ରାଜ୍ୟ

୫ ଆଇଏଏସ୍‌ ଅଧିକାରୀ ଓଡ଼ିଶା ଫେରିବେ

ଭୁବନେଶ୍ୱର,୨୭ା୯(ବ୍ୟୁରୋ): ୨୦୧୭ ବ୍ୟାଚ୍‌ର ଓଡ଼ିଶା କ୍ୟାଡର ସମସ୍ତ ଆଇଏଏସ୍‌ ଅଧିକାରୀ କେନ୍ଦ୍ରରୁ ରାଜ୍ୟକୁ ଆସିବେ। ଏହି ଅଧିକାରୀମାନେ ହେଉଛନ୍ତି- ସୋମେଶ କୁମାର ଉପାଧ୍ୟାୟ, ପି. ଅନ୍ବେଷା ରେଡ୍ଡୀ, ପାଟିଲ ଆଶିଷ ଈଶ୍ୱର, ଦିବାକର ଟିଏସ୍‌ ଏବଂ ହେମକାନ୍ତ ସେ। ଏହି...

ଝାରସୁଗୁଡ଼ାରେ ହେବ ରକ୍ତଶିକୁଳି ଗବେଷଣା କେନ୍ଦ୍ର

ଭୁବନେଶ୍ୱର,୨୭ା୯(ବ୍ୟୁରୋ) :ମହାନଦୀ କୋଲ୍‌ ଫିଲ୍‌ଡ ଭଳି ମହାରତ୍ନ କମ୍ପାନୀ ପକ୍ଷରୁ କର୍ପୋରେଟ୍‌ ସାମାଜିକ ଦାୟିତ୍ୱ(ସିଏସ୍‌ଆର) ସ୍ବାସ୍ଥ୍ୟ କ୍ଷେତ୍ରରେ ବିନିଯୋଗ ହେଉଥିବା ପାଣ୍ଠି ସମ୍ପର୍କିତ ସମୀକ୍ଷା ବୈଠକ ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ...

ସୁଶୀଲ ଲୋହାନି ପରବର୍ତ୍ତୀ ସିଇଓ

ଭୁବନେଶ୍ୱର,୨୭ା୯(ବ୍ୟୁରୋ) : ବରିଷ୍ଠ ଆଇଏଏସ୍‌ ଅଧିକାରୀ ସୁଶୀଲ କୁମାର ଲୋହାନି ରାଜ୍ୟର ପରବର୍ତ୍ତୀ ମୁଖ୍ୟ ନିର୍ବାଚନ ଅଧିକାରୀ(ସିଇଓ) ଭାବେ ଦାୟିତ୍ୱ ତୁଲାଇବେ। ସାଧାରଣ ନିର୍ବାଚନ ପରେ ସିଇଓ ସୁରେନ୍ଦ୍ର କୁମାର ଏହି ପଦବୀରୁ ଅବ୍ୟାହତି ନେବାକୁ ଚାହିଁଥିଲେ। ଏହା ପରେ...

ଡିସେମ୍ବର ୩୧ ଯାଏ ହେବ ଅନ୍‌ଲାଇନ, ଅଫ୍‌ ଲାଇନ ପରୀକ୍ଷା

ଭୁବନେଶ୍ୱର,୨୭ା୯(ବ୍ୟୁରୋ) : ଆସନ୍ତା ଡିସେମ୍ବର ୩୧ ତାରିଖ ଯାଏ ଯାନବାହନ ପ୍ରଦୂଷଣ ପରୀକ୍ଷା ଉଭୟ ଅନଲାଇନ ଓ ଅଫଲାଇନରେ ହେବ। ଏ ନେଇ ଗୁରୁବାର ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ଜିଲାପାଳ, ଏସ୍‌ପି ଓ ଆଞ୍ଚଳିକ ପରିବହନ...

ଆଜି ପ୍ରଦର୍ଶିତ ହେବ ଫନୀ ସମ୍ପର୍କିତ ବୃତ୍ତଚିତ୍ର

ଭୁବନେଶ୍ୱର,୨୭ା୯(ବ୍ୟୁରୋ) : ଚଳିତ ବର୍ଷ ମେ ୩ରେ ଓଡ଼ିଶା ଉପକୂଳ ସାମୁଦ୍ରିକ ଝଡ ଫନୀ ଦ୍ୱାରା ଘୋର ପ୍ରଭାବିତ ହୋଇଥିଲା। ଏହାକୁ ମୁକାବିଲା କରିବା ପାଇଁ ରାଜ୍ୟ ପ୍ରଶାସନ ପକ୍ଷରୁ ଆବଶ୍ୟକ ପଦକ୍ଷେପ ନିଆଯାଇଥିଲା। ଉଚିତ ପଦକ୍ଷେପ ନିଆଯିବାରୁ ଧନଜୀବନକୁ...

ସରକାରୀ ହସ୍ପିଟାଲରୁ ଦଲାଲ ହଟାଇବାକୁ ସ୍ପେଶାଲ ଡ୍ରାଇଭ : ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ଗିରଫ ହେଲେ ୩୫

ଭୁବନେଶ୍ୱର,୨୭ା୯(ବ୍ୟୁରୋ) :ସରକାରୀ ହସ୍ପିଟାଲକୁ ଆସୁଥିବା ରୋଗୀଙ୍କୁ ନାନା ଭାବେ ପ୍ରଭାବିତ ଓ ପ୍ରଲୋଭିତ କରି ଘରୋଇ ହସ୍ପିଟାଲକୁ ପଠାଯାଉଛି। ସେଠାରେ ନାନା ଭାବେ ରୋଗୀଙ୍କୁ ଶୋଷଣ କରାଯାଉଛି। ଏଥିରେ ଦଲାଲ ମୁଖ୍ୟ ଭୂମିକା ଗ୍ରହଣ କରୁଥିବାବେଳେ ସରକାରୀ ହସ୍ପିଟାଲର କେତେଜଣ...

ମାଟ୍ରିକ୍‌ ବୃତ୍ତି ପରୀକ୍ଷା: ଆଜିଠାରୁ ଅନ୍‌ଲାଇନରେ ଆବେଦନ

କଟକ ଅଫିସ,୨୭ା୯ : ଆଲ୍‌ପି ଏଜୁକେଶନ ଟ୍ରଷ୍ଟ ପକ୍ଷରୁ ଅରୁଣୋଦୟ ମାର୍କେଟସ୍ଥିତ ଟ୍ରଷ୍ଟର ସମ୍ମେଳନ କକ୍ଷରେ ଗୁରୁବାର ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଟ୍ରଷ୍ଟ ପକ୍ଷରୁ ବାର୍ଷିକ ମାଟ୍ରିକ ବୃତ୍ତି ପରୀକ୍ଷା ଆୟୋଜନ ହେବ। ଚଳିତବର୍ଷ ମାଟ୍ରିକ ପରୀକ୍ଷା ଦେବାକୁ...

ହୃଷୀକେଶ ମଲ୍ଲିକଙ୍କୁ ଡି.ଲିଟ୍‌

ଭୁବନେଶ୍ୱର,୨୭ା୯(ବ୍ୟୁରୋ) : ଉତ୍କଳ ବିଶ୍ୱବିଦ୍ୟାଳୟରୁ ସାହିତ୍ୟରେ ଡି.ଲିଟ୍‌ ଉପାଧି ପାଇବାକୁ ଡ. ହୃଷୀକେଶ ମଲ୍ଲିକ ଯୋଗ୍ୟ ବିବେଚିତ ହୋଇଛନ୍ତି। ତୁଳନାତ୍ମକ ଭାରତୀୟ ସାହିତ୍ୟରେ ଉଚ୍ଚତର ଗବେଷଣା ପାଇଁ ବିଶ୍ୱବିଦ୍ୟାଳୟର ଏହି ସର୍ବୋଚ୍ଚ ଡିଗ୍ରୀ ଡ. ମଲ୍ଲିକଙ୍କୁ ପ୍ରଦାନ କରାଯିବ ବୋଲି...

ଆଜି ଆସୁଛନ୍ତି ରାଷ୍ଟ୍ରପତି : ପୂର୍ବ ନିର୍ଦ୍ଧାରିତ ଗସ୍ତ କାର୍ଯ୍ୟସୂଚୀରେ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ୱର,୨୭ା୯(ବ୍ୟୁରୋ) : ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆଜି ଓଡ଼ିଶା ଆସୁଛନ୍ତି। ଦିଲ୍ଲୀରୁ ସ୍ବତନ୍ତ୍ର ବିମାନ ଯୋଗେ ଆସି କେତେକ କାର୍ଯ୍ୟକ୍ରମରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ତେବେ ପୂର୍ବ ନିର୍ଦ୍ଧାରିତ ଗସ୍ତ କାର୍ଯ୍ୟସୂଚୀରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି। ରାଷ୍ଟ୍ରପତି ସନ୍ଧ୍ୟା ୬ଟା...

ଓଡ଼ିଶା ପର୍ଯ୍ୟଟନରେ ନୂଆ ସୁଯୋଗ ‘ଇକୋ-ଟୁରିଜମ୍‌’

ଭୁବନେଶ୍ୱର,୨୭ା୯(ବ୍ୟୁରୋ): ପୁରୀ, କୋଣାର୍କ, ଭୁବନେଶ୍ୱରରୁ ବାହାରି ଓଡ଼ିଶାରେ ଥିବା ଉତ୍କୃଷ୍ଟ ପରିବେଶ, ଜଙ୍ଗଲ ଓ ପ୍ରାକୃତିକ ପର୍ଯ୍ୟଟନସ୍ଥଳୀ ମାଧ୍ୟମରେ କିଭଳି ଓଡ଼ିଶା ପର୍ଯ୍ୟଟନକୁ ଏକ ନୂଆ ପରିଚୟ ମିଳିବ ସେଥିଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ରାଜ୍ୟର...

ବିଶ୍ୱ ପର୍ଯ୍ୟଟନ ଦିବସ : ବିଦେଶରେ ବଢୁଛନ୍ତି ଭାରତୀୟ ପର୍ଯ୍ୟଟକ, ଦେଶ ହରାଉଛି ବର୍ଷକୁ ୯ ହଜାର କୋଟି

ଭୁବନେଶ୍ୱର,୨୭ା୯(ବ୍ୟୁରୋ) : ଭାରତୀୟଙ୍କ ମଧ୍ୟରେ ଦିନକୁ ଦିନ ବିଦେଶ ବୁଲା ଆଗ୍ରହ ବଢ଼ିବାରେ ଲାଗିଛି। ବିଶେଷକରି ମଧ୍ୟବିତ୍ତ ଶ୍ରେଣୀର ଲୋକେ ସର୍ବାଧିକ ବିଦେଶ ଭ୍ରମଣରେ ଯାଉଛନ୍ତି। ଗୋଟିଏପଟେ ଭାରତରେ ବିଦେଶୀ ପର୍ଯ୍ୟଟକଙ୍କ ସଂଖ୍ୟା କମୁଥିବାବେଳେ ଅନ୍ୟପଟେ ବିଦେଶ ମାଟିରେ ଭାରତୀୟ...

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ଦଲାଲଙ୍କ ଉପରେ ନଜର: ଆର୍‌ଟିଓ କାର୍ଯ୍ୟାଳୟରେ ପୋଲିସ ଚଢ଼ାଉ

ଢେଙ୍କାନାଳ ଅଫିସ, ୨୭ା୯-ସ୍ବାସ୍ଥ୍ୟକେନ୍ଦ୍ର ଏବଂ ଆର୍‌ଟିଓ କାର୍ଯ୍ୟାଳୟକୁ ୧୫ଦିନ ମଧ୍ୟରେ ଦଲାଲମୁକ୍ତ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେବା ପରେ ପ୍ରକାଶ ପାଇଛି ପ୍ରଶାସନିକ ତତ୍ପରତା। ତଦନୁଯାୟୀ ଗୁରୁବାର ମଧ୍ୟାହ୍ନରେ ଢେଙ୍କାନାଳ ଟାଉନ ଥାନା ପୋଲିସ ପକ୍ଷରୁ ଆଞ୍ଚଳିକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri