବା ପ୍ରତିଯୋଗିତାକୁ ବ୍ଲକ ଶିକ୍ଷାଧିକାରୀ ଡ. ରେଶମଲାଲ ନାଏକ ଶୁଭାରମ୍ଭ କରିଥିଲେ। କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ସହ...

ଜିଲାସ୍ତରୀୟ ରାଷ୍ଟ୍ରିୟ ପୋଷଣ ମାସ:ଘର ତିଆରି ପୋଷକ ଉପରେ ଗୁରୁତ୍ୱ ଦେଲେ ଜିଲାପାଳ

ନୂଆପଡା ଅଫିସ,୨୮ା୯ ଘର ତିଆରି ଖାଦ୍ୟରେ ହିଁ ଉପଯୁକ୍ତ ପୋଷକ ତତ୍ୱ ରହିଥାଏ । ଆବହମାନ କାଳରୁ ଆମେ ଘରେ ମା’ ତିଆରି କରୁଥିବା ଖାଦ୍ୟରେ ଢେର ପୋଷକ ପାଉଥିଲୁ । ହେଲେ ଆମେ ସଭ୍ୟ ସମାଜ ଆଡକୁ ଯେତେ...

ଲେବର ବଜେଟ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ

କର୍ଲାମୁଣ୍ଡା,୨୮।୯(ଡି.ଏନ.ଏ.) କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରାଜୀବ ଗାନ୍ଧି ସେବାକେନ୍ଦ୍ରଠାରେ ଏମ୍‌ଜିଏନ୍‌ଆରଇଜିଏସ୍‌ର ସଫଳତା ପାଇଁ ପ୍ଲାନିଙ୍ଗ କମିଟି ସଭ୍ୟାସଭ୍ୟମାନଙ୍କୁ ନେଇ ଗୁରୁବାରଠାରୁ ଚାଲିଥିବା ଲେବର ବଜେଟ ପ୍ରଶିକ୍ଷଣ ଶିବିର ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ଦ୍ୱିତୀୟ ଦିବସରରେ ତାଲିମାଥିୀମାନଙ୍କୁ ନେଇ କ୍ଷେତ୍ର...

ଡାକ୍ତରଖାନାରେ ଦଲାଲି, ଔଷଧ ଦୋକାନୀ ଗିରଫ

ଆସିକା,୨୭ା୯(ଡି.ଏନ୍‌.ଏ.): ଆସିକା ସବଡିଭିଜିନାଲ୍‌ ହସପିଟାଲକୁ ଆସୁଥିବା ରୋଗୀଙ୍କୁ ଭୂଆଁ ବୁଲାଇ ନିଜ ଔଷଧ ଦୋକାନକୁ ନେଉଥିବା ଏବଂ ମନଇଛା ଔଷଧ ଦେଇ ଲୁଟୁଥିବା ଅଭିଯୋଗରେ ପୋଲିସ ଶୁକ୍ରବାର ଜଣେ ଔଷଧ ଦୋକାନୀଙ୍କୁ ଗିରଫ କରିଛି। ସେ ହେଲେ ସମୀର୍‌ ଚୌଧୁରୀ।...

ଭଞ୍ଜନଗର ଆର୍‌ଟିଓ ଅଫିସ ପରିସରରୁ ୪ ଗିରଫ

ଭଞ୍ଜନଗର,୨୭।୯(ଡି.ଏନ.ଏ.): ବିଭିନ୍ନ ସରକାରୀ କାର୍ଯ୍ୟାଳୟ ଗୁଡ଼ିକରେ ଦଲାଲଙ୍କ ପ୍ରାର୍ଦୁଭାବ ବଢ଼ିବାରେ ଲାଗିଛି। ଦଲାଲ ଲାଭବାନ ହେଉଥିବାବେଳେ ଲୋକେ ଖର୍ଚ୍ଚାନ୍ତ ହେଉଛନ୍ତି। ଦଲାଲ ଦ୍ୱାରା ଲାଭଖୋର କିଛି କର୍ମଚାରୀ ମଧ୍ୟ ଲାଭବାନ ହେଉଥିଲେ। ଏହିଭଳି ପରିସ୍ଥିତିରେ ରାଜ୍ୟ ସରକାର ପ୍ରାରମ୍ଭିକ ପର୍ଯ୍ୟାୟରେ...

ଆର୍‌ଟିଓ, ମେଡିକାଲରୁ ୨ ଦଲାଲ ଗିରଫ

ଭଦ୍ରକ ଅଫିସ, ୨୭।୯: ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ଗୁରୁବାର ଭଦ୍ରକ ଜିଲା ଚିକିତ୍ସାଳୟରୁ ୪ ଦଲାଲଙ୍କୁ ଟାଉନ ଥାନା ପୋଲିସ ଗିରଫ କରିଥିଲା। ଶୁକ୍ରବାର ଏହି ଚିକିତ୍ସାଳୟରୁ ଅନ୍ୟ ଜଣେ ଦଲାଲଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି।...

ବିଦ୍ୟୁତ୍‌ ସଂସ୍ପର୍ଶରେ ଯୁବକଙ୍କ ପ୍ରାଣ ଗଲା

ବାଲେଶ୍ୱର ଅଫିସ, ୨୭।୯: ବାଲେଶ୍ୱର ଚାନ୍ଦିପୁର ଥାନା ବଡ଼କିଆ ଗ୍ରାମର ବସନ୍ତ ସାମଲ (୩୫) ଶୁକ୍ରବାର ପୂର୍ବାହ୍ନରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ପ୍ରାଣ ହରାଇଛନ୍ତି। ବସନ୍ତ ବାଲେଶ୍ୱର କଚେରୀ ନିକଟରେ ଥିବା ଏକ ଇଲେକ୍ଟ୍ରୋନିକ୍ସ ଦୋକାନରେ କାର୍ଯ୍ୟ କରନ୍ତି। ସେ...

‘ସୀମାନ୍ତରେ ଥିବା ବିଦ୍ୟାଳୟକୁ ବନ୍ଦ କରା ନ ଯାଉ’

ଭୋଗରାଇ, ୨୭।୯(ଡି.ଏନ.ଏ.): ଓଡ଼ିଶା ସୀମାନ୍ତ ଓ ରାଜ୍ୟ ବାହାରେ ଓଡ଼ିଆ ଭାଷା ସାହିତ୍ୟକୁ ସୁରକ୍ଷା ଦେବା ନିମନ୍ତେ ରାଜ୍ୟ ସରକାର ଗୁରୁତ୍ୱ ଦେଉଥିବା ବେଳେ ଗଣଶିକ୍ଷା ବିଭାଗ ଗାଇଡ଼ଲାଇନ୍‌ ଅନୁଯାୟୀ ସୀମାନ୍ତରେ ଥିବା କେତେକ ପ୍ରାଥମିକ ବିଦ୍ୟାଳୟକୁ ବନ୍ଦ କରିଦେବାକୁ...

ବୋନସ ଦାବିରେ ଟାଟା ଖଣିକୁ ଘେରିଲେ ଶ୍ରମିକ: ସ୍ଥିତି ନିୟନ୍ତ୍ରଣ କଲା ପୋଲିସ

ଯୋଡ଼ା ୨୭।୯ (ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡା ଖଣିମଣ୍ଡଳ ଅନ୍ତର୍ଗତ ବିଛାକୁଣ୍ଡି ଠାରେ ଟାଟା କମ୍ପାନୀର ମାଙ୍ଗାନିଜ ଖଣିକୁ ଶତାଧିକ ଶ୍ରମିକ ବୋନସ ଦାବିରେ ଘେରାଉ କରିଛନ୍ତି। ଏହା ସହିତ ଟାଟା କମ୍ପାନୀ ଦ୍ୱାରା ନିଯୁକ୍ତ ଠିକାସଂସ୍ଥା ଶ୍ରମିକମାନଙ୍କୁ ଶୋଷଣ...

ବିଜେପୁର ଉପନିର୍ବାଚନ: ୫ଜଣ ନେଲେ ନାମାଙ୍କନ ପତ୍ର

ପଦ୍ମପୁର,୨୭।୯(ଡି.ଏନ.ଏ): ବରଗଡ଼ ଜିଲା ବିଜେପୁରରେ ଆସନ୍ତା ଅକ୍ଟୋବର ୨୧ରେ ଉପନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ଆଉ ୩ଦିନ ପରେ ଅର୍ଥାତ୍‌ ଚଳିତ ମାସ ସେପ୍ଟେମ୍ବର ୩୦ରେ ପ୍ରାର୍ଥୀ ନାମାଙ୍କନ ଦାଖଲର ଶେଷଦିନ ରହିଛି। ତେବେ ଏପର୍ଯ୍ୟନ୍ତ କୌଣସି ପ୍ରାର୍ଥୀ ନାମାଙ୍କନ...

ଫସଲ ଉଜାଡୁଛି ହାତୀପଲ: କ୍ଷତିପୂରଣ ନ ମିଳିବାରୁ ଜିଲାପାଳଙ୍କୁ ଫେରାଦ

ଖୋର୍ଦ୍ଧା ଅଫିସ,୨୭ା୯: ଖୋର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଞ୍ଜର ଗୋଳବାଇଶାସନରେ ହାତୀପଲ ପ୍ରତିବର୍ଷ ଧାନ ଫସଲ ସମେତ ଅନ୍ୟ ଫସଲ ଖାଇବା ସହ ନଷ୍ଟ କରୁଛନ୍ତି। ହେଲେ କ୍ଷତିପୂରଣ ମିଳୁ ନ ଥିବା ଶୁକ୍ରବାର ଜିଲାପାଳଙ୍କ ନିକଟରେ ଚାଷୀମାନେ ଫେରାଦ ହୋଇଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri