ଠିକାଦାରଙ୍କ ନିମ୍ନମାନର କାର୍ଯ୍ୟ : ୨ ମାସରେ ଭାଙ୍ଗିଲା ପାନୀୟ ଜଳ ପ୍ରକଳ୍ପ
ଫିରିଙ୍ଗିଆ, ୭ା୧-କନ୍ଧମାଳ ଜିଲା ପିରିଙ୍ଗିଆ ବ୍ଲକରେ ଆରଡବ୍ଲ୍ୟୁଏସ୍ଏସ୍ ବିଭାଗ ଅଧିନରେ ହେଉଥିବା କାର୍ଯ୍ୟ ଅତ୍ୟନ୍ତ ନିମ୍ନମାନର ହେଉଛି। ପ୍ରକଳ୍ପ ତିଆରି ହେବାର ମାସେ ନ ପୁରୁଣୁ ତାହା ଭାଙ୍ଗି ଯାଉଛି। ଲୋକଙ୍କୁ ସ୍ବଚ୍ଛ ପାନୀୟ ଜଳ ଯୋଗାଣ ପାଇଁ ସରକାର ଯେଉଁ…
୬ ବାଲ୍ୟବିବାହ ରୋକିଲା ପ୍ରଶାସନ
ଆସିକା,୭ା୧(ଡି.ଏନ୍.ଏ.): ଆସିକା ବ୍ଲକ ଅନ୍ତର୍ଗତ ବଡଖୋଲି ପଞ୍ଚାୟତରେ ୬ଟି ବାଲ୍ୟ ବିବାହ ଲାଗି ପ୍ରସ୍ତୁତି ଚାଲିଥିଲା ବେଳେ ସୋମବାର ପ୍ରଶାସନ ପକ୍ଷରୁ ତାହାଂକୁ ବନ୍ଦ କରାଯାଇଛି। ପଞ୍ଚାୟତର ବଡଖୋଲି ଗ୍ରାମରେ ୪ ଜଣ, ସାନଖୋଲି ଓ କନ୍ଧପଲ୍ଲୀ ଗ୍ରାମରେ ଜଣେ ଲେଖାଏଁ…
କାଳିଆ ଟଙ୍କା ହ୍ରାସ ନିଷ୍ପତ୍ତି ରଦ୍ଦ ଦାବିରେ ଧାରଣା
ଛତ୍ରପୁର,୭ା୧(ଡି.ଏନ.ଏ.)-କାଳିଆ ଯୋଜନାରେ ଟଙ୍କା ହ୍ରାସ ନିଷ୍ପତ୍ତି ରଦ୍ଦ ଦାବିରେ ସୋମବାର ନବନିର୍ମାଣ କୃଷକ ସଙ୍ଗଠନ ଗଞ୍ଜାମ ଜିଲା କମିଟି ପକ୍ଷରୁ ଛତ୍ରପୁରସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦିଆଯାଇଥିଲା ା ପରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଥିଲା ା…
ଭିଜିଲାନ୍ସ ଜାଲରେ ଏମ୍କେସିଜି ମେଡିକାଲ କନିଷ୍ଠ କିରାଣି
ବ୍ରହ୍ମପୁର ଅଫିସ,୭ା୧-ଏମ୍କେସିଜି ମେଡିକାଲରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ନାମରେ ଥିବା ଏକ ଏଲଆଇସି କ୍ଲେମ୍ ଫାଇଲ ପ୍ରୋସେସିଂ ପାଇଁ ଲାଞ୍ଚ ନେଇ ଏମ୍କେସିଜି ସର୍ଜରୀ (ଅସ୍ତ୍ରୋପଚାର) ବିଭାଗ କନିଷ୍ଠ କିରାଣି ସୋମବାର ଗିରଫ ହୋଇଛନ୍ତି। ଅଭିଯୁକ୍ତ ଜଣକ…
ଗଣତନ୍ତ୍ରରେ ଭିନ୍ନମତକୁ ଗ୍ରହଣ କରୁନାହିଁ କେନ୍ଦ୍ର ସରକାର: କଂଗ୍ରେସ
ଭୁବନେଶ୍ୱର,୬।୧(ବ୍ୟୁରୋ): ନୂଆଦିଲ୍ଲୀସ୍ଥିତ ଜବାହରଲାଲ ନେହେରୁ ୟୁନିଭର୍ସିଟି (ଜେଏନ୍ୟୁ)ରେ ରବିବାରଠାରୁ ଉପୁଜିଥିବା ଛାତ୍ର ହିଂସା ଘଟଣାକୁ ନେଇ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛି ବିରୋଧୀ କଂଗ୍ରେସ। ଉକ୍ତ ଘଟଣାକୁ ନିନ୍ଦା କରିବା ସହ ଦୋଷୀମାନଙ୍କ ବିରୋଧରେ କଠୋର ଦଣ୍ଡବିଧାନ ସହିତ ଜଣେ କାର୍ଯ୍ୟରତ…
୮ ରେ ଭାରତ ବନ୍ଦ: କଂଗ୍ରେସ ଦେଲା ସମର୍ଥନ
ଭୁବନେଶ୍ୱର,୬।୧(ବ୍ୟୁରୋ): କେନ୍ଦ୍ରୀୟ ଶ୍ରମିକ ସଂଗଠନ ପକ୍ଷରୁ ଜାନୁୟାରୀ ୮ରେ ଭାରତ ବନ୍ଦ ଡାକରା ଦିଆଯାଇଛି । ଦରଦାମ ବୃଦ୍ଧି, ବେକାରି ଓ ସିଏଏ ବିରୋଧରେ ଏହି ବନ୍ଦ ଡାକରା ଦିଆଯାଇଛି। ଏହାକୁ ସମର୍ଥନ କରିଛି କଂଗ୍ରେସ। ସୋମବାର ଏ ନେଇ ବାମପନ୍ଥୀ…
ରାସ୍ତାକଡରୁ ମିଳିଲା ଟିଫିନ୍ ବୋମା
ନବରଙ୍ଗପୁର,୬।୧(ବି.ପ୍ର): ନବରଙ୍ଗପୁର ଜିଲା ରାଇଘର ଥାନା ସରଗୁଲି ଗ୍ରାମର ରାସ୍ତାକଡରୁ ଦୁଇଟି ଜୀବନ୍ତ ଟିଫିନ ବୋମା ଉଦ୍ଧାର କରାଯାଇଛି। ପୋଲିସ ବୋମା ନିଷ୍କ୍ରିୟକାରୀ ଦଳ ସହ ଘଟଣାସ୍ଥଳରେ ପହଞ୍ଚିଛି। ସେଠାରେ ଏବେ ବୋମା ନିଷ୍କ୍ରିୟ ପାଇଁ ଉଦ୍ୟମ ଜାରି ରହିଛି। ଟିଫିନ୍…
ଓଡିଶୀ ନୃତ୍ୟଶିଳ୍ପୀ ମିନତି ମିଶ୍ରଙ୍କ ପରଲୋକ
ଭୁବନେଶ୍ୱର,୬।୧(ବ୍ୟୁରୋ): ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ଓଡିଶୀ ନୃତ୍ୟଶିଳ୍ପୀ ତଥା ଅଭିନେତ୍ରୀ ଡ. ମିନତି ମିଶ୍ରଙ୍କ ସୋମବାର ଭୋରୁ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୧ ବର୍ଷ ହୋଇଥିଲା। ସୁଇଜରଲାଣ୍ଡରେ ତାଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଓଡ଼ିଶୀ ନୃତ୍ୟ କ୍ଷେତ୍ରରେ ଅନନ୍ୟ ଅବଦାନ…
ଜେଏନ୍ୟୁ ଆକ୍ରମଣକୁ ନିନ୍ଦା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୬।୧(ବ୍ୟୁରୋ): ଜବାହରଲାଲ୍ ନେହେରୁ ବିଶ୍ୱବିଦ୍ୟାଳୟ(ଜେଏନ୍ୟୁ)ରେ ମୁଖାପିନ୍ଧା ଦୁର୍ବୃତ୍ତଙ୍କ ଆକ୍ରମଣ ଘଟଣାକୁ ନେଇ ଏବେ ସାରା ଦେଶରେ ଅଶାନ୍ତ ପରିସ୍ଥିତି ସୃଷ୍ଟି ହୋଇଛି। ଶିକ୍ଷାନୁଷ୍ଠାନରେ ଏଭଳି ଦାଦାଗିରିକୁ ନେଇ ସମଗ୍ର ଦେଶରେ ପ୍ରତିକ୍ରିୟା ସୃଷ୍ଟି ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଭଳି ଆକ୍ରମଣକୁ…
ଶ୍ରୀଲିଙ୍ଗରାଜଙ୍କ ଜମିରୁ ଜବରଦଖଲ ଉଚ୍ଛେଦ ନେଇ ମାପଚୁପ
ପୁରୁଣା ଭୁବନେଶ୍ୱର,୬ା୧(ଡି.ଏନ.ଏ.): ଶ୍ରୀଲିଙ୍ଗରାଜ ମନ୍ଦିର ପାରିପାର୍ଶ୍ୱିକ ସୌନ୍ଦର୍ଯ୍ୟକରଣ, ବିକାଶ କାମ ଜାରି ରହିଛି। ହେଲେ ଠାକୁରଙ୍କ ବହୁସ୍ଥାନରେ ଥିବା ଜମିକୁ ଜବରଦଖଲକାରୀମାନେ କବ୍ଜାରେ ରଖଛନ୍ତି। ଏହି ଭୂସମ୍ପତ୍ତିକୁ ଜବରଦଖଲରୁ ମୁକ୍ତ ଲାଗି ପ୍ରକ୍ରିୟା ଆରମ୍ଭ ହୋଇଛି। ପୁରୁଣା ଭୁବନେଶ୍ୱରସ୍ଥିତ ମୂଳା ପଡିଆ,…
ଓଟିଇଟି ବିଭ୍ରାଟ: ୧୪ରେ ବୋର୍ଡ କାର୍ଯ୍ୟାଳୟ ଘେରାଉ
ଭୁବନେଶ୍ୱର,୬ା୧(ବ୍ୟୁରୋ): ଓଟିଇଟି ପ୍ରଶ୍ନ ଓ ଫଳ ପ୍ରକାଶନ ବିଭ୍ରାଟକୁ ନେଇ ଏକ୍ସ କ୍ୟାଡର ଶିକ୍ଷକ ମହାସଂଘ ପକ୍ଷରୁ ପୁଣିଥରେ ରାଜ୍ୟସ୍ତରୀୟ ବୋର୍ଡ଼ କାର୍ଯ୍ୟାଳୟ ଘେରାଉ କରାଯିବ। ବର୍ଷକୁ ଦୁଇଥର ପରୀକ୍ଷା ନ ହେବା, ପ୍ରଶ୍ନପତ୍ର ଭାଇରାଲ ଆଳ ଦେଖାଇ ବୋର୍ଡ଼ କର୍ତ୍ତୃପକ୍ଷ…
ଖୋଲିଲା ରାଜଭବନ ଉଦ୍ୟାନ: ପ୍ରଥମ ଦିନରେ ବୁଲିଲେ ୪ହଜାର ଦର୍ଶକ
ଭୁବନେଶ୍ୱର,୬ା୧(ବ୍ୟୁରୋ): ସର୍ବସାଧାରଣ ଓ ଛାତ୍ରୀଛାତ୍ରଙ୍କ ପାଇଁ ରବିବାର ରାଜଭବନ ଉଦ୍ୟାନ ଖୋଲାଯାଇଛି। ଗୋଲାପ ଉଦ୍ୟାନଠାରୁ ଆରମ୍ଭ କରି ବିଭିନ୍ନ କିସମର ଗେଣ୍ଡୁ, ସେବତୀ, ଗ୍ଲାଡିଓଲି, ଡାଲିଆ, ଜିନିଆ, କାନୁନ୍ଡୋଲା, ସାଲ୍ଭିଆ ଭଳି ୩୯ କିସମର ଫୁଲର ସମ୍ଭାର ଦେଖିବାକୁ ମିଳିଥିଲା। ଏହାସହ…
Archives


